Browsing Category
ଆଜିର ଖବର
ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ: ବସନ୍ତ ପଞ୍ଚମୀରେ ଭୋଜଶାଳାରେ ହେବ ପୂଜା ଓ ନମାଜ ପାଠ
ମଧ୍ୟପ୍ରଦେଶର ଧାର ଜିଲ୍ଲାରେ ଅବସ୍ଥିତ ଐତିହାସିକ ଭୋଜଶାଳାକୁ ନେଇ ଚାଲିଥିବା ବିବାଦର ଏକ ଆବେଦନର ଶୁଣାଣି କରି, ସୁପ୍ରିମକୋର୍ଟ ଏକ ଐତିହାସିକ ରାୟ ଦେଇଛନ୍ତି। ବସନ୍ତ ପଞ୍ଚମୀ ଓ ଶୁକ୍ରବାର ନମାଜ ପାଠ ଗୋଟିଏ ଦିନରେ ପଡୁଥିବାରୁ ଏହି ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଥିଲା। ସୁପ୍ରିମକୋର୍ଟ!-->…
ମତ୍ସ୍ୟ-ପ୍ରାଣୀ ସମାବେଶ, ଓଡ଼ିଶା- ୨୦୨୬ ରେ ମୁଖ୍ୟ ଆକର୍ଷଣ କାଂକ୍ରେଜ୍ ଷଣ୍ଢ
ଭୁବନେଶ୍ୱର (ରାଜ୍ୟକାହାଣୀ )ମତ୍ସ୍ୟ-ପ୍ରାଣୀ ସମାବେଶ, ଓଡ଼ିଶା- ୨୦୨୬ ରେ ମୁଖ୍ୟ ଆକର୍ଷଣ କାଂକ୍ରେଜ୍ ଷଣ୍ଢ |ବିଶେଷ ଲାୟର୍ ଆକୃତିର ଶିଙ୍ଗ। ଦୃଢ଼ ଓ ସନ୍ତୁଳିତ ଶରୀର। ମୁଖମଣ୍ଡଳ ଶାନ୍ତ ଅଥଚ ଚାହାଣୀରେ ନିଆରା ଅନ୍ଦାଜ୍। ‘ସୱାଇ ଚାଲ୍’ ବା ରାଜକୀୟ ଚାଲି ପାଇଁ ସାରା ବିଶ୍ଵରେ ପରିଚିତ!-->…
ପୀୟୂଷ ହେଉଛି ସାଇଲେଣ୍ଟ ଆକ୍ଟର: ରାଣୀ ପଣ୍ଡା
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜିକାଲି ଯିଏ ଯେତେ କଣ୍ଟ୍ରୋଭର୍ସିକୁ ଯାଉଛି, ତାର କ୍ରେଜ୍ ସେତେ ବଢ଼ୁଛି। ପୀୟୁଷ ହେଉଛି ସାଇଲେଣ୍ଟ ଆକ୍ଟର।ଏଭଳି କହିଛନ୍ତି ଅଭିନେତ୍ରୀ ରାଣୀ ପଣ୍ଡା ।ଆଗକୁ ଆସୁଛି ଖଣ୍ଡଗିରି ଯାତ୍ରା, ସେଇଠି ହିଁ ଭେଟ ହେବ କ୍ରେଜ ଜଣାପଡିବ ବୋଲି କହିଛନ୍ତି ରାଣୀ।ସେପଟେ!-->…
ଜମ୍ମୁ କଶ୍ମୀର ଡୋଡାରେ ୨୦୦ ଫୁଟ ଖାଇକୁ ଖସିଲା ସେନା ଗାଡ଼ି, ୧୦ ଯବାନ ସହିଦ
ଜମ୍ମୁ କଶ୍ମୀର ଡୋଡା ଜିଲ୍ଲାରେ ବଡ଼ ଅଘଟଣ । ସେନା ବାହାନ ଖାଇରେ ଖସିପଡିବା ଯୋଗୁଁ ଅତିକମରେ ୧୦ ଜଣ ସୈନିକ ସହିଦ ହୋଇଛନ୍ତି ଏବଂ ଦଶଜଣ ଆହତ ହୋଇଥିବା ସୂଚନା ରହିଛି । ଡୋଡାର ଭାଦରୱାହ-ଚମ୍ବା ରାସ୍ତା ଦେଇ ଯାଉଥିବା ବେଳେ ଦୁର୍ଘଟଣା ହୋଇଛି । କାସପର ଗାଡ଼ିଟି ୨୦୦ ଫୁଟ ଗଭୀର ଖାଇରେ ଖସି!-->…
ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀ ମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମରକ୍ଷୀ ମାନେ ୧,୮୦୦ ଟଙ୍କା ବଦଳରେ ୨,୫୦୦ ଟଙ୍କା ମାସିକ ଭତ୍ତା ପାଇବେ।ଏଥି!-->…
