Browsing Category

ଆଜିର ଖବର

ଫେବୃଆରୀ ୨୦୨୬ର ବ୍ୟାଙ୍କ ଛୁଟିର ତାଲିକା

ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଫେବୃଆରୀ ମାସର ବ୍ୟାଙ୍କ ଛୁଟିର ସମ୍ପୂର୍ଣ୍ଣ ତାଲିକା ଘୋଷଣା କରିଛି। ଏଥିରେ ସାପ୍ତାହିକ ଛୁଟି, ମାସର ଦ୍ୱିତୀୟ ଏବଂ ଚତୁର୍ଥ ଶନିବାର ଏବଂ ରାଜ୍ୟ ପର୍ବପର୍ବାଣୀ ପାଇଁ ଛୁଟି ଅନ୍ତର୍ଭୁକ୍ତ। ଫେବୃଆରୀ ୨୦୨୬ର ବ୍ୟାଙ୍କ ଛୁଟିର ତାଲିକା ଫେବୃଆରୀ ୧

ବିମାନ ଦୁର୍ଘଟଣାରେ ଅଜିତ ପାଓ୍ବାରଙ୍କ ପରଲୋକ । ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ

ମହାରାଷ୍ଟ୍ର ବାରାମତୀରେ ବଡ଼ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ପରଲୋକ । ଏ ନେଇ ଦୁଃଖ ପ୍ରକାଶ କରିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ ତାଙ୍କ ସୋସିଆଲ ମିଡ଼ିଆ ହ୍ୟାଣ୍ଡେଲରେ ଲେଖିଛନ୍ତି, ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ରର ଉପ

ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ଦେହାନ୍ତ

ମହାରାଷ୍ଟ୍ରର ବାରାମତୀରେ ଏକ ବଡ଼ ବିମାନ ଦୁର୍ଘଟଣା । ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ । ଅଜିତ ପାୱାରଙ୍କ ଦେହାନ୍ତ ନେଇ ଖବର ସରବରାହ ସଂସ୍ଥା PTI ସୂତ୍ରରୁ ସୂଚନା । ଅଜିତ ପାୱାରଙ୍କ ସମେତ ଅନେକଙ୍କ ମୃତ୍ୟୁ ହୋଇଥିବା PTI ସୂତ୍ରରୁ ସୂଚନା ।

ଉପମୁଖ୍ୟମନ୍ତ୍ରୀଙ୍କ ପ୍ଲେନ୍ କ୍ରାସ୍ ; ଦୁର୍ଘଟଣା ପରେ ଜଳିଗଲା ବିମାନ

ମହାରାଷ୍ଟ୍ରର ବାରାମତୀରେ ଏକ ବଡ଼ ବିମାନ ଦୁର୍ଘଟଣା । ରିପୋର୍ଟ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ବିମାନରେ ଥିଲେ । ଅବତରଣ ସମୟରେ ବିମାନ ଦୁର୍ଘଟଣା ଘଟିଥିଲା । ଦୁର୍ଘଟଣାରେ ବିମାନଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା।ରିପୋର୍ଟ ଅନୁସାରେ, ଏହା ଅଜିତ ପାୱାରଙ୍କ ବ୍ୟକ୍ତିଗତ ବିମାନ

ଆଜି ଓଡ଼ିଶା ବନ୍ଦ ଡାକରା ! କଟକରେ ଗଡୁନି ଘରୋଇ ବସ୍‌

ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର ଅନେକ ହଜାର ଟଙ୍କାର ଫାଇନ ଆଦାୟ କରୁଛନ୍ତି। ଟାଟା ପାଓ୍ବାର ସ୍ମାର୍ଟ ମିଟର ଲଗାଇବା ନଁାରେ ଲୁଟ୍‌ କରିବାରେ

