Browsing Category
ଆଜିର ଖବର
ଆସିଲା ରିପୋର୍ଟ; ଗତବର୍ଷ ଠାରୁ ହୀରକୁଦକୁ ଆସିଛନ୍ତି ୪୪ ହଜାର ଅଧିକ ପକ୍ଷୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଜାନୁଆରୀ ୧୮ରେ ସମ୍ବଲପୁରର ହୀରାକୁଦ ଜଳଭଣ୍ଡାରରେ ଶେଷ ହୋଇଥିବା ବାର୍ଷିକ ପକ୍ଷୀ ଗଣନାରେ ପ୍ରବାସୀ ପକ୍ଷୀଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି।ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ୧୨୮ ପ୍ରଜାତିର ମୋଟ ୪.୨୧ ଲକ୍ଷ ପକ୍ଷୀଙ୍କ ଆଗମନ ରେକର୍ଡ କରିଛି।ଗତବର୍ଷ ଠାରୁ ଚଳିତ ଥର!-->…
ମୁଁ ଭିକାରୀ ନୁହେଁ, ମୋ ଫଟୋକୁ ଭୁଲ୍ ଭାବେ ଭାଇରଲ ହେଉଛି : ଇନ୍ଦୋରର କୋଟିପତି ଭିକାରୀ
ଇନ୍ଦୋରର ବହୁ ଚର୍ଚ୍ଚିତ “କୋଟିପତି ଭିକାରୀ” ମଙ୍ଗିଲାଲ ମାମଲାରେ ନୂଆ ମୋଡ଼ । ପ୍ରଶାସନ ଦ୍ୱାରା ଭିକାରୀ ଭାବେ ଉଦ୍ଧାର କରାଯାଇଥିବା କୁଷ୍ଠ ରୋଗୀ ମଙ୍ଗିଲାଲଙ୍କ ପରିବାର ଏବେ ସାମ୍ନାକୁ ଆସି ସରକାରଙ୍କ ଦାବିକୁ ମିଥ୍ୟା ବୋଲି କହିଛନ୍ତି । ସୂଚନାମୁତାବକ ଗତ ଶନିବାର ବିଳମ୍ବିତ ରାତିରେ!-->…
ରାଜ୍ୟରେ ପ୍ରଥମ ଥର ପାଇଁ ଜେଲରେ ଲାଗିଲା AI କ୍ୟାମେରା,ଆଉ ଜେଲ୍ରୁ ଖସି ପାରିବେନି କଏଦୀ
ଜେଲ ଭିତରକୁ ଫିଙ୍ଗିଲେ ଡିଟେକ୍ଟ ହେବ ଜିନିଷ । ନିଶା ଦ୍ରବ୍ୟ କିମ୍ବା କୌଣସି ସନ୍ଦେହ ଜିନିକ ପଦାର୍ଥ ଫିଙ୍ଗିଲେ ହେବ ଡିକ୍ଟେକ୍ଟ ।ଜେଲ୍ରେ କଏଦୀଙ୍କ ଗତିବିଧି ଉପରେ ନଜର ରଖିବାକୁ ଲାଗିବ AI କ୍ୟାମେରା । ଏନେଇ ସୂଚନା ଦେଇଛନ୍ତି ଜେଲ୍ ଡିଆଇଜି ବୀରେନ୍ ସାହୁ ।
ଜେଲ୍ ଡିଆଇଜି!-->!-->!-->…
ସରକାରୀ ଜମି ସୁରକ୍ଷିତ ରଖିବାକୁ ନୂଆ ଆଇନ ଆଣିବେ ସରକାର- ରାଜସ୍ବ ମନ୍ତ୍ରୀ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଜମିର ସଠିକ ପରିଚାଳନା ଏବଂ ଆଗାମୀ ଶହେ ବର୍ଷ ପାଇଁ ସରକାରୀ ଜମି ସୁରକ୍ଷିତ ରଖିବାକୁ ନୂଆ ଆଇନ ଆଣିବେ ସରକାର।ସରକାରୀ ଜମିର ହୋଇପାରିବନି ଦୁରୁପଯୋଗ । ଲିଜ ନେଇ ଜମିର ଦୁରୁପଯୋଗ କରିଥିଲେ ହେବ କାର୍ଯ୍ୟାନୁଷ୍ଠାନ । ଉକ୍ତ ଜମିକୁ ରାଜସ୍ବ ବିଭାଗ ଫେରାଇ ଆଣିବ ।!-->…
ବିଏମସିର ଯାତ୍ରା ଏସଓପି : ଅଶ୍ଳୀଳ ପ୍ରଦର୍ଶନ କଲେ NOC କ୍ୟାନସଲ୍
ରାଜ୍ୟ କାହାଣୀ ( ଭୁବନେଶ୍ଵର)୨୭ ତାରିଖରୁ ଆରମ୍ଭ ହେବ ଖଣ୍ଡଗିରି ଯାତ୍ରା । ୭ଟି ପେଣ୍ଡାଲରେ ଜଲୱା ଦେଖାଇବେ ୧୫ ପାର୍ଟି।ତେବେ ଯାତ୍ରା ହେବା ପୂର୍ବରୁ କମିଟିମାନଙ୍କ ଉପରେ ବିଏମସିର ଲଗାମ। NOC ଦେବା ପୂର୍ବରୁ ବିଏମସିର ଯାତ୍ରା ଏସଓପି। ଅଶ୍ଳୀଳତାକୁ କରାଯିବନି ଆଦୌ ବରଦାସ୍ତ। ପାର୍କିଂ,!-->…
