Browsing Category

ଆଜିର ଖବର

ଏଣିକି ପ୍ରତି ମାସରେ ସମୀକ୍ଷା ହେବ ରଥ ଯାତ୍ରା ପ୍ରସ୍ତୁତି

ରଥଯାତ୍ରାକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ପ୍ରସ୍ତୁତି ବୈଠକ। ୬ ମାସ ପୂର୍ବରୁ ସବୁ ବିଭାଗକୁ ପ୍ରସ୍ତୁତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ। ଏଣିକି ପ୍ରତି ମାସରେ ସମୀକ୍ଷା ହେବ ରଥ ଯାତ୍ରା ପ୍ରସ୍ତୁତି।। ସ୍ୱାସ୍ଥ୍ୟ, ପିଇବା ପାଣି, କ୍ୱାଲିଟି ମନିଟର, ସ୍ୱଚ୍ଛତାକୁ ଗୁରୁତ୍ୱ ଦିଆଯିବ । ଭିଡ

ଆଇନଜୀବୀ ପୀତବାସ ହତ୍ୟା ମାମଲା: ୬ ଅଭିଯୁକ୍ତଙ୍କ ଜାମିନ ଖାରଜ

ରାଜ୍ୟ କାହାଣୀ (ଭୁବନେଶ୍ଵର)ପୀତବାସ ପଣ୍ଡା ହତ୍ୟା ମାମଲାରେ ୬ ଅଭିଯୁକ୍ତଙ୍କ ଜାମିନ ଖାରଜ । ମଳୟ ବିଷୋୟୀ, ସୁନୀଲ ହୋତା, ବିପିନ ସ୍ୱାଇଁ, ସୀମାଞ୍ଚଳ ନାୟକଙ୍କ ଜାମିନ ଖାରଜ କରିଛନ୍ତି କୋର୍ଟ ।୨ ବିହାରୀ ଅପରାଧି ଶିଶୁପାଳ ପାଶୱାନ, କୁନ୍ଦନ କୁମାରଙ୍କ ଜାମିନ ମଧ୍ୟ ଖାରଜ କରିଛନ୍ତି କୋର୍ଟ

ଭଙ୍ଗା ଯିବନି ବର୍ତ୍ତମାନର ବିଧାନସଭା, ସନ୍ତକ ହିସାବରେ ରଖାଯିବ- ପୂର୍ତ୍ତ ମନ୍ତ୍ରୀ

ରାଜ୍ୟ କାହାଣୀ (ଭୁବନେଶ୍ଵର)ରାଜ୍ୟରେ ବିଧାନ ପରିଷଦ ଗଠନ ନେଇ ପୂର୍ତ୍ତ ମନ୍ତ୍ରୀଙ୍କ ସଙ୍କେତ । ମନ୍ତ୍ରୀ କହିଛନ୍ତି ଯେ ଭଙ୍ଗା ଯିବନି ବର୍ତ୍ତମାନର ବିଧାନସଭା, ସନ୍ତକ ହିସାବରେ ରଖାଯିବ । ମ୍ୟୁଜ୍ୟିମ ଭାବେ ବ୍ୟବହାର କରାଯିବ । ଭବିଷ୍ୟତରେ ଯଦି ବିଧାନ ପରିଷଦ ଗଠନ ହୁଏ, ବ୍ୟବହାର କରାଯିବ ।

ରାଜ୍ୟରେ ବଢିଲା ବୁଥ ସଂଖ୍ୟା । SIR ପୂର୍ବରୁ ବୁଥ ସଂଖ୍ୟା ବୃଦ୍ଧି

ରାଜ୍ୟ କାହାଣୀ ( ଭୁବନେଶ୍ଵର)ରାଜ୍ୟରେ ବଢିଲା ବୁଥ ସଂଖ୍ୟା । SIR ପୂର୍ବରୁ ବୁଥ ସଂଖ୍ୟା ବୃଦ୍ଧି କରାଯାଇଛି ।  ଆଉ ୭ ହଜାର ବୁଥ ବୃଦ୍ଧି କରାଯାଇଛି । ପୂର୍ବରୁ ୩୬ ହଜାର ବୁଥ ଥିବା ବେଳେ ଏବେ ପ୍ରାୟ ୪୩ ହଜାର ବୁଥ କରାଯାଇଛି। SIR ପାଇଁ ଓଡ଼ିଶା ପ୍ରସ୍ତୁତ ।  ଓଡିଶାରେ SIR ଲାଗୁ ପାଇଁ

