Browsing Category
ଆଜିର ଖବର
ଗିନିଜ ୱାଲର୍ଡ ରେକଡର୍ସରେ ଓଡ଼ିଶା ପଖାଳ
ରାଜ୍ୟକାହାଣୀ ( ଭୁବନେଶ୍ୱର )ପଖାଳ କେବଳ ଏକ ଆହାର ନୁହେଁ, ବରଂ ଏହା ଓଡ଼ିଶାର ସଂସ୍କୃତି ଓ ପରମ୍ପରାର ଏକ ଅବିଚ୍ଛେଦ୍ୟ ଅଙ୍ଗ। ପଖାଳ ଦିବସର ମୂଳ ଲକ୍ଷ୍ୟ ହେଉଛି ଓଡ଼ିଆ ଖାଦ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବା।ଓଡ଼ିଶାର ପ୍ରମୁଖ ଗ୍ରୀଷ୍ମକାଳୀନ ଖାଦ୍ୟ ‘ପଖାଳ’ର ଲୋକପ୍ରିୟତାକୁ ଆହୁରି!-->…
ମାର୍ଚ୍ଚ ଶେଷ ସପ୍ତାହରେ କାଳବୈଶାଖୀ ନେଇ ଆଲର୍ଟ
ଆସନ୍ତା ସପ୍ତାହେ ଯାଏଁ ରାଜ୍ୟରେ ଜାରି ରହିବ ବର୍ଷା। ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ହେବ। ଆନ୍ଧ୍ର ଉପକୂଳ ଓ ପାଶ୍ୱବର୍ତ୍ତୀ ୟାନମ ଉପରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବଜ୍ରପାତ ସହ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର,!-->…
ଆଜି ପବିତ୍ର ଇଦ୍ ଉଲ ଫିତର
ଆଜି ପବିତ୍ର ଇଦ୍-ଉଲ୍-ଫିତର୍। ମୁସଲମାନଙ୍କ ବଡ଼ ପର୍ବ ଇଦ୍। ସାରା ରାଜ୍ୟରେ ପାଳନ ହେଉଛି ଇଦ୍। ଏନେଇ ଚଳ ଚଞ୍ଚଳ ସମସ୍ତ ମସଜିଦ୍। ମସଜିଦ୍ରେ ସମୂହ ନମାଜ ପାଠ ଚାଲିଛି । ମାସେ ଧରି ରମଜାନ ପାଳନ ପରେ ତ୍ୟାଗର ଏହି ପର୍ବ ପାଳନ କରୁଛନ୍ତି ଇସଲାମ ଧର୍ମାବଲମ୍ବୀ। ପରସ୍ପରକୁ ଇଦର ଶୁଭେଚ୍ଛା!-->…
କାରଣ ଦର୍ଶାଅ ନୋଟିସର ଉତ୍ତର ନେଇ ପ୍ରତିକ୍ରିୟା ରଖିଲେ ପ୍ରମିଳା
ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟସଭା ନିର୍ବାଚନରେ ୬ ବିଜେଡି ବିଧାୟକ କ୍ରସ ଭୋଟିଂ କରିଥିଲେ। ଦଳୀୟ ହ୍ବିପ୍ ନମାନି ଏହି ବିଧାୟକମାନେ କ୍ରସ ଭୋଟିଂ କରଥିବାରୁ ଏହାକୁ ସହଜରେ ଗ୍ରହଣ କରିପାରିନଥିଲା ବିଜେଡି। ଏମିତିରେ ସୋ କଜ୍ ନୋଟିସ ଜାରି କରିଥିଲା ଦଳ। ଯାହାର ଉତ୍ତର ରଖିଛନ୍ତି!-->…
ସିଟି ଗ୍ୟାସ୍ ଡିଷ୍ଟ୍ରିବ୍ୟୁସନ ନେଇ ଏକ ନୀତି ପ୍ରଣୟନ ସମ୍ପର୍କରେ ବୈଠକ
ଭୁବନେଶ୍ୱର,( ରାଜ୍ୟ କାହାଣୀ)ସହରାଞ୍ଚଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ଏବଂ ସ୍ୱଚ୍ଛ ଶକ୍ତି ବ୍ୟବହାରକୁ ପ୍ରୋତ୍ସାହିତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ସିଟି ଗ୍ୟାସ୍ ଡିଷ୍ଟ୍ରିବ୍ୟୁସନ ନେଇ ଏକ ନୀତି ପ୍ରଣୟନ!-->…
ନିୟମିତ ହେଲେ ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଶିକ୍ଷକ
