Browsing Category

ଆଜିର ଖବର

ହଠାତ୍‌ ହଜାର ହଜାର ଟଙ୍କା କମିଗଲା ସୁନା ଦର

କ୍ରମାଗତ ଭାବରେ ବୃଦ୍ଧି ପାଉଥିବା ସୁନା ଏବଂ ରୁପା ମୂଲ୍ୟରେ ବ୍ରେକ୍‌ ଲାଗିଛି। ୧୦ ଗ୍ରାମ ୨୪ କ୍ୟାରେଟ ସୁନାର ମୂଲ୍ୟ ପ୍ରାୟ ୮,୦୦୦ ହ୍ରାସ ପାଇଛି। ଗତକାଲି ୧୦ ଗ୍ରାମ ୨୪ କ୍ୟାରେଟ ସୁନାର ମୂଲ୍ୟ ୧,୭୮,୮୫୦ ଥିଲା, ଯାହା ଆଜି ୧,୭୦,୬୨୦। ଏହା ୮,୨୩୦ ହ୍ରାସକୁ ପାଇଛି।ଆଜି ଭାରତୀୟ ବଜାରରେ

ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୭୮ ତମ ଶ୍ରାଦ୍ଧ ବାର୍ଷିକୀ

ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୭୮ ତମ ଶ୍ରାଦ୍ଧ ବାର୍ଷିକୀ । ମହାତ୍ମା ଗାନ୍ଧୀ ଥିଲେ ବିଂଶ ଶତାବ୍ଦୀର ସର୍ବଶ୍ରେଷ୍ଠ ସତ୍ୟର ଆରାଧକ। ତାଙ୍କ ପାଇଁ ସତ୍ୟ ହିଁ ଭଗବାନ ଥିଲା । ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀ ଥିଲେ ଦେଶର ମହାନତମ ସ୍ୱାଧୀନତା ସଂଗ୍ରାମୀଙ୍କ ଭିତରୁ ଜଣେ। ଜଣେ ମହାନୁଭବ,

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ କୁଖ୍ୟାତ ମାଓବାଦୀ ମୃତ

ମାଲକାନଗିରି ଜିଲା ଛତିଶଗଡ ସିମାନ୍ତ ବିଜାପୁର ଜିଲାରେ ଏନକାଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଜଣ କୁଖ୍ୟାତ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ରିପୋର୍ଟ ଅନୁସାରେ, କାଭରଗଟ୍ଟା ଜଙ୍ଗଲରେ କିଛି ମାଓବାଦୀ ଲୁଚିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଗୁଇନ୍ଦା ରିପୋର୍ଟ ମିଳିଥିଲା ।

H&FWର ବଡ଼ ବୟାନ, ବ୍ୟାନ ହେବନି ପାନ ମସଲା!

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ପାନ ମସଲା, ଗୁଟଖା, ଖଇନିରେ ପ୍ରତିବନ୍ଧକ ଲଗାଇଥିଲେ ସରକାର।ଏହାରି ଭିତରେ ଶୁକ୍ରବାର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି ।ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ପଷ୍ଟ କରିଛି ଯେ, ଯେଉଁ ପାନ ମସଲାରେ ତମାଖୁ

ଅଷ୍ଟମ ଛାତ୍ର ବ୍ୟାଗରେ ବନ୍ଧୁକ: ବିଦ୍ୟାଳୟରେ ଉ​ତ୍ତେଜନା

ସ୍କୁଲ ବ୍ୟାଗରେ ପିସ୍ତଲ। ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ଜବତ ହୋଇଛି ପିସ୍ତଲ। ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗ ଗାଁରେ ଥିବା ଦାସମହାପାତ୍ର ବାଞ୍ଛାନିଧି ସରକାରୀ ଉଚ୍ଚ ବିଦ୍ୟାଳୟର ଜଣେ ଛାତ୍ରଙ୍କ ନିକଟରୁ ବନ୍ଧୁକ ଜବତ ହୋଇଛି । ଜବତ ବନ୍ଧୁକ ଯାଞ୍ଚ କରିବା ସହ ଛାତ୍ର

