Browsing Category

ଆଜିର ଖବର

ଟ୍ରେନରୁ ହଟିବ ଭିଆଇପି କଲଚର। କେବଳ କନଫର୍ମ ଟିକେଟ୍ ଥିବା ଯାତ୍ରୀଙ୍କୁ ମିଳିବ ସିଟ୍

ଭାରତୀୟ ରେଳବାଇ ଅନଲାଇନ୍ ଟିକେଟ ବୁକିଂ ସମ୍ପର୍କରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି । ଯାହା ସାଧାରଣ ଯାତ୍ରୀମାନଙ୍କୁ ସିଧାସଳଖ ଲାଭ ଦେବ । ଇ-ଟିକେଟିଂ ପ୍ରକ୍ରିୟାରେ ଲାଗିରହିଥିବା ଅସୁବିଧା, ଧିର ସର୍ଭର ଏବଂ ଦଲାଲଙ୍କ ହସ୍ତକ୍ଷେପକୁ କମ୍ କରିବା ପାଇଁ, ରେଳବାଇ ବୁକିଂ ସମୟରେ

ପୋଲିସ ଏସ୍‌ଆଇ ପରୀକ୍ଷା ସ୍କାମ୍‌: ଆଉ କିଛି ଆଶାୟୀ ପରୀକ୍ଷାର୍ଥୀଙ୍କୁ ସିବିଆଇ ସମନ

ଭୁବନେଶ୍ୱର (ରାଜ୍ୟକାହାଣୀ )ପୋଲିସ ଏସଆଇ ପରୀକ୍ଷା ସ୍କାମ ମାମଲାରେ ତନାଘନା କରୁଛି ସିବିଆଇ। ଖୁବଶୀଘ୍ର ଖୋଲିବ ସିଲିକନ୍ ଟେକ୍ ସହ OPRBର କାରନାମା। ପୁଣି ଆଉ କିଛି ଆଶାୟୀ ପରୀକ୍ଷାର୍ଥୀଙ୍କୁ ସମନ କଲା ସିବିଆଇ ।। ଖୁବଶୀଘ୍ର ସିବିଆଇ ଅଫିସରେ ହାଜର ହୋଇ ପରୀକ୍ଷାର୍ଥୀମାନେ ପକ୍ଷ ରଖିବେ ।

ପୁଣି ରେକର୍ଡ କଲା ସୁନା-ରୂପା ଦର

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୨,୧୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୦,୩୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୨,୧୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୩୦,୩୦୦

ପ୍ରଶ୍ନପତ୍ର ଲିକ ରୋକିବ AI କ୍ୟାମେରା ! ଲଗାଯିବ ରାଜ୍ୟର ୨୧୧ ପରୀକ୍ଷା ହବରେ

ରାଜ୍ୟ କାହାଣୀ (ଭୁବନେଶ୍ଵର)ପ୍ରଶ୍ନପତ୍ର ଲିକ ରୋକିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବ୍ୟବହାର କରିବ AI କ୍ୟାମେରା । 211 ହବରେ ନିଜ ଆଡୁ ଏହି କ୍ୟାମେରା ଲଗାଇବା ପାଇଁ ନିଷ୍ପତ୍ତି ନେଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ।ଏଥିପାଇଁ କଲେଜ ଇଣ୍ଟରନେଟ ଉପରେ ନିର୍ଭର କରିବାକୁ ପଡିବ

ରାଜ୍ୟରେ ବଢୁଥିବା ଦୁର୍ଘଟଣାକୁ ରୋକିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ୪-ଇ ଉପରେ ଗୁରୁତ୍ୱାରୋପ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ରାଜ୍ୟରେ ବଢୁଥିବା ଦୁର୍ଘଟଣାକୁ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪-ଇ ଉପରେ ଗୁରୁତ୍ୱାରୋପ କରିଛନ୍ତି ।ପ୍ରଥମ ‘ଇ’ ହେଉଛି ଏଡୁକେସନ୍ ବା ସଠିକ୍ ସୂଚନା ଓ ସଚେତନତା ସୃଷ୍ଟି କବିବା । ଦ୍ୱିତୀୟ ‘ଇ’ ହେଉଛି ଏନଫୋର୍ସମେଣ୍ଟ ବା ଟ୍ରାଫିକ୍ ନିୟମ ଲାଗୁ

ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ପଡିଲା ଭିତ୍ତିପ୍ରସ୍ତର! ବିଧାନସଭା ପାଇଁ ମାଷ୍ଟରପ୍ଲାନ୍‌ ପ୍ରସ୍ତୁତ

