Browsing Category
ଆଜିର ଖବର
ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ
ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ । ସେଣ୍ଟ୍ରାଲ ଇରିଗେସନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ମହାନ୍ତିଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଚାଲିଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଏକକାଳୀନ ୬ଟି ସ୍ଥାନରେ ଚାଲିଛି ରେଡ୍ । ଭୁବନେଶ୍ବର, କଟକ ଓ ଢେଙ୍କାନାଳରେ!-->…
କାଲିଠାରୁ ପୁଣି ରତ୍ନଭଣ୍ଡାରରେ ଗଚ୍ଛିତ ଅଳଙ୍କାରର ଗଣତିମଣତି
କାଲିଠାରୁ ପୁଣି ରତ୍ନଭଣ୍ଡାରରେ ଗଚ୍ଛିତ ଅଳଙ୍କାରର ଗଣତିମଣତି । କାଲିଠୁ ଆରମ୍ଭ ହୋଇ ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହା ପରେ ୧୩ ତାରିଖ ଓ ୧୬ରୁ ୧୮ ତାରିଖ ଯାଏଁ ଗଣତି ହେବ । ଗଣତି ଦିନରେ ଭିତର କାଠ ନିକଟରୁ ଦର୍ଶନ ବନ୍ଦ ହେବ । ବାହାର କାଠ ନିକଟରୁ ଦର୍ଶନ ହେବ । ପରବର୍ତ୍ତୀ ଗଣତି!-->…
ସାବଧାନ… ଫଳ ଓ ଲସିରେ ରହିଛି ବିଷ !
ତରଭୁଜ, ଆମ୍ବ, ଲିଚୁ ଆଦି ବିଭିନ୍ନ ପ୍ରକାର ଗ୍ରୀଷ୍ମକାଳୀନ ଫଳ ଖାଉଥିଲେ ସାବଧାନ | ଗ୍ରୀଷ୍ମକାଳୀନ ପାନୀୟ କିମ୍ବା ଫଳ ଖାଇବା ସ୍ବାସ୍ଥ୍ୟପ୍ରତି ନିରାପଦ ନୁହେଁ କାରଣ ଫଳ ପଚେଇବା ପାଇଁ ବ୍ୟବସାୟୀମାନେ ରାସାୟନିକ ପଦାର୍ଥ ଏବଂ ପାନୀୟରେ ବାସୀ ଏବଂ ସମୟସୀମା ସମାପ୍ତ ହୋଇ ଯାଇଥିବା ରାସାୟନିକ!-->…
ବାଂଲାଦେଶ ସୀମାରେ ସାପ-କୁମ୍ଭୀର ଛାଡିପାରେ ଭାରତ!
ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି।ଭାରତ-ବାଂଲାଦେଶ ଅନ୍ତର୍ଜାତୀୟ ସୀମାର ସମ୍ୱେଦନଶୀଳ ନଦୀକୂଳିଆ ଅଞ୍ଚଳରେ କୁମ୍ଭୀର ଏବଂ ସାପକୁ ଛାଡିବାର ସମ୍ଭାବ୍ୟତା ଅନୁସନ୍ଧାନ କରୁଛି। ତଥାପି, ପ୍ରସ୍ତାବକୁ ଏପର୍ଯ୍ୟନ୍ତ ସରକାରୀ!-->…
ବିମାନ ଯାତ୍ରୀଙ୍କୁ ବଡ଼ ଝଟକା, ଭଡ଼ା ବଢାଇଲା ଏୟାର ଇଣ୍ଡିଆ
ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା ।କମ୍ପାନୀ ୮ ଏପ୍ରିଲରୁ ଏହାର ଇନ୍ଧନ ସରଚାର୍ଜ ଢାଞ୍ଚାରେ ପରିବର୍ତ୍ତନ ଘୋଷଣା କରିଛି, ଯାହା ଫଳରେ ଘରୋଇ ଏବଂ ଆନ୍ତର୍ଜାତୀୟ ଉଭୟ ରୁଟରେ ଟିକେଟ ମୂଲ୍ୟ ଅଧିକ ହେବ ।!-->…
ଖୁବଶୀଘ୍ର ଝାରସୁଗୁଡ଼ା ବିମାନବନ୍ଦରରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା
ଖୁବଶୀଘ୍ର ଝାରସୁଗୁଡ଼ା ବିମାନବନ୍ଦରରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା । ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଆରମ୍ଭ ହେବ ଏହି ସେବା ।ଏଠାରୁ ସିଧାସଳଖ ଦେଶ ଓ ବିଦେଶକୁ ପଠାଯାଇ ପାରିବ ସାମଗ୍ରୀ । ଭୌଗଳିକ ଓ ଭିତ୍ତିଭୂମି ଦୃଷ୍ଟିକୋଣରୁ କାର୍ଗୋ ଏୟାର ପୋର୍ଟ ପାଇଁ ଝାରସୁଗୁଡ଼ା ଉପଯୁକ୍ତ!-->…
ଏୟାର ଇଣ୍ଡିଆ ଛାଡିଲେ ସିଇଓ କ୍ୟାମ୍ପବେଲ ୱିଲସନ !ଇସ୍ତଫା ଦେବା ପଛର କାରଣ କଣ ?
