Browsing Category
ଆଜିର ଖବର
ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ
ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା ଏକ ପୋଖରୀରେ ପଡ଼ିଯାଇଥିଲା। କେପି କଲେଜ ପଛରେ ଏହି ଦୁର୍ଘଟଣା ଘଟିଥିଲା।ସ୍ଥାନୀୟ ଲୋକ ଘଟଣା ବିଷୟରେ ପୋଲିସ ଓ ପ୍ରଶାସନକୁ ସୂଚନା ଦେଇଥିଲେ ।!-->…
ଦେଢ ଶହ ଲୋକ ଥିବା ଗାଁକୁ ହେବ ରାସ୍ତା: ପଞ୍ଚାୟତିରାଜ ମନ୍ତ୍ରୀ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଦେଢ ଶହ ଜନସଂଖ୍ୟା ଥିବା ଗାଁକୁ ହେବ ରାସ୍ତା। ୨୦୨୭ ସୁଦ୍ଧା ୭୫ ହଜାରରୁ ଉର୍ଦ୍ଧ୍ଵ ଗ୍ରାମ୍ୟ ରାସ୍ତା ନିର୍ମାଣ କରିବାକୁ ସରକାରଙ୍କ ଲକ୍ଷ୍ୟ।ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ । ମନ୍ତ୍ରୀ କହିଛନ୍ତି ଯେ ଆସନ୍ତା ୩ ମାସରେ ଶତ!-->…
ଜୁନ୍ ସୁଦ୍ଧା ୨୪ ନୂଆ ଏନ୍ଏସି ଓ ପୌର ନିର୍ବାଚନ: ରାଜ୍ୟ ସରକାରଙ୍କୁ ନିର୍ବାଚନ କମିସନରଙ୍କ ଚିଠି
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଆସନ୍ତା ଜୁନ୍ ମାସରେ ରାଜ୍ୟ ଦେଖିବ ପୌର ନିର୍ବାଚନ। ନୂତନ ଘୋଷିତ ପୌରାଞ୍ଚଳରେ ଏହି ନିର୍ବାଚନ କରାଯିବ।ପୌରାଞ୍ଚଳ ଘୋଷଣାର ୬ମାସ ଭିତରେ ନିର୍ବାଚନ ପ୍ରକ୍ରିୟା ଶେଷ ହେବା କଥା । ଗତ ଡିସେମ୍ବର ମାସରେ ରାଜ୍ୟସରକାର ୨୪ଟି ନୂଆ NAC ଓ ପୌରପାଳିକା ଲାଗି!-->…
ମାର୍ଚ୍ଚରୁ ଭୁବନେଶ୍ବରରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ବନ୍ଦ
ରାଜ୍ୟ କାହାଣୀ (ଭୁବନେଶ୍ଵର)ମାର୍ଚ୍ଚରୁ ଭୁବନେଶ୍ବରରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ବନ୍ଦ । ପ୍ରଭାବିତ ହେବେ ୪୦ ହଜାର ଓଡ଼ିଆ । ଭୁବନେଶ୍ବର ଆବୁଧାବି ସିଧାସଳଖ ବିମାନ ସେବା ଗତ ଡିସେମ୍ବରରୁ ବନ୍ଦ ହୋଇଯାଇଛି । ତେବେ ୧ ମାସ ପରେ ଭୁବନେଶ୍ବର ବିମାନ ବନ୍ଦରରୁ ଆଉ ୨ଟି ପ୍ରମୁଖ!-->…
ଚଳିତବର୍ଷ ଭିତରକନିକାରେ ବିଦେଶୀ ପକ୍ଷୀଙ୍କ ସଂଖ୍ୟା ୧ ଲକ୍ଷ ୫୨ ହଜାର ୭୬୨କୁ ବୃଦ୍ଧି
ଭିତରକନିକା ଜାତୀୟ ଉଦ୍ୟାନରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଚଳିତ ମାସ ୧୮ ତାରିଖ ଦିନ ବନ ବିଭାଗ ପକ୍ଷରୁ ହୋଇଥିବା ଗଣନା ରିପୋର୍ଟରୁ ଏହା ଜଣାପଡିଛି। ଗତବର୍ଷ ଭିତରକନିକାରେ ୧ ଲକ୍ଷ ୫୧ ହଜାର ୬୧୪ଟି ପକ୍ଷୀ ଭିଡ଼ ଜମାଇଥିବା ବେଳେ ଚଳିତବର୍ଷ ଭିତରକନିକାକୁ ୧ ଲକ୍ଷ ୫୨ ହଜାର!-->…
