Browsing Category
ଆଜିର ଖବର
ଅପପୁଷ୍ଟି ମୁକ୍ତ ଓଡିଶା ସରକାରଙ୍କ ଲକ୍ଷ୍ୟ – ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଅପପୁଷ୍ଟି ମୁକ୍ତ ଓଡିଶା ସରକାରଙ୍କ ଲକ୍ଷ୍ୟ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସେ କହିଛନ୍ତି ଯେ ଅପପୁଷ୍ଟିର କାରଣ ଖୋଜିବାକୁ ବିଭାଗ ତତ୍ପର । ଅପପୁଷ୍ଟି ପିଲା ନଥିବା ଅଙ୍ଗନବାଡିକୁ ପୁରସ୍କାର ମିଳିବ । ଅପପୁଷ୍ଟି ମୁକ୍ତ ନେଇ!-->…
ଏଣିକି ଚାଲାଣ କଟିଥିଲେ ମଧ୍ୟ PUCC ସାର୍ଟିଫିକେଟ ମିଳିବ
ଭୁବନେଶ୍ୱର (ରାଜ୍ୟକାହାଣୀ )ଏଣିକି ଚାଲାଣ କଟିଥିଲେ ମଧ୍ୟ PUCC ସାର୍ଟିଫିକେଟ ମିଳିବ । ଗାଡ଼ିରେ ଚାଲାଣ ଥିଲେ ବି ମିଳିବ ପ୍ରଦୂଷଣ ସାର୍ଟିଫିକେଟ। ରାଜ୍ୟ ସରକାରଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ । ଏ ନେଇ ବାହାନ ପୋର୍ଟାଲ ସଂଶୋଧନ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ସଂଶୋଧନ କରି!-->…
ବୁଧବାର ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ
ବୁଧବାର ପବିତ୍ର ମାଘ ଶୁକ୍ଲ ଦଶମୀ ତିଥି। ମାଘ ଶୁକ୍ଲ ଦଶମୀ ତିଥି ଅବସରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏନେଇ ପ୍ରଶାସନ ପକ୍ଷରୁ ବିଧିବ୍ୟବସ୍ଥା ଗ୍ରହଣ କରାଯାଇଛି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ବୁଧବାର ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ଆପାତତଃ!-->…
ବଢ଼ିଲା ଅଙ୍ଗନବାଡି ଶିଶୁଙ୍କ ପୋଷାକର ସରକାରୀ ମୂଲ୍ୟ
ଭୁବନେଶ୍ୱର (ରାଜ୍ୟକାହାଣୀ )ଅଙ୍ଗନବାଡି ଶିଶୁଙ୍କ ପୋଷାକର ସରକାରୀ ମୂଲ୍ୟରେ ବୃଦ୍ଧି । ସ୍କୁଲର ପୋଷାକ ଓ ଜୋତା ପାଇଁ ବଢିବ ସରକାରୀ ଖର୍ଚ୍ଚ । ଅଙ୍ଗନବାଡି ପିଲା ପିନ୍ଧିବେ ଉଚ୍ଚମାନର ୟୁନିଫର୍ମ । ଛାତ୍ରଙ୍କ ପୋଷାକ ମୂଲ୍ୟ ୧୦୦ରୁ ବଢି ୧୭୫ ଟଙ୍କା ହେଲା । ଛାତ୍ରୀଙ୍କ ପୋଷାକ ମୂଲ୍ୟ ୧୫୦ରୁ!-->…
ଟ୍ରାଭେଲ୍ ସଂସ୍ଥା ଉପରେ ପୋଲିସର ଚଢାଉ, ପର୍ଯ୍ୟଟକଙ୍କୁ ଠକୁଥିଲେ !
