Browsing Category

ଆଜିର ଖବର

ଓଡ଼ିଶା ରାଜନୀତିରେ ମୋକିମଙ୍କ ନୂଆ ଦଳର ନାଁ ହେବ ‘ଓଡ଼ିଶା ଜନତା କଂଗ୍ରେସ’

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟ ରାଜନୀତିରୁ ଆସିଛି ଏକ ବଡ଼ ଖବର। କଂଗ୍ରେସରୁ ବହିଷ୍କୃତ ହେବା ପରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ବରିଷ୍ଠ ନେତା ମହମ୍ମଦ ମୋକିମ ଏବେ ନୂଆ ରାଜନୈତିକ ଦଳ ଗଠନ କରିବାକୁ ଯାଉଛନ୍ତି। କିମଙ୍କ ନୂଆ ଦଳର ନାଁ ‘ଓଡ଼ିଶା ଜନତା କଂଗ୍ରେସ’। ସମର୍ଥକଙ୍କ

ଆଜି ଦେଶବ୍ୟାପୀ ବ୍ୟାଙ୍କ କର୍ମଚାରୀଙ୍କ ଆନ୍ଦୋଳନ

ଆଜି ଅର୍ଥାତ୍ ୨୭ ଜାନୁଆରୀ ୨୦୨୬, ମଙ୍ଗଳବାର ଦିନ ଦେଶର ବିଭିନ୍ନ ବ୍ୟାଙ୍କ କର୍ମଚାରୀ ସଂଘ ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି। ୫-ଡେ ବ୍ୟାଙ୍କିଙ୍ଗ୍ ଏବଂ ପେନସନ୍ ସଂସ୍କାର ଭଳି ବିଭିନ୍ନ ଦାବିକୁ ନେଇ କର୍ମଚାରୀମାନେ ଆନ୍ଦୋଳନକୁ ଓହ୍ଲାଇଥିବାରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ୍

କୋଲକାତାର ୫ଜଣ ନିପା ଭାଇରସ ଆକ୍ରାନ୍ତ ଚିହ୍ନଟ ପରେ ଆଲର୍ଟରେ ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ୱର (ରାଜ୍ୟକାହାଣୀ )ପଶ୍ଚିମବଙ୍ଗରେ ନିପା ଭାଇରସ୍ ଆତଙ୍କ । କୋଲକାତାର ୫ଜଣ ନିପା ଭାଇରସ ଆକ୍ରାନ୍ତ ଚିହ୍ନଟ ପରେ ଆଲର୍ଟରେ ଅଛି ସ୍ୱାସ୍ଥ୍ୟ ବିଭାଗ । ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଡାକ୍ତର ଓ କିଛି ନର୍ସ ଅଛନ୍ତି । ସେମାନଙ୍କ ମଧ୍ୟରୁ ଦୁଇ ଜଣ ନର୍ସଙ୍କ ଅବସ୍ଥା ସଂକଟାପନ୍ନ ରହିଛି

ଝିଅକୁ କଙ୍ଗାରୁ କୋର୍ଟରେ ନିର୍ଯାତନା ସହିନପାରି ଜୀବନ ହାରିଲା ବାପା

ଭୁବନେଶ୍ୱର (ରାଜ୍ୟକାହାଣୀ )ଚୋରା ମଦ ବିକ୍ରିକୁ ବିରୋଧ କରିବା ନାଁରେ ଜଣେ ମହିଳାଙ୍କୁ କଙ୍ଗାରୁ କୋର୍ଟରେ ନିର୍ଯାତନା ଦେବାରୁ ତାଙ୍କ ବାପା ସହି ନ ପାରି ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଅଭିଯୋଗ ଆସିଛି ଭଦ୍ରକ ଜିଲା ବାଂଶଡା ଥାନା ଚଡଦିଆରୁ। ସୂଚନାମୁତାବକ ଚଡଦିଆ

ବଦଳିଲା ଟୋଲ୍ ଟ୍ୟାକ୍ସ ନିୟମ, ଯାତ୍ରୀମାନଙ୍କୁ ନିର୍ଦ୍ଧାରିତ ଟୋଲର କେବଳ ୩୦ ପ୍ରତିଶତ ଦେବାକୁ ପଡିବ

ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ଜାତୀୟ ରାଜପଥ ଫି ନିୟମ, ୨୦୦୮ରେ ସଂଶୋଧନ କରିଛି। ଏହା ଅଧୀନରେ, ଯଦି ଏକ ଦୁଇ ଲେନ୍ ବିଶିଷ୍ଟ ଜାତୀୟ ରାଜପଥ (ପକ୍କା ପାର୍ଶ୍ୱ ରାସ୍ତା ସମେତ) ଚାରି ଲେନ୍ କିମ୍ବା ତା'ଠାରୁ ଅଧିକକୁ ପ୍ରଶସ୍ତ କରାଯାଉଛି, ତେବେ ଗାଡ଼ି ଚାଳକଙ୍କଠାରୁ ସମ୍ପୂର୍ଣ୍ଣ ଟୋଲ୍

