Browsing Category

ଆଜିର ଖବର

ସ୍ୱାସ୍ଥ୍ୟ ସେବାର ବିକଳ ଚିତ୍ର ।୫ କିଲୋମିଟର ଭାରାରେ ବୁହାହେଲେ ରୋଗୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ସ୍ୱାସ୍ଥ୍ୟ ସେବାର ବିକଳ ଚିତ୍ର ।୫ କିଲୋମିଟର ଭାରରେ ବୁହା ହେଲେ ରୋଗୀ । ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ବୁରାତାଲ ପଞ୍ଚାୟତ ବଡ଼ ଆଞ୍ଚୁପା ଗାଁରରୁ ଆସିଛି ଏପରି ଘଟଣା ।ଗାଁର ୩୫ ବର୍ଷୀୟ ଯୁବକ ଦେବରାଜ ରଇତ ଗୁରୁତର ରୋଗାକ୍ରାନ୍ତ ହେବା ପରେ ତାଙ୍କୁ

ରାଜ୍ୟ ସରକାର ୮୦୦ ଅବସରପ୍ରାପ୍ତ ପୁଲିସଙ୍କୁ ପୁନଃନିଯୁକ୍ତି ଦେବେ

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟ ସରକାର ୮୦୦ ଅବସରପ୍ରାପ୍ତ ପୁଲିସଙ୍କୁ ପୁନଃନିଯୁକ୍ତି ଦେବେ। ଅବସରପ୍ରାପ୍ତ ଏଏସ୍‌ଆଇ/ଏସ୍‌ଆଇ/ଇନ୍ସିପେକ୍ଟରଙ୍କୁ ଏହି ନିଯୁକ୍ତି ମିଳିବ । ସେମାନେ ସ୍ପେସାଲ୍‌ ପୁଲିସ ଅଫିସର୍‌(ଏସ୍‌ପିଓ) ଭାବେ କାର୍ଯ୍ୟ କରିବେ । ସରକାର ଏହି ପ୍ରସ୍ତାବକୁ ମଞ୍ଜୁର

ତହସିଲଦାରଙ୍କ ପାଇଁ ଆସିବ ର଼୍ୟାଙ୍କିଙ୍ଗ ବ୍ୟବସ୍ଥା

ଭୁବନେଶ୍ୱର (ରାଜ୍ୟକାହାଣୀ )ଆଗାମୀ ଦିନରେ ଲୋକେ ଯେପରି ରାଜସ୍ବ ସେବା ପାଇବାରେ କୌଣସି ସମସ୍ୟା ନ ଉପୁଜିବ ତାକୁ ନେଇ ରାଜସ୍ବ ବିଭାଗ ପକ୍ଷରୁ ନୂତନ ନିୟମ ଲାଗୁ କରାଯିବ। ଲୋକସେବା ଭବନରେ ସୋମବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ସମ୍ଭାଳିବେ ନୀତିନ ନବୀନ

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ନିତିନ ନବୀନ । ପ୍ରାୟ ମାସେ ଧରି ଦଳର କାର୍ଯ୍ୟକାରୀ ସଭାପତି ରହିବା ପରେ, ଆଜିଠୁ ବିଧିବଦ୍ଧ ଭାବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ବନିବେ । ନୀତିନ ନବୀନ ୪୫ ବର୍ଷ ବୟସରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦ ଗ୍ରହଣ କରିବେ।

ପ୍ରଥମ ସୋଆ ପୁଷ୍ପ ଉତ୍ସବ ଉଦ୍‌ଘାଟିତ

ଭୁବନେଶ୍ୱର, (ରାଜ୍ୟ କାହାଣୀ )ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ କୃଷି ମହାବିଦ୍ୟାଳୟ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ ସାଇନ୍‌ସେସ୍ (ଆଇଏଏସ୍‌) ପକ୍ଷରୁ ସୋମବାର ଦୁଇ ଦିନିଆ ‘ପ୍ରଥମ ସୋଆ ପୁଷ୍ପ ଉତ୍ସବ’ ଉଦ୍‌ଘାଟିତ ହୋଇଯାଇଛି ।ଆନ୍ତର୍ଜାତିକ ପୁଷ୍ପ ଦିବସ ପରିପ୍ରେକ୍ଷୀରେ