ଭୁବନେଶ୍ୱର (ରାଜ୍ୟକାହାଣୀ )ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ପଡିଲା ଭିତ୍ତିପ୍ରସ୍ତର । ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗୋଟିଏ ସ୍ଥାନରେ ରହିବ ଲୋକସେବା ଭବନ ଓ ନୂଆ ବିଧାନସଭା । । ୭୧ ଏକର ଜମିରେ ଏହା ନିର୍ମାଣ ହେବାକୁ ଥିବାବେଳେ ଏଥିନିମନ୍ତେ ୩୬୨୩

ରେଳ ଅଧିକାରୀ ଆଉ କଳା କୋଟ୍‌ ପିନ୍ଧିବେ ନାହିଁ: ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ବ୍ରିଟିଶ ଯୁଗର ପରିଚୟରୁ ସମ୍ପୂର୍ଣ୍ଣ ମୁକ୍ତ କରିବ ଭାରତୀୟ ରେଳ | ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରେଳ ଅଧିକାରୀମାନଙ୍କ ପାଇଁ ଦଶନ୍ଧି ପୁରୁଣା ବାଧ୍ୟତାମୂଳକ କଳା କୋଟ୍ ଡ୍ରେସ୍ କୋଡ୍ ସମାପ୍ତ କରିବାକୁ ଘୋଷଣା କରିଛନ୍ତି । ରେଳମନ୍ତ୍ରୀ ସ୍ପଷ୍ଟ କରିଛନ୍ତି ଯେ ବ୍ରିଟିଶ ଯୁଗରୁ ବ୍ୟବହୃତ

ଇସ୍ରୋ ମିଶନକୁ ଝଟକା; କକ୍ଷପଥରେ ପହଞ୍ଚିବା ପୂର୍ବରୁ ଦିଗହରା ହେଲା ‘ଅନ୍ବେଷା’

ଦିଗହରା ହେଲା ଡିଆରଡିଓ ଦ୍ୱାରା ବିକଶିତ ଉପଗ୍ରହ ‘ଅନ୍ୱେଷା’ । ଦିଗହରା ହୋଇ କକ୍ଷପଥରେ ଅବସ୍ଥାପିତ ହୋଇ ପାରିଲାନି ‘ଅନ୍ୱେଷା’ । ଶେଷ ପର୍ଯ୍ୟାୟରେ ‘ଅନ୍ୱେଷା’ରେ ଯାନ୍ତ୍ରୀକ ତ୍ରୁଟି । ଯାନ୍ତ୍ରୀକ ତ୍ରୁଟି ନେଇ ସୂଚନା ଦେଲା ଇସ୍ରୋ । ଯାନ୍ତ୍ରିକ ତ୍ରୁଟିର ବିଶ୍ଳେଷଣ ଚାଲିଥିବା କହିଲା

କଟକ ଜଗତପୁର ଅଞ୍ଚଳରେ ବାଘ ଆତଙ୍କ

କଟକ ଜଗତପୁର ଅଞ୍ଚଳରେ ବାଘ ଆତଙ୍କ । ଜଗତପୁର ଇମାମ୍ ନଗର ଅଞ୍ଚଳରେ କଲରା ପତରିଆ ବାଘ ବୁଲୁଥିବା ଚର୍ଚ୍ଚା । ରବିବାର ରାତି ୧୧ ଟା ସମୟରେ ବାଘ ବୁଲୁଥିବା ସିସିଟିଭିରେ କଏଦ ହୋଇଛି । ବାଘ ବୁଲୁଥିବା ସିସିଟିଭିରେ କଏଦ ହୋଇଛି ।ସେପଟେ ବାଘ ଖବର ପ୍ରଚାର ପରେ ସ୍ଥାନୀୟ ଅଞ୍ଚଳରେ ଲୋକଙ୍କ ମଧ୍ୟରେ

ସୁଧୁରିବେ କେବେ ? ବାରମ୍ବାର ତାଗିଦ ପରେ ବି ମଞ୍ଚରେ ଅଶ୍ଲୀଳ ନାଚ

ଭଦ୍ରକ ଜିଲ୍ଲା ଭଣ୍ଡାରି ପୋଖରୀ ଥାନା ଭଣ୍ଡାରିପୋଖରୀ ବଜାର ନିକଟରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି । ମଞ୍ଚରେ ଅଶ୍ଲୀଳ ନାଚ । ଯାହାକୁ ଦେଖି ଦର୍ଶକମାନେ ମଞ୍ଚକୁ ଜୋତା ଓ ଚେୟାର ମାଡ଼ କରିଛନ୍ତି । ଭଣ୍ଡାରିପୋଖରୀ ବଜାର ନିକଟରେ ପାର୍ବତୀ ଗଣନାଟ୍ୟ ତାର ନାଟକ ପରିବେଶଣ