Browsing Category

ଆଜିର ଖବର

ମାଡଗୋଳ କରି ୨ ଶିକ୍ଷୟିତ୍ରୀ ନିଲମ୍ବିତ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଦୁଇ ଶିକ୍ଷୟିତ୍ରୀ ନିଲମ୍ବିତ ।  ସମ୍ୱଲପୁର ଜିଲ୍ଲା ବୁର୍ଲା କିର୍ବା ଉଚ୍ଚ ପ୍ରାଥମିକ ସ୍କୁଲରେ ଦୁଇ ଶିକ୍ଷୟିତ୍ରୀ ମଧ୍ଯରେ ଗଣ୍ଡଗୋଳ ଘଟଣାରେ ଦୁଇ ଶିକ୍ଷୟିତ୍ରୀ ନିଲମ୍ବିତ  l   ଶିକ୍ଷୟିତ୍ରୀ ଦୁଇ ଜଣ ହେଲେ କସ୍ତୁରୀ ଜେନା ଓ ଶର୍ମିଷ୍ଠା ପଲେଇ  l

ବଦଳିବ ‘ଡିପିଆର’,ନୂଆ ରୂପରେ ଆସିବ ମେଟ୍ରୋ ରେଳ

ଭୁବନେଶ୍ୱର (ରାଜ୍ୟକାହାଣୀ )ଖୁବ୍‌ଶୀଘ୍ର ମେଟ୍ରୋ ରେଳ ପ୍ରକଳ୍ପ ନୂତନ ରୂପରେ ଆସିବ ବୋଲି ନଗର ଉନ୍ନୟନ ବିଭାଗ ପକ୍ଷରୁ ଜଣାପଡ଼ିଛି।ବିଭାଗ ପକ୍ଷରୁ ପ୍ରସ୍ତୁତ ହେଉଥିବା ‘ଡିପିଆର୍‌’କୁ ନେଇ ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, ପୂର୍ବରୁ ଏହା କେବଳ ଭୁବନେଶ୍ୱର-କଟକ-ପୁରୀ ମଧ୍ୟରେ ଗଡ଼ିବ ବୋଲି

‘ଆୟୁଷ୍ମାନ’ ଯୋଜନା ସମସ୍ୟାର ସମାଧାନ ଆସନ୍ତା ୩ ଦିନରେ ହେବ

ଭୁବନେଶ୍ୱର (ରାଜ୍ୟକାହାଣୀ )‘ଆୟୁଷ୍ମାନ’ ଯୋଜନା ସମସ୍ୟାର ସମାଧାନ ଆସନ୍ତା ୩ ଦିନରେ ହେବ । ଏନେଇ ଆୟୁଷ୍ମାନ ଚିନ୍ତନ ଶିବିରରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି ।ସେ କହିଛନ୍ତି, ଯେଉଁ ହିତାଧିକାରୀଙ୍କର କାର୍ଡ ହୋଇନାହିଁ, ସେମାନେ ଆବେଦନ କରିପାରିବେ। ଡିଜିଟାଲ

ରାଜଧାନୀକୁ ଘୋଡେଇ ରଖିଛି ବିଷାକ୍ତ ଧୁଆଁ:ଆଜି AQI ରହିଛି ୪୧୮-୬୬୫

ଦିଲ୍ଲୀ-ଏନସିଆରରେ ବାୟୁ ପ୍ରଦୂଷଣ ଏକ ଏପରି ସମସ୍ୟା ପାଲଟିଛି, ଯାହା ପ୍ରତିବର୍ଷ ଶୀତଦିନ ଆସିଲେ ଭୟଙ୍କର ରୂପ ଧାରଣ କରେ । ଚିନ୍ତାରେ ରାଜଧାନୀବାସୀ। ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ପବନରେ ବହୁଛି ବିଷ। ଅକ୍ଟୋବର ମାସରୁ ଆରମ୍ଭ ହୋଇଥିବା ଏହି 'ଗ୍ୟାସ୍ ଚାମ୍ବର' ସ୍ଥିତି ଜାନୁଆରୀ ମାସ

ରେକର୍ଡ ଭାଙ୍ଗିଲା ସୁନା, ରୁପା କିଲୋ ୩ ଲକ୍ଷ ଟପିଲା

ସୁନା ଏବଂ ରୂପା ମୂଲ୍ୟ ହ୍ରାସ ସମ୍ପର୍କରେ ସମସ୍ତ ପୂର୍ବାନୁମାନ ଭୁଲ ପ୍ରମାଣିତ ହେଉଥିବା ପରି ମନେ ହେଉଛି। ରୁପା କିଲୋ ୩ ଲକ୍ଷ ଟପିଲା । ସୁନା ୨୪ କ୍ୟାରେଟ୍ ଦେଢ଼ ଲକ୍ଷ ମୁହାଁ । ଘରୋଇ ତଥା ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୁପା ଦରରେ ଅହେତୁକ ବୃଦ୍ଧି ଜାରି ରହିଛି। ଇତିହାସରେ ପ୍ରଥମ ଥର

