Browsing Category

ଆଜିର ଖବର

ଶ୍ରୀମନ୍ଦିରରେ ସେବାୟତଙ୍କ ଉପରେ ଲାଗିଲା ମୋବାଇଲ୍ କଟକଣା

ଶ୍ରୀମନ୍ଦିରରେ ସେବାୟତଙ୍କ ଉପରେ ଲାଗିଲା ମୋବାଇଲ୍ କଟକଣା। ଏଣିକି ଖୋଲାଖୋଲି ମୋବାଇଲ୍ ବ୍ୟବହାର କରିପାରିବେନି ସେବାୟତ। କଥାବାର୍ତ୍ତା ପାଇଁ ଶ୍ରୀମନ୍ଦିର ଶାଖା କାର୍ଯ୍ୟାଳୟକୁ ଯାଇ ଫୋନ୍ ବ୍ୟବହାର କରିପାରିବେ। ନିୟମ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି ସୂଚନା ଦେଇଛନ୍ତି

ଆସନ୍ତାକାଲି ହୀରାକୁଦ ଓ ଚିଲିକାରେ ହେବ ପକ୍ଷୀ ଗଣନା

ଭୁବନେଶ୍ୱର (ରାଜ୍ୟକାହାଣୀ )ଆସନ୍ତାକାଲି ହୀରାକୁଦରେ ବିଦେଶୀ ପକ୍ଷୀ ଗଣନା । ଚଳିତ ଶୀତ ଋତୁରେ ଆସିଥିବା ବିଦେଶୀ ପକ୍ଷୀଙ୍କ ଗଣନା କରାଯିବ । ଏଥିପାଇଁ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି । ଜଳଭଣ୍ଡାର ଓ ଆଖପାଖରେ ଥିବା ଜଳାଶୟ ସହିତ ଜଙ୍ଗଲକୁ ୨୧ଟି

ରାଉରକେଲା ବିମାନ କ୍ରାସ ଘଟଣାରେ ଜଣେ ମୃତ

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଉରକେଲା ବିମାନ କ୍ରାସ ଘଟଣାରେ ଜଣେ ମୃତ । ଆଜି ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଶୁଶାନ୍ତ ବିଶ୍ୱାଳ । ମୁମ୍ବାଇ ଏୟାର ଲିଫ୍ଟ ପାଇଁ ପ୍ରସ୍ତୁତି ବେଳେ ମୃତ୍ୟୁ ଘଟିଛି।ଗତ ୧୦ ତାରିଖରେ ହୋଇଥିଲା ବିମାନ

ଆସନ୍ତା ବର୍ଷ ଜାନୁଆରୀ, ଫେବ୍ରୁଆରୀରେ ହେବ ପଞ୍ଚାୟତ ଓ ପୌର ନିର୍ବାଚନ

ଭୁବନେଶ୍ୱର (ରାଜ୍ୟକାହାଣୀ )ଆସନ୍ତା ବର୍ଷ ଅଥାର୍ତ ୨୦୨୭ ମସିହା ଜାନୁଆରୀ, ଫେବ୍ରୁଆରୀ ମାସରେ ପଞ୍ଚାୟତ ଓ ପୌର ନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ପ୍ରସ୍ତୁତି ବୈଠକ ଅବସରରେ ରାଜ୍ୟ ନିର୍ବାଚନ କମିଶନର ସୂଚନା ଦେଇଛନ୍ତି ।ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ଘରକୁ ଘର ବୁଲି ହେବ ଭୋଟର୍ ସର୍ଭେ

ଛାତ୍ରଛାତ୍ରୀଙ୍କ ଆଗରେ ମାରପିଟ ହୋଇ ଲହୁଲୁହାଣ ହେଲେ ୨ ଶିକ୍ଷୟିତ୍ରୀ

ରାଜ୍ୟ କାହାଣୀ (ଭୁବନେଶ୍ଵର)ଛାତ୍ରଛାତ୍ରୀଙ୍କ ଆଗରେ ପିଟାପିଟି ହୋଇ ଲହୁଲୁହାଣ ହେଲେ ୨ ଶିକ୍ଷୟିତ୍ରୀ । ଏଭଳି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି ସମ୍ବଲପୁର ଜିଲ୍ଲାରୁ ।ବିଦ୍ୟାଳୟ ମଧ୍ୟରେ କୌଣସି କାରଣକୁ କେନ୍ଦ୍ରକରି ୨ ଶିକ୍ଷୟିତ୍ରୀଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ହୋଇଥିଲା। ସଂଘର୍ଷରେ

