Browsing Category
ଆଜିର ଖବର
DRDO ଦ୍ବାରା ବିକଶିତ EOS-N1 (‘ଅନ୍ୱେଷା’)ର ଉତ୍କ୍ଷେପଣ! ମହାକାଶକୁ ଗଲା ଓଡିଶା ନିର୍ମିତ ପ୍ରଥମ…
ସୀମାରେ ଆଉ ଲୁଚିପାରିବେନି ଆତଙ୍କବାଦୀ । ଚୀନ୍ ଓ ପାକିସ୍ତାନ ଉପରେ କଡା ନଜର ରଖିବାକୁ ଭରତ ଆଜି ଏକ ଐତିହାସିକ ପରୀକ୍ଷଣ କରିଛନ୍ତି । ଆନ୍ଧ୍ର ଶ୍ରୀହରିକୋଟାରୁ ଉତ୍କ୍ଷେପଣ ହେଲା 'ଅନ୍ୱେଷା' ଉପଗ୍ରହ । DRDO ଦ୍ବାରା ବିକଶିତ EOS-N1 ('ଅନ୍ୱେଷା')ର ଉତ୍କ୍ଷେପଣ ହୋଇଛି । PSLV-C 62!-->…
ରାଉରକେଲା ବିମାନ ଦୁର୍ଘଟଣାସ୍ଥଳରେ ପରିବହନ ମନ୍ତ୍ରୀଙ୍କ ଅନୁଧ୍ୟାନ
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଉରକେଲା ବିମାନ ଦୁର୍ଘଟଣାସ୍ଥଳରେ ପରିବହନ ମନ୍ତ୍ରୀଙ୍କ ଅନୁଧ୍ୟାନ। ଦୁର୍ଘଟଣାକୁ ଅଭାବନୀୟ କହିଲେ ବିଭୂତି ଜେନା । ଘଟଣାର ଯେମିତି ପୁନରାବୃତ୍ତି ନହେବ ସେନେଇ ତଦନ୍ତ ଚାଲିଥିବା କହିଛନ୍ତି ମନ୍ତ୍ରୀ ।ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିର୍ଦ୍ଦେଶକ୍ରମେ ତଦନ୍ତ!-->…
ଆଜି ଜାତୀୟ ଯୁବ ଦିବସ, ଯୁବ ସମାଜର ଆଦର୍ଶ ସ୍ବାମୀ ବିବେକାନନ୍ଦ
କୁହାଯାଏ ଭାରତ ଏକ ଯୁବ ଦେଶ । ଆଜି ହେଉଛି ଜାତୀୟ ଯୁବ ଦିବସ । ପ୍ରତିବର୍ଷ ଜାନୁଆରୀ 12 ତାରିଖରେ ଜାତୀୟ ଯୁବ ଦିବସ ପାଳନ କରାଯାଏ । ଆଜିର ଦିନକୁ ସ୍ବାମୀବିବେକାନନ୍ଦଙ୍କ ଜୟନ୍ତୀ ଭାବେ ପାଳନ କରାଯାଏ ।ଏହି ଦିନଟି ହେଉଛି ଭାରତର ମହାନ ଦାର୍ଶନିକ, ସନ୍ନ୍ୟାସୀ ତଥା ଯୁବ ପ୍ରତିକ ସ୍ୱାମୀ!-->…
ରାଷ୍ଟ୍ରୀୟ ଖଣିଜ ଚିନ୍ତନ ଶିବିର–୨୦୨୬ରେ ଓଡ଼ିଶାର ନୀତିଗତ ସଂସ୍କାର ଓ ଭବିଷ୍ୟତ ଦୃଷ୍ଟିକୋଣ ଉପସ୍ଥାପନ କଲେ ଖଣି…
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଓଡ଼ିଶା ସରକାରଙ୍କ ମାନ୍ୟବର ଇସ୍ପାତ ଓ ଖଣି ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନା ଭାରତ ସରକାରଙ୍କ ଖଣି ମନ୍ତ୍ରଣା ଳୟ ଦ୍ୱାରା ଆୟୋଜିତ ରାଷ୍ଟ୍ରୀୟ ଖଣିଜ ଚିନ୍ତନ ଶିବିର–୨୦୨୬ ରେ ଅଂଶ ଗ୍ରହଣ କରି, ଓଡ଼ିଶାର ଖଣିକ୍ଷେତ୍ରରେ ଗ୍ରହଣ କରାଯାଇଥିବା ସଂସ୍କାରମୁଖୀ!-->…
ଅଯୋଧ୍ୟା ଧାମରେ ଆମିଷ ଖାଦ୍ୟ ଉପରେ ପ୍ରତିବନ୍ଧକ
ଅଯୋଧ୍ୟାର ରାମ ମନ୍ଦିର ଏବଂ ପଞ୍ଚକୋଶି ମାର୍ଗ ପାଖରେ ନିରାମିଷ ଖାଦ୍ୟ ବିକ୍ରୟକୁ ସମ୍ପୂର୍ଣ୍ଣ ନିଷେଧ କରିଛି ପ୍ରଶାସନ । ଏହି ନିର୍ଦ୍ଦେଶ କେବଳ ଦୋକାନ ପାଇଁ ନୁହେଁ ବରଂ ଅନଲାଇନ୍ ଖାଦ୍ୟ ବିତରଣ କମ୍ପାନୀଗୁଡ଼ିକ ପାଇଁ ମଧ୍ୟ ପ୍ରଯୁଜ୍ୟ । ନିୟମ ଉଲ୍ଲଂଘନ କଲେ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ!-->…
ରାଜ୍ୟରେ ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି ଧାନ ସଂଗ୍ରହ ବ୍ୟବସ୍ଥା, ଖୋଦ ସରକାରଙ୍କ ଦ୍ଵାରା ଚାଷୀ ପ୍ରତାରିତ, ଅସହାୟ ଓ…
ରାଜ୍ୟ କାହାଣୀ ( ଭୁବନେଶ୍ଵର) ଅସହ୍ୟ ଥଣ୍ଡା କାକର, ଶୀତରେ ଚାଷୀମାନେ ମଣ୍ଡିରେ ନିଜ ଅମଳ ଧାନକୁ ଜଗି ବସିଛନ୍ତି। ରାଜରାସ୍ତାରେ ଆନ୍ଦୋଳନ କରୁଛନ୍ତି। ସରକାର ଚାଷୀଙ୍କ ଧାନ କେବେ ଉଠାଇବେ?
