Browsing Category
ଆଜିର ଖବର
ସୋନମ ରଘୁବଂଶୀଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟକା, ଜାମିନ ବାତିଲ୍; ୩ ସପ୍ତାହ ମଧ୍ୟରେ ଆତ୍ମସମର୍ପଣ ନିର୍ଦ୍ଦେଶ
ମେଘାଳୟର ବହୁଚର୍ଚ୍ଚିତ ହନିମୁନ୍ ମର୍ଡର ମାମଲାରେ ପ୍ରମୁଖ ଅଭିଯୁକ୍ତ ସୋନମ ରଘୁବଂଶୀଙ୍କୁ ବଡ଼ ଝଟକା ଦେଇଛନ୍ତି ସୁପ୍ରିମକୋର୍ଟ । ତାଙ୍କୁ ମିଳିଥିବା ଜାମିନକୁ ବାତିଲ୍ କରିବା ସହ ଆସନ୍ତା ତିନି ସପ୍ତାହ ମଧ୍ୟରେ ଟ୍ରାଏଲ କୋର୍ଟରେ ଆତ୍ମସମର୍ପଣ କରିବାକୁ ସର୍ବୋଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ!-->…
ପୌରସଂସ୍ଥା ଗୁଡ଼ିକର ଆର୍ଥିକ କ୍ଷମତା ବୃଦ୍ଧି କଲେ ରାଜ୍ୟ ସରକାର
ଭୁବନେଶ୍ୱର (ରାଜ୍ୟ କାହାଣୀ )ସହରାଞ୍ଚଳର ବିକାଶକୁ ତ୍ୱରାନ୍ୱିତ କରିବା, ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟାକୁ ସହଜ କରିବା ଏବଂ ପୌରାଞ୍ଚଳ ଗୁଡ଼ିକରେ ଶାସନ ବ୍ୟବସ୍ଥାରେ ସୁଧାର ଆଣିବା ଲକ୍ଷ୍ୟରେ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଶାସନିକ ସଂସ୍କାର ସ୍ୱରୂପ ପୌରସଂସ୍ଥା ଏବଂ ସ୍ମାର୍ଟ!-->…
ପାଣ୍ଡିଆନଙ୍କୁ ନୋଟିସ ନେଇ ବର୍ଷିଲେ ବିଜେଡି ନେତା ପ୍ରଶାନ୍ତ ମୁଦୁଲୀ
ଭୁବନେଶ୍ୱର (ରାଜ୍ୟ କାହାଣୀ )ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (CMO)ରୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ଓ ଅନ୍ୟମାନଙ୍କ ହତ୍ୟା ମାମଲାରେ ଜଷ୍ଟିସ୍ ଏ.ଏସ୍. ନାଇଡୁ କମିଶନ ରିପୋର୍ଟ ଏବଂ SUM ହସ୍ପିଟାଲ ଅଗ୍ନିକାଣ୍ଡ ସମ୍ପର୍କିତ RDC ତଦନ୍ତ ରିପୋର୍ଟ ନିଖୋଜ ଘଟଣାରେ କମିଶନରେଟ ପୋଲିସର!-->…
ବାହୁଡ଼ା-ସୁନାବେଶ ପାଇଁ ଜାଣି ରଖନ୍ତୁ ଟ୍ରାଫିକ୍ କଟକଣା
ଭୁବନେଶ୍ୱର (ରାଜ୍ୟ କାହାଣୀ )ଗୁରୁବାର ଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ। ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି।। ସନ୍ଧ୍ୟା ଦର୍ଶନ ବନ୍ଦ ପରେ ବାହୁଡ଼ା ଯାତ୍ରା ପ୍ରସ୍ତୁତି ଆରମ୍ଭ ଆରମ୍ଭ ହେବ। ତେବେ ଶୁକ୍ରବାର ମହାପ୍ରଭୁଙ୍କ!-->…
ରାଜ୍ୟ ସରକାରୀ କର୍ମଚାରୀଙ୍କ ବଢିଲା ମହଙ୍ଗା ଭତ୍ତା
ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ ବୃଦ୍ଧି ପାଇ ୨୬୨% ରେ ପହଞ୍ଚିଛି। ଏହି ବୃଦ୍ଧି ପିଛିଲା ଭାବେ ଚଳିତ ବର୍ଷ ଜାନୁଆରି ୧ରୁ ଲାଗୁ ହେବ । ଫଳରେ!-->…
ପ୍ରଶ୍ନ ପତ୍ର ଲିକ୍ ମାମଲାରେ ପ୍ରଧାନମନ୍ତ୍ରୀ ମୋଦି କଡ଼ା ଆଭିମୁଖ୍ୟ ଗ୍ରହଣ ପରେ CJPର ଆସିଲା ବଡ଼ ବୟାନ
