Browsing Category

ଆଜିର ଖବର

ଗାଡ଼ି ବ୍ରହ୍ମପୁରରେ, ଫାଇନ୍ କଟିଛି ଆଗ୍ରାରେ

ବ୍ରହ୍ମପୁରରେ ଥିବା ଏକ ଘରୋଇ ବସ୍‌ର ଚାଲାଣ ଉତ୍ତର ପ୍ରଦେଶର ଆଗ୍ରା ସହରରେ କଟିଛି| ବସ୍ ମାଲିକଙ୍କ ମୋବାଇଲକୁ ଅସିଛି ୭୫ ହଜାର ୫୨୦ ଟଙ୍କାର ଚାଲାଣ। ଏ ନେଇ ବସ୍ ମାଲିକ ପ୍ରକାଶ ଚନ୍ଦ୍ର ଦାସ ଗଞ୍ଜାମ ପରିବହନ ବିଭାଗର ଦ୍ବାରସ୍ଥ ହୋଇଛନ୍ତି । ଗୋଟିଏ ନମ୍ବରରେ ଦୁଇଟି ବସ୍ ଚାଲିଛି। ଏମିତିକି

ସଫେଇ କର୍ମଚାରୀଙ୍କୁ ଆସିଲା ରାଷ୍ଟ୍ରପତି ଭବନରୁ ଡାକରା, ‘ଆଟ୍ ହୋମ୍’ ଅତିଥି ହେବେ ରାଜେନ୍ଦ୍ର

କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଅର୍କାବାହିଲିପଡାର ସୁଇପର କଲୋନୀର ସଫେଇ କର୍ମଚାରୀ ରାଜେନ୍ଦ୍ର ପାତ୍ରଙ୍କୁ ମିଳିଛି ଭାରତର ମହାମହିମ ରାଷ୍ଟ୍ରପତିଙ୍କ ପକ୍ଷରୁ ସ୍ୱତନ୍ତ୍ର ନିମନ୍ତ୍ରଣ ।୨୦୨୬ ଜାନୁଆରୀ ୨୬ ସାଧାରଣତନ୍ତ୍ର ଦିବସରେ ରାଜେନ୍ଦ୍ର ପାତ୍ର, ରାଷ୍ଟ୍ରପତି ଭବନରେ ହେବାକୁ ଥିବା

ନୂଆ ରେକର୍ଡ ସୃଷ୍ଟି କଲା ଭୁବନେଶ୍ୱର ବିମାନବନ୍ଦର

ରାଜ୍ୟ କାହାଣୀ (ଭୁବନେଶ୍ଵର)ନୂଆ ରେକର୍ଡ ସୃଷ୍ଟି କଲା ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର । ୨୦୨୫ରେ ସର୍ବକାଳୀନ ରେକର୍ଡ ହୋଇଛି । ୫.୧୫ ମିଲିୟନ ଯାତ୍ରୀ ବିମାନରେ ଯାତାୟତ କରିଛନ୍ତି । କୌଣସି ବର୍ଷ ଏତେ ଯାତ୍ରୀ ଯାତ୍ରା କରି ନଥବା ବିମାନବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି ।

ଶିମିଳିପାଳରେ କୁମ୍ଭୀରଙ୍କ ସଂଖ୍ୟା ୮୪କୁ ବୃଦ୍ଧି

ଭୁବନେଶ୍ୱର (ରାଜ୍ୟକାହାଣୀ )ଶିମିଳିପାଳର କୁମ୍ଭୀର ଗଣନା ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟ ଅନୁସାରେ, କୁମ୍ଭୀରଙ୍କ ସଂଖ୍ୟା ୮୪କୁ ବୃଦ୍ଧି ପାଇଛି, ଯାହା ଗତ ବର୍ଷ ତୁଳନାରେ ୩ ଅଧିକ। ପଶ୍ଚିମ ଦେଓ ନଦୀରେ ସର୍ବାଧିକ ୬୦ କୁମ୍ଭୀର ଅଛନ୍ତି । ଜାନୁଆରୀ ୬ରୁ ୮ତାରିଖ ପର୍ଯ୍ୟନ୍ତ ତିନି ଦିନିଆ

ଉପାସରେ ପ୍ରଭୁ ଲିଙ୍ଗରାଜ: ସେବାୟତଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ଏକ୍ରାମ ବିଧାୟକ

ଭୁବନେଶ୍ୱର (ରାଜ୍ୟକାହାଣୀ )ଉପାସରେ ଶ୍ରୀଲିଙ୍ଗରାଜ ପ୍ରସଙ୍ଗକୁ ନେଇ ଏକାମ୍ର ବିଧାୟକ ବାବୁ ସିଂ କଡା ଚେତାବନୀ ଦେଇଛନ୍ତି । ବିଧାୟକ କହିଛନ୍ତି ଯେ ନୀତିକାନ୍ତି ବନ୍ଦ କରିଥିବା ସେବାୟତଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ । ସେବାୟତ ସେବା କରିବାକୁ ଅଛନ୍ତି, ନିଷ୍ପତ୍ତି ନେବାକୁ ନୁହେଁ ।