ଚାଷୀଙ୍କୁ ଅନେକ ପ୍ରତିଶ୍ରୁତି ଦେଇ ବିଜେପିର ଡବଲ୍ ଇଞ୍ଜିନ୍ ସରକାର କ୍ଷମତାକୁ ଆସିଥିଲା। ହେଲେ!-->!-->!-->…
ଆସନ୍ତା ୨ ଦିନରେ ୨ରୁ ୩ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା
ଭୁବନେଶ୍ୱର (ରାଜ୍ୟକାହାଣୀ )ଆସନ୍ତା ୨ ଦିନରେ ୨ରୁ ୩ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା । ଶୀତ ଦାଉରୁ ରକ୍ଷା ପାଇବେ ରାଜ୍ୟବାସୀ । ଆସନ୍ତା ୨୪ ଘଣ୍ଟା କଟକ, ଖୋର୍ଦ୍ଧା, ଜଗତସିଂହପୁର, ଝାରସୁଗୁଡା, ସୁନ୍ଦରଗଡ଼ ଓ ଅନୁଗୁଳରେ ଶୀତ ଲହରୀ ଜାରି ରହିବାର ସମ୍ଭବନା ରହିଛି । ଶୀତ ଲହରୀକୁ ନେଇ!-->…
ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ
ପୁଣି ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ। ଶ୍ରୀମନ୍ଦିର ଭିତର ଫଟୋ ପୁଣି ସୋସିଆଲ ମିଡିଆରେ ହୋଇଛି ଭାଇରାଲ। ଜଣେ ଯୁବକ ନିଜ ଇନଷ୍ଟାଗ୍ରାମ ରେ ଏହି ଫଟୋ ଅପଲୋଡ଼ କରିଛନ୍ତି। ଶ୍ରୀମନ୍ଦିର ଆନନ୍ଦ ବଜାରରେ ଫଟୋ ଉଠାଇଥିବା ଦେଖିବାକୁ ମିଳିଛି। ଫଟୋ ଭାଇରାଲ ପରେ ପୁରୀ ଏସପି ପ୍ରତୀକ!-->…
ଏସଆଇ ପରୀକ୍ଷା ସ୍କାମ: ସିଲିକନକୁ କ୍ଲିନଚିଟ ଦେଇଥିଲା କ୍ରାଇମବ୍ରାଞ୍ଚ
ଭୁବନେଶ୍ୱର (ରାଜ୍ୟକାହାଣୀ )ପୁଲିସ ଏସଆଇ ପରୀକ୍ଷା ସ୍କାମ । ସିଲିକନ୍ ଟେକ୍ ଲ୍ୟାବ ପ୍ରାଇଭେଟ ଲିମିଟେଡ୍ ଏସଟିଏଲକୁ ପୂର୍ବରୁ କ୍ଲିନ୍ ଚିଟ୍ ଦେଇଥିଲା କ୍ରାଇମବ୍ରାଞ୍ଚ । କ୍ରାଇମବ୍ରାଞ୍ଚ କ୍ୟାରେକ୍ଟର ସାର୍ଟିଫିକେଟ ପାଇବା ପରେ ପୁଲିସ ଏସ୍ଆଇ ପରୀକ୍ଷା ପରିଚାଳନା କରିଥିଲା ସିଲିକନ୍ ଟେକ୍!-->…
ସମ୍ବଲପୁରକୁ ୫୦ଟି ନୂଆ ଇ-ବସ୍ : ମୁଖ୍ୟମନ୍ତ୍ରୀ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ସମ୍ବଲପୁରବାସୀଙ୍କ ଗମନାଗମନକୁ ସୁଗମ ଏବଂ ସୁବ୍ୟବସ୍ଥିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୨୫ଟି ନୂଆ ଇ-ବସ୍ର ଶୁଭାରମ୍ଭ କରିବା ସହିତ ଚଳିତ ମାସ ଶେଷ ସୁଦ୍ଧା ଆଉ ୨୫ଟି ଇ-ବସ୍ର ବ୍ୟବସ୍ଥା କରାଯିବ ବୋଲି ଘୋଷଣା କରିଛନ୍ତି।ସମ୍ବଲପୁରକୁ ଦୁଇ!-->…