Browsing Category
ଆଜିର ଖବର
ଫେବ୍ରୁଆରୀ ୧୭ରୁ ବିଧାନସଭାର ବଜେଟ୍ ଅଧିବେଶନ,୨୦ରେ ଆସିବ ରାଜ୍ୟ ବଜେଟ୍
ଭୁବନେଶ୍ୱର (ରାଜ୍ୟକାହାଣୀ )ଫେବୃଆରୀ ୧୭ ତାରିଖରୁ ବିଧାନସଭା ବଜେଟ ଅଧିବେଶନ । ଫେବୃଆରୀ ୨୦ରେ ଆଗତ ହେବ ରାଜ୍ୟ ବଜେଟ ୨୦୨୬- ୨୭ । ଏପ୍ରିଲ ୮ ଯାଏ ଦୁଇଟି ପର୍ଯ୍ୟାୟରେ ଚାଲିବ ବଜେଟ୍ ଅଧିବେଶନ । ଫେବ୍ରୁଆରୀ ୨୦ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ।!-->…
ସ୍କୁଲରେ ଛାତ୍ରୀମାନଙ୍କ ପାଇଁ ରହିବ ସାନିଟାରି ପ୍ୟାଡ୍ ଓ ପୃଥକ ଶୌଚାଳୟର ବ୍ୟବସ୍ଥା: ସୁପ୍ରିମକୋର୍ଟ
ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲଗୁଡ଼ିକ ଛାତ୍ରୀମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ଯୋଗାଇବାକୁ ନିର୍ଦ୍ଦେଶ!-->…
ପାର୍କରେ ସ୍ଥାପିତ କୌଣସି ପ୍ରତିମୂର୍ତ୍ତିର ଅସମ୍ମାନ ସହିବେନି ସରକାର : କୃଷ୍ଣ ଚନ୍ଦ୍ର ମହାପାତ୍ର
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟର ସହରାଞ୍ଚଳରେ ଜୀବନଧାରଣର ମାନ ବୃଦ୍ଧି ଏବଂ ସର୍ବସାଧାରଣ ସମ୍ପତ୍ତିର ସୁରକ୍ଷା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି ମାନ୍ୟବର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର । କେବଳ ଭୁବନେଶ୍ୱର କିମ୍ବା କଟକ ନୁହେଁ, ବରଂ!-->…
ଉଷା ପାଢ଼ୀଙ୍କୁ ଆଶ୍ୱସ୍ତି, ନିଃସର୍ତ୍ତ କ୍ଷମା ପ୍ରାର୍ଥନା ପରେ ଅଦାଲତ ଅବମାନନା ମାମଲା ରଦ୍ଦ କଲେ ହାଇକୋର୍ଟ
ରାଜ୍ୟ କାହାଣୀ (ଭୁବନେଶ୍ଵର)ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ସହିତ ନଗର ଉନ୍ନୟନ ବିଭାଗର ନିର୍ଦେଶକ ଏବଂ କଟକ ଜିଲ୍ଲାପାଳ ମଧ୍ୟ ଆଶ୍ୱସ୍ତି ପାଇଛନ୍ତି । ଏହି ୩ ବରିଷ୍ଠ ଅଧିକାରୀ କୋର୍ଟଙ୍କ ଆଦେଶ ପାଳନ କରିଥିବା ନେଇ!-->…
ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର
ରାଜ୍ୟ କାହାଣୀ ( ଭୁବନେଶ୍ଵର)ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ରାଜ୍ୟ ସରକାର । ୬୦ରୁ ୭୫ ବର୍ଷ ବୟସ୍କ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ । ଖୁବଶୀଘ୍ର ଆରମ୍ଭ ହେବ ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା । ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ପର୍ଯ୍ୟଟନ ବିଭାଗ ପକ୍ଷରୁ ଚିଠି କରାଯାଇଛି ।!-->…
