Browsing Category

ଆଜିର ଖବର

ଆଜି ବୀର ସୁରେନ୍ଦ୍ର ସାଏଙ୍କ ୨୧୭ ତମ ଜନ୍ମଦିନ

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଆଜି ୨୧୭ ତମ ଜନ୍ମ ଜୟନ୍ତୀ। ପ୍ରତିଟି ଓଡ଼ିଆଙ୍କ ଗର୍ବ, ଗୌରବ ଓ ସମ୍ମାନ ବୀର ସୁରେନ୍ଦ୍ର ସାଏ । ୧୮୦୯ ମସିହା ଜାନୁଆରୀ ୨୩ ତାରିଖରେ ସମ୍ବଲପୁରର ଖିଣ୍ଡା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ ସୁରେନ୍ଦ୍ର ସାଏ । ଚୌହାନ ବଂଶର ଏହି ବୀର

ମାଛ ଜାଲରେ ଫସିଲା ହାତୀଛୁଆ । ୧୨ ଘଣ୍ଟା ପରେ ହେଲା ଉଦ୍ଧାର

ଭୁବନେଶ୍ୱର (ରାଜ୍ୟକାହାଣୀ )ମାଛ ଜାଲରେ ଫସିଲା ହାତୀଛୁଆ । ୧୨ ଘଣ୍ଟା ପରେ ହେଲା ଉଦ୍ଧାର । ଉଦ୍ଧାର ପରେ ବି ଗ୍ରହଣ କଲାନି ହାତୀପଲ । ଦେବଗଡ଼ ବନଖଣ୍ଡ ବାରକୋଟ ବନାଞ୍ଚଳ ପାଳଲହଡା ବ୍ଲକ ପବିତ୍ରପୁର ପଞ୍ଚାୟତ ହରିପୁରରେ ଦେଖିବାକୁ ମିଳିଛି ଘଟଣା ।ସୂଚନା ଅନୁଯାଇ ଦୀର୍ଘ ଦିନ ହେବ ୧୧ ଟିକିଆ

ବୋହୂକୁ ପେଟ୍ରୋଲ ଢାଳି ଜାଳିବାକୁ ଉଦ୍ୟମ

ଭୁବନେଶ୍ୱର (ରାଜ୍ୟକାହାଣୀ )ବୋହୂକୁ ପେଟ୍ରୋଲ ଢାଳି ଜାଳିବାକୁ ଉଦ୍ୟମ । ଗ୍ରାମାଞ୍ଚଳ ଥାନା ଡାମରପୁର ଗାଁରେ ଶ୍ୱଶୂରର ଉନ୍ମତ୍ତ କାଣ୍ଡ । ବୋହୂର କନ୍ୟା ସନ୍ତାନ ଜନ୍ମ ହେବାରୁ ଜାଳିବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି ।ଗତ କାଲି ବିଳମ୍ବିତ ରାତିରେ ଶୋଇଥିବାବେଳେ ପେଟ୍ରୋଲ ଢାଳି ନିଆଁ

ମନରେ ଅଦମ୍ୟ ସଂକଳ୍ପ। ସ୍ବାଧୀନତା ଛଡ଼ାଇ ଆଣିବାର ସଂଘର୍ଷ ଆଉ ସଂକଳ୍ପ

ଦାନରେ ନୁହେଁ ବରଂ ଶକ୍ତି ବଳରେ ସ୍ବାଧୀନତା ପାଇବାର ଅଟଳ ଜିଦ୍‌ ଦେଶବାସୀଙ୍କ ମଧ୍ୟରେ ଜାତୀୟତାବାଦର ଚେତନାକୁ ଜାଗ୍ରତ କରିଥିଲା। ସେ ଥିଲେ ମହାନ ଜନନାୟକ ତଥା ସ୍ବାଧୀନତା ସଂଗ୍ରାମର ବାଜିଗର ନେତାଜୀ ସୁଭାଷ ଚନ୍ଦ୍ର ବୋଷ। “ମୋତେ ରକ୍ତ ଦିଅ, ମୁଁ ତୁମକୁ ସ୍ୱାଧୀନତା ଦେବି” ଏହା ଥିଲା

ଇନ୍ଦୋରରେ ପୁଣି ଜଳ ପ୍ରଦୂଷଣ ଆତଙ୍କ: ଦୂଷିତ ପାଣି ପିଇ ୨୫ ଅସୁସ୍ଥ

ମଧ୍ୟପ୍ରଦେଶର ଇନ୍ଦୋର ସହରରେ ଜଳ ପ୍ରଦୂଷଣ ଜନିତ ସମସ୍ୟା ଥମିବାର ନାମ ନେଉନାହିଁ। , ଜିଲ୍ଲାର ମହୁ ତହସିଲ ମୁଖ୍ୟାଳୟର ପଟ୍ଟି ବଜାର ଅଞ୍ଚଳରେ ୧୦ ରୁ ୧୫ ଦିନ ମଧ୍ୟରେ ୧୯ ଜଣ ପିଲାଙ୍କ ସମେତ ପ୍ରାୟ ୨୫ ଜଣ ଜଣ୍ଡିସ, ଟାଇଫଏଡ୍ ଏବଂ ଅନ୍ୟାନ୍ୟ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ଅନେକ ପିଲାଙ୍କୁ

