Browsing Category
ଆଜିର ଖବର
ନିଜକୁ ଶ୍ରମ ବିଭାଗର ବଡ଼ ଅଧିକାରୀ କହି ମହିଳାମାନଙ୍କୁ ଟାର୍ଗେଟ କରି ଲୁଟୁଥିଲେ୪୨୦ ମହିଳା
ଭୁବନେଶ୍ୱର (ରାଜ୍ୟକାହାଣୀ )ନିଜକୁ ଶ୍ରମ ବିଭାଗର ବଡ଼ ଅଧିକାରୀ କହି ମହିଳାମାନଙ୍କୁ ଟାର୍ଗେଟ କରି ଲୁଟୁଥିଲା ମହିଳା । ଜାଲିଆ ମହିଳାଙ୍କୁ ଭୁବନେଶ୍ୱରରୁ ଉଠାଇ ଆଣିଛି କପ୍ତିପଦା ପୋଲିସ।କେଉଁଝର ଜିଲ୍ଲା ବଲାଣି ଥାନା ଅଞ୍ଚଳର ବିନୋଦିନୀ ନାୟକ ନିଜକୁ ଶ୍ରମ ବିଭାଗର ଅଧିକାରୀ କହିବା ସହିତ!-->…
ଦୁଇ ଦିନ କୋଣାର୍କ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ଼
ଭୁବନେଶ୍ୱର (ରାଜ୍ୟକାହାଣୀ )ରବିବାର ପବିତ୍ର ମାଘ ସପ୍ତମୀ ବୁଡ। ଶନିବାର ରାତି ୪ଟା୪୧ରୁ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ବୁଡ଼ ପକାଇବା ପାଇଁ ଶନିବାର ଅପରାହ୍ନରୁ ଚନ୍ଦ୍ରଭାଗା ମେଳା ପଡ଼ିଆ ଓ ବେଳାଭୂମିରେ ଶ୍ରଦ୍ଧାଳୁଙ୍କ ଭିଡ ଜମିବାରେ ଲାଗିଛି। ଏହି ଦିନ ଚନ୍ଦ୍ରଭାଗା ତୀର୍ଥରେ ସ୍ନାନ!-->…
ଭାରତ ଉପରୁ ୨୫ପ୍ରତିଶତ ଟାରିଫ ହଟାଇବ ଆମେରିକା
ଆମେରିକା ରୁଷିଆରୁ ତେଲ କିଣିବା ପାଇଁ ଭାରତ ଉପରେ ୨୫% ଶୁଳ୍କ ଲାଗୁ କରିଛି। ଏହି ସମୟରେ, ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ ଦାବି କରିଛନ୍ତି ଯେ ଭାରତ ରୁଷିଆରୁ ଆମଦାନୀ ହ୍ରାସ କରିଛି, ଯାହା ଫଳରେ ଶୀଘ୍ର ୨୫% ଶୁଳ୍କ ଉଠାଇ ଦିଆଯାଇପାରେ।ୟୁକ୍ରେନ ଯୁଦ୍ଧ ପରେ ଭାରତକୁ ଋଷରୁ ତେଲ!-->…
୫୦ ପର୍ଯ୍ୟନ୍ତ ଲେଖି ପାରିଲାନି ବୋଲି ୪ ବର୍ଷୀୟ ଝିଅକୁ ହତ୍ୟା କଲା ବାପା
ଦିଲ୍ଲୀ ଫରିଦାବାଦରୁ ଏପରି ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି ଯାହା ପୁରା ସମାଜକୁ ଦୋହଲାଇ ଦେଇଛି । ଜଣେ ବାପା ହୋମ୍ୱାର୍କ ନକରିଥିବାରୁ ନିଷ୍ଠୁର ହୋଇ ଚାରି ବର୍ଷର ଝିଅକୁ ହତ୍ୟା କରିଛନ୍ତି।ପୁଲିସ ଅଭିଯୁକ୍ତ ବାପାଙ୍କୁ ଗିରଫ କରିଛି। ପୁଲିସ କହିଛି ଝିଅ ୫୦ ପର୍ଯ୍ୟନ୍ତ ସଂଖ୍ୟା!-->…
ଯୋଡ଼ା ବଡ଼ବିଲ ବ୍ୟାଙ୍କ ଲୁଟ ମାମଲାରେ ୨ ଡକାୟତ ଗିରଫ
ଭୁବନେଶ୍ୱର (ରାଜ୍ୟକାହାଣୀ )ଯୋଡ଼ାରୁ ବ୍ୟାଙ୍କ ଲୁଟ, ଧାନବାଦରୁ ଗିରଫ । ଯୋଡ଼ା ବଡ଼ବିଲ ବ୍ୟାଙ୍କ ଲୁଟ୍ ମାମଲାରେ ୨ ଡକାୟତ ଗିରଫ ହୋଇଛନ୍ତି । ତେବେ ବ୍ୟାଙ୍କ ଲୁଟ କରି ସୀମା ପାର ହୋଇ ଝାଡ଼ଖଣ୍ଡ ପଳାଇଯାଇଥିଲେ ଦୁର୍ବୃତ୍ତ । ସେମାନଙ୍କୁ ଧରିବା ପାଇଁ କେନ୍ଦୁଝର ଅତିରିକ୍ତ ପୋଲିସ ଅଧିକ୍ଷକ!-->…
