Browsing Category
ଆଜିର ଖବର
ଅଶ୍ଳୀଳ ନୃତ୍ୟ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ, ନିଶାଙ୍କୁ ନଚେଇ SDM ନିଲମ୍ବିତ
ଛତିଶଗଡରେ ନିଶା ମହାରଶାଙ୍କ ଅଶ୍ଳୀଳ ନୃତ୍ୟ ମାମଲାରେ ବଡ କାର୍ଯ୍ୟାନୁଷ୍ଠାନ ହୋଇଛି । SDM ତୁଳସୀ ଦାଶ ମରକାମ ନିଲମ୍ବିତ। ନିୟମ ଉଲଙ୍ଘନ କରି ଅନୁମତି ଦେଇଥିବା ଯୋଗୁଁ SDMଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲେ କମିଶନର ମହାଦେବ କାମ୍ବରେ। ପୂର୍ବରୁ ତିନି ଜଣ ପୋଲିସ କର୍ମଚାରୀ ଙ୍କୁ!-->…
ଆଜି ପ୍ରକାଶ ପାଇବ ଓଡ଼ିଆ ଭାଷା ପରୀକ୍ଷା ଫଳ
ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ଦ୍ୱିତୀୟ ଦଶମ ଷ୍ଟାଣ୍ଡାର୍ଡ ଏକକ ବିଷୟ ଓଡ଼ିଆ ଭାଷା ଏବଂ ଦ୍ୱିତୀୟ ଅର୍ଦ୍ଧ ବାର୍ଷିକ ଅଷ୍ଟମ ଷ୍ଟାଣ୍ଡାର୍ଡ ଓଡ଼ିଆ ଭାଷା ପରୀକ୍ଷା ୨୦୨୫ର ଫଳ ଜାନୁଆରୀ ୧୭ ତାରିଖ (ଶନିବାର) ଅପରାହ୍ନ ୨ଟାରେ ପ୍ରକାଶ ପାଇବ। ଏଥିସହ ଅପରାହ୍ଣ ୪ଟା ଠାରୁ ଡିଜିଟାଲ!-->…
ଆସନ୍ତା ଶିକ୍ଷାବର୍ଷରୁ ନୂଆ ଢାଞ୍ଚାରେ ପାଠପଢା : ପଞ୍ଚମ ଯାଏ ମାତୃଭାଷାରେ ଶିକ୍ଷାଦାନ
ଆସନ୍ତା ଶିକ୍ଷାବର୍ଷ(୨୦୨୬-୨୭)ରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ନୂତନ ପାଠ୍ୟପୁସ୍ତକ ପ୍ରଚଳନ କରାଯିବ । ଓଡ଼ିଶା ରାଜ୍ୟ ପାଠ୍ୟକ୍ରମ ଢାଞ୍ଚା(ଓଏସ୍ସିଏଫ୍) ଉପରେ ଆଧାରିତ ହେବ । ନୂତନ ଯୁଗ ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ଶିକ୍ଷକଙ୍କ ବୃତ୍ତିଗତ ବିକାଶ ନିରନ୍ତର ଜାରି ରହିବ । ପଞ୍ଚମ ଶ୍ରେଣୀ!-->…
ଆସନ୍ତା ଶିକ୍ଷାବର୍ଷରୁ ନୂଆ ଢାଞ୍ଚାରେ ପାଠପଢା : ପଞ୍ଚମ ଯାଏ ମାତୃଭାଷାରେ ଶିକ୍ଷାଦାନ
ଭୁବନେଶ୍ୱର (ରାଜ୍ୟକାହାଣୀ )ଆସନ୍ତା ଶିକ୍ଷାବର୍ଷ(୨୦୨୬-୨୭)ରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ନୂତନ ପାଠ୍ୟପୁସ୍ତକ ପ୍ରଚଳନ କରାଯିବ । ଓଡ଼ିଶା ରାଜ୍ୟ ପାଠ୍ୟକ୍ରମ ଢାଞ୍ଚା(ଓଏସ୍ସିଏଫ୍) ଉପରେ ଆଧାରିତ ହେବ । ନୂତନ ଯୁଗ ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ଶିକ୍ଷକଙ୍କ ବୃତ୍ତିଗତ ବିକାଶ ନିରନ୍ତର!-->…
ଛତିଶଗଡ଼ ଵିଜାପୁର ଜିଲ୍ଲାରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ
