Browsing Category
ଆଜିର ଖବର
ପିଲାଛୁଆ ଜନ୍ମ ନହେବାରୁ ସ୍ତ୍ରୀକୁ ଜିଅନ୍ତା ଜାଳିଦେଲା ସ୍ୱାମୀ
ରାଜ୍ୟକାହାଣୀ ( ଭୁବନେଶ୍ୱର )ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ ଅଭିଯୋଗ ହୋଇଛି । ମୃତ ହେଉଛନ୍ତି ଲକ୍ଷ୍ମୀ ସାହୁ। ମହିଳାଙ୍କ ଭାଇ ମେଣ୍ଡିପାଲି ଗାଁର ମୁରଲୀ ସାହୁଙ୍କ ଅଭିଯୋଗ!-->…
ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା
ସରକାର ୧ ଏପ୍ରିଲ୍, ୨୦୨୬ ଠାରୁ ଆୟକର ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି। ଏଥିରେ ପୁରୁଣା ବ୍ୟବସ୍ଥାକୁ ହଟାଇ ନୂଆ ଇନକମ୍ ଟାକ୍ସ ଆକ୍ଟ ଲାଗୁ ହେବ। ଏଥିରେ ନିଯୁକ୍ତିପ୍ରାପ୍ତ ବ୍ୟକ୍ତିମାନଙ୍କ ଦରମା ଏବଂ କମ୍ପାନୀରୁ ମିଳୁଥିବା ସୁବିଧା ଉପରେ କିପରି କର!-->…
ଦୁଇଟି ମୁଣ୍ଡ, ଦୁଇଟି ହାତ ଏବଂ ଚାରୋଟି ଗୋଡ କିନ୍ତୁ ଗୋଟିଏ ହୃଦୟ ଥିବା ଯମଜ ଶିଶୁ ଜନ୍ମ
୧୭ ମାର୍ଚ୍ଚରେ ସାସନି ଗେଟ୍ ଅଞ୍ଚଳର ବିହାରୀ ନଗରର ବାସିନ୍ଦା ଆକାଶ କୁମାରଙ୍କ ପତ୍ନୀ ନୀରୁଙ୍କ ପ୍ରସବ ଯନ୍ତ୍ରଣା ହୋଇଥିଲା ଏବଂ ତାଙ୍କୁ ଜିଲ୍ଲା ମହିଳା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଡାକ୍ତରଙ୍କ ଏକ ଟିମ୍ ସିଜରିଆନ୍ ଡେଲିଭରି କରିଥିଲେ, କିନ୍ତୁ ଶିଶୁମାନଙ୍କ ଜନ୍ମ ହେବା ମାତ୍ରେ,!-->…
ଟ୍ରମ୍ପଙ୍କୁ ଝଟକା !ଯୁଦ୍ଧବିରତି ହୋଇନି କହିଲା ଇରାନ
ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବଡ ବୟାନ। ଇରାନ ବିରୋଧରେ ଆକ୍ରମଣକୁ ସ୍ଥଗିତ ରଖିଲା ଆମେରିକା। ୱାଶିଂଟନ ଏବଂ ତେହେରାନ ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ସଂଘର୍ଷର ପୂର୍ଣ୍ଣ ସମାଧାନ ପାଇଁ ଉଦ୍ୟମ ଚାଲିଥିବା ନେଇ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମରେ!-->…
ବିଜୁଙ୍କ ବିରୋଧରେ ବି ଷଡଯନ୍ତ୍ର କରିଥିଲେ: ପ୍ରମିଳା
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟସଭା ନିର୍ବାଚନରେ ଘୋଡା ବେପାର କରିବା ପାଇଁ ଜଣେ କୋଇଲା ଖଣି ଆବଣ୍ଟନ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତି ଶ୍ରୀ ଦିଲ୍ଲୀପ ରାୟଙ୍କୁ ବିଜେପି ସମର୍ଥନ ଦେଇ ସ୍ୱାଧୀନ ପ୍ରାର୍ଥୀ ଭାବେ ଛିଡା କରିଥିଲା ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି । ଏହି!-->…
