Browsing Category

ଆଜିର ଖବର

ମିଥ୍ୟା ବିବାହ ପ୍ରତିଶ୍ରୁତି ଦେଇ ଠକି ନେଇଥିଲେ ୨୨ ଲକ୍ଷ ଟଙ୍କା

ଭୁବନେଶ୍ୱର (ରାଜ୍ୟକାହାଣୀ )ମାଟ୍ରିମୋନି ସାଇଟ୍‌ରେ ମିଛ ବିବାହ ପ୍ରତିଶ୍ରୁତି । ସାନ ଭାଇ ସହ ବାହାଘର କରାଇବାକୁ କହି ଯୁବତୀଙ୍କୁ ଠକେଇ । ୨୨ ଲକ୍ଷ ଟଙ୍କାର ଚୂନ ଲଗାଇଲେ ନକଲି ଡାକ୍ତର । ଆଉ ଶେଷରେ ଧରାପଡି ବନ୍ଧାହେଲେ ଠକ ଡାକ୍ତର ରଞ୍ଜୀବ କୁମାର ପ୍ରଧାନ । ସୂଚନାମୁତାବକ ୨୦୨୧ରେ

ପୁଣି ଶ୍ରୀମନ୍ଦିର ଭିତରେ ମୋବାଇଲ ଫୋନ୍ !

ପୁରୀ ଶ୍ରୀମନ୍ଦିର ଭିତରକୁ ମୋବାଇଲ୍ ନେବା ଭିଡିଓ ଭାଇରାଲ୍ । ଆନନ୍ଦବଜାରରେ ଜଣେ ବ୍ୟକ୍ତି ଦୀର୍ଘ ସମୟ ଧରି ଫୋନ୍‌ରେ ଗପିବାର ଭିଡିଓ ଭାଇରାଲ ହୋଇଛି । ଆନନ୍ଦ ବଜାରରେ ଜଣେ ବ୍ୟକ୍ତି ଫୋନ୍ ରେ କଥା ହେଉଥିବା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ଭିତରେ ମୋବାଇଲ ଫୋନ୍ ବ୍ୟବହାର ଉପରେ ବାରଣ

ଆଜି ଭାରତୀୟ ସେନା ଦିବସ

ଭାରତୀୟ ସେନାର ସାହସ, ନିସ୍ୱାର୍ଥପରତା, ଆଉ ବଳିଦାନକୁ ସମ୍ମାନ ଦେବାକୁ ଯାଇ ଆଜି ଦେଶ ପାଳୁଛି ଇଣ୍ଡିଆନ ଆର୍ମି ଡେ । ପ୍ରତି ବର୍ଷ ଜାନୁଆରୀ ୧୫ ତାରିଖରେ ଭବ୍ୟ ସମାରୋହ, ସୈନ୍ୟ ପରେଡର ସମାରୋହ ସହ ସେନା ଦିବସ ପାଳନ ହୁଏ । ଏହି ଦିବସରେ ଆମର ବୀର ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ ସହ

ମହାକାଶରେ ସ୍ୱାସ୍ଥ୍ୟଗତ ଜରୁରୀକାଳୀନ ପରିସ୍ଥିତି, ମେଡିକାଲ ଇମର୍ଜେନ୍ସି ଇଭାକ୍ୟୁଏସନ କରିବ ନାସା

ଆନ୍ତର୍ଜାତିକ ସ୍ପେଶ ଷ୍ଟେସନ (ଆଇଏସ୍‌ଏସ୍)ରେ ଜଣେ ମହାକାଶଚାରୀଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାପରେ ନାସାକୁ ଏହାର କ୍ରୁ-୧୧ ମିଶନ ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ କରିବାକୁ ପଡ଼ିଛି । ନାସା ଏହି ମିଶନରେ ସାମିଲ ସମସ୍ତ ଚାରି ମହାକାଶଚାରୀଙ୍କୁ ଭୂପୃଷ୍ଠକୁ ଫେରାଇ ଆଣିବାକୁ ନିଷ୍ପତ୍ତି

ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ! ବିଲରେ ଫିଙ୍ଗିଦେଲେ ବିବାହିତ ମହିଳାଙ୍କ ମୃତଦେହ

ଭୁବନେଶ୍ୱର (ରାଜ୍ୟକାହାଣୀ )ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ । ସୁନ୍ଦରଗଡ଼ ଟାଉନ ଥାନା ଶଙ୍କରାର ଏକ ବିଲରୁ ମିଳିଛି ମହିଳାଙ୍କ ମୃତଦେହ । ହତ୍ୟା ପରେ ବିଲରେ ମୃତଦେହ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି ।ଖବର ଅନୁଯାୟୀ, ଗୁରୁବାର ଦିନ ସୁନ୍ଦରଗଡ଼ ଟାଉନ ଥାନା ଶଙ୍କାରର ଏକ

