Browsing Category
ଆଜିର ଖବର
ଜୋର୍ ଜବରଦସ୍ତ କରାଇ ହେବନି ଝିଅର ବିବାହ- ହାଇକୋର୍ଟ
ଭୁବନେଶ୍ୱର (ରାଜ୍ୟକାହାଣୀ )ବିବାହ ପୂର୍ବରୁ ଝିଅର ସ୍ଵୀକୃତି ନେବା ଜରୁରୀ। ଜୋର୍ ଜବରଦସ୍ତି ଝିଅର ବିବାହ କରେଇ ପାରିବେ ନାହିଁ ଅଭିଭାବକ ବୋଲି ସମାଲୋଚନା କରିଛନ୍ତି ଓଡ଼ିଶା ହାଇକୋର୍ଟ। କୋର୍ଟ କହିଛନ୍ତି,ଏପରି ମାମଲାରେ ସମ୍ମତି ସର୍ବୋପରି ଏବଂ ମାତାପିତା ଝିଅଙ୍କ ଇଚ୍ଛା ବିରୋଧରେ ନ!-->…
ଚିପ୍ସ ପ୍ୟାକେଟ୍ ଖେଳଣାରେ ବିସ୍ଫୋରଣ । କୁନି ପିଲାର ଆଖି ନଷ୍ଟ
ଭୁବନେଶ୍ୱର (ରାଜ୍ୟକାହାଣୀ )ମାରାତ୍ମକ ସାଜିଲା ଚିପ୍ସ । ଚିପ୍ସ ପ୍ୟାକେଟ୍ ଖେଳଣାରେ ବିସ୍ଫୋରଣ । କୁନି ପିଲାର ଆଖି ନଷ୍ଟ । ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ଥାନା ଅଧୀନ ଶଗଡ଼ଘାଟ ଗାଁରେ ଘଟିଛି ଏଭଳି ଅଘଟଣ । ରବିବାର ସନ୍ଧ୍ୟାରେ ଲବ ହରପାଳଙ୍କ ଆଠ ବର୍ଷର ପୁଅ ଅଙ୍କେଶ ହରପାଳ ଗାଁର ଏକ!-->…
ପଶ୍ଚିମବଙ୍ଗରେ ନିପା ଭାଇରସର ଦୁଇଟି ସନ୍ଦିଗ୍ଧ ମାମଲା ଚିହ୍ନଟ
ପଶ୍ଚିମବଙ୍ଗରେ ନିପା ଭାଇରସର ଦୁଇଟି ସନ୍ଦିଗ୍ଧ ମାମଲା ଚିହ୍ନଟ ହୋଇଛି। ଏହି ଜଟିଳ ପରିସ୍ଥିତିକୁ ଦୃଷ୍ଟିରେ ରଖି, କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା ତୁରନ୍ତ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଫୋନ କରି ପରିସ୍ଥିତି ବିଷୟରେ ପଚାରି ବୁଝିଥିଲେ ଏବଂ ତାଙ୍କୁ!-->…
ମକର ସଂକ୍ରାନ୍ତିରେ ନୂଆ ଅଫିସ୍ ଯିବେ ପ୍ରଧାନମନ୍ତ୍ରୀ ମୋଦୀ !
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଳିତ ସପ୍ତାହ ଜାନୁଆରି ୧୪ ତାରିଖ ମକର ସଂକ୍ରାନ୍ତି ଦିନ ତାଙ୍କ ନୂଆ ଅଫିସ୍କୁ ସ୍ଥାନାନ୍ତର ହେବେ। ପ୍ରଧାନମନ୍ତ୍ରୀଙ୍କ ଅଫିସ୍ (ପିଏମ୍ଓ)ର ପ୍ରସ୍ତୁତି କାର୍ଯ୍ୟ ପ୍ରାୟ ଶେଷ ହୋଇସାରିଛି। ଦେଶ ସ୍ବାଧୀନତା ଲାଭକରିବା ପରଠାରୁ ଅର୍ଥାତ ୧୯୪୭ମସିହାରୁ!-->…
ଦିନକ ପରେ ପୁଣି ଲେଉଟିଛି ଶୀତ। ଏହିସବୁ ଜିଲାକୁ ଆଲର୍ଟ ଜାରି
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଦିନକ ପରେ ପୁଣି ଲେଉଟିଛି ଶୀତ। ରାଜ୍ୟର ବିଭିନ୍ନ ସହରରେ ପାରଦ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଥିବାବେଳେ ଆଗାମୀ ଦିନରେ ତାପମାତ୍ରା ଆହୁରି ନିମ୍ନଗାମୀ ହେବ। ମଙ୍ଗଳବାର ଓ ବୁଧବାର ଝାରସୁଗୁଡା, ଅନୁଗୋଳ ଏବଂ ବୌଦ୍ଧ ଜିଲାକୁ ଥଣ୍ଡା ପାଇଁ ୟେଲୋ!-->…
