Browsing Category
ଆଜିର ଖବର
ଆସନ୍ତା ୧୮ ତାରିଖରେ ଚିଲିକାରେ ହେବ ପକ୍ଷୀ ଗଣନା
ରାଜ୍ୟ କାହାଣୀ (ଭୁବନେଶ୍ଵର)ଆସନ୍ତା ୧୮ ତାରିଖରେ ଚିଲିକାରେ ହେବ ପକ୍ଷୀ ଗଣନା । ୫ଟି ରେଞ୍ଜରେ ମୋଟ ୨୨ଟି ଟିମ କରିବେ ଗଣନା । ବାଲୁଗାଁ, ରମ୍ଭା, ଟାଙ୍ଗୀ, ଚିଲିକା ଓ ସାତପଡାରେ କରିବେ ଗଣନା । ଆସନ୍ତା ୨୦, ୨୧ ଓ ୨୨ ତାରିଖରେ ହେବ ଡଲଫିନ ଗଣନା । ୧୮ଟି ଟିମରେ ୯୦ ଜଣ ବାଲୁଗାଁ ଓ!-->…
ପୁଣି ଚିପ୍ସ ପ୍ୟାକେଟ ହେଲା କାଳ: ଚାଲିଗଲା ୬ ବର୍ଷ ଶିଶୁର ଜୀବନ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ବଜାରରେ ବିକ୍ରି ହେଉଥିବା ପ୍ୟାକେଟ ଫୁଡ୍ ଖାଇ କୋମଳମତି ବାଳକର ଚାଲିଗଲା ଜୀବନ।ଏହି ଘଟଣା ବେଗୁନିଆ ଥାନା ଅନ୍ତର୍ଗତ ନିଧିପୁର ଗ୍ରାମରେ ଘଟିଛି ।ଅଭୟ ପାଇକରାୟଙ୍କ ଗୋଟିଏ ବୋଲି ପୁଅ ତାପସ। ଗାଁ ସ୍କୁଲ ଶିଶୁ ବାଟିକାରେ ପଢୁଥିଲେ। ଗତ ସୋମବାର ସ୍କୁଲ, ଟ୍ୟୁସନ!-->…
ଇଡି ରେଡ୍ ବେଳେ ମିଳିଲା ଆଲମାରୀ ଭର୍ତ୍ତି ଟଙ୍କା
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଇଡି ରେଡ୍ ବେଳେ ମିଳିଲା ଆଲମାରୀ ଭର୍ତ୍ତି ଟଙ୍କା। ଆଲମାରୀରେ ବିଡ଼ା ବିଡ଼ା ନୋଟ୍ ରଖାଯାଇଛି। ରେଡ୍ ବେଳେ ଏତେ ପରିମାଣର ଟଙ୍କା ଦେଖି ଇଡି ଅଧିକାରୀ ଟେରା ହୋଇଛନ୍ତି।ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ବଡ଼ ଧରଣର ଇଡି ଚଢାଉ କରୁଛି । ବାଲି ଓ ମଦ!-->…
ଅଭିନେତା ସାଲମାନ ଖାନ ଓ ହ୍ରିତିକ ରୋଶନଙ୍କ ନାଁରେ ଖାଉଟି ଅଦାଲତରେ ମାମଲା
ଭୁବନେଶ୍ୱର (ରାଜ୍ୟକାହାଣୀ )ଅଡୁଆରେ ବଲିଉଡ ଅଭିନେତା ସାଲମାନ ଖାନ ଓ ହ୍ରିତିକ ରୋଶନ । ମୃଦୁ ପାନୀୟ ମାଉଣ୍ଟେନ ଡିଉ ବିଜ୍ଞାପନକୁ ନେଇ ଫିଲ୍ମ ପେପ୍ସିକୋ ବିଜ୍ଞାପନ କାଉନ୍ସିଲ ବିରୋଧରେ ମାମଲା ରୁଜୁ ହୋଇଛି । କଳାହାଣ୍ଡି ଜିଲ୍ଲାରର ଖାଉଟି ଅଦାଲତରେ ଖରିଆରର ବାସିନ୍ଦା ଦୀପକ ଦୁବେ ଏହି!-->…
ନବୀକରଣ ହେବ ପଠାଣିସାମନ୍ତ ପ୍ଲାନେଟାରିୟମ
ଭୁବନେଶ୍ୱର (ରାଜ୍ୟକାହାଣୀ )ନବୀକରଣ ହେବ ପଠାଣିସାମନ୍ତ ପ୍ଲାନେଟାରିୟମ । ନବୀକରଣ ପାଇଁ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଏବଂ କୋଲକାତାସ୍ଥିତ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଅଧୀନସ୍ଥ ବିର୍ଲା ଇଣ୍ଡଷ୍ଟ୍ରିଆଲ୍ ଆଣ୍ଡ୍!-->…
ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପାଇଁ ଘୋଷଣା ହେଲା କାର୍ଯ୍ୟସୂଚୀ
ଭାଜପା ଜାତୀୟ ସଭାପତି ପାଇଁ ଘୋଷଣା ହେଲା କାର୍ଯ୍ୟସୂଚୀ। ଆସନ୍ତା ୨୦ ତାରିଖରେ ନିର୍ବାଚନ ଏବଂ ୧୯ ତାରିଖରେ ନାମାଙ୍କନ ଦାଖଲ ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ୧୯ ତାରିଖ ଅପରାହ୍ନ ୨ଟାରୁ ୪ଟା ଯାଏ ନାମାଙ୍କନ ପ୍ରକ୍ରିୟା ରହିଛି। ଅପରାହ୍ନ ୪ଟାରୁ ୫ଟା ନାମାଙ୍କନ ଯାଞ୍ଚ, ୫ଟାରୁ ୬ଟା!-->…
ଦଳବିରୋଧୀ କାର୍ଯ୍ୟକଳାପ ଯୋଗୁ ବିଜେଡିରୁ ଗଣେଶ୍ବର ବରାଳ ନିଲମ୍ବିତ
ଭୁବନେଶ୍ୱର (ରାଜ୍ୟକାହାଣୀ )ଯାଜପୁର ଜିଲ୍ଲା ପରିଷଦ ଉପସଭାପତି ଗଣେଶ୍ବର ବରାଳ ନିଲମ୍ବିତ । ଦଳବିରୋଧୀ କାର୍ଯ୍ୟକଳାପ ଯୋଗୁ ତାଙ୍କୁ ନିଲମ୍ବନ କରାଯାଇଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ନିଲମ୍ବନ କରାଯାଇଛି। ବିଜେଡି ଉପସଭାପତି ପ୍ରତାପ ଜେନା ସୂଚନା ଦେଇଛନ୍ତି।!-->…
ବିନା ଲାଇସେନ୍ସରେ ଚାଲିଥିଲା ମେଡ଼ିସିନ ଦୋକାନରେ ଡ୍ରଗ୍ସ ବିଭାଗର ଚଢ଼ାଉ
ଭୁବନେଶ୍ୱର (ରାଜ୍ୟକାହାଣୀ )ବାଣପୁର ବଜାରରେ ବିନା ଲାଇସେନ୍ସରେ ବେଧଡକ ଭାବେ ଦୀର୍ଘ ବର୍ଷଧରି ଚାଲିଥିଲା ବେଆଇନ ଔଷଧ ଦୋକାନ। ବର୍ତ୍ତମାନ ବେଆଇନୀ ଔଷଧ ବ୍ୟବସାୟର ପର୍ଦ୍ଦାଫାସ କରିଛି ଡ୍ରଗ୍ସ ସ୍କ୍ୱାଡ୍ ।ଏଲୋପ୍ୟାଥି, ହୋମିଓପ୍ୟାଥୀ ସହ ଆୟୁର୍ବେଦିକ ଔଷଧ ଗ୍ରାହକଙ୍କୁ ବିକ୍ରିକରି ମାଲେମାଲ!-->…
ବାଧ୍ୟତାମୂଳକ ଅବସର ପାଇଁ ଶିକ୍ଷକମାନଙ୍କ ତାଲିକା ମାଗିଲା ଉଚ୍ଚ ଶିକ୍ଷା ବିଭାଗ
ଭୁବନେଶ୍ୱର (ରାଜ୍ୟକାହାଣୀ )ବାଧ୍ୟତାମୂଳକ ଅବସର ପାଇଁ ଶିକ୍ଷକମାନଙ୍କ ତାଲିକା ମାଗିଲା ଉଚ୍ଚ ଶିକ୍ଷା ବିଭାଗ । ଉଚ୍ଚଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ଅଧ୍ୟାପକଙ୍କୁ ସରକାର ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କାର୍ଯ୍ୟଦକ୍ଷତା ଓ ଆଚରଣ ଯାଞ୍ଚ ପାଇଁ ଉଚ୍ଚଶିକ୍ଷା ବିଭାଗର କଡ଼ା!-->…
କଟକ ମୁଣ୍ଡଳୀ ପାଖ ସେତୁ ନିକଟ ମହାନଦୀ ପଠା ନଦୀ ବାଲିରେ କୁମ୍ଭୀର
ମହାନଦୀର ମୁଣ୍ଡଳୀ ବ୍ୟାରେଜ ନିକଟରେ ବିଶାଳକାୟ କୁମ୍ଭୀର । ମହାନଦୀ ମଝିରେ ଥିବା ଟାପୁ ଉପରେ କୁମ୍ଭୀର ଶୋଇ ରହିଥିବାର ଦେଖିବାକୁ ମିଳିଛି । କିଛି ଲୋକ କୁମ୍ଭୀର ଟିକୁ ଟେକା ପଥର ଫିଙ୍ଗିବା ସହିତ ବିରକ୍ତି କରୁଥିବା ଦେଖିବକୁ ମିଳିଛି ।
କୁମ୍ଭୀରଟି ଥଣ୍ଟିଆ କୁମ୍ଭୀର ପ୍ରଜାତିର!-->!-->!-->…