Browsing Category
ଆଜିର ଖବର
ଉପାସରେ ପ୍ରଭୁ ଲିଙ୍ଗରାଜ: ସେବାୟତଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ଏକ୍ରାମ ବିଧାୟକ
ଭୁବନେଶ୍ୱର (ରାଜ୍ୟକାହାଣୀ )ଉପାସରେ ଶ୍ରୀଲିଙ୍ଗରାଜ ପ୍ରସଙ୍ଗକୁ ନେଇ ଏକାମ୍ର ବିଧାୟକ ବାବୁ ସିଂ କଡା ଚେତାବନୀ ଦେଇଛନ୍ତି । ବିଧାୟକ କହିଛନ୍ତି ଯେ ନୀତିକାନ୍ତି ବନ୍ଦ କରିଥିବା ସେବାୟତଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ । ସେବାୟତ ସେବା କରିବାକୁ ଅଛନ୍ତି, ନିଷ୍ପତ୍ତି ନେବାକୁ ନୁହେଁ ।!-->…
ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ବୃଦ୍ଧ ଅଟକ
ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା ଅଞ୍ଚଳରେ ଲଜ୍ଜା । ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ବୃଦ୍ଧ ଅଟକ । ଗତ ରବିବାର ଅପରାହ୍ନ ସମୟରେ ଘର ପାଖରେ ନାବାଳିକା ଜଣକ ବୁଲୁଥୁବା ବେଳେ ସମ୍ପର୍କୀୟ ଜେଜେ ନାବାଳିକାକୁ ଡାକି ଥିଲା । ଗୁହାଳ ଭିତରେ ପାଟିରେ ହାତ ଦେଇ ଜବରଦସ୍ତ ଦୁଷ୍କର୍ମ କରିଥିବା ଅଭିଯୋଗ!-->…
ଡ୍ରାଇଭିଂ ଲାଇସେନ୍ସ ନିୟମରେ ହେବ ବଡ଼ ପରିବର୍ତ୍ତନ: ନିୟମ ଭାଙ୍ଗିଲେ ରଦ୍ଦ ହେବ ଲାଇସେନସ
ଆଗକୁ ଡ୍ରାଇଭିଂ ଲାଇସେନ୍ସ ନିୟମରେ ହେବ ବଡ଼ ପରିବର୍ତ୍ତନ । ଗାଡ଼ି ଚାଳକ ନିୟମ ଭାଙ୍ଗିଲେ କଟିବ ପଏଣ୍ଟ । ରଦ୍ଦ ହେବ ଲାଇସେନସ । ମହଙ୍ଗା ହେବ ବୀମା । ସଡ଼କ ଦୁର୍ଘଟଣା ରୋକିବା ଓ ଟ୍ରାଫିକ୍ ନିୟମକୁ ଅଧିକ କଡ଼ାକଡ଼ି କରିବା ପାଇଁ କେନ୍ଦ୍ର ସରକାର ‘ପେନାଲ୍ଟି ପଏଣ୍ଟ’ ବ୍ୟବସ୍ଥା ଲାଗୁ!-->…
ମକର ସଂକ୍ରାନ୍ତିରେ ମହାପ୍ରଭୁଙ୍କୁ ଅର୍ପଣ ହେବ ସବୁଠୁ ବଡ଼ପାନ
ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ଶ୍ରୀମନ୍ଦିରରେ ପାଳନ ହେବ ମହାପ୍ରଭୁଙ୍କ ମକରନୀତି । କାଳିଆ ଠାକୁରଙ୍କ ଦ୍ୱାଦଶଯାତ୍ରା ମଧ୍ୟରୁ ମକର ସଂକ୍ରାନ୍ତି ଏକ ପ୍ରମୂଖ ଯାତ୍ରା ହୋଇଥିବାରୁ ଆଜି ମହାପ୍ରଭୁଙ୍କର ମକରଚୌରାସୀ ବେଶ ଅନୁଷ୍ଠିତ ହେବ। ତେବେ ଆଜି ମହାପ୍ରଭୁଙ୍କୁ ଅର୍ପଣ ହେବ!-->…
ପଶ୍ଚିମବଙ୍ଗରେ ନିପା ଆକ୍ରାନ୍ତ ଚିହ୍ନଟ ପରେ ଓଡ଼ିଶାକୁ ଭୟ
ପଶ୍ଚିମବଙ୍ଗରେ ଆକ୍ରାନ୍ତ ଚିହ୍ନଟ ପରେ ଓଡ଼ିଶାକୁ ବଢିଲା ନିପା ଭୟ। ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣାରେ ଘରୋଇ ହସ୍ପିଟାଲରେ ୨ଜଣ ନର୍ସ ନିପା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି । ସେମାନଙ୍କଠାରେ ରହିଥିବା ଲକ୍ଷଣ ନିପା ଭୂତାଣୁ ବୋଲି ପ୍ରାଥମିକ ରିପୋର୍ଟରୁ ସ୍ପଷ୍ଟ ହୋଇଛି । ସେମାନଙ୍କ!-->…