ଭିନ୍ନକ୍ଷମ ପ୍ରମାଣପତ୍ର ପାଇଁ ନିଜ ପାଦ କାଟିଦେଲେ ଯୁବକ
ଉତ୍ତର ପ୍ରଦେଶର ଜଉନପୁର ଜିଲାରେ ବିଚଳିତ କରିଦେବା ଭଳି ଏକ ଘଟଣା ଘଟିଛି। ଜଣେ ୨୪ ବର୍ଷୀୟ ଯୁବକ ନ୍ୟାଶନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍ଇଇଟି) ଜରିଆରେ ଆଡ୍ମିଶନ କରି ଏମ୍ବିବିଏସ୍ ସ୍ବପ୍ନ ସାକାର କରିବାକୁ ଯାଇ ଭିନ୍ନକ୍ଷମ ପ୍ରମାଣପତ୍ର ପାଇବା ଲାଗି ନିଜ ଗୋଡ଼କୁ!-->…
ଆଇନ ମନ୍ତ୍ରୀଙ୍କୁ ଭେଟିଲେ ଦିଲ୍ଲୀପ ରାୟ; ରାଜ୍ୟସଭା ନିର୍ବାଚନ ନେଇ ଚର୍ଚ୍ଚା ଜୋର
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ଭେଟିଲେ ଦିଲ୍ଲୀପ ରାୟ। ଉଭୟଙ୍କ ମଧ୍ୟରେ ଅଧଘଣ୍ଟାରୁ ଅଧିକ ସମୟ ଆଲୋଚନା ହୋଇଥିବା ଜଣା ପଡ଼ିଛି।ଦିଲ୍ଲୀପଙ୍କ ସହ ପାରିବାରିକ ସମ୍ପର୍କ ରହଥିବା ଆଇନ ମନ୍ତ୍ରୀ କହିଛନ୍ତି। ଆଉ ତାଙ୍କର ଏହି ଭେଟଘାଟ ପରେ ରାଜ୍ୟସଭା!-->…
ଏଣିକି ସୋମବାର ହେବନି କୌଣସି ସରକାରୀ ବୈଠକ
ଭୁବନେଶ୍ୱର (ରାଜ୍ୟକାହାଣୀ )ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା । ଏଣିକି ସୋମବାର ହେବନି କୌଣସି ସରକାରୀ ବୈଠକ । ସବୁ ବିଭାଗକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ । ସମସ୍ତ ବିଭାଗକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ । ପ୍ରତ୍ୟେକ ସୋମବାର ସରକାରୀ କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି!-->…
ଶ୍ରୀମନ୍ଦିର ବାହାର କାଠ ନିକଟରେ ନାବାଳକଙ୍କୁ ପୋଲିସର ମାଡ଼
ଶ୍ରୀମନ୍ଦିର ପରିସରରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୋଲିସ ମାଡରେ ଜଣେ ନାବାଳକ ଆହତ ହୋଇଛନ୍ତ। ଘଟଣାଟି ଶ୍ରୀମନ୍ଦିର ବାହାର କାଠ ନିକଟରେ ଘଟିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ଯାହାପରେ ଆକ୍ସନମୋଡ଼କୁ ଆସିଛି ପୋଲିସ । ସିଟି ଡିଏସପି ଓ!-->…
ସରସ୍ୱତୀ ପୂଜାରେ ମଦ ପିଇ ରସ୍ତାରେ ଗଡିଲେ ଛାତ୍ର
ଭୁବନେଶ୍ୱର (ରାଜ୍ୟକାହାଣୀ )ସରସ୍ୱତୀ ପୂଜାରେ ମଦ ପିଇ ରସ୍ତାରେ ଗଡିଲେ ଛାତ୍ର । ଫୁଲବାଣୀ ଟିକାବାଲି ଅଞ୍ଚଳରେ ଏକ ଉଚ୍ଚ ବିଦ୍ୟାଳୟରେ ଦୁଇ ନବମ ଶେଶ୍ରଣୀ ଛାତ୍ର ସ୍କୁଲ ୟୁନିଫର୍ମ ପିନ୍ଧି ମଦ୍ୟପାନ କରି ବଜାର ଭିତରେ ପଡିବା ଘଟଣାରେ ଚର୍ଚ୍ଚାର ବିଷୟ ପାଲଟିଛି । ଅଞ୍ଚଳବାସୀ ଏ ସମ୍ପର୍କରେ!-->…