Browsing Category
ଆଜିର ଖବର
ରାଉରକେଲାରେ ବଡ଼ ଧରଣର ବିମାନ ଦୁର୍ଘଟଣା, ୬ ଆହତ
ରାଜ୍ୟ କାହାଣୀ (ଭୁବନେଶ୍ଵର)ଶନିବାର ଭୁବନେଶ୍ୱରରୁ ରାଉରକେଲା ଆସୁଥିବା ବିମାନ vtkss ଜଳଦା କଂସର ପଡ଼ିଆରେ ଅପରାହ୍ନ ୧.୪୦ ମିନିଟ୍ରେ ଜରୁରୀ ଅବତରଣ କରିଛି। ସେଥିରେ ମୃତାହତର କୌଣସି ସୂଚନା ମିଳିନାହିଁ। କିନ୍ତୁ ଦୁର୍ଘଟଣାର ୬ ଜଣ ଆହତ ହୋଇଥିବା କହିଲେ ପରିବହନ ମନ୍ତ୍ରୀ । ୯ ସିଟର!-->…
ବିବାହ ପାଇଁ ଆସିଲାନି ପ୍ରେମିକ ; ଥାନା ଆଗରେ ପ୍ରେମିକାର ଆତ୍ମହତ୍ୟା ଉଦ୍ୟମ
ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଆଗରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପ୍ରେମିକ ବିବାହ କରିବା ପାଇଁ ରାଜି ନ ହେବାରୁ ପ୍ରେମିକା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି ।ଫତେଗଡ଼ ଥାନା ଆଗରେ ଯୁବତୀ ଜଣକ ପୋକମରା ଔଷଧ ପିଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ପ୍ରେମିକର!-->…
ଆଜିଠୁ ଏକ ମାସ ଯାଏଁ ଆକାଶରେ ଝଲସିବ ବୃହସ୍ପତି
ଭୁବନେଶ୍ୱର (ରାଜ୍ୟକାହାଣୀ )ମହାକାଶ ବିଜ୍ଞାନ ପ୍ରେମୀଙ୍କ ପାଇଁ ଏକ ବିରଳ ତଥା ଚିତ୍ତାକର୍ଷକ ଖବର । ଆଜିଠାରୁ ଆକାଶରେ ସୌର୍ଯ୍ୟମଣ୍ଡଳର ସବୁଠାରୁ ବୃହତ୍ତମ ଗ୍ରହ 'ବୃହସ୍ପତି' ଅଧିକ ଉଜ୍ଜ୍ବଳ ଓ ବଡ଼ ଦେଖାଯିବ ।ବୃହସ୍ପତିକୁ ଚିହ୍ନଟ କରିବା ଅତ୍ୟନ୍ତ ସହଜ। ତାରାପରି ବୃହସ୍ପତି ଝିଲ୍ମିଲ୍!-->…
୭ ଦିନ ଅନୁପସ୍ଥିତ ରହିଲେ ଛାତ୍ରଛାତ୍ରୀଙ୍କ ଘରକୁ ଯିବେ ଶିକ୍ଷକ
ଭୁବନେଶ୍ୱର (ରାଜ୍ୟକାହାଣୀ )ସ୍କୁଲ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଛାତ୍ରୀଛାତ୍ର ବିଦ୍ୟାଳୟକୁ ନିୟମିତ ନ ଗଲେ ଘରକୁ ଯିବେ ସ୍କୁଲ କର୍ତ୍ତୃପକ୍ଷ। କାହିଁକି ପିଲା ଅନୁପସ୍ଥିତ ଅଛନ୍ତି ବୁଝିବେ ସ୍କୁଲ କର୍ତ୍ତୃପକ୍ଷ । ଏନେଇ ସମସ୍ତ ଡିଇଓ ଓ ବିଇଓଙ୍କୁ ଚିଠି ଲେଖିଲେ!-->…
ଭାରତକୁ ଭେନେଜୁଏଲାର ତେଲ ବିକ୍ରୟ କରିବାକୁ ଆମେରିକା ପ୍ରସ୍ତୁତ କିନ୍ତୁ ..