ଚଳିତ ବର୍ଷ ଅନ୍‌ଲାଇନ୍‌ ହୋଇପାରେ ଯୁକ୍ତ ୨ ପରୀକ୍ଷା ଖାତା ଦେଖା-ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ଭୁବନେଶ୍ୱର (ରାଜ୍ୟକାହାଣୀ )ଚଳିତ ବର୍ଷରୁ ବଦଳିପାରେ ଯୁକ୍ତ ୨ ଖାତାଦେଖା ଢ଼ାଞ୍ଚା । ଯୁକ୍ତ ୨ କଳା ଖାତା ଦେଖା ଅନଲାଇନ୍‌ରେ ହୋଇପାରେ ବୋଲି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଆନୁସଙ୍ଗିକ ବ୍ୟବସ୍ଥା ପାଇଁ ଅର୍ଥ ପ୍ରଦାନ କରାଯିବ। ଟାଇମ ପିରିୟଡ

ନିଶାଙ୍କ ଅଶ୍ଳୀଳ ନାଚ ଭାଇରାଲ ପରେ ୧୭ ଆୟୋଜକ ଗିରଫ, ବଦଳିଲେ ଉପ ଜିଲାପାଳ

ଛତିଶଗଡ଼ ଉରମାଳରେ ଓଡ଼ିଶାର ବନଦୁର୍ଗା ଗଣନାଟ୍ୟକୁ ଗତ ୪ରୁ ୧୦ ତାରିଖ ଯାଏଁ ଯାତ୍ରା ପରିବେଷଣ ପାଇଁ ଅନୁମତି ମିଳିଥିଲା। ୯ ତାରିଖ ଯାତ୍ରା ପେଣ୍ଡାଲରେ ଆଇଟମ୍‌ ଗର୍ଲ ନିଶା ମହାରଣା ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ। ଯାହାକି ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ପରବର୍ତ୍ତୀ ସମୟରେ

ଏସବିଆଇ ଏଟିଏମରୁ ଟଙ୍କା ଉଠାଣ ହେବ ମହଙ୍ଗା ! ଦରମା ଆକାଉଣ୍ଟଧାରୀଙ୍କ ପାଇଁ ବଦଳିଲା ନିୟମ

ଏସବିଆଇ ଏଟିଏମରୁ ଟଙ୍କା ଉଠାଣ ପାଇଁ ନିୟମରେ କିଛି ପରିବର୍ତ୍ତନ କରିଛି । ଭାରତୀୟ ଷ୍ଟେଟ ବ୍ୟାଙ୍କ ଏଟିଏମ୍‌ ଏବଂ ସ୍ୱୟଂଚାଳିତ ଜମା-କମ-ଉଠାଣ ମେସିନ୍‌ ସହିତ ଜଡିତ ଚାର୍ଜକୁ ସଂଶୋଧନ କରିଛି ।ଏହି ପରିବର୍ତ୍ତନ ଅନ୍ୟ ବ୍ୟାଙ୍କର ଏଟିଏମରେ କରାଯାଉଥିବା କାରବାର ପାଇଁ ପ୍ରଯୁଜ୍ୟ ହେବ । ଏହି

ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର (ରାଜ୍ୟକାହାଣୀ )ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସିର ଖବର । ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ତାଙ୍କ କହିବା ମୁତାବକ, ଏଯାବତ ସୁଭଦ୍ରା ଯୋଜନାରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ଜଣ ମହିଳା

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନବାଙ୍କ ବେଶ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନବାଙ୍କ ବେଶ ।ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହେବ । ଏହାସହ ଧନୁ ସଂକ୍ରାନ୍ତିରୁ ଆରମ୍ଭ ହୋଇଥିବା ମହାପ୍ରଭୁଙ୍କ ପହିଲି ଭୋଗର ଅନ୍ତିମ ଦିବସ । ଆଜି ସନ୍ଧ୍ୟା ଆଳତି ବେଶରେ ମାଳଚୂଳ ମାନ ଖୁଣ୍ଟିଆ ଓ ପୁଷ୍ପାଳକ ସେବକଙ୍କ ସହାୟତାରେ ଠାକୁରଙ୍କୁ

ଜୋର୍‌ ଜବରଦସ୍ତ କରାଇ ହେବନି ଝିଅର ବିବାହ- ହାଇକୋର୍ଟ

ଭୁବନେଶ୍ୱର (ରାଜ୍ୟକାହାଣୀ )ବିବାହ ପୂର୍ବରୁ ଝିଅର ସ୍ଵୀକୃତି ନେବା ଜରୁରୀ। ଜୋର୍ ଜବରଦସ୍ତି ଝିଅର ବିବାହ କରେଇ ପାରିବେ ନାହିଁ ଅଭିଭାବକ ବୋଲି ସମାଲୋଚନା କରିଛନ୍ତି ଓଡ଼ିଶା ହାଇକୋର୍ଟ। କୋର୍ଟ କହିଛନ୍ତି,ଏପରି ମାମଲାରେ ସମ୍ମତି ସର୍ବୋପରି ଏବଂ ମାତାପିତା ଝିଅଙ୍କ ଇଚ୍ଛା ବିରୋଧରେ ନ