Browsing Category
ଆଜିର ଖବର
ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ପ୍ରସଙ୍ଗରେ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ନାଁରେ ଏତଲା
ଭୁବନେଶ୍ୱର (ରାଜ୍ୟକାହାଣୀ )ମକର ସଂକ୍ରାନ୍ତି ସମୟରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ପ୍ରସଙ୍ଗରେ ଥାନାରେ ଏତଲା । କାର୍ଯ୍ୟରେ ଅବହେଳା ଯୋଗୁଁ ଉପାସରେ ରହିଲେ ପ୍ରଭୁ ଲିଙ୍ଗରାଜ ଓ ବନ୍ଦ ହେଲା ନୀତିକାନ୍ତି । ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ନାମରେ ଥାନାରେ ଏତଲା!-->…
ଆଖି ବୁଜିଲା ବୋମା ଖାଇ ଗୁରୁତର ହୋଇଥିବା ହାତୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ବୋମା ଖାଇ ଗୁରୁତର ହୋଇଥିବା ହାତୀର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । ଢେଙ୍କାନାଳ କପିଳାସ ହାତୀ ଚିକିତ୍ସା କେନ୍ଦ୍ରରେ ଗୁରୁତର ହାତୀର ଚିକିତ୍ସା ଚାଲିଥିଲା । ହାତୀ ଉଦ୍ଧାର ପାଇଁ ସ୍ବତନ୍ତ୍ର ଭାବେ ଡିଜାଇଲ ହୋଇଥିବା ଐରାବତ ରେସକ୍ୟୁ ଟ୍ରକ ଜରିଆରେ!-->…
ଭୁବନେଶ୍ୱରରେ ଆମିଷ ବିକ୍ରି ନେଇ କଟକଣା ଜାରି କରିଛି ବିଏମସି
ଭୁବନେଶ୍ୱର (ରାଜ୍ୟକାହାଣୀ )ବିମାନ ଚଳାଚଳ ସୁରକ୍ଷା ପାଇଁ ଆମିଷ ବର୍ଜ୍ୟ ପରିଚାଳନାକୁ କଡାକଡି କଲା ବିଏମସି । ଫେବୃୟାରୀ ୧ରୁ ଏହି ନିୟମ କଡାକଡି ଲାଗୁ କରାଯିବ।ବର୍ଜ୍ୟବସ୍ତୁ ସଂରକ୍ଷଣ କିମ୍ବା ନିଷ୍କାସନ ପାଇଁ ପତଳା ପ୍ଲାଷ୍ଟିକ୍ କ୍ୟାରି ବ୍ୟାଗ ସଂପୂର୍ଣ୍ଣ ନିଷେଧ ରହିବ। ପ୍ରତ୍ୟେକ!-->…
ଏଣିକି ଆଶାୟୀ ସରକାରୀ ଚାକିରିଆଙ୍କୁ ପରୀକ୍ଷା ପାଇଁ ଦେବାକୁ ପଡିବନି ଏନ୍ଓସି
ରାଜ୍ୟ କାହାଣୀ ( ଭୁବନେଶ୍ଵର)ସରକାରୀ ଚାକିରି କରିଥିବା କର୍ମଚାରୀ ବା ଅଧିକାରୀ ଯେଉଁମାନେ ୟୁପିଏସ୍ସି, ଓପିଏସ୍ସି, ଏସ୍ଏସ୍ବି, ଓଏସ୍ଏସ୍ସି, ଓଏସ୍ଏସ୍ଏସ୍ସି ଆଦି କରୁଥିବା ପରୀକ୍ଷା ଦେବାକୁ ଚାହୁଁଛନ୍ତି ସେମାନଙ୍କୁ ଆଉ ଏନ୍ଓସି(ନୋ ଅବ୍ଜେକ୍ଶନ ସାର୍ଟିଫିକେଟ) ଦରକାର ପଡିବ!-->…
ବିଜେଡିରୁ ବିଦାହେଲେ ଦୁଇ ବିଧାୟକ
ଭୁବନେଶ୍ୱର (ରାଜ୍ୟକାହାଣୀ )ବିଜେଡିର ବଡ଼ କାର୍ଯ୍ୟାନୁଷ୍ଠାନ। ଦଳ ବିରୋଧି କାର୍ଯ୍ୟ ଯୋଗୁ ୨ ବିଧାୟକଙ୍କୁ ସସ୍ପେଣ୍ଡ (ନିଲମ୍ବନ) କଲେ ସୁପ୍ରିମୋ ନବୀନ।ପାଟକୁରା ବିଧାୟକ ତଥା ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପ୍ରୁଅ ଅରବିନ୍ଦ ମହାପାତ୍ର ଓ ଚମ୍ପୁଆର ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କୁ!-->…
