Browsing Category
ଆଜିର ଖବର
PM ଆବାସ ଯୋଜନା ୨.୦ ନିୟମରେ ବଡ଼ ପରିବର୍ତ୍ତନ
PMAY Urban 2.0 ଫେଜରେ ଏବେ ବଡ଼ ନିୟମ ପରିବର୍ତ୍ତନ କରାଯାଇଛି।ଏବେ Eligibility Beneficiary Certificate ଅନିବାର୍ଯ୍ୟ କରାଯାଇଛି। ଏହା ପାଇଁ ଆବେଦକଙ୍କୁ PMAY ଅଫିସିଆଲ୍ ପୋର୍ଟାଲରେ ରେଜିଷ୍ଟ୍ରେସନ୍ କରିବାକୁ ପଡ଼ିବ। ପରେ ନଗର ନିଗମ ଦ୍ୱାରା ଫିଜିକାଲ୍ ଭେରିଫିକେସନ୍ କରାଯିବ ଏବଂ!-->…
ବେପରୁଆ ଗାଡି ଚାଳକଙ୍କୁ ରାସ୍ତାରେ ଅଟକାଇ ସତର୍କ କଲେ ଯମ ଓ ଚିତ୍ରଗୁପ୍ତ
ଭୁବନେଶ୍ୱର (ରାଜ୍ୟକାହାଣୀ )ଅମାନିଆ ଲୋକ ଏବଂ ବେପରୁଆ ଗାଡି ଚାଳକଙ୍କୁ ଅଟକାଇ ସତର୍କ କରାଉଥିଲେ ଯମ ସାଥିରେ ଥିଲେ ମନ୍ତ୍ରୀ ଚିତ୍ରଗୁପ୍ତ।ହେଲମେଟ୍ ଲଗାଇ ବାଇକ୍ ଚଳାଇବାକୁ ନିର୍ଦ୍ଦେଶ ଦେଉଥିଲେ । ମଦ୍ୟପାନ କରି ଗାଡ଼ି ନଚଳାଇବାକୁ ପରାମର୍ଶ ଦେଉଥିଲେ । ଏ ହେଉଛି ଗଂଜାମ ଜିଲ୍ଲା ଭଂଜନଗର!-->…
ଦୁର୍ଘଟଣା ପୂର୍ବରୁ ପାଇଲଟ୍ ସମ୍ଭାବୀ ପାଠକଙ୍କ ଶେଷ ଶବ୍ଦ ଥିଲା, ‘ଓଃ ସିଟ୍
ଏକ ଦୁଖଦଃ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ମୃତ୍ୟୁ ଘଟିଛି। ମୃତକ ୫ ଜଣଙ୍କ ମଧ୍ୟରେ ବିମାନର କୋ-ପାଇଲଟ୍ ଶାମ୍ଭବୀ ପାଠକ ମଧ୍ୟ ରହିଛନ୍ତି।ବିମାନର ମୁଖ୍ୟ ପାଇଲଟ୍ ସୁମିତ କପୁର ଦୁର୍ଘଟଣା ପୂର୍ବରୁ ମେଡେ କଲ୍ କରିନଥିଲେ । କିନ୍ତୁ ତାଙ୍କ ସହିତ ଥିବା!-->…
ଆସନ୍ତା ୩ ଦିନ ଭିତରେ ଆହୁରି ୨ରୁ ୩ ଡିଗ୍ରୀ ରାତି ତାପମାତ୍ରା ବୃଦ୍ଧି ପାଇବ
କମୁଛି ଶୀତ ବଢ଼ୁଛି ରାତି ତାପମାତ୍ରା । ଆସନ୍ତା ୩ ଦିନ ଭିତରେ ଆହୁରି ୨ରୁ ୩ ଡିଗ୍ରୀ ରାତି ତାପମାତ୍ରା ବୃଦ୍ଧି ପାଇବ । ଭୁବନେଶ୍ବରରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସକାଳୁ ଘନ କୁହୁଡି଼ ସହ କାକର ପଡି଼ବ । ଦିନର ତାପମାତ୍ରା ୩୧ ଡିଗ୍ରୀ ସହ ରାତି ତାପମାତ୍ରା ୧୭ ଡିଗ୍ରୀ ରହିବ । ଏନେଇ!-->…
ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିବେ ପିସିସି ସଭାପତି
ରାଜ୍ୟ କାହାଣୀ ( ଭୁବନେଶ୍ଵର)ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିବେ ପିସିସି ସଭାପତି । ରାଜ୍ୟସଭା ନିର୍ବାଚନ ପ୍ରସଙ୍ଗରେ ଭେଟିବେ ଭକ୍ତ ଦାସ । ଫେବୃଆରି ପ୍ରଥମ ସପ୍ତାହରେ ନବୀନଙ୍କୁ ଭେଟିବେ ଭକ୍ତ ଦାସ । ରାଜ୍ୟସଭା ସିଟ୍ ପାଇଁ ସମର୍ଥନ ମାଗିବ କଂଗ୍ରେସ । ଏନେଇ ସୂଚନା ଦେଇଛନ୍ତି!-->…
