Browsing Category
ଆଜିର ଖବର
ଗୁଟ୍ଖା, ତମାଖୁ ବ୍ୟାନ୍ ପାଇଁ ସରକାର ପଦକ୍ଷେପ ନେଉଛନ୍ତି- ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଗୁଟ୍ଖା, ତମାଖୁ ବ୍ୟାନ୍ ପାଇଁ ସରକାର ପଦକ୍ଷେପ ନେଉଛନ୍ତି । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ମନ୍ତ୍ରୀ କହିଛନ୍ତି ଯେ ପ୍ରାଥମିକ ସ୍ତରରେ ଏସବୁ ବିକ୍ରି ବନ୍ଦ କରିବାକୁ ସଚେତନତା ଅଭିଯାନ ଚାଲିଛି ।ପରେ ରାଜ୍ୟରେ ଜିଲ୍ଲାସ୍ତରୀୟ!-->…
ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ
ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଆସିବାକୁ ଥିବାରୁ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ତେବେ ଆସନ୍ତା ଫେବୃଆରୀ ୪ରୁ ୬ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ ରହିବ।ଫେବ୍ରୁଆରୀ ୪ରୁ ୬ତାରିଖ ପର୍ଯ୍ୟନ୍ତ ଯଶିପୁର ପଟୁ!-->…
ନୂଆ UGC ନିୟମରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
ସୁପ୍ରିମକୋର୍ଟ ନୂଆ ୟୁଜିସି ନିୟମକୁ ଚ୍ୟାଲେଞ୍ଜ କରି ଆଜି ଅର୍ଥାତ୍ ଜାନୁଆରୀ ୨୯ରେ ଆବେଦନଗୁଡ଼ିକର ଶୁଣାଣି କରି ସ୍ଥଗିତାଦେଶ ଜାରି କରିଛନ୍ତି। ମାର୍ଚ୍ଚ ୧୯ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଓ ଜଷ୍ଟିସ ଜୟମାଲ୍ୟ ବାଗଚୀଙ୍କୁ ନେଇ ଗଠିତ!-->…
ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣା: ବିମାନର ମିଳିଲା ବ୍ଲାକ୍ ବକ୍ସ
ଅଜିତ୍ ପାଓ୍ୱାରଙ୍କ ବିମାନ ଦୁର୍ଘଟଣା ଘଟଣାରେ ଆସିଛି ବଡ଼ ଖବର । ଗୁରୁବାର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ କହିଛି ଯେ ଜାନୁଆରୀ ୨୮ ତାରିଖରେ ବାରାମତିରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଏବଂ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ମୃତ୍ୟୁ ହୋଇଥିବା ବିମାନର ବ୍ଲାକ ବକ୍ସ!-->…
ଡାହାଣୀ ସନ୍ଦେହରେ ମାଆକୁ ହତ୍ୟା କଲା ପୁଅ
ଭୁବନେଶ୍ୱର (ରାଜ୍ୟକାହାଣୀ )ଅନ୍ଧବିଶ୍ୱାସର ସାଂଘାତିକ ଦୃଶ୍ୟ। ଡାହାଣୀ ସନ୍ଦେହରେ ନିଜ ମାଆକୁ କଟୁରୀରେ ହାଣି ହତ୍ୟା କଲା ଜହ୍ଲାଦ ପୁଅ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜଜିଲ୍ଲା ବେତନଟୀ ଥାନା ଅଧୀନ କଲରାଫୁଲିଆ ଗ୍ରାମରେ l ସୂଚନା ମୁତାବକ, ନିକଟରେ ତପନ ସିଂଙ୍କ ଗର୍ଭବତୀ ସ୍ତ୍ରୀର!-->…
‘ସମୀକ୍ଷା’ ପୋର୍ଟାଲ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଷଷ୍ଠ ରାଜ୍ୟ ଅର୍ଥ ଆୟୋଗ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି। ଆୟୋଗ ଅଧ୍ୟକ୍ଷ ଡକ୍ଟର ଅରୁଣ କୁମାର ପଣ୍ଡା ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ପ୍ରଦାନ କରିଥିଲେ। କିଛି ଦିନ ପୂର୍ବରୁ ଏହି ରିପୋର୍ଟ ରାଜ୍ୟପାଳ ଡ.!-->…
ଆଖି ବୁଜିଲେ ବରଗଡ଼ ଧନୁଯାତ୍ରାର ନନ୍ଦରାଜା
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଖି ବୁଜିଲେ ବରଗଡ଼ ଧନୁଯାତ୍ରାର ନନ୍ଦରାଜା ଅଭିନେତା। ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୋପପୁରରେ ନନ୍ଦରାଜା ଭୂମିକାରେ ଅଭିନୟ କରି ଆସୁଥିବା କଳାକାର ସତ୍ୟନାରାୟଣ ପୋଢଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ!-->…
ଆହୁରି ବଢ଼ିବ ରାତି ତାପମାତ୍ରା, କୁହୁଡି ପାଇଁ ୬ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ଆହୁରି ବଢ଼ିବ ରାତି ତାପମାତ୍ରା ଏବଂ କମିଯିବ ଶୀତ। ଆସନ୍ତା ୨ଦିନରେ ୨ରୁ ୩ ଡିଗ୍ରୀ ତାପମାତ୍ରା ଆହୁରି ବଢ଼ିବ। ଫେବ୍ରୁଆରୀ ୧ ଯାଏ ରାଜ୍ୟର ଅନେକ ସ୍ଥାନରେ କୁହୁଡ଼ି ରହିବା ସହ କାକର ପଡ଼ିବ। ଆଜି ୬ ଜିଲ୍ଲାରେ ଘନ କୁହୁଡ଼ି ପାଇଁ ୱେଲୋ ୱାର୍ଣ୍ଣିଂ ଜାରି!-->…
ଆଜି ସଂସଦରେ ଉପସ୍ଥାପିତ ହେବ ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ୨୦୨୫-୨୬
ଆଜି ସଂସଦରେ ଉପସ୍ଥାପିତ ହେବ ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ୨୦୨୫-୨୬ । କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦିନ ୧୧ଟାରେ ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ଉପସ୍ଥାପିତ କରିବେ ।ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ହେଉଛି ସରକାରଙ୍କ ଆର୍ଥିକ ପ୍ରଦର୍ଶନ ଓ ଦେଶରେ ଅର୍ଥନୈତିକ ସ୍ଥିତିର!-->…
PM ଆବାସ ଯୋଜନା ୨.୦ ନିୟମରେ ବଡ଼ ପରିବର୍ତ୍ତନ
PMAY Urban 2.0 ଫେଜରେ ଏବେ ବଡ଼ ନିୟମ ପରିବର୍ତ୍ତନ କରାଯାଇଛି।ଏବେ Eligibility Beneficiary Certificate ଅନିବାର୍ଯ୍ୟ କରାଯାଇଛି। ଏହା ପାଇଁ ଆବେଦକଙ୍କୁ PMAY ଅଫିସିଆଲ୍ ପୋର୍ଟାଲରେ ରେଜିଷ୍ଟ୍ରେସନ୍ କରିବାକୁ ପଡ଼ିବ। ପରେ ନଗର ନିଗମ ଦ୍ୱାରା ଫିଜିକାଲ୍ ଭେରିଫିକେସନ୍ କରାଯିବ ଏବଂ!-->…