ଜିଲାପାଳଙ୍କ ଅଫିସ ଆଗରେ ଆତ୍ମହତ୍ୟା ଉଦ୍ୟମ କଲେ ସ୍ତ୍ରୀ-ସ୍ବାମୀ
ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ବାଛୁରୀ ବାଙ୍କ ଗ୍ରାମର ମୁଷା ନାୟକ ଜଙ୍ଗଲକୁ ଛେଳି ଚରାଇବା ପାଇଁ ଯାଇଥିବାବେଳେ ଏକ ନବଜାତ ଶିଶୁପୁତ୍ରକୁ ବୁଦାରେ ପଡ଼ିଥିବା ଦେଖିଥିଲେ । ଶିଶୁପୁତ୍ରକୁ ଉଦ୍ଧାର କରି ଆଣି ସେ ଗ୍ରାମବାସୀ, ସ୍ଥାନୀୟ ଆଶା ଓ ଆଙ୍ଗନଓ୍ବାଡ଼ି କର୍ମୀଙ୍କ ସମେତ ସରପଞ୍ଚ ଓ!-->…
ପୁରୁଣା ବସ ସ୍କ୍ରାପିଂ ହୋଇ ଆସିବ ନୂଆ ଛୋଟ ବସ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଆମ ବସ୍ ସେବା ସମ୍ପର୍କିତ ଗଠିତ ଉଚ୍ଚସ୍ତରୀୟ କମିଟିର ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ସଡ଼କ ସୁରକ୍ଷା, ଯାତ୍ରୀ ଅନୁକୂଳ ଆମ ବସ୍ ସେବା ଓ ଚାଳକଙ୍କ ସାମଗ୍ରିକ ବିକାଶ ଉପରେ ଗୁରୁତ୍ବ ଦିଆଯାଇଛି । ସ୍କାର୍ପିଂ ହେବ ୩୦ ପୁରୁଣା ଗାଡ଼ି ।ଡ୍ରାଇଭିଂ ଟ୍ରେନିଙ୍ଗ!-->…
ରାଜ୍ୟ ସରକାରଙ୍କ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ୨୦୨୫-୨୬ ପାଇଁ ଆବେଦନ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯିବ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୫-୨୬ । ବିଭିନ୍ନ ପୁରସ୍କାର ପାଇଁ ଆବେଦନ ସମୟସୀମା ଆସନ୍ତା ୨୦ ଜାନୁୟାରୀ ୨୦୨୬ ଯାଏଁ ବୃଦ୍ଧି ହୋଇଛି । ଏଥିପାଇଁ ଆବେଦନ କରିବାକୁ ହେଲେ “ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର”ର Website!-->…
ପର୍ଯ୍ୟଟନ ନିବେଶର ଡେଷ୍ଟିନେସନ ପାଲଟିଛି ଓଡ଼ିଶା, ଲାଗୁ ହେଲା ପର୍ଯ୍ୟଟନ (ସଂଶୋଧିତ) ନୀତି–୨୦୨୬
ରାଜ୍ୟ କାହାଣୀ (ଭୁବନେଶ୍ଵର)ନିବେଶକ ଓ ପର୍ଯ୍ୟଟନ ପ୍ରେମୀଙ୍କ ପାଇଁ ବଡ଼ ଖବର ! ଖୁବ୍ଶୀଘ୍ର ଭାରତର ଏକ ବଡ଼ ପର୍ଯ୍ୟଟନ ନିବେଶ କେନ୍ଦ୍ର ହେବାକୁ ଯାଉଛି ଓଡ଼ିଶା । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଓଡ଼ିଶା ପର୍ଯ୍ୟଟନ (ସଂଶୋଧିତ) ନୀତି–୨୦୨୬ ଆଣିଛନ୍ତି ରାଜ୍ୟ ସରକାର!-->…
Indigoର ଧମାକେଦାର ଅଫର! ୧ ଟଙ୍କାରେ ବିମାନ ଟିକେଟ୍
ଇଣ୍ଡିଗୋ ଏୟାରଲାଇନ୍ସ ଏହାର ଯାତ୍ରୀମାନଙ୍କ ପାଇଁ ଏକ ଚମତ୍କାର ନୂତନ ବର୍ଷର ସେଲ୍ ‘Sail into 2026’ ଘୋଷଣା କରିଛି । ଏହି ସେଲରେ କେବଳ ବୟସ୍କମାନଙ୍କ ପାଇଁ ନୁହେଁ ବରଂ ପିଲାମାନଙ୍କ ପାଇଁ ମଧ୍ୟ ବିଶେଷ ଅଫର୍ ରହିଛି ।ଯଦି ଆପଣ ଇଣ୍ଡିଗୋର ସିଧାସଳଖ ଚ୍ୟାନେଲ୍, ଯେପରିକି ଏହାର ୱେବସାଇଟ୍!-->…