ରାଜ୍ୟରେ ବଢୁଛି ପାରଦ, କମୁଛି ଶୀତ
ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି ହୋଇଛି। ମଙ୍ଗଳବାର ୧୯ଟି ସ୍ଥାନରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୦ ଡିଗ୍ରୀ ଉପରେ ଥିଲା । ସେଥିରୁ ୮ଟି ସହରରେ ପାରଦ ୩୧ ଡିଗ୍ରୀ ଅତିକ୍ରମ!-->…
ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ
ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ । ବଡସିଂହାର ନୀତିରେ ପଦ୍ମବେଶରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ । ଶ୍ରୀଜୀଉଙ୍କ ବିଭିନ୍ନ ଚିତାକର୍ଷକ ବେଶ ମଧ୍ୟରୁ ପଦ୍ମବେଶ ଅନନ୍ୟ । ପରମ୍ପରା ମୁତାବକ ମାଘ ମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ ବସନ୍ତପଞ୍ଚମୀ ମଧ୍ୟରେ ଯେଉଁ!-->…
NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ
ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA ଏହା ଘୋଷଣା କରି କହିଛି, ତାଙ୍କର ଅବସର ଡିସେମ୍ବର ୨୭, ୨୦୨୫ରେ, ଗତ ଖ୍ରୀଷ୍ଟମାସ ପରେ ଲାଗୁ ହୋଇଥିଲା। ମହାକାଶ ଷ୍ଟେସନରେ ତାଙ୍କ ନେତୃତ୍ୱରେ ଗବେଷଣା!-->…
ମହାପ୍ରଭୁଙ୍କ AI ଭିଡିଓ ଭାଇରାଲ୍ ଘଟଣା, ପୁରୀ ସାଇବର ଥାନାରେ ମାମଲା ରୁଜୁ
ମହାପ୍ରଭୁଙ୍କ AI ଭିଡିଓ ଭାଇରାଲ୍ ଘଟଣାରେ ପୁରୀ ସାଇବର ଥାନାରେ ମାମଲା ରୁଜୁ ହୋଇଛି। ପୁରୀ ପୋଲିସ ପକ୍ଷରୁ ମାମଲା ରୁଜୁ କରାଯାଇଥିବା ବେଳେ, ଭିଡିଓ ଭାଇରାଲ ହୋଇଥିବା ଓ୍ବେବସାଇଟକୁ ତଥ୍ୟ ମାଗିଛି ପୁରୀ ପୋଲିସ। କେଉଁ ଉଦ୍ଦେଶ୍ୟରେ ଏହି ଭିଡିଓ ପୋଷ୍ଟ କରାଯାଇଛି ତା’ର ତଦନ୍ତ ହେବ।!-->…
ଅଭିନେତା ପିୟୁଷଙ୍କୁ ମିଳିଲା ଆଶ୍ବସ୍ତି । ଅଭିନୟ ଜାରି ରଖିବେ ପିୟୁଷ ।
ଭୁବନେଶ୍ୱର (ରାଜ୍ୟକାହାଣୀ )ଯାତ୍ରା ଅଭିନେତା ପିୟୁଷ ତ୍ରିପାଠୀଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର । ମଞ୍ଚରେ ଚଢ଼ି ଅଭିନୟ ଜାରି ରଖିବେ ପିୟୁଷ । ଯାତ୍ରା ଅଭିନେତା ପିୟୁଷ ତ୍ରିପାଠୀଙ୍କ ମାମଲାରେ ରାୟ ରଖିଲା ଅଦାଲତ । ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ ରହିତାଦେଶ ଉଠାଇଲେ କୋର୍ଟ ।!-->…