ଭୁବନେଶ୍ୱର (ରାଜ୍ୟକାହାଣୀ )ଛତିଶଗଡ଼ ଵିଜାପୁର ଜିଲ୍ଲାରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ । ପୋଲିସର ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ । DRG, STF ଏବଂ CRPF କୋବ୍ରା ଜବାନ ଅପରେସନ ବେଳେ ଏହି ସଫଳତା ମିଳିଛି । ଘଟଣା ସ୍ଥଳରେ ମାଓ ସଂଗଠନ ର ଶିର୍ଷ ନେତା ପାପା ରାଓ ଥିବା ସୂଚନା ।!-->…
ପଶ୍ଚିମା ଝଡ଼ର ପ୍ରଭାବ: ବଢ଼ିବ ରାତି ତାପମାତ୍ରା
ଶୀତରେ ଥରୁଛି ସାରା ଓଡ଼ିଶା। ରାଜ୍ୟରେ ଆହୁରି ୨୪ ଘଣ୍ଟା ପ୍ରବଳ ଶୀତ ଲହରି ଜାରି ରହିବ। ଏଥିପାଇଁ ୧୬ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ତେବେ ପଶ୍ଚିମା ଝଡ଼ ପ୍ରଭାବରେ ଦୁଇଦିନ ପରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି।୫ ଦିନ ଯାଏ ଉତ୍ତର ଉପକୂଳ!-->…
ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଅଖିଳେଶ ଯାଦବ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟୀ ସଭାପତି ଅଖିଳେଶ ଯାଦବ।ଆଲୋଚନା ପରେ ପ୍ରତିକ୍ରିୟା ରଖିଛନ୍ତି ଅଖିଳେଶ ଯାଦବ। ସେ କହିଛନ୍ତି ‘‘ଆଦରଣୀୟ ନବୀନ ପଟ୍ଟନାୟକ ଦେଶର ଜଣେ ବରିଷ୍ଠ ନେତା ।!-->…
ନଖାଇ ନପିଇ ଭଗବାନଙ୍କ ପରିକ୍ରମା କରୁଛି କୁକୁର, ପୂଜିଲେ ଲୋକେ
ଉତ୍ତରପ୍ରଦେଶର ଏକ ମନ୍ଦିରରେ ଏକ କୁକୁର ଏବେ ଚର୍ଚ୍ଚାର କେନ୍ଦ୍ର ପାଲଟିଛି। କୁକୁରଟି କିଛି ଦିନ ଧରି ବିନା ଖାଦ୍ୟପେୟରେ ଭଗବାନ ହନୁମାନ ଏବଂ ଦେବୀ ଦୁର୍ଗାଙ୍କ ପ୍ରତିମୂର୍ତ୍ତି ପରିକ୍ରମା କରୁଛି। ପ୍ରଥମ ତିନି ଦିନ ଧରି, ସେ ଭଗବାନ ହନୁମାନଙ୍କ ପ୍ରତିମା ପରିକ୍ରମା କଲା ଏବଂ ତା’ପରେ!-->…
ଟଙ୍କା ପାଇଁ ସ୍ତ୍ରୀକୁ ବିକ୍ରି କରିଦେଲା ସ୍ୱାମୀ
ଭୁବନେଶ୍ୱର (ରାଜ୍ୟକାହାଣୀ )୭ ବର୍ଷ ହେବ ଦୁବାଇରେ ବନ୍ଧା ପଡିଛନ୍ତି ଓଡ଼ିଆ ମହିଳା। ବନ୍ଧା ହୋଇଥିବା ମହିଳାଙ୍କୁ ନିଜ ସ୍ୱାମୀ ଦୁବାଇରେ ବିକ୍ରି କରିଦେଇଥିବା ଅଭିଯୋଗ ଆଣିଛନ୍ତି ବୃଦ୍ଧା ମାଆ ଓ ବାପା।ସୂଚନା ମୁତାବକ, କିଛି ବର୍ଷ ତଳେ ଟିଟିଲାଗଡ଼ ଥାନା ଅନ୍ତର୍ଗତ ବୁରାବନ୍ଦ ଗାଁର ପ୍ରେମା!-->…
‘ନିପା’କୁ ନେଇ ଆତଙ୍କିତ ହୁଅନ୍ତୁନି: ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ନିପା ଭୁତାଣୁକୁ ନେଇ ଆତଙ୍କିତ ନହେବାକୁ ନିବେଦନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ । ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ସୂଚନା ଦେଲେ ମନ୍ତ୍ରୀ ।ବୈଠକ ପରେ ମନ୍ତ୍ରୀ କହିଛନ୍ତି ଯେ, ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ ହୋଇଛି। ଏପରିକି!-->…