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ବୃଦ୍ଧ ଅଟକ

ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା ଅଞ୍ଚଳରେ ଲଜ୍ଜା । ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ବୃଦ୍ଧ ଅଟକ । ଗତ ରବିବାର ଅପରାହ୍ନ ସମୟରେ ଘର ପାଖରେ ନାବାଳିକା ଜଣକ ବୁଲୁଥୁବା ବେଳେ ସମ୍ପର୍କୀୟ ଜେଜେ ନାବାଳିକାକୁ ଡାକି ଥିଲା । ଗୁହାଳ ଭିତରେ ପାଟିରେ ହାତ ଦେଇ ଜବରଦସ୍ତ ଦୁଷ୍କର୍ମ କରିଥିବା ଅଭିଯୋଗ

ଡ୍ରାଇଭିଂ ଲାଇସେନ୍ସ ନିୟମରେ ହେବ ବଡ଼ ପରିବର୍ତ୍ତନ: ନିୟମ ଭାଙ୍ଗିଲେ ରଦ୍ଦ ହେବ ଲାଇସେନସ

ଆଗକୁ ଡ୍ରାଇଭିଂ ଲାଇସେନ୍ସ ନିୟମରେ ହେବ ବଡ଼ ପରିବର୍ତ୍ତନ । ଗାଡ଼ି ଚାଳକ ନିୟମ ଭାଙ୍ଗିଲେ କଟିବ ପଏଣ୍ଟ । ରଦ୍ଦ ହେବ ଲାଇସେନସ । ମହଙ୍ଗା ହେବ ବୀମା । ସଡ଼କ ଦୁର୍ଘଟଣା ରୋକିବା ଓ ଟ୍ରାଫିକ୍ ନିୟମକୁ ଅଧିକ କଡ଼ାକଡ଼ି କରିବା ପାଇଁ କେନ୍ଦ୍ର ସରକାର ‘ପେନାଲ୍ଟି ପଏଣ୍ଟ’ ବ୍ୟବସ୍ଥା ଲାଗୁ

ମକର ସଂକ୍ରାନ୍ତିରେ ମହାପ୍ରଭୁଙ୍କୁ ଅର୍ପଣ ହେବ ସବୁଠୁ ବଡ଼ପାନ

ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ଶ୍ରୀମନ୍ଦିରରେ ପାଳନ ହେବ ମହାପ୍ରଭୁଙ୍କ ମକରନୀତି । କାଳିଆ ଠାକୁରଙ୍କ ଦ୍ୱାଦଶଯାତ୍ରା ମଧ୍ୟରୁ ମକର ସଂକ୍ରାନ୍ତି ଏକ ପ୍ରମୂଖ ଯାତ୍ରା ହୋଇଥିବାରୁ ଆଜି ମହାପ୍ରଭୁଙ୍କର ମକରଚୌରାସୀ ବେଶ ଅନୁଷ୍ଠିତ ହେବ। ତେବେ ଆଜି ମହାପ୍ରଭୁଙ୍କୁ ଅର୍ପଣ ହେବ

ପଶ୍ଚିମବଙ୍ଗରେ ନିପା ଆକ୍ରାନ୍ତ ଚିହ୍ନଟ ପରେ ଓଡ଼ିଶାକୁ ଭୟ

ପଶ୍ଚିମବଙ୍ଗରେ ଆକ୍ରାନ୍ତ ଚିହ୍ନଟ ପରେ ଓଡ଼ିଶାକୁ ବଢିଲା ନିପା ଭୟ। ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣାରେ ଘରୋଇ ହସ୍ପିଟାଲରେ ୨ଜଣ ନର୍ସ ନିପା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି । ସେମାନଙ୍କଠାରେ ରହିଥିବା ଲକ୍ଷଣ ନିପା ଭୂତାଣୁ ବୋଲି ପ୍ରାଥମିକ ରିପୋର୍ଟରୁ ସ୍ପଷ୍ଟ ହୋଇଛି । ସେମାନଙ୍କ

ସମସ୍ତ ସରକାରୀ କାର୍ଯ୍ୟାଳୟରେ ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ

ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡ଼ିଆରେ ହେବ ସରକାରୀ କାମ । ଓଡ଼ିଆ ଭାଷାରେ ହେବ ସମସ୍ତ ସରକାରୀ କାମ । ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି । ଏହି ନିୟମ ବ୍ଲକ, ଜିଲ୍ଲା ଏବଂ ରାଜ୍ୟସ୍ତରୀୟ ସରକାରୀ ଅଫିସରେ କଡ଼ାକଡ଼ି ଲାଗୁ ହେବ । ସମସ୍ତ ବିଜ୍ଞପ୍ତି, ପତ୍ର ବିନିମୟ ଓଡ଼ିଆ