ସମସ୍ତ ସରକାରୀ କାର୍ଯ୍ୟାଳୟରେ ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ
ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡ଼ିଆରେ ହେବ ସରକାରୀ କାମ । ଓଡ଼ିଆ ଭାଷାରେ ହେବ ସମସ୍ତ ସରକାରୀ କାମ । ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି । ଏହି ନିୟମ ବ୍ଲକ, ଜିଲ୍ଲା ଏବଂ ରାଜ୍ୟସ୍ତରୀୟ ସରକାରୀ ଅଫିସରେ କଡ଼ାକଡ଼ି ଲାଗୁ ହେବ । ସମସ୍ତ ବିଜ୍ଞପ୍ତି, ପତ୍ର ବିନିମୟ ଓଡ଼ିଆ!-->…
ପୁଣି ଉପାସ ରହିଲେ ମହାପ୍ରଭୁ ଲିଙ୍ଗରାଜ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ପୁଣି ଉପାସ ରହିଲେ ମହାପ୍ରଭୁ ଲିଙ୍ଗରାଜ। ମକର ସଂକ୍ରାନ୍ତିରେ ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି। ମଙ୍ଗଳବାର ସଂଧ୍ୟାରୁ ବନ୍ଦ ଅଛି ନୀତିକାନ୍ତି।ଉଭୟ ବ୍ରାହ୍ମଣ ନିଯୋଗ ଓ ବଡୁ ନିଯୋଗ ମଧ୍ୟରେ ବିବାଦରୁ ପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ ରହିଛି!-->…
ସାପ କାମୁଡିଲା ପରେ ତାକୁ ପକେଟରେ ପୂରାଇ ମେଡିକାଲ ଗଲେ ଇ-ରିକ୍ସା ଚାଳକ
ଉତ୍ତର ପ୍ରଦେଶର ମଥୁରାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବ୍ୟକ୍ତିଙ୍କୁ ଏକ ନାଗ ସାପ କାମୁଡ଼ି ଦେଇଥିଲା ଏବଂ ସେ ଜୀବନ୍ତ ନାଗସାପକୁ ଧରି ଡାକ୍ତରଖାନାକୁ ଯାଇଥିଲେ । ଡାକ୍ତର କ’ଣ ହୋଇଛି ବୋଲି ପଚାରିବାରୁ, ବ୍ୟକ୍ତି ଜଣକ ତାଙ୍କ ପକେଟରୁ ଜୀବନ୍ତ ନାଗସାପ ବାହାର କରି!-->…
ଯାତ୍ରା ପେଣ୍ଡାଲରେ ଅଶ୍ଳୀଳ ନୃତ୍ୟ ଉପରେ ଲାଗିବ ରୋକ୍: ଆଇନ ମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଯାତ୍ରା ପେଣ୍ଡାଲ ଅଶ୍ଳୀଳ ନୃତ୍ୟ ଉପରେ ଲାଗିବ ରୋକ୍ । ଯାତ୍ରା ଡ୍ୟାନ୍ସରଙ୍କ ଉପରେ ବାଜିବ ଛାଟ । ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରସଙ୍ଗ ଉପରେ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଛତିଶଗଡ ପରି ଓଡ଼ିଶାରେ ବି ହୋଇପାରେ କାର୍ଯ୍ୟନୁଷ୍ଠାନ ।!-->…
୧୦ ମିନିଟ୍ରେ ଅର୍ଡର ଡେଲିଭରିକୁ ନେଇ କଠୋର ହେଲେ କେନ୍ଦ୍ର ସରକାର
କେନ୍ଦ୍ର ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରୀ ମନସୁଖ ମାଣ୍ଡବ୍ୟଙ୍କ ଦୃଢ଼ ପଦକ୍ଷେପ ପରେ, କ୍ୱିକ କମର୍ସ କମ୍ପାନୀ ବ୍ଲିଙ୍କିଟ ଏହାର ସମସ୍ତ ବ୍ରାଣ୍ଡ ପ୍ଲାଟଫର୍ମରୁ ‘୧୦-ମିନିଟ ଡେଲିଭରି’ ଦାବିକୁ ସମ୍ପୂର୍ଣ୍ଣ ଭାବରେ ହଟାଇ ଦେଇଛି। ଡେଲିଭରି କର୍ମଚାରୀଙ୍କ ସୁରକ୍ଷା ଏବଂ ଉନ୍ନତ କାର୍ଯ୍ୟ!-->…