ଏବେ ୫୦୦ରୁ ୨୪୦କୁ କମିଲା ଭକ୍ତ ନିବାସର ପାର୍କିଂ ଫି

ରାଜ୍ୟ କାହାଣୀ (ଭୁବନେଶ୍ଵର)ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ । ବୈଠକ ଶେଷ ହେବା ପରେ ଗଣମାଧ୍ୟମକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି । ସୂଚନା ଦେଇ ସେ କହିଛନ୍ତି ଯେ ଏସ୍‌ଓପି ଆସିଲା ପରେ ରତ୍ନଭଣ୍ଡାର ଗଣତିମଣତି ହେବ ।କିଛି ଦିନ ତଳେ ଶ୍ରୀମନ୍ଦିର

୨୪ରୁ ବନ୍ଦ ହେବ ବସ ଚଳାଚଳ ।  କଟକକୁ ଆସିବ ନାହିଁ କୌଣସି ଘରୋଇ ବସ 

କଟକକୁ ଆସିବ ନାହିଁ କୌଣସି ଘରୋଇ ବସ । ମୁଖ୍ୟମନ୍ତ୍ରୀ ବସ ସେବାକୁ ବିରୋଧ କରି ରାଜ୍ୟ ଘରୋଇ ବସ ମାଲିକ ସଂଘ ର ନିଷ୍ପତ୍ତି ।୨୪ରୁ ଗଡ଼ିବନି ଘରୋଇ ବସ୍‌। ଏନେଇ ଚେତାବନୀ ଦେଇଛନ୍ତି ଘରୋଇ ବସ ମାଲିକ ସଂଘ। ମୁଖ୍ୟମନ୍ତ୍ରୀ ବସ ବ୍ଲକ୍‌ରୁ ଜିଲ୍ଲା ହେଡ୍‌ କ୍ୱାର୍ଟରକୁ ଆସିବାକୁ ନେଇ

ପୁଣି ଶହବାଜ ସରିଫଙ୍କ ନାଁ ନେଇ ଭାରତ-ପାକିସ୍ତାନ ଯୁଦ୍ଧ ବିରତିର କ୍ରେଡିଟ ନେଉଛନ୍ତି ଟ୍ରମ୍ପ

ଭାରତ ଏବଂ ପାକିସ୍ତାନ ମଧ୍ୟରେ ସଂଘର୍ଷ ରୋକିବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଶ୍ରେୟ ନେଇଛନ୍ତି । ଶନିବାର ଟ୍ରମ୍ପ କହିଛନ୍ତି, ତାଙ୍କ ହସ୍ତକ୍ଷେପ ଦୁଇ ପରମାଣୁ ଅସ୍ତ୍ରଶସ୍ତ୍ର ପଡ଼ୋଶୀଙ୍କ ମଧ୍ୟରେ ସଂଘର୍ଷକୁ ଟାଳି ଦେଇଛି ଓ ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ବଞ୍ଚାଇଛି।

ବ୍ରହ୍ମପୁର ଏମକେସିଜିରେ ବିରଳ ଅସ୍ତ୍ରୋପଚାର: କଟି ଯାଇଥିବା ଗୁପ୍ତାଙ୍ଗକୁ ପ୍ଲାଷ୍ଟିକ ସର୍ଜରୀ ଦ୍ବାରା ସଫଳ…

ଏମ୍.କେ.ସି.ଜି ମେଡିକାଲ କଲେଜରେ ସଫଳ ହେଲା ବିରଳ ଅସ୍ତ୍ରୋପଚାର । ମେଡିକାଲର ପ୍ଲାଷ୍ଟିକ ସର୍ଜରୀ ବିଭାଗ ପକ୍ଷରୁ ଜଣେ ବ୍ୟକ୍ତିଙ୍କ କାଟି ଦିଆଯାଇଥିବା ଗୁପ୍ତାଙ୍ଗକୁ ପ୍ଲାଷ୍ଟିକ ସର୍ଜରୀ ଦ୍ବାରା ସଫଳ ଅସ୍ତ୍ରୋପଚାର କରାଯାଇଛି । ସୂଚନାମୁତାବକ ଗତ କିଛି ଦିନ ତଳେ ଗଞ୍ଜାମର ଜଣେ ବ୍ୟକ୍ତି

ଏପ୍ରିଲ ପହିଲାରୁ ନୂଆ ନିୟମ। ଦେଶର ସମସ୍ତ ଟୋଲ୍‌ ପ୍ଲାଜା କ୍ୟାସ୍‌ଲେସ୍‌ ହୋଇଯିବ

ଦେଶର ଜାତୀୟ ରାଜପଥରେ ଯାତ୍ରା କରୁଥିବା ଲୋକଙ୍କ ପାଇଁ ଏପ୍ରିଲ ୧ ତାରିଖରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ସରକାର ନ୍ୟାସନାଲ ହାଇଓ୍ବେ ଯାତ୍ରାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ଟୋଲ୍ ପ୍ଲାଜାରେ ନଗଦ ଦେୟ ବିକଳ୍ପଗୁଡ଼ିକୁ ଉଚ୍ଛେଦ