ରାଉରକେଲା ବିମାନ ଦୁର୍ଘଟଣା: ଘରକୁ ଫେରିଲେ ପାଇଲଟ୍
ରାଜ୍ୟ କାହାଣୀ (ଭୁବନେଶ୍ଵର)ରାଉରକେଲା ବିମାନ ଦୁର୍ଘଟଣା। ସୁସ୍ଥ ହୋଇ ଘରକୁ ଫେରିଛନ୍ତି ପାଇଲଟ୍ ନବୀନ କଡଙ୍ଗା ।ରାଉରକେଲା କଂସର ଗ୍ରାମରେ ଗତ ୧୦ ତାରିଖ ଦିନ ହୋଇଥିବା ମର୍ମନ୍ତୁଦ ବିମାନ ଦୁର୍ଘଟଣାରେ ନିଜର ବୁଦ୍ଧି ବଳରେ ଯାତ୍ରୀଙ୍କୁ ସୁରକ୍ଷିତ ଭାବରେ ବିମାନରୁ ଲ୍ୟାଣ୍ଡିଂ କରିଥିଲେ!-->…
ଓଡିଶାରେ ଏପ୍ରିଲ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା
ଭୁବନେଶ୍ୱର (ରାଜ୍ୟକାହାଣୀ )ଜନଗଣନା ନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ଓଡ଼ିଶାରେ ଏପ୍ରିଲ୍ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହେବ । ପ୍ରଥମ ପର୍ଯ୍ୟାୟରେ ୩୦ ଦିନ ଧରି ଚାଲିବ ଗଣନା । ଏପ୍ରିଲ୍ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନଗଣନା ହେବ ।!-->…
ସାଧାରଣତନ୍ତ୍ର ଦିବସରେ ଜାଣନ୍ତୁ କିଏ କେଉଁଠାରୁ ପତାକା ଉତ୍ତୋଳନ କରିବେ
ଆଉ ମାତ୍ର କିଛି ଦିନ ପରେ ଦେଶ ପାଳନ କରିବ ୭୭ ତମ ସାଧାରଣତନ୍ତ୍ର ଦିବସ । ଏହି ଦିନରେ ରାଜ୍ୟ ପ୍ରାୟ ସମସ୍ତ ଜିଲ୍ଲା ସମେତ ରାଜଧାନୀ ଭୁବନେଶ୍ବରରେ ହେବ ପତାକା ଉତ୍ତୋଳନ ।ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ପାଇଁ ପ୍ରକାଶ ପାଇଲା ଅତିଥି ତାଲିକା।କଟକରେ!-->…
ଏହି କାରଣରୁ ବ୍ୟାଡମିଣ୍ଟନରୁ ଅବସର ନେଲେ ସାଇନା ନେହୱାଲ
ଭାରତୀୟ ବ୍ୟାଡ୍ମିଣ୍ଟନ୍ର ପ୍ରଥମ ସଫଳ ଅଲିମ୍ପିଆନ୍ ସାଇନା ନେହ୍ବାଲ ବିନା ଘୋଷଣାରେ ଅବସର ନେଇଯାଇଛନ୍ତି । ପ୍ରତିଯୋଗିତାରୁ ଦୀର୍ଘ ସମୟ ଅନୁପସ୍ଥିତ ରହିବା ସତ୍ତ୍ୱେ, ନେହୱାଲ ବ୍ୟାଡମିଣ୍ଟନରୁ ତାଙ୍କର ଅବସର ଘୋଷଣା କରି ନଥିଲେ। ସେ ଅବସର ନେବାର ନିଶ୍ଚିତ କରି ଏକ ପଡକାଷ୍ଟରେ କହିଛନ୍ତି!-->…
ଭୁବନେଶ୍ୱର ୧ ନଂ ହାଟରେ ଅଗ୍ନିକାଣ୍ଡ ଘଟଣା,ପ୍ଲାଷ୍ଟିକ ବ୍ୟବହାର ପାଇଁ ଲାଗୁଛି ନିଆଁ: ମେୟର
ଭୁବନେଶ୍ବର ୧ ନମ୍ବର ହାଟରେ ସ୍ଥିତି ଅନୁଧ୍ୟାନ କଲେ ବିଏମସି ମେୟର ଓ କମିଶନର । କିଛି ଦୋକାନୀ ନିୟମ ମାନୁନାହାନ୍ତି ବୋଲି କହିଛନ୍ତି ବିଏମସି ମେୟର ସୁଲୋଚନା ଦାସ । ପ୍ଲାଷ୍ଟିକ୍ ଓ ଦହନଶୀଳ ସାମଗ୍ରୀ ଯୋଗୁ ନିଆଁ ଜୋରରେ ଲାଗିଥିଲା । ଦୋକାନୀମାନେ ଏସଓପି ପାଳନ କରୁନଥିବା କହିଲେ ମେୟର ।!-->…