ବେଆଇନ କାରବାର କଲେ ଘରେ ପହଞ୍ଚିବ ଇଡି: ବିଭୂତି ଭୂଷଣ ଜେନା

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ବେଆଇନ ବାଲି, ପଥର କାରବାର ଓ ପରିବହନ କରୁଥିବା ମାଫିଆମାନଙ୍କୁ କଡା ଚେତାବନି ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଯେଉଁମାନେ ସରକାରୀ ରାଜସ୍ୱ ହରିଲୁଟ୍ କରି ‘ଦୁଇ ନମ୍ବର’ ବ୍ୟବସାୟ କରୁଛନ୍ତି, ସେମାନଙ୍କ ବିରୋଧରେ କେବଳ ପୋଲିସ ନୁହେଁ,

ଆସନ୍ତାକାଲିଠାରୁ ୩ ଦିନ ପର୍ଯ୍ୟନ୍ତ ଚିଲିକାରେ ହେବ ଡଲଫିନ ଗଣନା

ଭୁବନେଶ୍ୱର (ରାଜ୍ୟକାହାଣୀ )ଏସିଆର ବୃହତ୍ତମ ଲୁଣ ହ୍ରଦ ଚିଲିକାରେ ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଡ଼ଲଫିନ ିଗଣନା ହେବ। ଚିଲିକା ସଂଲଗ୍ନ ବାଲୁଗାଁ ଓ ସାତପଡା ଚାଲିବ ଡଲଫିନ ଗଣନା । ଡଲଫିନ ଗଣନା ପାଇଁ ଗଠନ ହେଲା ୧୮ଟି ଟିମ । GPS ଟ୍ରାକ୍ ରେ ବାଇନକୁଲାର୍ ଦ୍ୱାରା ଏହି ଗଣନା କରାଯିବ।

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା । ଆଜି କୋର୍ଟରେ ହାଜର ହେବେ ସମସ୍ତ ଅଭିଯୁକ୍ତ

ଭୁବନେଶ୍ୱର (ରାଜ୍ୟକାହାଣୀ )ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା । ଗିରଫ ସମସ୍ତ ଅଭିଯୁକ୍ତଙ୍କୁ ଆଜି କୋର୍ଟରେ ହାଜର କରାଯିବ । ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, କର୍ପୋରେଟର ମଳୟ ବିଷୋୟୀ, ମଦନ ଦଳାଇ, ପୂର୍ବତନ ମେୟର ପିଣ୍ଟୁ ଦାଶ, ସୁନୀଲ ଅକୁମାର ହୋତା, ବିପିନ ସ୍ବାଇଁ, ସୀମାଞ୍ଚଳ

ଜେଲରଙ୍କ ଅଭିଯୋଗ ପରେ ପାଲଟା ଅଭିଯୋଗ କଲେ ସୁପରିଟେଣ୍ଟ ସୁଜିତ କୁମାର

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଚୌଦ୍ଵାର ମଣ୍ଡଳ କାରାଗାରରରୁ ୨ କଏଦୀ ଫେରାର ଘଟଣାରେ ତେଜୁଛି ବିବାଦ ।  ପୂର୍ବତନ ଜେଲର ଓ ବର୍ତ୍ତମାନର ଜେଲ୍ ସୁପରିଣ୍ଟେଣ୍ଡେଣ୍ଟଙ୍କ ମଧ୍ୟରେ ଚାଲିଛି ଛାୟା ଯୁଦ୍ଧ । ଚୌଦ୍ଵାର ଜେଲ୍ ଅଧିକ୍ଷକ ସୁଜିତ କୁମାର ରାଉଳ, ପୂର୍ବତନ ଜେଲର ସନ୍ତୋସିନୀ ଦାସଙ୍କ

ଚିଲିକାରେ ଚଳିତ ବର୍ଷ ୧୧ ଲକ୍ଷରୁ ଅଧିକ ପକ୍ଷୀଙ୍କ ଆଗମନ

ଚିଲିକାରେ ଚଳିତ ବର୍ଷ ୧୧ ଲକ୍ଷରୁ ଅଧିକ ପକ୍ଷୀଙ୍କ ଆଗମନ । ଆସିଛନ୍ତି ଦେଶ ଓ ଵିଦେଶର ମୋଟ୧୯୬ ପ୍ରଜାତିର ୧୧ ଲକ୍ଷ ୩୨ ହଜାର ୨୦୦ ପକ୍ଷୀ । ଚଳିତ ବର୍ଷ ପ୍ଲେନ ମାର୍ଟିନ ଏବଂ ବେଙ୍ଗଲ ବୁଶ ଲାର୍କ ପ୍ରଜାତିଙ୍କ ସଂଖ୍ୟା ଅଧିକ ରହିଛି। ଗତ ବର୍ଷ ଅର୍ଥାତ ୨୦୨୫ରେ ମଧ୍ୟ ୧୯୬