ରାଜ୍ୟକାହାଣୀ ( ଭୁବନେଶ୍ୱର )ଶୁକ୍ରବାର ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନିୟମିତ ହେଲେ ଚୁକ୍ତିଭିତ୍ତିକ ଭାବେ କାମ କରୁଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ । ୨୦୨୩-୨୪ ବର୍ଷରେ ନିଯୁକ୍ତି ପାଇଥିବା ଏହି ବର୍ଗର କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ!-->…
ସିକ୍ରେଟ କ୍ୟାମେରା ଓ ୫୮ ମହିଳାଙ୍କ ଭିଡିଓ କ୍ଲିପ: ଖୋଲିଲା ରସିକିଆ ଜ୍ୟୋତିଷଙ୍କ କଳାକାରନାମା
ମହାରାଷ୍ଟ୍ରର ନାସିକରେ ଜଣେ ୩୫ ବର୍ଷୀୟ ମହିଳାଙ୍କୁ ବାରମ୍ବାର ଦୁଷ୍କର୍ମ ସହ ବ୍ଲାକମେଲ କରିବା ଅଭିଯୋଗରେ ଜଣେ ଖ୍ୟାତନାମା ଜ୍ୟୋତିଷଙ୍କୁ ପୋଲିସ ଗିରଫ କରିଛି । ତାଙ୍କ ନାମ ଅଶୋକ ଖରାତ (୬୭) ବୋଲି ଜଣାପଡିଛି। ପୋଲିସ କହିଛି ଯେ ପୀଡିତା ପ୍ରଥମେ ୨୦୧୯ ମସିହାରେ ଜଣେ ସମ୍ପର୍କୀୟଙ୍କ ସହିତ!-->…
କାରଣ ଦର୍ଶାଅ ନୋଟିସର ଉତ୍ତର ରଖିଲେ ବିଜେଡିର ୩ ବିଧାୟକ
ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ନେଇ ବିଜେଡି ୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ କରିଥିଲା। ଏହାର ଉତ୍ତର ରଖିଛନ୍ତି ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ, ରମାକାନ୍ତ ଭୋଇ ଓ ଚକ୍ରମଣୀ କହଁର । ସେମାନେ ଉତ୍ତରରେ ଲେଖିଛନ୍ତି କି, ଦଳ ଆମ ଉପରେ!-->…
ପ୍ରେମାନନ୍ଦ ମହାରାଜ ଜୀଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନିଜର ଗସ୍ତ ସମୟରେ ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିଛନ୍ତି । ଆଜି ସକାଳେ ରାଷ୍ଟ୍ରପତି 'ଶ୍ରୀ ହିତ ରାଧା କେଳି କୁଞ୍ଜ ଆଶ୍ରମ'ରେ ପହଞ୍ଚିଥିଲେ, ଯେଉଁଠାରେ ସେ ପ୍ରେମାନନ୍ଦ ମହାରାଜଙ୍କ ଦର୍ଶନ କରିବା ସହ ତାଙ୍କ ସହ ଆଲୋଚନା!-->…
ଆଜିଠୁ ବଢିଲା ପ୍ରିମିୟମ ପେଟ୍ରୋଲ ଦାମ
ମଧ୍ୟପ୍ରାଚ୍ୟ ବିବାଦ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବାଧାପ୍ରାପ୍ତ ହେବା ମଧ୍ୟରେ, ଭାରତରେ ପ୍ରିମିୟମ୍ ପେଟ୍ରୋଲର ମୂଲ୍ୟ ୨.୩୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ।ଯାହା ୨୦ ମାର୍ଚ୍ଚରୁ ଲାଗୁ ହେବ। ସୂଚନା ଅନୁଯାୟୀ ବି ପି ସି ଏ ଲ ର ସ୍ପିଡ୍, ଏଚପିସିଏଲର ପାୱାର ଏବଂ ଆଇଓସିଏଲର!-->…