ପବିତ୍ର ଶ୍ରୀପଞ୍ଚମୀରେ ଅନୁକୂଳ ହେବ ରଥକାଠ

ଆଜି ରଥକାଠ ଅନୁକୂଳ । ପବିତ୍ର ଶ୍ରୀପଞ୍ଚମୀରେ ଅନୁକୂଳ ହେବ ରଥକାଠ । ରଥଯାତ୍ରା ପାଇଁ ବିଧି ମୁତାବକ ତିନିଟି କାଠକୁ ପୂଜା କରାଯିବ । ଏଥିପାଇଁ ନୟାଗଡ ବନଖଣ୍ଡ ରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ ବାର ଫୁଟିଆ ଧଉରା କାଠକୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ରଖାଯାଇ ଆଜି

ଆଜି ନେତାଜୀଙ୍କ ୧୨୯ ତମ ଜୟନ୍ତୀ ।ଜନ୍ମସ୍ଥାନରେ ପହଞ୍ଚିଲେ ଉପରାଷ୍ଟ୍ରପତି

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଆଜି ନେତାଜୀଙ୍କ ୧୨୯ ତମ ଜୟନ୍ତୀ ।  ଏହି ଦିନଟିକୁ ପରାକ୍ରମ ଦିବସ ବୋଲି ମଧ୍ୟ ପାଳନ କରାଯାଉଛି ।  ଏଥିପାଇଁ ସଜେଇ ହୋଇଛି ଓଡ଼ିଆ ବଜାରସ୍ଥିତ ନେତାଙ୍କ ଜନ୍ମପୀଠ ଏବଂ ସଂଗ୍ରହାଳୟ। ଜୟନ୍ତୀ ଅବସରରେ କଟକ ସ୍ଥିତ ନେତାଜୀଙ୍କ ଜନ୍ମସ୍ଥାନରେ ବିଭିନ୍ନ କାର୍ୟ୍ୟକ୍ରମ

ଉଡାବାଲି ଦ୍ୱୀପରେ ଜାତୀୟ ପତାକା ଉତ୍ତୋଳନ ;ସୁରକ୍ଷା ସଚେତନତା ବାର୍ତ୍ତା ପ୍ରଦାନ ଲକ୍ଷ୍ୟ: ଡିଜିପି

ଭୁବନେଶ୍ୱର (ରାଜ୍ୟକାହାଣୀ )୭୭ତମ ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ଓଡ଼ିଶା ପୁଲିସ ପକ୍ଷରୁ ଗୁରୁବାର ଭଦ୍ରକ ଜିଲ୍ଲା ଅନ୍ତର୍ଗତ ଧାମରା ବନ୍ଦର ନିକଟସ୍ଥ ଜନବସତି ବିହୀନ ଉଡାବାଲି ଦ୍ୱୀପରେ ଜାତୀୟ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।ଏହି ଅବସରରେ ଆୟୋଜିତ ଏକ

ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ: ବସନ୍ତ ପଞ୍ଚମୀରେ ଭୋଜଶାଳାରେ ହେବ ପୂଜା ଓ ନମାଜ ପାଠ

ମଧ୍ୟପ୍ରଦେଶର ଧାର ଜିଲ୍ଲାରେ ଅବସ୍ଥିତ ଐତିହାସିକ ଭୋଜଶାଳାକୁ ନେଇ ଚାଲିଥିବା ବିବାଦର ଏକ ଆବେଦନର ଶୁଣାଣି କରି, ସୁପ୍ରିମକୋର୍ଟ ଏକ ଐତିହାସିକ ରାୟ ଦେଇଛନ୍ତି। ବସନ୍ତ ପଞ୍ଚମୀ ଓ ଶୁକ୍ରବାର ନମାଜ ପାଠ ଗୋଟିଏ ଦିନରେ ପଡୁଥିବାରୁ ଏହି ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଥିଲା। ସୁପ୍ରିମକୋର୍ଟ

ମତ୍ସ୍ୟ-ପ୍ରାଣୀ ସମାବେଶ, ଓଡ଼ିଶା- ୨୦୨୬ ରେ ମୁଖ୍ୟ ଆକର୍ଷଣ କାଂକ୍ରେଜ୍ ଷଣ୍ଢ

ଭୁବନେଶ୍ୱର (ରାଜ୍ୟକାହାଣୀ )ମତ୍ସ୍ୟ-ପ୍ରାଣୀ ସମାବେଶ, ଓଡ଼ିଶା- ୨୦୨୬ ରେ ମୁଖ୍ୟ ଆକର୍ଷଣ କାଂକ୍ରେଜ୍ ଷଣ୍ଢ |ବିଶେଷ ଲାୟର୍ ଆକୃତିର ଶିଙ୍ଗ। ଦୃଢ଼ ଓ ସନ୍ତୁଳିତ ଶରୀର। ମୁଖମଣ୍ଡଳ ଶାନ୍ତ ଅଥଚ ଚାହାଣୀରେ ନିଆରା ଅନ୍ଦାଜ୍। ‘ସୱାଇ ଚାଲ୍’ ବା ରାଜକୀୟ ଚାଲି ପାଇଁ ସାରା ବିଶ୍ଵରେ ପରିଚିତ