Browsing Category

ଆଜିର ଖବର

ଆସନ୍ତା ୨ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର (ରାଜ୍ୟକାହାଣୀ )ଆସନ୍ତା ୨ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି । ୫ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଫେବୃଆରୀ ୨ ତାରିଖରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨ରେ ଭୁବନେଶ୍ୱରରେ ପହଞ୍ଚି ରାତ୍ରୀ ଯାପନ

ରାଜ୍ୟରେ ନିଷିଦ୍ଧ ହେଲା ତମାଖୁ, ନିକୋଟିନ୍‌ଯୁକ୍ତ ସମସ୍ତ ଉତ୍ପାଦ

ଭୁବନେଶ୍ୱର (ରାଜ୍ୟକାହାଣୀ )ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସାଧାରଣ ଜନସ୍ୱାସ୍ଥ୍ୟର ସୁରକ୍ଷା ଦୃଷ୍ଟିକୋଣରୁ ରାଜ୍ୟ ସରକାର ଓଡ଼ିଶାରେ ଗୁଟଖା, ପାନ ମସଲା, ଜର୍ଦ୍ଦା, ଖଇନି ଓ ତମ୍ବାକୁ କିମ୍ବା ନିକୋଟିନ୍ ଯୁକ୍ତ ସମସ୍ତ ପ୍ରକାରର ଖାଦ୍ୟ ପଦାର୍ଥର ଉତ୍ପାଦନ, ପ୍ରସ୍ତୁତି,

ଶ୍ରୀମନ୍ଦିର ଉଡାଇବାକୁ ଧମକ: ପ୍ରେମିକାର ଫେକ ଆକାଉଣ୍ଟ କରି ଧମକ ଦେଇଥିଲା ପ୍ରେମିକ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ପ୍ରେମରେ ବିଫଳ ହେବା ପରେ ବାଛିଥିଲେ ଭୁଲ୍ ବାଟ। ମହିଳାଙ୍କ ନାଁରେ ଫେକ୍ ଆଇଡି ଖୋଲି କରିଥିଲେ ପୋଷ୍ଟ। ଅଭିଯୁକ୍ତ ପ୍ରତୀକ ମିଶ୍ରକୁ ବାନ୍ଧିଲା ସିଂହଦ୍ୱାର ଥାନା ପୋଲିସ  ।  ପ୍ରେମରେ ବିଫଳ ହେବା ପରେ ପ୍ରେମିକାକୁ ବଦନାମ କରିବାକୁ କରିଥିଲା ଷଡ଼ଯନ୍ତ୍ର ।

ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା

ରାଜ୍ୟ କାହାଣୀ (ଭୁବନେଶ୍ଵର)ଅପେକ୍ଷାର ଅନ୍ତ ଘଟିବ। ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା। ତେବେ ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ମହିଳାମାନେ ଏହି ଅର୍ଥ ପାଇବେ ବୋଲି ସୂଚନା ଦେଇଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।ବିଭାଗ ପକ୍ଷରୁ ଏ ସମ୍ବନ୍ଧିତ

ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି ଦେଲେ ହାଇକୋର୍ଟ

ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ଅଦାଲତ ତାଙ୍କୁ ଗର୍ଭପାତ ଏବଂ ଭ୍ରୂଣର ଡିଏନଏ (DNA) ପରୀକ୍ଷା ପାଇଁ ଅନୁମତି ପ୍ରଦାନ କରିଛନ୍ତି

୨୦୩୦-୩୧ ପର୍ଯ୍ୟନ୍ତ ଅଟଳ ପେନସନ ଯୋଜନାର ଅବଧି ବୃଦ୍ଧି ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରି

