Browsing Category

ଆଜିର ଖବର

ଦେବଗଡ଼ରେ ଲଜ୍ଜା। ୫ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

ଦେବଗଡ଼ର ବାରକୋଟ ଥାନା ଅଂଚଳରେ୫ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ। ଗତକାଲି ରାତିରେ ଜଣେ ନାବାଳିକା ନାମଯଜ୍ଞ ଦେଖିବାକୁ ଯାଇଥିବା ବେଳେ ଦୁଷ୍କର୍ମର ଶିକାର ହୋଇଛନ୍ତି । ଉଦିତ ପାତ୍ର ନାମକ ଯୁବକ ଶିଶୁଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଶିଶୁକନ୍ୟା ଚିତ୍କାର କରିବାରୁ

କର୍ତ୍ତବ୍ୟ ପଥରେ ଗଡ଼ିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼

ଭୁବନେଶ୍ୱର (ରାଜ୍ୟକାହାଣୀ )ସାଧାରଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀ କର୍ତ୍ତବ୍ୟ ପଥରେ ଭବ୍ୟ ପରେଡ୍‌ର ଆୟୋଜନ କରାଯାଇଛି। ଏଥିରେ ଭାଗ ନେଇଛନ୍ତି ୟୁରୋପୀୟ ୟୁନିଅନ କଣ୍ଟିଜେଣ୍ଟ। ଶକ୍ତି, ଶୌର୍ଯ୍ୟ ଓ ପରାକ୍ରମ ପ୍ରଦର୍ଶନ କରିଛନ୍ତି ଭାରତୀୟ ସେନା। ତେବେ କର୍ତ୍ତବ୍ୟ ପଥରେ ଗଡ଼ିଲା ଓଡ଼ିଶାର

୭୭ ତମ ସାଧାରଣତନ୍ତ୍ର ଦିବସ, ୨୦ ପୋଲିସ କର୍ମଚାରୀଙ୍କୁ ମିଳିଲା ରାଜ୍ୟପାଳ ପଦକ

ଭୁବନେଶ୍ୱର (ରାଜ୍ୟକାହାଣୀ )ଭୁବନେଶ୍ବରରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପାଟି । ଗାନ୍ଧୀମାର୍ଗରେ ଭବ୍ୟ ପରେଡ୍ ସମାରୋହ ହୋଇଛି। ୨୦୨୫ ପାଇଁ ଗୃହ ବିଭାଗ ପକ୍ଷରୁ ଘୋଷଣା ହୋଇଥିଲା ରାଜ୍ୟପାଳ ପଦକ । ଆଜି ଏହି

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କୁ ମିଳିଲା ଅଶୋକ ଚକ୍ର ସମ୍ମାନ

ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)କୁ ପ୍ରଥମ ଭାରତୀୟ ଭାବେ ଯାତ୍ରା କରି ଇତିହାସ ରଚିଥିବା ଶୁଭାଂଶୁ ଶୁକ୍ଳାଙ୍କୁ ଦେଶର ସର୍ବୋଚ୍ଚ ଶାନ୍ତିକାଳୀନ ବୀରତ୍ୱ ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭାଂଶୁଙ୍କୁ ଅଶୋକ ଚକ୍ର ସମ୍ମାନରେ ସମ୍ମାନିତ

କାହିଁକି ଜାନୁଆରୀ ୨୬ ପାଳନ କରାଯାଏ ?

ଆଜି ହେଉଛି ୭୭ ତମ ସାଧାରଣତନ୍ତ୍ର ଦିବସ । ୧୯୫୦ ମସିହା ଆଜିର ଦିନରେ ସ୍ବାଧୀନ ଭାରତର ନୂତନ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ୧୯୫୧ ମସିହା ଜାନୁଆରୀ ୨୬ ରେ ଦେଶ ପାଳିଥିଲା ପ୍ରଥମ ଗଣତନ୍ତ୍ର ଦିବସ । ଏହି ଦିନକୁ ଭାରତବାସୀ ଆନନ୍ଦ ଉଲ୍ଲାସରେ ପାଳନ କରିଆସୁଛନ୍ତି । ପ୍ରତିବର୍ଷ ଆଜିର

ଦିଲ୍ଲୀରେ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି

ଆଜି ସାରା ଦେଶରେ ୭୭ତମ ସାଧାରଣତନ୍ତ୍ର ଦିବସ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଉଛି। ଦେଶର ରାଜଧାନୀ ଦିଲ୍ଲୀର କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ସାମରିକ ଶକ୍ତି, ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ବାୟୁସେନାର ଅଭୂତପୂର୍ବ

ବାରବାଟୀ ଷ୍ଟାଡିୟମରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ଆଜି ସାରା ଦେଶରେ ୭୭ତମ ସାଧାରଣତନ୍ତ୍ର ଦିବସ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରବାଟୀ ଷ୍ଟାଡିୟମରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସମ୍ବିଧାନ ଆମ ଜୀବନର ମାନଦଣ୍ଡ । ଆମ ସମ୍ବିଧାନ ଆମକୁ

ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ପରେଡ୍‌, ଅଭିବାଦନ ଗ୍ରହଣ କଲେ ରାଜ୍ୟପାଳ

ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ । ଦିଲ୍ଲୀଠୁ ପଲ୍ଲୀ ସବୁଠି ଚଳଚଞ୍ଚଳ । ଏହିଅବସରରେ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ପତାକା ଉତ୍ତୋଳନ ସମାରୋହ ଅନୁଷ୍ଠିତ । ଜନପଥରେ ଗଣତନ୍ତ୍ର ଦିବସ ଅବସରରେ ପତାକା ଉତ୍ତୋଳନ କରିଲେ ରାଜ୍ୟପାଳ ହରିବାବୁ କମ୍ଭମପତି ।

ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍‌ ମଜୁମଦାରଙ୍କ ପରଲୋକ

ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍‌ ମଜୁମଦାରଙ୍କ ଦେହାନ୍ତ । ୫୪ ବର୍ଷ ବୟସରେ ଭୁବନେଶ୍ୱର ଏମ୍ସରେ ଆଖି ବୁଜିଲେ ଅଭିଜିତ୍‌। ତେବେ ଲିଭର୍ ଜନିତ ସମସ୍ୟା ପାଇଁ ଚିକିତ୍ସିତ ହେଉଥିଲେ । ତରଙ୍ଗ ଟିଭିର 'ମେଲୋଡି ନାଇଟ୍ସ' ଖୁବ୍‌ ଲୋକପ୍ରିୟ ହୋଇଥିଲା । ସେ ୭୦୦ରୁ ଅଧିକ

ମହାକାଶରେ ଭାରତର ଭାରତୀୟ ମହାକାଶ ଷ୍ଟେସନ (BAS)!, କାମ ଆରମ୍ଭ କଲା ISRO

ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ଏବେ ମହାକାଶ ଜଗତରେ ଏକ ଐତିହାସିକ ମାଇଲଖୁଣ୍ଟ ସ୍ଥାପନ କରିବାକୁ ପ୍ରସ୍ତୁତ ହେଉଛି। ଚନ୍ଦ୍ର ଏବଂ ସୂର୍ଯ୍ୟ ମିଶନର ସଫଳତା ପରେ, ISRO ଏହାର ସବୁଠାରୁ ମହତ୍ୱାକାଂକ୍ଷୀ ପ୍ରକଳ୍ପ, ଭାରତୀୟ ମହାକାଶ ଷ୍ଟେସନ (BAS), ନିମ୍ନ ପୃଥିବୀ କକ୍ଷପଥରେ ସ୍ଥାପନ