ଦୀର୍ଘ ଦିନର ଶାରୀରିକ ସମ୍ପର୍କକୁ ‘ଜବରଦସ୍ତି’ କୁହାଯିବ ନାହିଁ: ହାଇକୋର୍ଟ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଦୀର୍ଘ ଦିନର ଶାରୀରିକ ସମ୍ପର୍କକୁ "ଜବରଦସ୍ତି' ବୋଲି ଧରାଯାଇ ପାରିବ ନାହିଁ । ସେହି ଆଧାରରେ ଜଣେ ବ୍ୟକ୍ତିଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ କରାଯାଇ ପାରିବ ନାହିଁ । ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ ଏହା କହିଛନ୍ତି । ଏକ ବଳାତ୍କାର

ଆହୁରି ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ହାଡ଼ ଭଙ୍ଗା ଶୀତ

ରାଜ୍ୟ କାହାଣୀ (ଭୁବନେଶ୍ଵର)ଶୀତ ପ୍ରକୋପରେ ଥରୁଛି ସାରା ଓଡ଼ିଶା । ଶୀତ ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ । ଆହୁରି ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ହାଡ଼ ଭଙ୍ଗା ଶୀତ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡା, ଅନୁଗୋଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା ଓ ଜଗତସିଂହପୁର ଏହି ୬

ସ୍ବାଭାବିକ ହେଲା ଲିଙ୍ଗରାଜ ମନ୍ଦିର ନୀତିକାନ୍ତି

ରାଜ୍ୟ କାହାଣୀ (ଭୁବନେଶ୍ଵର)ସ୍ବାଭାବିକ ହେଲା ଲିଙ୍ଗରାଜ ମନ୍ଦିର ନୀତିକାନ୍ତି । ମଙ୍ଗଳ ଆଳତି ପରେ ଚାଲିଛି ଧାଡ଼ି ଦର୍ଶନ । ଏନେଇ ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତି ସୂଚନା ଦେଇଛନ୍ତି । ମଙ୍ଗଳବାର ରାତିରୁ ଉପବାସରେ ଥିଲେ ମହାଦେବ । ଗତକାଲି ମକର ସଂକ୍ରାନ୍ତି ନୀତି ବି

କେନ୍ଦ୍ର ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି- କମିଲା ନିଟ୍-ପିଜି କଟ-ଅଫ୍

ଦେଶରେ ମେଡିକାଲ ପିଜି କୋର୍ସରେ ଖାଲି ପଡିଛି ହଜାର ହଜାର ସିଟ୍। ଏହାକୁ ଭରିବା ପାଇଁ ନ୍ୟାସନାଲ ବୋର୍ଡ ଅଫ୍ ଏଗଜାମିନେସନ୍ ଇନ୍ ମେଡିକାଲ ସାଇନ୍ସ (ଏନବିଇଏମ୍ଏସ୍) ନିଟ୍ ପିଜି ୨୦୨୫ ପାଇଁ କ୍ବାଲିଫାଇଂ କଟ୍ଅଫ୍‌କୁ ହ୍ରାସ କରି ଖୁବ୍ କମ୍ କରିଦେଇଛି। ସଂଶୋଧିତ ମାନଦଣ୍ଡ ଅନୁସାରେ, ଏବେ

ଭାରତୀୟ ପାସପୋର୍ଟରେ ବଢ଼ିଲା ଗୁରୁତ୍ବ, ଏବେ ୫୫ଟି ଦେଶରେ ଭିସା-ଫ୍ରି ଏଣ୍ଟ୍ରି

ହେନଲି ପାସପୋର୍ଟ ଇଣ୍ଡେକ୍ସ ୨୦୨୬ ତାଲିକା ପ୍ରକାଶ ପାଇଛି । ଭାରତୀୟ ପାସପୋର୍ଟର ରାଙ୍କିଂରେ ଏକ ଗୁରୁତ୍ୱପୂର୍ଣ୍ଣ ଉନ୍ନତି ହୋଇଛି ।ଚଳିତ ବର୍ଷ ଏସୀୟ ଦେଶଗୁଡ଼ିକ ପ୍ରାଧାନ୍ୟ ବିସ୍ତାର କରିଛନ୍ତି । ସିଙ୍ଗାପୁରର ପାସପୋର୍ଟ ବିଶ୍ୱର ସବୁଠାରୁ ପାୱାରଫୁଲ୍ ରହିଛି, ଯାହା ୧୯୨ଟି ଦେଶକୁ ବିନା