ଛତିଶଗଡ଼ ବିଜାପୁରରେ ନକ୍ସଲଙ୍କ ଏକାଧିକ ଆଇଇଡି ବ୍ଲାଷ୍ଟ, ୧୧ ସୁରକ୍ଷାକର୍ମୀ ଆହତ

ଭୁବନେଶ୍ୱର (ରାଜ୍ୟକାହାଣୀ )ଛତିଶଗଡ଼ର ବିଜାପୁରର କାରେଗୁଟ୍ଟା ପାହାଡ଼ ଅଞ୍ଚଳରେ ନକ୍ସଲମାନେ ଏକାଧିକ ଆଇଇଡି ବିସ୍ଫୋରଣ କରିଛନ୍ତି । ଏହି ବିସ୍ଫୋରଣ ଯୋଗୁଁ ଅତି କମରେ ୧୧ ଜଣ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ତୁରନ୍ତ ଚିକିତ୍ସା ପାଇଁ ରାୟପୁର ଏୟାରଲିଫ୍ଟ କରାଯାଇଛି । ଆହତ

ଆସନ୍ତା ୪ ଦିନ ମଧ୍ୟରେ ୨ରୁ ୩ ଡିଗ୍ରି ବଢିବ ରାତି ତାପମାତ୍ରା

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟର ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାର କିଛି କିଛି ଅଞ୍ଚଳ‌ରେ ଥଣ୍ଡାର ପ୍ରକୋପ ବହୁ ମାତ୍ରାରେ ଜାରି ରହିଛି । ହେଲେ ଉପକୂଳ ଓଡ଼ିଶାରେ ରାତି ତାପମାତ୍ରା ବଢ଼ିଛି । ଆସନ୍ତାକାଲି ସକାଳୁ ରାଜଧାନୀ ଓ ଏହାର ଆଖପାଖ ଅଞ୍ଚଳରେ ଘନ କୁହୁଡ଼ି ରହିବ । ଦିନର ସର୍ବୋଚ୍ଚ

ବାଲିଘର ହାତୀ ମୃତ୍ୟୁ ଘଟଣାରେ ହେବ କାର୍ଯ୍ୟାନୁଷ୍ଠାନ – ଜଙ୍ଗଲ ପରିବେଶ ସୁରକ୍ଷା ମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ବାଲିଘର ହାତୀ ମୃତ୍ୟୁ ଘଟଣାରେ ହେବ କାର୍ଯ୍ୟାନୁଷ୍ଠାନ । ଏନେଇ ସୂଚନା ଦେଇଛନ୍ତି ଜଙ୍ଗଲ ପରିବେଶ ସୁରକ୍ଷା ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ । ମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ହାତୀ ମୃତ୍ୟୁ ଘଟଣାର ତଦନ୍ତ ଚାଲିଛି । ତଦନ୍ତ ପରେ ଦୃଢ କାର୍ଯ୍ୟାନୁଷ୍ଠାନ

ସାବଧାନ ! ହ୍ବାଟ୍ସଆପରେ ଅଜଣା ଲିଙ୍କ୍ ଆସିଲେ କ୍ଲିକ୍ କରନ୍ତୁନି  

ପୁରୀ ସର୍ବୋଦୟ ନଗରର ମୃତ୍ୟୁଞ୍ଜୟ ତ୍ରିପାଠୀ ଏଭଳି ସାଇବର ଠକାମୀର ଶିକାର ହୋଇଛନ୍ତି । ତାଙ୍କ ମୋବାଇଲକୁ ହ୍ବାଟ୍ସଆପ୍ ଯୋଗେ ଏକ ମେସେଜ ଆସିଥିଲା । ମେସେଜ ଯୋଗେ ଆସିଥିବା ଆପ୍ ଖୋଲିବାରୁ ତାଙ୍କ ଫୋନ୍ ଓ ବ୍ୟାଙ୍କର ସମସ୍ତ ବିବରଣୀ ସାଇବର ଠକ ପାଖକୁ ପଳାଇଥିଲା । ଗତ ବର୍ଷ ଡିସେମ୍ବର ୧୩

ଦେବଗଡ଼ରେ ଲଜ୍ଜା। ୫ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

ଦେବଗଡ଼ର ବାରକୋଟ ଥାନା ଅଂଚଳରେ୫ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ। ଗତକାଲି ରାତିରେ ଜଣେ ନାବାଳିକା ନାମଯଜ୍ଞ ଦେଖିବାକୁ ଯାଇଥିବା ବେଳେ ଦୁଷ୍କର୍ମର ଶିକାର ହୋଇଛନ୍ତି । ଉଦିତ ପାତ୍ର ନାମକ ଯୁବକ ଶିଶୁଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଶିଶୁକନ୍ୟା ଚିତ୍କାର କରିବାରୁ