ବିଧାୟକଙ୍କ ଦରମା ବୃଦ୍ଧି ବିଲ୍ର ହୋଇପାରେ ପୁନଃବିଚାର
ଭୁବନେଶ୍ୱର (ରାଜ୍ୟକାହାଣୀ )ବିଧାୟକଙ୍କ ଦରମା ବୃଦ୍ଧି ବିଲ୍ ଉପରେ ଚଳିତ ଅଧିବେଶନରେ ପୁନଃବିଚାର ହୋଇପାରେ। ଏନେଇ ସୂଚନା ଦେଇଛନ୍ତି କମିଟି ଅଧ୍ୟକ୍ଷ ଭାସ୍କର ମଢ଼େଇ। ମଢେଇ କହିଛନ୍ତି ବର୍ଦ୍ଧିତ ଦରମା ସମ୍ପର୍କରେ ପୁନଃବିଚାର ପାଇଁ ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ପ୍ରସ୍ତାବ!-->…
ଖଣ୍ଡଗିରି ମେଳାରେ ଅନ୍ଧବିଶ୍ୱାସକୁ ପ୍ରଶ୍ରୟ ଦେଉଛନ୍ତି ଭଣ୍ଡ ବାବା
ଭୁବନେଶ୍ୱର (ରାଜ୍ୟକାହାଣୀ )ଧୁମଧାମରେ ଚାଲିଛି ଖଣ୍ଡଗିରି ମେଳା | କିନ୍ତୁ ଚଳିତ ବର୍ଷ ଯେଉଁମାନେ ଅନ୍ଧବିଶ୍ୱାସକୁ ପ୍ରଶ୍ରୟ ଦିଆଯିବନି ବୋଲି ନିୟମ କରିଥିଲେ, ସେମାନେ ଏବେ ଚୁପ୍ ବସିଛନ୍ତି । ଖଣ୍ଡଗିରି ମେଳାରେ ଲାଗିଛି ବାବାଙ୍କ ଦରବାର ଆଉ ଭୁବନେଶ୍ୱର ସହ କଟକ, ପୁରୀ, ନୟାଗଡ଼, ଯାଜପୁର,!-->…
ନବ ଦାସ ହତ୍ୟା ମାମଲାର ଖୁବ୍ଶୀଘ୍ର ଖୁଲାସା ହେବ : ଆଇନ ମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ନବ ଦାସ ହତ୍ୟା ମାମଲାର ଖୁବ୍ଶୀଘ୍ର ଖୁଲାସା ହେବ କହିଲେ ଆଇନ ମନ୍ତ୍ରୀ । ଦୀପାଳି ଦାସଙ୍କ ବୟାନ ଉପରେ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା । ଦୀପାଳିଙ୍କ ମନ୍ତବ୍ୟ ଗଣମାଧ୍ୟମରେ ଦେଖିଲି ଆଇନ ମନ୍ତ୍ରୀ। ପରିବାର ଲୋକଙ୍କ ସନ୍ଦେହକୁ ନେଇ କ୍ରାଇମବ୍ରାଞ୍ଚ ତଦନ୍ତ!-->…
ଅନୁଭବଙ୍କ ବିରୋଧରେ ଚାଲିବ ଯୌତୁକ ନିର୍ଯାତନା ମାମଲା। ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ
ଭୁବନେଶ୍ୱର (ରାଜ୍ୟକାହାଣୀ )ଅଭିନେତା ଅନୁଭବ ମହାନ୍ତିଙ୍କ ପାଇଁ ବଢିଲା ଅଡୁଆ । ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ। ଅନୁଭବଙ୍କ ବିରୋଧରେ ଚାଲିବ ମାମଲା ।ପୁରୀଘାଟ ଥାନାରେ ଅନୁଭବଙ୍କ ଘରେ ରହୁଥିବା ସମୟରେ ଅନୁଭବ ଓ ଅନ୍ୟ ଦୁଇ କର୍ମଚାରୀଙ୍କ ବିରୋଧରେ ଏତଲା ଦେଇଥିଲେ ବର୍ଷା। ଭିଡିଓ ସୁଟିଂ!-->…
OISF ଯବାନଙ୍କ ବସ୍କୁ ଧକ୍କା ଦେଲା ଟ୍ରକ, ୨୬ ଜଣ ଯବାନ ଆହତ
ଭୁବନେଶ୍ୱର (ରାଜ୍ୟକାହାଣୀ )କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ତଡୁଆ ବାହାଲରେ ଦୁର୍ଘଟଣା । ୫୨୦ ଜାତୀୟ ରାଜପଥ ଓଡିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ଯବାନଙ୍କୁ ନେଇ ଗୁଆଲିରୁ ଘଟଗାଁ ଯାଉଥିବା ଏକ ବସକୁ ପଛରୁ ଧକ୍କା ଦେଇ ଫେରାର ହେଲା ଟ୍ରକ ଡ୍ରାଇଭର । ଭାରସାମ୍ୟ ହରାଇ ବସଟି ଆଗରେ!-->…