ସହରାଞ୍ଚଳରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ କର୍ମଶାଳା
ଭୁବନେଶ୍ୱର ( ରାଜ୍ୟ କାହାଣୀ)ରାଜ୍ୟର ସହରାଞ୍ଚଳଗୁଡ଼ିକରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଏବଂ ଓଡ଼ିଶା ଅଗ୍ନିଶମ ସେବା ପକ୍ଷରୁ ଆଭାସୀ (ଭର୍ଚୁଆଲ୍) ଜରିଆରେ ମିଳିତ ଭାବେ ଏକ ଉଚ୍ଚସ୍ତରୀୟ ସଚେତନତା କର୍ମଶାଳା ଅନୁଷ୍ଠିତ!-->…
୧୦ ବର୍ଷରେ ଗୁଟଖା ନେଲାଣି ୩୧୫୭ ଜଣଙ୍କ ଜୀବନ – ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଗୁଟଖା ଓ ତମାଖୁ ସେବନ କର୍କଟ ସୃଷ୍ଟି କରି ଦ୍ରୁତ ଗତିରେ ଜୀବନ ନଷ୍ଟ କରୁଛି । ଏଥିରେ ଥିବା ବିଷାକ୍ତ ନିକୋଟିନ ଓ ରାସାୟନିକ ପଦାର୍ଥ ମୁଖ, ଗଳା ଓ ଫୁସଫୁସ କର୍କଟର ମୁଖ୍ୟ କାରଣ । ଓଡ଼ିଶାରେ ଏହାର କୁପ୍ରଭାବ ଯୁବପୀଢ଼ିଙ୍କୁ ଅଧିକ ଗ୍ରାସ କରୁଥିବାରୁ ଏହା ଏକ!-->…
ପଶ୍ଚିମ ଏସିଆ ଯୁଦ୍ଧ ଉପରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ, ସ୍ଥିତି ଚିନ୍ତାଜନକ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର ପରିସ୍ଥିତି ଚିନ୍ତାଜନକ। ଯୁଦ୍ଧକୁ ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି, ଯାହା ଭାରତ ପାଇଁ!-->…
ମାର୍ଚ୍ଚ ୨୫ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ରତ୍ନ ଅଳଙ୍କାରର ଗଣତି ମଣତିର ଶୁଭାରମ୍ଭ
ମାର୍ଚ୍ଚ ୨୫ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ରତ୍ନ ଅଳଙ୍କାରର ଗଣତି ମଣତିର ଶୁଭାରମ୍ଭ ପ୍ରକ୍ରିୟା ଆରମ୍ଭ ହେବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମାର୍ଚ୍ଚ ୨୫ ଦିନ ୧୨ ଟା ୯ ରୁ ୧ ଟା ୪୫ ମଧ୍ୟରେ ରହିଛି ଶୁଭ ମୁହୁର୍ତ୍ତ। ତେବେ ରତ୍ନଭଣ୍ଡାରର ଗଣତି ମଣତି ପ୍ରକ୍ରିୟା ଯେଭଳି!-->…
ସର୍ବଦଳୀୟ ବୈଠକ ବିଫଳ । ଅପରାହ୍ନ ୪ଟା ଯାଏଁ ବିଧାନସଭା ମୁଲତବୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ସର୍ବଦଳୀୟ ବୈଠକ ବିଫଳ । ବିଧାନସଭାକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ଉପବାଚସ୍ପତି । SCB ପ୍ରସଙ୍ଗରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଡ଼ି ବସିଛନ୍ତି ବିରୋଧୀ ସଦସ୍ୟ ।ଆଜି ଦିନରେ ତିନିଥର ଗୃହକୁ ମୁଲତବୀ କରାଗଲାଣି । ଗୃହକୁ ଚଳାଇ!-->…