୨୦୩୦-୩୧ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ଅଟଳ ପେନସନ ଯୋଜନା (ଏପିୱାଇ)କୁ ଜାରି ରଖାଯିବ । ଏହି ଯୋଜନାର ପ୍ରଚାରପ୍ରସାର ଓ ବିକାଶମୂଳକ କାର୍ଯ୍ୟକଳାପ ପାଇଁ ପାଣ୍ଠି ସହାୟତାର ସମ୍ପ୍ରସାରଣ କରାଯିବା ସହିତ ନିଅଣ୍ଟ ଭରଣା ଲାଗି ମଧ୍ୟ ପାଣ୍ଠି ଯୋଗାଇ ଦିଆଯିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ

ଭଲିବଲ ଟୁର୍ଣ୍ଣାମେଣ୍ଟ ଫାଇନାଲ ମ୍ୟାଚ ବେଳେ ଅଘଟଣ: ଭାଙ୍ଗିଲା ଟେଣ୍ଟ

ଭଲିବଲ୍ ବଲ୍ ମ୍ୟାଚ୍ ବେଳେ ଭୁସୁଡ଼ି ପଡ଼ିଲା ଷ୍ଟେଜ୍।ଅଳ୍ପକେ ବର୍ତ୍ତିଲେ ଶତାଧିକ ଲୋକ । ଗଞ୍ଜାମ ଜିଲ୍ଲା ପାତ୍ରପୁରରେ ସୀତାରାମ ସେଠୀ ମେମୋରିଆଲ ଭଲିବଲ ଟୁର୍ଣ୍ଣାମେଣ୍ଟ ଫାଇନାଲ ମ୍ୟାଚ ବେଳେ ଅଘଟଣ । ଟେଣ୍ଟ ଖସିପଡ଼ିବାରୁ କିଛି ଜଣ ସାମାନ୍ୟ ଆହତ ହୋଇଛନ୍ତି । ଯାହାର ଦୃଶ୍ୟ କ୍ୟାମେରାରେ କଏଦ

ଚୌଦ୍ୱାର ଜେଲ୍‌ କଳି; ଉଭୟଙ୍କୁ କାରଣ ଦର୍ଶାଅ ନୋଟିସ୍

ବଢୁଛି ଚୌଦ୍ବାର ଜେଲ କଳି । ଚୌଦ୍ଵାର ମଣ୍ଡଳ କାରାଗାରରୁ କଏଦୀ ଫେରାର ଘଟଣାକୁ ନେଇ ଥାନାରେ ଦୁଇ ଅଧିକାରୀଙ୍କ ଏତଲା ବିବାଦ ନେଇ ତଦନ୍ତ ଆରମ୍ଭ କରିଛି ପୋଲିସ । ଗଣମାଧ୍ୟମରେ ଖବର ଆସିବା ପରେ ଉଭୟଙ୍କୁ ମଗାଯାଇଛି କାରଣ ଦର୍ଶାଅ ନୋଟିସ । ଘଟଣା ଉପରେ ଗୃହ ବିଭାଗ ଉଦବେଗ ପ୍ରକାଶ କରିବା ସହ

ରାଜଧାନୀରେ ପୁଣି ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜଧାନୀରେ ପୁଣି ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ଲକ୍ଷ୍‌ମୀସାଗର ବୃଦ୍ଧ ନଗର ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ ବାପିନ ସାବତଙ୍କୁ ଗିରଫ କରିଛି ପୋଲିସ । ତେବେ ପୋଲିସ ତଦନ୍ତରୁ ଜଣାପଡିଛି ଯେ ଅଭିଯୁକ୍ତ ଏବଂ ପୀଡିତା ଦୁହେଁ

ହଟିବ ଡିଜେଲ୍ ଚାଳିତ ‘ଆମ ବସ୍‌’

ଭୁବନେଶ୍ୱର (ରାଜ୍ୟକାହାଣୀ )ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’ ହଟେଇବାକୁ ସରକାର ନିଷ୍ପତ୍ତି ନେଇଥିବା ମନ୍ତ୍ରୀ କହିଛନ୍ତି।ବର୍ତ୍ତମାନ ଯେତେ ସବୁ ଡିଜେଲ ଚାଳିତ ବସ୍ ରହିଛି ତାକୁ ଧୀରେ