Browsing Category

ଆଜିର ଖବର

ସାରା ରାଜ୍ୟରେ ଡାକ୍ତରଙ୍କ ୨ ଘଣ୍ଟିଆ OPD ବନ୍ଦ,ଡାକ୍ତର ଆନ୍ଦୋଳନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ସ୍ବାସ୍ଥ୍ୟମନ୍ତ୍ରୀ

ରାଜ୍ୟ କାହାଣୀ (ଭୁବନେଶ୍ଵର)ଗତ ଦୁଇ ଦିନ ଧରି ଚାଲିଥିବା ଡାକ୍ତରଙ୍କ ୨ ଘଣ୍ଟିଆ ଓପିଡି ବନ୍ଦ । ଆଜି ବି ସାରା ରାଜ୍ୟରେ ଜାରି ରହିଛି । ଚଳିତ ମାସ ୫ ତାରିଖରୁ ଆରମ୍ଭ ହୋଇଥିବା ୨ ଘଣ୍ଟିଆ ଓିଡି ବନ୍ଦ ଏସମା ଲାଗିବା ପରେ ମଧ୍ୟ ଆଜି ଜାରି ରହିଛି ।ସରକାର ଲଗାଇଥିବା ଏସମାକୁ ମାନୁନାହାଁନ୍ତି

ରାଜ୍ୟରେ କୁହୁଡ଼ି ସାଙ୍ଗକୁ ଶୀତ ଲହରୀ ଜାରି

ରାଜ୍ୟ କାହାଣୀ ( ଭୁବନେଶ୍ଵର)ରାଜ୍ୟରେ କୁହୁଡ଼ି ସାଙ୍ଗକୁ ଶୀତ ଲହରୀ ଜାରି ରହିଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ପାଇଁ କୋହଲା ପବନ ଯୋଗୁ ଶୀତ ବଢ଼ିଛି। ହେଲେ ଆସନ୍ତା ୨ରୁ ୩ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଶିମିଳିପାଳରେ ଶୂନ ଡିଗ୍ରୀ। ଥଣ୍ଡା ଶୁଷ୍କ

ଉଜବେକିସ୍ତାନରେ ଫସିଛନ୍ତି ଶତାଧିକ ଓଡ଼ିଆ

ଭୁବନେଶ୍ୱର (ରାଜ୍ୟକାହାଣୀ )ଉଜବେକିସ୍ତାନରେ ଫସିଛନ୍ତି ଶତାଧିକ ଓଡ଼ିଆ । ପ୍ରାୟ ୧୫୦ରୁ ଅଧିକ ଓଡ଼ିଆ ଫସି ରହିଛନ୍ତି । ସେଥିରୁ ଗଞ୍ଜାମର କେବଳ ୧୦ଜଣ ଇଞ୍ଜିନିୟର ଥିବା ଅନୁମାନ କରାଯାଉଛି । ଆଙ୍ଗିୟୁଲରେ ଏଣ୍ଟର ଇଂଜିନିୟର କମ୍ପାନୀ ସାମ୍ନାରେ ୫ଦିନରୁ ଅଧିକ ହେଲା ଆନ୍ଦୋଳନ କରୁଛନ୍ତି

ସରକାରଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲା ମିଲର୍ସ ସଂଘ

ଭୁବନେଶ୍ୱର (ରାଜ୍ୟକାହାଣୀ )ସରକାରଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲା ମିଲର୍ସ ସଂଘ । ତେବେ କାଲିଠାରୁ ସ୍ବାଭାବିକ ହେବ ଧାନ ମଣ୍ଡିରୁ ଧାନ ଉଠାଣ । ଏନେଇ ସୂଚନା ଦେଲେ ମିଲର୍ସ ସଂଘ ସମ୍ପାଦକ ଲକ୍ଷ୍ମୀ ନାରାୟଣ ଦାସ । ଏନେଇ ସୂଚନା ଦେଇଛନ୍ତି ମିଲର୍ସ ସଂଘ ସମ୍ପାଦକ ଲକ୍ଷ୍ମୀ ନାରାୟଣ

୧୦ ଝିଅ ପରେ ପୁଅକୁ ଜନ୍ମ ଦେଲେ ମହିଳା, ବାପା ଭୁଲିଗଲେ ଝିଅମାନଙ୍କ ନାମ

ହରିୟାଣାର ଜିନ୍ଦ ଜିଲ୍ଲାରୁ ଏକ ଖବର ଆସିଛି ଯାହା ପୁରା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ପୁଅ ପାଇଁ ଆଗ୍ରହୀ ଜଣେ ମହିଳା ୧୧ତମ ଥର ପାଇଁ ମାତୃତ୍ୱ ଲାଭ କରିଛନ୍ତି ଏବଂ ଏଥର ତାଙ୍କର ଇଚ୍ଛା ପୂରଣ ହେଲା । ଦଶଟି ଝିଅ ପରେ ପୁଅ ଜନ୍ମ ହେବା ପରିବାରରେ ଏତେ ଖୁସିର ମାହୋଲ ଥିଲା ଯେ ପୁରା

