Browsing Category

ଆଜିର ଖବର

ପଶ୍ଚିମବଙ୍ଗରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲେ ୯୦ ଲକ୍ଷରୁ ଅଧିକ ଲୋକ

ଚଳିତ ବର୍ଷ ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ଭୋଟର ତାଲିକା ସମ୍ପର୍କରେ ଏକ ବଡ ଅପଡେଟ୍ ସାମ୍ନାକୁ ଆସିଛି। ନିର୍ବାଚନ କମିଶନ ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟା ଅଧୀନରେ ଏକ ନୂତନ ଭୋଟର ତାଲିକା ପ୍ରକାଶ ପାଇଛି। ଯେଉଁଥିରେସାରା ରାଜ୍ୟରୁ ୯୦ ଲକ୍ଷରୁ ଅଧିକ ଭୋଟରଙ୍କ…

ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି

ରାଜ୍ୟକାହାଣୀ ( ଭୁବନେଶ୍ୱର )ବିଜେଡ଼ି ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଘରେ ଯାଜପୁର ନେତାଙ୍କ ମେଳି। ଯାଜପୁର ସଂଗଠନକୁ ନେଇ ବଡ ବୈଠକ ଅନୁଷ୍ଠିତ ହେଉଛି। ବୈଠକରେ ପ୍ରମିଳା ମଲ୍ଲିକ, ବିଶ୍ୱ ମଲ୍ଲିକ, ସୁଜାତା ସାହୁ , ପ୍ରୀତି ରଞ୍ଜନ ଘଡ଼ାଇ, ପ୍ରଣବ ବଳବନ୍ତରାୟଙ୍କ ସମେତ ବହୁ ନେତା…

୫ କେଜି LPG ସିଲିଣ୍ଡର ଯୋଗାଣ ଏବଂ ବଣ୍ଟନକୁ ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ଦେଶରେ ଏଲ୍‌ପିଜି ଗ୍ୟାସ୍ ସଙ୍କଟ ଦେଖା ଦେଇଥିବା ବେଳେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ଚିଠି ଲେଖି ନିର୍ଦ୍ଦେଶ ଜାରି କରିଛନ୍ତି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ପ୍ରବାସୀ…

ଝଲସିବ ପୁରୀ ଶ୍ରୀମନ୍ଦିର; ଆଲୋକୀକରଣ ପାଇଁ ଖର୍ଚ୍ଚ ହେବ ୧୭ରୁ ୧୮ କୋଟି

ଶ୍ରୀମନ୍ଦିରକୁ କରାଯିବ ଆକର୍ଷଣୀୟ ଆଲୋକୀକରଣ । ୧୭ରୁ ୧୮ କୋଟି ଟଙ୍କାରେ ହେବ ଆଲୋକୀକରଣ ବ୍ୟବସ୍ଥା । ଭକ୍ତ ପାଇବେ ନୂଆ ଆଧ୍ୟାତ୍ମିକ ଅନୁଭୂତି । ଶ୍ରୀମନ୍ଦିର ସହିତ ଭିତର ବେଢାରେ ଥିବା ପାର୍ଶ୍ବ ଦେବାଦେବୀ ମନ୍ଦିର ଗୁଡିକରେ ମଧ୍ୟ ସୁନ୍ଦର ଭାବେ କରାଯିବ ଆଲୋକୀକରଣ । ଶ୍ରୀମନ୍ଦିର ଚାରି…

ଆଜି ସରୁଛି ଇରାନକୁ ଟ୍ରମ୍ପଙ୍କ ଡେଡଲାଇନ, ଇରାନ୍ ଉପରେ ଆକ୍ରମଣ ସଙ୍କେତ ଦେଲେ ଟ୍ରମ୍ପ

ଆଜି ସରୁଛି ଇରାନକୁ ଟ୍ରମ୍ପଙ୍କ ଡେଡଲାଇନ । ୮ଟା ଯାଏ ଡେଡଲାଇନ୍ ଦେଇଛନ୍ତି ଟ୍ରମ୍ପ । ଇରାନ ହର୍ମୁଜ ପ୍ରଣାଳୀ ନ ଖୋଲିଲେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ! । କଣ୍ଟ ପୂରିବା ପରେ ଭୟଙ୍କର ଆକ୍ରମଣ କରିବ ଆମେରିକା । ଯଦି ତେହରାନ୍ ଚୁକ୍ତି ନ କରେ କିମ୍ବା ହର୍ମୁଜ୍ ପ୍ରଣାଳୀ ଖୋଲିବାକୁ…

