Browsing Category

ଆଜିର ଖବର

ସୁଭଦ୍ରାକୁ ନେଇ ଆସିଲା ବଡ ଖବର: ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା ।

ରାଜ୍ୟ କାହାଣୀ (ଭୁବନେଶ୍ଵର)ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାନୂଆ ପୁରୁଣା ସମସ୍ତଙ୍କ ଆକାଉଣ୍ଟକୁ ଯିବ ଏହି ଟଙ୍କା ।ଆଜି ସମୀକ୍ଷା ବୈଠକ ପରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା କହିଛନ୍ତି ସୁଭଦ୍ରାରେ ୪ଲକ୍ଷ ୫୭ହଜାର

ଆନ୍ଦୋଳନରୁ ଓହରିଲେ ଡାକ୍ତର ସଂଘ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଗତ ଡିସେମ୍ବର ୨୬ ତାରିଖରୁ ଚାଲିଥିବା ଡାକ୍ତରମାନଙ୍କ ଆନ୍ଦୋଳନ ସାମୟିକ ସ୍ଥଗିତ । ଏନେଇ ଓମସା ପକ୍ଷରୁ ସୂଚନା ଦିଆଯାଇଛି । ଓମସା ପକ୍ଷରୁ କୁହାଯାଇଛି ଯେ, ଆଜି ସନ୍ଧ୍ୟା ସୁଦ୍ଧା ସରକାର ଦୁଇଟି ଦାବି ପୂରଣ ନେଇ ନୋଟିିଫିକେସନ ଜାରି କରିବେ । ଏହାଛଡା ଅନ୍ୟ

ଜାନୁଆରି ୧୦ରୁ ୨୦ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଲୋକଭବନ ଉଦ୍ୟାନ

ଭୁବନେଶ୍ୱର (ରାଜ୍ୟକାହାଣୀ )ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଲୋକଙ୍କ ପାଇଁ ଖୋଲିବ ଲୋକ ଭବନ । ଆସନ୍ତା ୧୦ରୁ ୨୦ ତାରିଖ ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ଲାଗି ଭବନର ଉଦ୍ୟାନ ଖୋଲାଯିବା ନେଇ ଯୋଜନା ରହିଛି ।ଲୋକଭବନ ଉଦ୍ୟାନ ଏବଂ ଅଟଳ ବନ ଖୋଲିବା ଦ୍ୱାରା ବହୁ ଜନସମାଗମ ହେବ ବୋଲି ଆଶା

ପରିବହନ ବିଭାଗର ୩ ଅଧିକାରୀଙ୍କ ଦରମା ବନ୍ଦ

ଭୁବନେଶ୍ୱର (ରାଜ୍ୟକାହାଣୀ )ପରିବହନ ବିଭାଗର ୩ ଅଧିକାରୀଙ୍କ ଦରମା ବନ୍ଦ । ଦରମା ବନ୍ଦ ନିର୍ଦ୍ଦେଶ ଦେଲେ ରାଜ୍ୟ ପରିବହନ ନିଗମ ଏମ୍‌ଡି । କାର୍ଯ୍ୟରୁ ଅନ୍ତର ସହ ପୁନଃ ଯୋଗ ଦେବା ଯାଏଁ ଦରମା ବନ୍ଦ । ତିନି ଅଧିକାରୀ ହେଉଛନ୍ତି ଈଶ୍ୱର ମହାପାତ୍ର ଜିଲା ପରିଚାଳକ, ଜୟପୁର, କୋରାପୁଟ, ଜ୍ୟୋତି

ରାଜ୍ୟର ଏକାଧିକ କୋର୍ଟକୁ ବୋମା ଧମକ, ଅଜ୍ଞାତ ବ୍ୟକ୍ତିଙ୍କ ଧମକପୂର୍ଣ୍ଣ ଇ-ମେଲ୍

ଭୁବନେଶ୍ୱର (ରାଜ୍ୟକାହାଣୀ )କୋର୍ଟକୁ ବୋମା ଧମକ । ସମ୍ବଲପୁର, କଟକ, ଦେବଗଡ଼ରେ ଜିଲ୍ଲା କୋର୍ଟକୁ ବୋମା ଧମକ ମିଳିଛି । ଇ-ମେଲ୍ ମାଧ୍ୟମରେ କୋର୍ଟକୁ ଧମକପୂର୍ଣ୍ଣ ମେଲ୍ ଆସିଛି । ମେଲରେ ସୂଚନା ପାଇବା ପରେ ଘଟଣାସ୍ଥଳରେ ପୋଲିସ ତନାଘନା ଜାରି ରଖିଛି । ଇ-ମେଲ୍ ମାଧ୍ୟମରେ ଧମକ ଆସିବା ପରେ

ଶିଳ୍ପପତି ଅନୀଲ ଅଗ୍ରୱାଲଙ୍କ ପୁଅ ଅଗ୍ନିବେଶଙ୍କ ଦେହାନ୍ତ ପରେ କିଏ ସମ୍ଭାଳିବ ବେଦାନ୍ତ ?