ଭିଜିଲାନ୍ସ ଜାଲରେ କଟକ ସଦର କଖଡି ଆରଆଇ
ଭିଜିଲାନ୍ସ ଜାଲରେ ଆରଆଇ । କଟକ ସଦର କଖଡି ଆରଆଇ ଜାନକୀ ରଞ୍ଜନ ମଲ୍ଲିକ ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି । ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ । ଜମି ପଟ୍ଟା କରାଇ ଦେବାକୁ ନେଉଥିଲେ ଏହି ଲାଞ୍ଚ । ସୂଚନା ମୁତାବକ, ଆଜି କଟକ ସଦର ତହସିଲ!-->…
ଡ୍ରାଇଭିଂ ଲାଇସେନସ ସମ୍ପର୍କିତ ଆବେଦନ ଆଗକୁ ବିଢବ ନାହିଁ। ମୋଟର ଯାନ ନିୟମରେ ସଂଶୋଧନ
ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ହ୍ରାସ ପାଇଁ କଠୋର ହେଲେ କେନ୍ଦ୍ର ସରକାର। ଟ୍ରାଫିକ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଡା ଆଭିମୁଖ୍ୟ ଗ୍ରହଣ କଲେ କେନ୍ଦ୍ର ସଡ଼କ ଓ ଜାତୀୟ ରାଜପଥ ମନ୍ତ୍ରାଳୟ।କେନ୍ଦ୍ରୀୟ ମୋଟର ଯାନ ନିୟମାବଳୀ, 1989ର ନିୟମ 167 ଓ 167A ସଂଶୋଧନ କଲେ କେନ୍ଦ୍ର ସରକାର।!-->…
ଏସଆଇ ସ୍କାମ୍: ଜାମିନ ଆବେଦନ ଶୁଣାଣି ଘୁଞ୍ଚିଲା
ଭୁବନେଶ୍ୱର (ରାଜ୍ୟକାହାଣୀ )ପୁଲିସ ଏସଆଇ ନିଯୁକ୍ତି ଜାଲିଆତି ମାମଲାରେ ଆଜି କୋର୍ଟରେ ଶୁଣାଣି ହୋଇଛି । ଏହି ମାମଲାର ଶୁଣାଣି କରି କୋର୍ଟ ମୋଟ୍ ୯ ଜଣଙ୍କ ଜାମିନ ଆବେଦନର ଶୁଣାଣି ଘୁଞ୍ଚାଇଛନ୍ତି । ଆସନ୍ତା ଫେବୃଆରୀ ୧୬ ତାରିଖରେ ହେବ ପରବର୍ତ୍ତୀ ଶୁଣାଣି ।ପୋଲିସ ଏସଆଇ ପରୀକ୍ଷା ସ୍କାମ!-->…
୭୨ ପ୍ରଧାନ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ମାସକର ଦରମା ବନ୍ଦ
ପୁରୀ ଜିଲାର ୭୨ଜଣ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଜିଲ୍ଲା ଶିକ୍ଷାଧିକାରୀ ଦୀପକ ପାଢୀ ସୂଚନା ଦେଇଛନ୍ତି । ସାପ କାମୁଡା ଓ ଜଳପ୍ରପାତ ସଚେତନତା ଶିବିର ପାଇଁ ନିର୍ଦ୍ଦେଶ ଥିଲା । ସଚେତନତା ପାଇଁ ପ୍ରଧାନଶିକ୍ଷକଙ୍କୁ ୪୫୦୦ ଟଙ୍କା ପ୍ରଦାନ କରାଯାଇଥିଲା!-->…
ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଲେ ନିର୍ବାଚନ କମିସନ । ଓଡ଼ିଶ ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀମାନଙ୍କୁ ନିର୍ବାଚନ କମିସନ ଚିଠି ଲେଖିଛନ୍ତି । ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦!-->…