୪ଦିନ କାଳବୈଶାଖୀ ଆଶଙ୍କା ।ସପ୍ତାହେ ଯାଏଁ ବଢିବନି ତାତି

ରାଜ୍ୟ କାହାଣୀ (ଭୁବନେଶ୍ଵର)୪ଦିନ କାଳବୈଶାଖୀ ଆଶଙ୍କା । ଆଜି ବିଜୁଳି ଘଡ଼ଘଡ଼ି ପାଇଁ ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ । ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି । ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼,…

ସ୍ୱଭାବିକ ହେଲା ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି

ଭୁବନେଶ୍ୱର (ରାଜ୍ୟକାହାଣୀ )ସ୍ୱଭାବିକ ହେଲା ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି। ଦୁଇ ସେବାୟତ ଗୋଷ୍ଠୀ ଭିତରେ ଘୋଡଣି ଉଠେଇବା ନେଇ ବିବାଦ ଉପୁଜି ଥିଲା। ଉଭୟ ପକ୍ଷଙ୍କୁ ଡାକି ଆଲୋଚନା ପରେ ସମସ୍ୟାର ସମାଧାନ ହେଲା। ଏହି ଘଟଣାକୁ ନେଇ ଆଗାମୀ ୨୦ରେ ଟ୍ରଷ୍ଟ ବୋର୍ଡ ବୈଠକରେ…

ଏପ୍ରିଲ ଅପେକ୍ଷା ମେ’ଜୁନରେ ହିଟୱେଭ ଅଧିକ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଏପ୍ରିଲ ମାସ ଅପେକ୍ଷା ମେ ଓ ଜୁନରେ ରାଜ୍ୟରେ ହିଟ ୱେଭ ପ୍ରଭାବ ଅଧିକ ରହିବ। ଏପ୍ରିଲରେ ବର୍ଷା ସହ ଘଡଘଡି ପ୍ରଭାବ ଅଧିକ ରହିବ । ଗତ ୩୧ ମାର୍ଚ୍ଚ ରେ ଯେଉଁ ଆକଳନ କରାଯାଇଛି ତାହାକୁ କୃତ୍ରିମ ବୁଦ୍ଧିମତା (AI) ଆହୁରି ସଠିକ୍ କରୁଛି । ଏନେଇ ସୂଚନା ଦେଇଛନ୍ତି…

ଓଡିଶା ପୋଲିସକୁ ମିଳିବ ରାଷ୍ଟ୍ରପତିଙ୍କ ଦ୍ବାରା ମର୍ଯାଦାପୂର୍ଣ୍ଣ ସମ୍ମାନ

ଓଡିଶା ପୋଲିସକୁ ମିଳିବ ରାଷ୍ଟ୍ରପତିଙ୍କ ଦ୍ବାରା ମର୍ଯାଦାପୂର୍ଣ୍ଣ ସମ୍ମାନ । ପ୍ରଥମ ଥର ପାଇଁ ପ୍ରେସିଡେଣ୍ଟ କଲାର ସମ୍ମାନରେ ସମ୍ମାନୀତ ହେବ ରାଜ୍ୟ ପୋଲିସ । ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଘୋଷଣା ପରେ ସମ୍ମାନ ହାତେଇବା ପାଇଁ ଏକ ଭବ୍ୟ ଆୟୋଜନର କାର୍ଯ୍ୟକ୍ରମ ହେଉଛି । ଏନେଇ ପୋଲିସ…

ବାହାର ରାଜ୍ୟର ପୁରୁଣା ବାଣିଜ୍ୟିକ ଗାଡ଼ି ଉପରେ କଟକଣା, ନୂଆ ପରମିଟ୍ ପ୍ରଦାନ କରାଯିବ ନାହିଁ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଓଡ଼ିଶାରେ ବାହାର ରାଜ୍ୟର ୧୦ ବର୍ଷରୁ ଅଧିକ ପୁରୁଣା ବାଣିଜ୍ୟିକ ଗାଡ଼ି ଉପରେ କଟକଣା । ନୂଆ ପରମିଟ୍ ପ୍ରଦାନ କରାଯିବ ନାହିଁ । ମାଲିକାନା ହସ୍ତାନ୍ତର କିମ୍ବା କୌଣସି କର ଗ୍ରହଣ ଉପରେ ମଧ୍ୟ ଅଙ୍କୁଶ ।  ୧୯ ଜୁଲାଇ ୨୦୨୩  ଏସଟିଏ ବୈଠକରେ  ନିଆଯାଇଥିବା …