ପ୍ରଶ୍ନ ପତ୍ର ଲିକ୍ ମାମଲାରେ ପ୍ରଧାନମନ୍ତ୍ରୀ ମୋଦି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ତାଙ୍କ ସରକାରୀ ହ୍ୟାଣ୍ଡେଲ ପୋଷ୍ଟରେ ସିଧାସଳଖ ଭାବେ ପେପର୍ ଲିକ୍ ପ୍ରସଙ୍ଗକୁ ସମ୍ବୋଧିତ କରିଥିଲେ । ପେପର୍ ଲିକ୍ ତଦନ୍ତ ପାଇଁ ଫାଷ୍ଟ-ଟ୍ରାକ୍ କୋର୍ଟ ଗଠନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା!-->…
ହୀରାକୁଦରେ ପୁଣି ଖୋଲିଲା ୪ଟି ଗେଟ୍,୧୬ ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ
ଭୁବନେଶ୍ୱର (ରାଜ୍ୟ କାହାଣୀ )ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍ । ପୂର୍ବରୁ ୧୨ ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା । ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ ହେଉଛି । ସର୍ବଶେଷ ସୂଚନା ଅନୁଯାୟୀ, ହୀରାକୁଦ ଜଳଭଣ୍ଡାରର ଜଳସ୍ତର!-->…
ଆଡପ ମଣ୍ଡପରେ ଆଜି ମହାପ୍ରଭୁଙ୍କ ଶେଷ ଦର୍ଶନ
ଭୁବନେଶ୍ୱର (ରାଜ୍ୟ କାହାଣୀ )ସନ୍ଧ୍ୟା ଦର୍ଶନ ଲାଗି ଶ୍ରୀଗୁଣ୍ଡିଚା ମନ୍ଦିରରେ ଭକ୍ତଙ୍କ ଗହଳି ଲାଗିଛି। ଶରଧାବାଲି ଲୋକାରଣ୍ୟ ହୋଇ ପଡିଛି। ଶୁକ୍ରବାର ଶ୍ରୀମନ୍ଦିର ବାହୁଡ଼ିବେ ମହାପ୍ରଭୁ । ଏହା ପୂର୍ବରୁ ଆଜି ଶ୍ରୀଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଶେଷ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ।!-->…
ରାଜ୍ୟରେ ୨୮ ଯାଏଁ ବର୍ଷା, ଆଜି ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
୨୮ ଯାଏ ବର୍ଷାରୁ ନିସ୍ତାର ନାହିଁ । ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି ।ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି, ରାଜ୍ୟରେ ୨୮ ଯାଏଁ ବର୍ଷା ରହିବ । ଉତ୍ତର ଓଡ଼ିଶାରେ ବର୍ଷା ପରିମାଣ ଅଧିକ ରହିପାରେ । ଗୁରୁବାର ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା!-->…
BCCIର ବଡ଼ ଘୋଷଣା: ଜାଣିଶୁଣି ନୋ ବଲ୍ ପକାଇଲେ ମ୍ୟାଚରୁ ପଡ଼ିବେ ବାଦ୍
ଘରୋଇ କ୍ରିକେଟ ସିଜିନ ଆରମ୍ଭ ହେବା ପୂର୍ବରୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ପୁଣି କିଛି ନିୟମରେ ପରିବର୍ତ୍ତନ କରିଛି । ମେଲବର୍ଣ୍ଣ କ୍ରିକେଟ କ୍ଲବ ଦ୍ବାରା କ୍ରିକେଟ ନିୟମରେ କରାଯାଇଥିବା ସଂଶୋଧନ ପରେ ବିସିସିଆଇ ନିଜର ଘରୋଇ ଟୁର୍ଣ୍ଣାମେଣ୍ଟ ପାଇଁ ନୂଆ ନିୟମ ଲାଗୁ କରିଛି । ଏହି!-->…