ପରଲୋକରେ ଶିଳ୍ପପତି ଅନୀଲ ଅଗ୍ରୱାଲଙ୍କ ପୁଅ ଅଗ୍ନିବେଶ ଅଗ୍ରୱାଲ । ମାତ୍ର ୪୯ ବର୍ଷ ବୟସରେ ତାଙ୍କ ମୃତ୍ୟୁ ହୋଇଛି । ବେଦାନ୍ତ ଗ୍ରୁପ ଅଧ୍ୟକ୍ଷ ତଥା ପ୍ରସିଦ୍ଧ ଶିଳ୍ପପତି ଅନିଲ ଅଗ୍ରୱାଲଙ୍କ ପୁଅ ଅଗ୍ନିବେଶ ଆମେରିକାରେ ସ୍କିଇଂ ଦୁର୍ଘଟଣାର ଶିକାର ହୋଇ ଗୁରୁତର ଥିଲେ । ତାଙ୍କୁ ନ୍ୟୁୟର୍କର

ଭୁବନେଶ୍ବର ମାଉସୀ ମା’ ଛକରେ ବୋମାମାଡ଼ ଘଟଣାରେ ଜଣେ ଗିରଫ

ଭୁବନେଶ୍ୱର (ରାଜ୍ୟକାହାଣୀ )ଭୁବନେଶ୍ବର ମାଉସୀ ମା’ ଛକରେ ବୋମାମାଡ଼ ଘଟଣାରେ ଜଣେ ଗିରଫ । ଅଭିଯୁକ୍ତକୁ ଗିରଫ କଲା ଲକ୍ଷ୍ମୀସାଗର ଥାନା ପୋଲିସ । ଅନ୍ୟ ୪ ଜଣ ଏବେବି ଫେରାର ଅଛନ୍ତି । ପୋଲିସ ଏ ଘଟଣାରେ ତଦନ୍ତ ଜାରି ରଖିଛି ।ସୂଚନା ଅନୁସାରେ, ପୂର୍ବଶତ୍ରୁତାକୁ ନେଇ ଲକ୍ଷ୍ମୀସାଗର ଥାନା

ବଢ଼ିଲା ପାର୍କିଂ ଫି’, ଏଣିକି ଗାଡ଼ି ରଖିଲେ ଦେବାକୁ ପଡ଼ିବ ୫ ଶହ

ଶ୍ରୀକ୍ଷେତ୍ର ପୁରୀକୁ ଜଗନ୍ନାଥ ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ।ପୁରୀ ଶ୍ରୀମନ୍ଦିର ପ୍ରଶାସନ ଅଧିନରେ ଥିବା ଭକ୍ତନିବାସର ପାର୍କିଂ ଫି ବଢିଲା। ଚାରି ଚକିଆ ଯାନ ପିଛା ୫ ଶହ ଟଙ୍କା ଆଦାୟ କରାଯିବ। ଏଥିରେ ୧୮ ପ୍ରତିଶତ ଜିଏସଟି ରହିଛି। କୌଣସି ଭକ୍ତ

ସାରା ରାଜ୍ୟରେ ଡାକ୍ତରଙ୍କ ୨ ଘଣ୍ଟିଆ OPD ବନ୍ଦ,ଡାକ୍ତର ଆନ୍ଦୋଳନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ସ୍ବାସ୍ଥ୍ୟମନ୍ତ୍ରୀ

ରାଜ୍ୟ କାହାଣୀ (ଭୁବନେଶ୍ଵର)ଗତ ଦୁଇ ଦିନ ଧରି ଚାଲିଥିବା ଡାକ୍ତରଙ୍କ ୨ ଘଣ୍ଟିଆ ଓପିଡି ବନ୍ଦ । ଆଜି ବି ସାରା ରାଜ୍ୟରେ ଜାରି ରହିଛି । ଚଳିତ ମାସ ୫ ତାରିଖରୁ ଆରମ୍ଭ ହୋଇଥିବା ୨ ଘଣ୍ଟିଆ ଓିଡି ବନ୍ଦ ଏସମା ଲାଗିବା ପରେ ମଧ୍ୟ ଆଜି ଜାରି ରହିଛି ।ସରକାର ଲଗାଇଥିବା ଏସମାକୁ ମାନୁନାହାଁନ୍ତି

ରାଜ୍ୟରେ କୁହୁଡ଼ି ସାଙ୍ଗକୁ ଶୀତ ଲହରୀ ଜାରି

ରାଜ୍ୟ କାହାଣୀ ( ଭୁବନେଶ୍ଵର)ରାଜ୍ୟରେ କୁହୁଡ଼ି ସାଙ୍ଗକୁ ଶୀତ ଲହରୀ ଜାରି ରହିଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ପାଇଁ କୋହଲା ପବନ ଯୋଗୁ ଶୀତ ବଢ଼ିଛି। ହେଲେ ଆସନ୍ତା ୨ରୁ ୩ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଶିମିଳିପାଳରେ ଶୂନ ଡିଗ୍ରୀ। ଥଣ୍ଡା ଶୁଷ୍କ