ଜଙ୍ଗଲରେ ସୀମିତ ଥିବା କାଇ ଚଟଣୀ ଏବେ ଓଡ଼ିଶାର ବିଭିନ୍ନ ହୋଟେଲ ଓ ରେସ୍ତୋରାଁରେ
କାଇ ଚଟଣୀ..ସାଧାରଣତଃ ଓଡ଼ିଶାର ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଆଦିବାସୀ ଖାଦ୍ୟ ଭାବେ ପରିଚିତ । ଏବେ ଏହି ପାରମ୍ପରିକ ଆଦିବାସୀ ଖାଦ୍ୟ ଆଉ ଏହି ଅଞ୍ଚଳରେ ସୀମିତ ହୋଇ ନାହିଁ । ଦକ୍ଷିଣ ଓଡ଼ିଶାର ଗଜପତି ଜିଲ୍ଲାର ଗୁମା ବ୍ଲକ ଅଞ୍ଚଳରେ ରହୁଥିବା ଆଦିବାସୀ ସଂପ୍ରଦାୟ ପୀଢ଼ି ପୀଢ଼ି ଧରି!-->…
ଆଜିଠୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ଆବେଦନ
ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହେବ । ମାର୍ଚ୍ଚ ୨୨ ତାରିଖ ଯାଏ ଆବେଦନ ଚାଲିବ । ମେ ୪ରୁ ୯ ଯାଏ ପରୀକ୍ଷା ହେବ । ଏସବୁ ପରୀକ୍ଷା କମ୍ପ୍ୟୁଟର ବେସ୍ଡ୍ ଟେଷ୍ଟ (ସିବିଟି) ମୋଡ୍ରେ ପରୀକ୍ଷା ହେବ । ବି ଫାର୍ମା, ନର୍ସିଂ (ବିଏସ୍ସି ନର୍ସିଂ,!-->…
ଖଣ୍ଡଗିରି ଯାତ୍ରା ପେଣ୍ଡାଲରେ ସିଟ୍ କଟକଣା,୧୮୦୦ସିଟକୁ ମିଳିଲା ଅନୁମତି
ଭୁବନେଶ୍ୱର (ରାଜ୍ୟକାହାଣୀ )ଖଣ୍ଡଗିରି ଯାତ୍ରା ପେଣ୍ଡାଲରେ ସିଟ୍ କଟକଣା ଲଗାଇଲା କମିଶନରେଟ୍ ପୋଲିସ୍। ଏଥର ଯାତ୍ରା ପେଣ୍ଡାଲରେ ୧୮ଶହ ସିଟ୍ ପକାଇବାକୁ ଡିସିପି ନିର୍ଦ୍ଦେଶ ଦେଇଛନ୍ତି। କାରଣ ଗୋଟିଏ ଲାଇନରୁ ଆଉ ଗୋଟିଏ ଲାଇନ୍ ୩ ଫୁଟ୍ ଫାଙ୍କା ରହିବ। ତାସହ ପେଣ୍ଡାଲ୍ ଭିତରକୁ ଚଉଡା ରାସ୍ତା!-->…
ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ !ଦୁଃଖ ପ୍ରକାଶ କରିଛନ୍ତି ବିଜେଡି ସୁପ୍ରିମୋ
ଭୁବନେଶ୍ୱର (ରାଜ୍ୟକାହାଣୀ )ମହାରାଷ୍ଟ୍ର ବାରାମତିରେ ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ଉପମୁଖ୍ୟମନ୍ତ୍ରୀଙ୍କ ଦେହାନ୍ତ ପରେ ରାଜନୈତିକ ମହଲରେ ଖେଳିଯାଇଛି ଶୋକର ଛାୟା ।ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ବିଜେଡି ସୁପ୍ରିମୋ ତଥା!-->…
ଫେବୃଆରୀ ୨୦୨୬ର ବ୍ୟାଙ୍କ ଛୁଟିର ତାଲିକା
ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଫେବୃଆରୀ ମାସର ବ୍ୟାଙ୍କ ଛୁଟିର ସମ୍ପୂର୍ଣ୍ଣ ତାଲିକା ଘୋଷଣା କରିଛି। ଏଥିରେ ସାପ୍ତାହିକ ଛୁଟି, ମାସର ଦ୍ୱିତୀୟ ଏବଂ ଚତୁର୍ଥ ଶନିବାର ଏବଂ ରାଜ୍ୟ ପର୍ବପର୍ବାଣୀ ପାଇଁ ଛୁଟି ଅନ୍ତର୍ଭୁକ୍ତ। ଫେବୃଆରୀ ୨୦୨୬ର ବ୍ୟାଙ୍କ ଛୁଟିର ତାଲିକା
ଫେବୃଆରୀ ୧!-->!-->!-->!-->…