କଟକ ଏସସିବିରେ ବଡ଼ ଅଘଟଣ, ରୋଗୀ ଉପରେ ଖସିଲା ସିଲିଂ

କଟକ ଏସସିବିରେ ବଡ଼ ଅଘଟଣ । ମେଡିକାଲରେ ରୋଗୀ ଉପରେ ଖସିଲା ସିଲିଂ । ଛାତରୁ ସିଲିଂ ଖସି ଜଣେ ରୋଗୀ ଆହତ । ତାହା ପୁଣି ରୋଗୀଙ୍କ ମୁଣ୍ଡ ଉପରେ ।ଯାହାକୁ ନେଇ କଟକ ବଡ଼ ମେଡିକାଲ୍ ରୋଗୀଙ୍କ ପାଇଁ କେତେ ସୁରକ୍ଷିତ ବୋଲି ପ୍ରଶ୍ନ ଉଠିଲାଣି । ସୂଚନା ଅନୁସାରେ, ଏସ୍‌ସିବିର ପୁରୁଣା ମେଡିସିନ୍

ଜାଡ଼ର ମାଡ଼ରେ ଅସ୍ତବ୍ୟସ୍ତ ସାରା ଓଡ଼ିଶା,୩ ଦିନ ଯାଏ କୋଲ୍ଡ ୱେଭ

ଭୁବନେଶ୍ୱର (ରାଜ୍ୟକାହାଣୀ )ଖସୁଛି ପାରଦ, ବଢୁଛି ଶୀତ । ଜାଡ଼ର ମାଡ଼ରେ ଅସ୍ତବ୍ୟସ୍ତ ସାରା ଓଡ଼ିଶା । ୧୦ ଡିଗ୍ରୀ ତଳେ ରହିଛି ୨୩ ସହର । ଅନେକ ସ୍ଥାନରେ ୨ରୁ ୪ ଡିଗ୍ରୀ ତାପମାତ୍ରା ହ୍ରାସ ପାଇଥିବା ବେଳେ ଶୀତର ପ୍ରକୋପ ବଢ଼ିବା ସହ ୩ ଦିନ ଯାଏ କୋଲ୍ଡ ୱେଭ ବା ଶୀତ ଲହରୀ ନେଇ ୱାର୍ଣ୍ଣିଂ ଜାରି

ସାପକୁ ଧରି ବାହାଦୁରୀ ମାରୁଥିଲେ, ଦେଲା ଚୋଟେ

ସାପକୁ ଧରି ବାହାଦୁରୀ ମାରୁଥିଲେ, ଦେଲା ଚୋଟେ । ବ୍ୟକ୍ତି ଜଣକ ସାପକୁ ଚୁମା ଦେବା ପାଇଁ ଚେଷ୍ଟା କରୁଥିଲେ । ଯାହାକି ତାଙ୍କୁ ମହଙ୍ଗା ପଡ଼ିଛି ।ଭଦ୍ରକ ଜିଲ୍ଲା ବନ୍ତ ଅଧିନ ଚୟାଲଶିଂ ଅଞ୍ଚଳରୁ ଏଭଳି ଘଟଣା ସାମ୍ନାକୁ ଆସିଛି। ଗୁରୁତର ଯୁବକ ଜଣକ ସୁବଳ ସାହୁ ବୋଲି ଜଣାପଡିଛି। ତାଙ୍କୁ ଭଦ୍ରକ

ହିଜାବ, ବୁର୍ଖା ପିନ୍ଧିଥିଲେ ସୁନା ଦୋକାନରେ ଏଣ୍ଟ୍ରି ମନା: କିଣିପାରିବେନି ଗହଣା

ହିଜାବ, ବୁର୍ଖା ପିନ୍ଧି ଆସିଲେ କିଣି ପାରିବେନି ସୁନା । ଗହଣା ଦୋକାନରେ ମିଳିବନି ଏଣ୍ଟ୍ରି ।ବିହାରରେ ଲାଗୁ ହୋଇଛି ଏପରି ନିୟମ । ଅଲ୍‌ ଇଣ୍ଡିଆ ଜୁଏଲର୍ସ ଆଣ୍ଡ ଗୋଲ୍ଡ ଫେଡେରେସନ ଏପରି ନିଷ୍ପତ୍ତି ନେଇଛି । କେବଳ ମହିଳା ନୁହେଁ ପୁରୁଷଙ୍କ କ୍ଷେତ୍ରରେ ବି ଲାଗୁ ହୋଇଛି ନିୟମ । ଗାମୁଛା,

ଆୟୁଷ ଡାକ୍ତର କେବଳ ଆୟୁର୍ବେଦିକ ଔଷଧ ଲେଖିପାରିବେ: ମୁଖ୍ୟମନ୍ତ୍ରୀ 

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଆୟୁଷ ଡାକ୍ତର କେବଳ ଆୟୁର୍ବେଦିକ ଔଷଧ ଲେଖିପାରିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାସ୍ଥ୍ୟ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରିଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ଆୟୁଷ୍ମାନ ଭାରତ ଡିଜିଟାଲ ମିଶନ (ABDM)ର କାର୍ଯ୍ୟାନ୍ୱୟନ ପ୍ରକ୍ରିୟା