ଆଜି ବିଶ୍ୱ କୁଷ୍ଠ ଦିବସ

କୁଷ୍ଠ ଏକ ଦୀର୍ଘ ସ୍ଥାୟୀ ରୋଗ ଯାହାକୁ ଇଂରାଜୀରେ ଲେପ୍ରୋସି ବା ହାନସେନ୍ ରୋଗ କହନ୍ତି । ମାଇକୋବ୍ୟାକ୍ଟେରିଅମ ଲେପ୍ରି (Mycobacterium leprae) ଓ ମାଇକୋବ୍ୟାକ୍ଟେରିଅମ ଲେପ୍ରୋମାଟୋସିସ (Mycobacterium lepromatosis) ନାମକ ଦୁଇ ପ୍ରକାର ବ୍ୟାକ୍ଟେରିଆଦ୍ୱାରା ଏହି ରୋଗ ହୁଏ । ଏହି

ଭିଜିଲାନ୍ସ ଜାଲରେ ଏସସିବି ଆସୋସିଏଟ୍ ପ୍ରଫେସର ଡା. ସନାତନ ବେହେରା

ଭିଜିଲାନ୍ସ ଜାଲରେ ଏସସିବି ଆସୋସିଏଟ୍ ପ୍ରଫେସର ଡା. ସନାତନ ବେହେରା । ହେପାଟୋଲୋଜି ବିଭାଗର ଆସୋସିଏଟ ପ୍ରଫେସର ଡା. ସନାତନ ବେହେରା । ୨ ଲକ୍ଷ ୬୩ ହଜାର ଟଙ୍କା ନେଇ ଯାଉଥିଲା ବେଳେ ମାଡିବସିଲା ଭିଜିଲାନ୍ସ । ବିଭାଗକୁ ସାମଗ୍ରୀ ଯୋଗାଣ ପାଇଁ ବିଡର୍ ଠାରୁ ଲାଞ୍ଚ ନେଉଥିବା ଅଭିଯୋଗ ହୋଇଛି ।

୨ଟି ରାଜ୍ୟସଭା ସିଟ୍ ନେବ ବିଜେଡି: ସାରଦା

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟସଭା ନିର୍ବାଚନରେ ୨ଟି ଆସନ ନେବ ବିଜେଡି । ଦୃଢୋକ୍ତି ପ୍ରକାଶ କଲେ ବିଜେଡି ବିଧାୟକ ସାରଦା ଜେନା । ସେ କହିଛନ୍ତି ଯେ ୪ଟି ଆସନରୁ ବିଜେଡି ୨ଟି ଆସନରେ ଜିତିବା ନିଶ୍ଚିତ । ଏନେଇ ବିଜେଡି ରଣନୀତି ପ୍ରସ୍ତୁତ କରି ସାରିଛି । କିପରି ଜିତିବ ବିଜେଡି

ଗୁଟ୍‌ଖା, ତମାଖୁ ବ୍ୟାନ୍ ପାଇଁ ସରକାର ପଦକ୍ଷେପ ନେଉଛନ୍ତି- ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ଗୁଟ୍‌ଖା, ତମାଖୁ ବ୍ୟାନ୍ ପାଇଁ ସରକାର ପଦକ୍ଷେପ ନେଉଛନ୍ତି । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ମନ୍ତ୍ରୀ କହିଛନ୍ତି ଯେ ପ୍ରାଥମିକ ସ୍ତରରେ ଏସବୁ ବିକ୍ରି ବନ୍ଦ କରିବାକୁ ସଚେତନତା ଅଭିଯାନ ଚାଲିଛି ।ପରେ ରାଜ୍ୟରେ ଜିଲ୍ଲାସ୍ତରୀୟ

ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ

ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଆସିବାକୁ ଥିବାରୁ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ତେବେ ଆସନ୍ତା ଫେବୃଆରୀ ୪ରୁ ୬ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ ରହିବ।ଫେବ୍ରୁଆରୀ ୪ରୁ ୬ତାରିଖ ପର୍ଯ୍ୟନ୍ତ ଯଶିପୁର ପଟୁ