ଭେନେଜୁଏଲା ଉପରେ ଆକ୍ରମଣ ପରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସେହି ଦେଶର ତେଲ ବିକ୍ରୟ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଟ୍ରମ୍ପ ପ୍ରଶାସନ ସ୍ପଷ୍ଟ କରିଛି ଯେ ଏହା ଭାରତକୁ ଭେନେଜୁଏଲାର ଅଶୋଧିତ ତେଲ ମଧ୍ୟ ବିକ୍ରୟ କରିବ। ହେଲେ ଟ୍ରମ୍ପ ପ୍ରଶାସନର ଅଧିକାରୀମାନେ ଏଥିପାଇଁ ଏକ!-->…
ଘୋଡ଼ାହାଡ଼ ଡ୍ୟାମ୍ରେ କୁମ୍ଭୀର ଗଣନା ଶେଷ
ଭୁବନେଶ୍ୱର (ରାଜ୍ୟକାହାଣୀ )ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ବ୍ରହ୍ମପୁର ବନଖଣ୍ଡ ଅଧିକାରୀଙ୍କ ତତ୍ୱାବଧାନରେ କୁମ୍ଭୀର ଗଣନା ଶେଷ ହୋଇଛି । ଦିଗପହଣ୍ଡି ବ୍ଳକ ଖମାରି ଗାଁ ପଞ୍ଚାୟତ ସଂଲଗ୍ନ ଘୋଡ଼ାହାଡ଼ ଡ୍ୟାମରେ ୪ ଦିନ ଧରି ଚାଲିଥିବା କୁମ୍ଭୀର ଗଣନା ଶେଷ ହୋଇଛି।ବିଗତ ୪!-->…
ପ୍ରଭାସଙ୍କ ଫିଲ୍ମ ଚାଲିଥିବାବେଳେ ଫ୍ୟାନ୍ସମାନେ କରୁଥିଲେ ଆଳତି ! ସିନେମା ହଲ୍ରେ ହଠାତ୍ ଲାଗିଗଲା ନିଆଁ
ସିନେମା ହଲ୍ରେ ଭୟଙ୍କର ଅଗ୍ନିକାଣ୍ଡ । ରାୟଗଡ଼ା ସହରରେ ଥିବା ଅଶୋକା ସିନେମା ହଲ୍ରେ ଭୟଙ୍କର ଅଗ୍ନିକାଣ୍ଡ । ଶତାଧିକ ଲୋକେ ଅଳ୍ପକେ ବର୍ତ୍ତିଯାଇଥିବା ସୂଚନା ମିଳିଛି ।ରାୟଗଡ଼ା ସହର ସ୍ଥିତ ଅଶୋକ ଟକିଜ୍ ସିନେମା ହଲ୍ରେ ଏଭଳି ଘଟଣା ଦେଖିବାକୁ ମିଳିଛି। 'ରେବେଲ ଷ୍ଟାର' ପ୍ରଭାସଙ୍କ ବହୁ!-->…
ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଉଠାଇଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର (ରାଜ୍ୟକାହାଣୀ )ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୧ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ପାରିତ ହୋଇଛି ୮ଟି ବିଭାଗର ୧୧ଟି ପ୍ରସ୍ତାବ । ଶିଳ୍ପ ବିଭାଗ, ଗୃହ ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ପର୍ଯ୍ୟଟନ ବିଭାଗ,!-->…
ପ୍ରଶାସନିକ ସ୍ତରରେ ହେବ ବଡ଼ ସଂସ୍କାର: ପ୍ରତି ମାସରେ କରିବେ ସରକାରୀ କାମର ସମୀକ୍ଷା
ଭୁବନେଶ୍ୱର (ରାଜ୍ୟକାହାଣୀ )ପ୍ରଶାସନିକ ସ୍ତରରେ ବଡ଼ ସଂସ୍କାର ଲାଗି ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ବଡ଼ ପଦକ୍ଷେପ । ପ୍ରତି ମାସ ୧୬ ତାରିଖରେ ଜିଲ୍ଲାପାଳ ମାନଙ୍କୁ ନେଇ ବସିବ ଉଚ୍ଚ ସ୍ତରୀୟ ବୈଠକ । ଛୁଟି ଦିନ ଓ ସୋମବାର ବାଦ୍ ଏହି ବୈଠକ ସବୁ ମାସ ୧୬ ତାରିଖରେ ବସିବ । ଭିସି ଜରିଆରେ!-->…
ଭୁବନେଶ୍ବର କଳିଙ୍ଗ ଷ୍ଟୁଡିଓ ଛକରେ ମଝି ରାସ୍ତାରେ ଜଳିଗଲା ଆମ ବସ୍
ରାଜ୍ୟ କାହାଣୀ ( ଭୁବନେଶ୍ଵର)ମଝି ରାସ୍ତାରେ ଜଳିଗଲା ଆମ ବସ୍। ଭୁବନେଶ୍ବର କଳିଙ୍ଗ ଷ୍ଟୁଡିଓ ଛକରେ ଘଟିଛି ଏହି ଅଘଟଣ। ପୋଲିସ ପହଞ୍ଚି ବସରେ ଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରିଛି। ସର୍ଟିସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି।ଘଟଣା ସର୍ମ୍ପକରେ ଖବରପାଇ ଅଗ୍ନିଶମ ବାହିନୀ ପହଞ୍ଚି!-->…