ବିଶିଷ୍ଟ ଶିକ୍ଷାବିତ୍ ତଥା ସୋଆର ପ୍ରଫେସର ଏମିରିଟସ ଆର୍.ଏନ୍.ପି ଚୌଧରୀଙ୍କ ପରଲୋକ
ଭୁବନେଶ୍ୱର, (ରାଜ୍ୟ କାହାଣୀ)ବିଶିଷ୍ଟ ଶିକ୍ଷାବିତ୍, ଗବେଷକ ଏବଂ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ପଦାର୍ଥ ବିଜ୍ଞାନ ବିଭାଗର ପ୍ରଫେସର ଏମିରିଟସ୍ ଆର୍. ଏନ୍. ପି. ଚୌଧରୀଙ୍କ ରବିବାର ପରଲୋକ ହୋଇଯାଇଛି!-->…
ମକରରେ ଗୁଡ଼ି ଉଡିବା ପରମ୍ପରା; ବାଧକ ସାଜିଛି ମାଞ୍ଜା ସୂତା
ଭୁବନେଶ୍ୱର (ରାଜ୍ୟକାହାଣୀ )ମକର ସଂକ୍ରାନ୍ତି ଆସିଲେ ମନରେ ଯେତିକି ଉତ୍ସାହ ଆସେ, ସେତିକି ଡ଼ର ବି ଲାଗେ । ମକରରେ ଗୁଡ଼ି ଉଡ଼ାଇବାର ପରମ୍ପରା ରହିଆସିଛି । ଲୋକମାନେ ଗୁଡ଼ି ଉଡାଇ ମଜ୍ଜା ନେଇଥାଆନ୍ତି । ହେଲେ ଏହି ମଜ୍ଜା କିଛି ଲୋକଙ୍କ ପାଇଁ ସଜ୍ଜାରେ ପରିଣତ ହୋଇଯାଏ । ଆଉ ଏହି ସଜ୍ଜା!-->…
ସୋସିଆଲ ମିଡିଆରୁ ଦୂରେଇଲେ ଅରବିନ୍ଦ ପାଢ଼ୀ
ରାଜ୍ୟ କାହାଣୀ (ଭୁବନେଶ୍ଵର)ସୋସିଆଲ ମିଡିଆରୁ ଦୂରେଇଲେ ଅରବିନ୍ଦ ପାଢ଼ୀ । ବରିଷ୍ଠ IAS ଅଧିକାରୀ ଅରବିନ୍ଦ ପାଢ଼ୀ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ ଛାଡ଼ିବା ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି।ପୋଷ୍ଟରେ ଲେଖିଛନ୍ତି “ପ୍ଲାଟଫର୍ମରେ ମୋର ଉପସ୍ଥିତି ସବୁବେଳେ ସରଳ ନୀତି ଉପରେ ଆଧାରିତ!-->…
ଟ୍ରେନରୁ ହଟିବ ଭିଆଇପି କଲଚର। କେବଳ କନଫର୍ମ ଟିକେଟ୍ ଥିବା ଯାତ୍ରୀଙ୍କୁ ମିଳିବ ସିଟ୍
ଭାରତୀୟ ରେଳବାଇ ଅନଲାଇନ୍ ଟିକେଟ ବୁକିଂ ସମ୍ପର୍କରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି । ଯାହା ସାଧାରଣ ଯାତ୍ରୀମାନଙ୍କୁ ସିଧାସଳଖ ଲାଭ ଦେବ । ଇ-ଟିକେଟିଂ ପ୍ରକ୍ରିୟାରେ ଲାଗିରହିଥିବା ଅସୁବିଧା, ଧିର ସର୍ଭର ଏବଂ ଦଲାଲଙ୍କ ହସ୍ତକ୍ଷେପକୁ କମ୍ କରିବା ପାଇଁ, ରେଳବାଇ ବୁକିଂ ସମୟରେ!-->…
ପୋଲିସ ଏସ୍ଆଇ ପରୀକ୍ଷା ସ୍କାମ୍: ଆଉ କିଛି ଆଶାୟୀ ପରୀକ୍ଷାର୍ଥୀଙ୍କୁ ସିବିଆଇ ସମନ
ଭୁବନେଶ୍ୱର (ରାଜ୍ୟକାହାଣୀ )ପୋଲିସ ଏସଆଇ ପରୀକ୍ଷା ସ୍କାମ ମାମଲାରେ ତନାଘନା କରୁଛି ସିବିଆଇ। ଖୁବଶୀଘ୍ର ଖୋଲିବ ସିଲିକନ୍ ଟେକ୍ ସହ OPRBର କାରନାମା। ପୁଣି ଆଉ କିଛି ଆଶାୟୀ ପରୀକ୍ଷାର୍ଥୀଙ୍କୁ ସମନ କଲା ସିବିଆଇ ।। ଖୁବଶୀଘ୍ର ସିବିଆଇ ଅଫିସରେ ହାଜର ହୋଇ ପରୀକ୍ଷାର୍ଥୀମାନେ ପକ୍ଷ ରଖିବେ ।!-->…