ଟାଟା ଗ୍ରୁପର ମାଲିକାନାରେ ଥିବା ଏୟାରଲାଇନ୍ସ ଏୟାର ଇଣ୍ଡିଆରେ ଏକ ବଡ଼ ପରିବର୍ତ୍ତନ ଆସିଛି। ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ), କ୍ୟାମ୍ପବେଲ ୱିଲସନ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତଥାପି, ତାଙ୍କ ଉତ୍ତରାଧିକାରୀ ନିଯୁକ୍ତି ପ୍ରକ୍ରିୟା ସମାପ୍ତ ନହେବା!-->…
ବୈଠକ ପରେ ମୁହଁ ଖୋଲିଲେ ପ୍ରମିଳା ମଲ୍ଲିକ
ରାଜ୍ୟକାହାଣୀ ( ଭୁବନେଶ୍ୱର )ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିଲା । ତେବେ ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ନେତା । ବିଧାୟିକା ପ୍ରମିଳା ମଲ୍ଲିକ!-->…
ରାଜ୍ୟ ସରକାର ଜାରି କଲେ ଜରୁରୀ ନିର୍ଦ୍ଦେଶ,ବିଦ୍ୟାଳୟରେ ସାନିଟେସନ ଓ ମାସିକ ଋତୁସ୍ରାବ ସ୍ବଚ୍ଛତାକୁ ଗୁରୁତ୍ବ
ରାଜ୍ୟକାହାଣୀ ( ଭୁବନେଶ୍ୱର )ଓଡ଼ିଶା ସରକାରଙ୍କ ତରଫରୁ ସ୍କୁଲ୍ ସାନିଟେସନ୍ ଓ ମାସିକ ଋତୁସ୍ରାବକୁ ନେଇ ଆଲ୍ ହାଇଜିନ୍ ଉପରେ ଜରୁରୀ ନିର୍ଦ୍ଦେଶ ଜାରି ହୋଇଛି। ଛାତ୍ରଛାତ୍ରୀଙ୍କ ପାଇଁ ସୁରକ୍ଷିତ ଓ ସମାନତାମୂଳକ ଶିକ୍ଷା ପରିବେଶ ସୃଷ୍ଟି କରିବା ଲକ୍ଷ୍ୟରେ ସରକାର ସମସ୍ତ ଜିଲ୍ଲା!-->…
‘ଅମରାବତୀ’ ଆନ୍ଧ୍ର ପ୍ରଦେଶର ନୂଆ ରାଜଧାନୀ
'ଅମରାବତୀ' ଏବେ ଆନ୍ଧ୍ରପ୍ରଦେଶର ଏକମାତ୍ର ରାଜଧାନୀ । ସ୍ଥାୟୀ ରାଜଧାନୀ ଭାବେ ଆଇନଗତ ସ୍ୱୀକୃତି ମିଳିଛି । ସଂସଦରେ ପାରିତ ହେବା ପରେ ଆନ୍ଧ୍ରପ୍ରଦେଶ ପୁର୍ନଗଠନ ସଂଶୋଧନ ବିଲ୍କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ମିଳିଛି । ରାଜ୍ୟ ବିଭାଜନ ହେବାରେ ୧୨ ବର୍ଷ ପରେ ଅମରାବତୀ ଆନୁଷ୍ଠାନିକ ଭାବେ!-->…