ପୁରୀରେ ପୋଲିସର ବଡ଼ ଧରଣର ଚଢାଉ । ବେଳାଭୂମିର ସମସ୍ତ ଟୁର ଓ ଟ୍ରାଭେଲ କାର୍ଯ୍ୟାଳୟ ଚଢ଼ାଉ କରିଛି ପୋଲିସ । ପୁରୀର ବିଭିନ୍ନ ସ୍ଥାନରେ ଏକାସାଙ୍ଗେ ପୋଲିସ ପକ୍ଷରୁ ଚାଲିଛି ଚଢାଉ । ଖବର ଅନୁଯାୟୀ, ବେଆଇନ୍ ଟୁର ଆଣ୍ଡ ଟ୍ରାଭେଲ୍ସ ପରିଚାଳନା କରୁଥିବାର ଅଭିଯୋଗ ଆସିଥିଲା । ଏପିରିକି ପୁରୀ!-->…
ବୁଧବାର ଓଡ଼ିଶା ବନ୍ଦ ଡାକରାକୁ କଂଗ୍ରେସର ସମର୍ଥନ ! ବିଜେଡି ମତ ପ୍ରକାଶ କରିନି
ଭୁବନେଶ୍ୱର (ରାଜ୍ୟକାହାଣୀ )ଆସନ୍ତାକାଲି ଓଡିଶା ବନ୍ଦ ଡାକରା । ନବନିର୍ମାଣ କୃଷକ ସଂଘଠନ ପକ୍ଷରୁ ଦିଆଯାଇଥିବା ବନ୍ଦ ଡାକରାକୁ ସମର୍ଥନ କରିବ କଂଗ୍ରେସ । ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ତେବେ ସ୍କୁଲ, ଅଫିସ ଓ ବିଭିନ୍ନ ବ୍ୟବସାୟ ସମେତ ଅନେକ ଜିନିଷ ସିଧାସଳଖ!-->…
ପାକିସ୍ତାନକୁ ଆଇସିସିର କଡା ଚେତାବନୀ
ପାକିସ୍ତାନକୁ ଆଇସିସିର କଡା ଚେତାବନୀ । ପାକିସ୍ତାନ କ୍ରିକେଟ ବୋର୍ଡ ଏପର୍ଯ୍ୟନ୍ତ ସ୍ପଷ୍ଟ କରିନାହିଁ ଯେ ସେମାନେ ୨୦୨୬ ଟି – ୨୦ ବିଶ୍ୱକପରେ ଯୋଗଦେବେ କି ନାହିଁ । ଏହି ସମୟରେ, ଆଇସିସି ଏବେ ପାକିସ୍ତାନ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛି । ରିପୋର୍ଟରେ ଅନୁଯାୟୀ ଆଇସିସି ଚେତାବନୀ!-->…
ଭାରତ-EU ମୁକ୍ତ ବାଣିଜ୍ୟ ଚୁକ୍ତିନାମାକୁ ମଞ୍ଜୁରୀ ! ଭାରତରେ ଶସ୍ତା ହେବ ବିଦେଶୀ କାର୍
ଭାରତ-ୟୁରୋପୀୟ ସଂଘ ମଧ୍ୟରେ ଐତିହାସିକ ଚୁକ୍ତି ସ୍ବାକ୍ଷରିତ । ଉଭୟ ପକ୍ଷ ମଧ୍ୟରେ ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ୱାକ୍ଷରିତ ହୋଇଛି । କାଲି ଐତିହାସିକ ଚୁକ୍ତି ହୋଇଥିବା ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି ।ମଦର୍ ଅଫ୍ ଅଲ୍ ଡିଲ୍କୁ ସ୍ବାଗତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସେ!-->…
ସ୍ତ୍ରୀକୁ ହାଣି ସ୍ବାମୀର ଜୀବନ ହାରିବାକୁ ଉଦ୍ୟମ
ଭୁବନେଶ୍ୱର (ରାଜ୍ୟକାହାଣୀ )ପାରିବାରିକ କଳହର କରୁଣ ପରିଣତି । ସ୍ତ୍ରୀକୁ ହାଣି ସ୍ବାମୀର ଜୀବନ ହାରିବାକୁ ଉଦ୍ୟମ । ତେବେ ଏହି ଘଟଣାରେ ଉଭୟେ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତ୍ରିରେ ଗାଁର ପ୍ରତାପ ମଳିକ ପାରିବାରିକ କଳହରୁ!-->…
ଓଡ଼ିଶା ରାଜନୀତିରେ ମୋକିମଙ୍କ ନୂଆ ଦଳର ନାଁ ହେବ ‘ଓଡ଼ିଶା ଜନତା କଂଗ୍ରେସ’
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟ ରାଜନୀତିରୁ ଆସିଛି ଏକ ବଡ଼ ଖବର। କଂଗ୍ରେସରୁ ବହିଷ୍କୃତ ହେବା ପରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ବରିଷ୍ଠ ନେତା ମହମ୍ମଦ ମୋକିମ ଏବେ ନୂଆ ରାଜନୈତିକ ଦଳ ଗଠନ କରିବାକୁ ଯାଉଛନ୍ତି। କିମଙ୍କ ନୂଆ ଦଳର ନାଁ ‘ଓଡ଼ିଶା ଜନତା କଂଗ୍ରେସ’। ସମର୍ଥକଙ୍କ!-->…