UGC ବିବାଦ ଉପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ବୟାନ

ଦେଶରେ ଉଚ୍ଚଶିକ୍ଷା ବ୍ୟବସ୍ଥା ସହ ସମ୍ପର୍କିତ ନୂଆ ନିୟମ ଲାଗୁ ହୋଇଛି । ଏହାକୁ ନେଇ ଏବେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଶିକ୍ଷାନୁଷ୍ଠାନଗୁଡ଼ିକରେ ଜାତିଗତ ଭେଦଭାବ ରୋକିବା ଓ ସମାନତାକୁ ପ୍ରତ୍ସୋହନ ଦେବା ଉଦ୍ଦେଶ୍ୟରେ ଅଣାଯାଇଥିବା ନୂଆ ନିୟମକୁ ନେଇ ତୀବ୍ର ଆଲୋଚନା ହେଉଛି ।

ରତ୍ନଭଣ୍ଡାର ମାମଲା: ପକ୍ଷ ରଖିଲା ପ୍ରଶାସନ

ଭୁବନେଶ୍ୱର (ରାଜ୍ୟକାହାଣୀ )ହାଇକୋର୍ଟରେ ରତ୍ନଭଣ୍ଡାର ଗଣତିମଣତି ସଂପର୍କିତ ମାମଲା । ହାଇକୋର୍ଟରେ ପକ୍ଷ ରଖିଲା ମନ୍ଦିର ପ୍ରଶାସନ । ମନ୍ଦିର ପ୍ରଶାସନ କହିଛି ରତ୍ନ ଗଣତି ମଣତି ପାଇଁ ଏସଓପି ପ୍ରସ୍ତୁତ ହୋଇ ସାରିଛି । ରାଜ୍ୟ ସରକାରଙ୍କ ଅନୁମୋଦନ ମିଳିଲେ ହେବ ଗଣତି ମଣତି । ୧୯୭୮ ମସିହା

ଆସନ୍ତାକାଲିଠାରୁ ସଂସଦର ବଜେଟ ଅଧିବେଶନ

ଆସନ୍ତାକାଲିଠାରୁ ସଂସଦର ବଜେଟ ଅଧିବେଶନ। ତା ପୂର୍ବରୁ ଆଜି ବସିଛି ସର୍ବଦଳୀୟ ବୈଠକ। ସଂସଦ ଅଧିବେଶନକୁ ସୁରୁଖୁରୁରେ ଚଳାଇବା ଲାଗି ସମସ୍ତ ଦଳଙ୍କ ସହଯୋଗ ଲୋଡ଼ିଛନ୍ତି କେନ୍ଦ୍ର ସରକାର। ବଜେଟ ଅଧିବେଶନରେ ଯେପରି ଉଭୟ ଲୋକସଭା ଓ ରାଜ୍ୟସଭାରେ ଗୃହକାର୍ଯ୍ୟ ସୁରୁଖୁରୁରେ ଚାଲିବ ସେଥିଲାଗି

ଅପପୁଷ୍ଟି ମୁକ୍ତ ଓଡିଶା ସରକାରଙ୍କ ଲକ୍ଷ୍ୟ – ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ଅପପୁଷ୍ଟି ମୁକ୍ତ ଓଡିଶା ସରକାରଙ୍କ ଲକ୍ଷ୍ୟ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସେ କହିଛନ୍ତି ଯେ ଅପପୁଷ୍ଟିର କାରଣ ଖୋଜିବାକୁ ବିଭାଗ ତତ୍ପର । ଅପପୁଷ୍ଟି ପିଲା ନଥିବା ଅଙ୍ଗନବାଡିକୁ ପୁରସ୍କାର ମିଳିବ । ଅପପୁଷ୍ଟି ମୁକ୍ତ ନେଇ

ଏଣିକି ଚାଲାଣ କଟିଥିଲେ ମଧ୍ୟ PUCC ସାର୍ଟିଫିକେଟ ମିଳିବ

ଭୁବନେଶ୍ୱର (ରାଜ୍ୟକାହାଣୀ )ଏଣିକି ଚାଲାଣ କଟିଥିଲେ ମଧ୍ୟ PUCC ସାର୍ଟିଫିକେଟ ମିଳିବ । ଗାଡ଼ିରେ ଚାଲାଣ ଥିଲେ ବି ମିଳିବ ପ୍ରଦୂଷଣ ସାର୍ଟିଫିକେଟ। ରାଜ୍ୟ ସରକାରଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ । ଏ ନେଇ ବାହାନ ପୋର୍ଟାଲ ସଂଶୋଧନ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ସଂଶୋଧନ କରି