ରାଜ୍ୟର ବିଭିନ୍ନ ସ୍ଥାନରେ କମିଛି ଶୀତର ପ୍ରକୋପ

ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି । ରାଜଧାନୀ ଭୁବନେଶ୍ୱରରେ ରାତିର ତାପମାତ୍ରା ୩୦ ଡିଗ୍ରୀ ସେଲସିୟସରେ ପହଞ୍ଚିଛି । ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ ଆଗାମୀ କିଛି ଦିନ ମଧ୍ୟରେ ପାରଦ ପ୍ରାୟ ୫ ଡିଗ୍ରୀ ବୃଦ୍ଧି ପାଇବ । ଏହା

ଶିଶୁକନ୍ୟାକୁ ମୃତ୍ୟୁ ମୁହଁକୁ ଫୋପାଡ଼ି ଚାଲିଗଲା ମା

ଭଦ୍ରକ ଜିଲ୍ଲାରେ ଦେଖିବାକୁ ମିଳିଲା ଲଜ୍ଜାଜନକ ଘଟଣା । ନବଜାତ ଶିଶୁକନ୍ୟାକୁ ବାଥରୁମରେ ଫୋପାଡ଼ି ଚାଲିଗଲା ରାକ୍ଷସୀ ମା ।ଫଳରେ ନବଜାତ ଶିଶୁର ମୃତ୍ୟୁ ହୋଇଯାଇଛି । ଖବର ପାଇ ପୋଲିସ ଚିକିତ୍ସାଳୟରେ ପହଞ୍ଚି ନବଜାତ ଶିଶୁକନ୍ୟାର ମୃତଦେହକୁ ଉଦ୍ଧାର କରିଛି ।ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା

ଜଗନ୍ନାଥଙ୍କୁ ଅପମାନ! ଭାଇରାଲ ହେଉଛି ମହାପ୍ରଭୁଙ୍କ AI ଭିଡ଼ିଓ

କୋଟି କୋଟି ଓଡ଼ିଆଙ୍କ ଭାବାବେଗ ସହ ଖେଳ। ସୋସିଆଲ୍ ମିଡିଆରେ ଘୁରିବୁଲୁଛି ଶ୍ରୀଜିଉଙ୍କ ଏଆଇ ଫଟୋ ଓ ଭିଡିଓ। ଏପରିକି ଏହି ସବୁ ଫଟୋ ଓ ଭିଡିଓରେ ପରମ୍ପରା ବିରୋଧୀ ଦୃଶ୍ୟ ସବୁ ସ୍ଥାନ ପାଇଛି। ଯାହାକୁ ନେଇ ଭକ୍ତଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି।ସୋସିଆଲ ମିଡିଆରେ ଭାଇରାଲ ହେଉଥିବା

ଭିତର କନିକାରେ ବଢ଼ିଲା କୁମ୍ଭୀରଙ୍କ ସଂଖ୍ୟା, ସଂଖ୍ୟା ୧୮୫୮କୁ ବୃଦ୍ଧି

ଚଳିତବର୍ଷ ଭିତରକନିକା ଜାତୀୟ ଉଦ୍ୟାନ ଓ ରାଜନଗର ବନଖଣ୍ଡରେ କୁମ୍ଭୀର ଗଣନା ଶେଷ ହୋଇଛି। ବନଖଣ୍ଡ ଅଧିକାରୀ ଭରଦରାଜ ଗାଓଁକର ଏନେଇ ସୂଚନା ଦେଇଛନ୍ତି । ସୂଚନା ଅନୁସାରେ ଭିତରକନିକାରେ ଚଳିତ ବର୍ଷ ୧୮୫୮ ଟି କୁମ୍ଭୀର ଥିବା ଜଣାପଡିଛି । ୨ ଫୁଟରୁ ଆରମ୍ଭ କରି ୮ ଫୁଟରୁ ଅଧିକ ପର୍ଯ୍ୟନ୍ତ

ଖଣ୍ଡଗିରି ଯାତ୍ରା: ଗାଡ଼ି ପାର୍କିଂ ପାଇଁ ଦର ଧାର୍ଯ୍ୟ

ଭୁବନେଶ୍ୱର (ରାଜ୍ୟକାହାଣୀ )ଜାନୁଆରୀ ୨୫ ତାରିଖ ମାଘ ସପ୍ତମୀରୁ ହେବ ଖଣ୍ଡଗିରି ଯାତ୍ରା ବା ମାଘ ମେଳା । ଏନେଇ ବିଏମସିର ସମୀକ୍ଷା ବୈଠକ ହୋଇସାରିଛି । ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଯାତ୍ରାକୁ କିଭଳି ଶୃଙ୍ଖଳିତ ଓ ବ୍ୟବସ୍ଥିତ ଢ଼ଙ୍ଗରେ ଆୟୋଜନ କରାଯିବ, ସେନେଇ