Browsing Category
ଆଜିର ଖବର
ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ଜନଗଣନାର ପ୍ରଥମ ପର୍ଯ୍ୟାୟ
ଭୁବନେଶ୍ୱର (ରାଜ୍ୟକାହାଣୀ )ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ଜନଗଣନାର ପ୍ରଥମ ପର୍ଯ୍ୟାୟ । ଏହାସହ ୨୦୨୭ ମସିହା ଫେବ୍ରୁଆରି ମାସରେ ହେବ ଜନଗଣନାର ଦ୍ଵିତୀୟ ପର୍ଯ୍ୟାୟ । ତେବେ ମିଳିଥିବା ସୂଚନା ଅନୁସାରେ, ପ୍ରଥମ ପର୍ଯ୍ୟାୟରେ ଘର ଏବଂ ଆସବାବ ପାତ୍ର ଗଣନା ହେବ। ଆଉ ଦ୍ଵିତୀୟ ପର୍ଯ୍ୟାୟରେ!-->…
ଇଣ୍ଟରନେଟ୍ରେ ଚାଇଲ୍ଡ ପର୍ଣ୍ଣ ଦେଖୁଛନ୍ତି କି ? ଡାଉନଲୋଡ୍ କରୁଛନ୍ତି କି ? ତାହେଲେ ସାବଧାନ୍
ଭାରତ ସରକାର ଶିଶୁ ସମ୍ପର୍କିତ ଓ ଶିଶୁ ଜଡ଼ିତ ଥିବା ଅଶ୍ଳୀଳ ଭିଡିଓର ସମସ୍ତ ୱେବ୍ସାଇଟ୍କୁ ନିଷେଧ କରିଛନ୍ତି । ସୁପ୍ରିମ୍କୋର୍ଟ ଏ ବିଷୟରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଦେଶରେ ଶିଶୁ ସମ୍ପର୍କିତ ଅଶ୍ଳୀଳ ଫଟୋ ଓ ଭିଡିଓକୁ ଦେଖିବା, ଇଣ୍ଟରନେଟ୍ରୁ ଡାଉନ୍ଲୋଡ୍ କରିବା ଏପରିକି ନିଜ!-->…
ଆଜିଠୁ ସ୍ୱାଭାବିକ ହେଲା ଧାନ କିଣା:ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜିଠୁ ସ୍ୱାଭାବିକ ହେଲା ଧାନ କିଣା। ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ମନ୍ତ୍ରୀ ସୂଚନା ଦେଇ କହିଛନ୍ତି ଯେ ୧୯ଟି ଜିଲ୍ଲାରେ ଆଜି ସୁଦ୍ଧା ୩.୧୫ ଲକ୍ଷ ଚାଷୀଙ୍କଠୁ ଧାନ ସଂଗ୍ରହ ହୋଇଛି। ୧୩ ଲକ୍ଷ ୯୩ ହଜାର ୮୬୭ ମେଟ୍ରିକ ଟନ୍ ଧାନ!-->…
ଅପରେସନ୍ ଚାଲିଥିଲା, ଲାଇନ୍ କଟିଗଲା; ଏମ୍କେସିଜିରେ ଅନ୍ଧାରରେ ରୋଗୀସେବା
ଭୁବନେଶ୍ୱର (ରାଜ୍ୟକାହାଣୀ )ବ୍ରହ୍ମପୁର ବଡ଼ଡାକ୍ତରଖାନାରେ ଅସ୍ତ୍ରୋପଚାର ସମୟରେ ବିଦ୍ୟୁତ ଚାଲିଯିବା କାରଣରୁ ଅନ୍ଧାରରେ ରୋଗୀ ସେବା କରାଯାଇଥିବା ଦେଖିବାକୁ ମିଳିଛି। ଦକ୍ଷିଣ ଓଡ଼ିଶାର ଏକମାତ୍ର ରେଫରାଲ ହସପିଟାଲ୍ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପ୍ରତିଦିନ କିଛି ନା କିଛି ସମସ୍ୟା ଲାଗି!-->…
କୁମ୍ଭୀର ଗଣନା ପାଇଁ ୩ ଦିନ ଭିତରକନିକା ବନ୍ଦ
ଭୁବନେଶ୍ୱର (ରାଜ୍ୟକାହାଣୀ )ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ। ଆସନ୍ତାକାଲିଠୁ ପର୍ଯ୍ୟଟକଙ୍କ ପାଇଁ ୩ ଦିନ ପାଇଁ ଭିତରକନିକା ବନ୍ଦ ନିଷ୍ପତ୍ତି ନିଆଯାଇଛି। କୁମ୍ଭୀର ଗଣନା ପାଇଁ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭିତରକନିକା ବନ୍ଦ ରହିବ ଭିତରକନିକା ସଂଲଗ୍ନ ନଦୀ ନାଳରେ ଗଣନା ହେବ। ସେହିପରି!-->…
ଆହୁରି ୩ ଦିନ ଯାଏଁ କଲବଲ କରିବ ଶୀତ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଜାଡ଼ରେ ଥରୁଛି ସାରା ଓଡ଼ିଶା । ସବୁଠି ପାରଦ ତଳମୁହାଁ । ଝାରସୁଗୁଡ଼ାରେ ୭୨ ବର୍ଷର ରେକର୍ଡ ଭାଙ୍ଗିଛି ଶୀତ ।ଝାରସୁଗୁଡ଼ାରେ ୫.୧ ଡିଗ୍ରୀ ଓ ବାଲେଶ୍ୱରରେ ୫.୬ ଡିଗ୍ରୀ ରହିଛି ତାପମାତ୍ରା। ସେହିପରି କେନ୍ଦୁଝର ୬.୪, ଚାନ୍ଦବାଲି ୫.୬ ଓ ପାରାଦୀପରେ ୬.୨ ଡିଗ୍ରୀ!-->…
ଡାକ୍ତରଙ୍କ ଆନ୍ଦୋଳନ ଜାରି, ୨ ଘଣ୍ଟା ପାଇଁ ବନ୍ଦ ରହିବ ଓପିଡି
ରାଜ୍ୟ କାହାଣୀ (ଭୁବନେଶ୍ଵର)ଡାକ୍ତର ସଂଘ(ଓମ୍ସା) ପକ୍ଷରୁ ଜାରି ରହିଥିବା ଆନ୍ଦୋଳନକୁ ପ୍ରଶମିତ କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର କଠୋର କାର୍ଯ୍ୟାନୁଷ୍ଠାନସ୍ବରୂପ ଜରୁରୀ ସେବା ପରିଚାଳନା ଆଇନ(ଏସ୍ମା) ଲାଗୁ କରାଯାଇଛି।ଡାକ୍ତରଙ୍କ ଆନ୍ଦୋଳନ ଜାରି ରହିବ । ପୂର୍ବ ଭଳି ଦୁଇ!-->…
୪ ଛାତ୍ର ପୋଡ଼ିଯିବା ଘଟଣା: ଶିକ୍ଷକଙ୍କ ଦରମା ବନ୍ଦ
ଭୁବନେଶ୍ୱର (ରାଜ୍ୟକାହାଣୀ )ନିଆଁରେ ପୋଡ଼ିହୋଇ ୪ ଛାତ୍ର ଗୁରୁତର ହେବା ଘଟଣା । ରାୟଗଡ଼ା ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ । ଏହା ପରେ ସେ ଶିକ୍ଷକଙ୍କ ଦରମା ବନ୍ଦ କରିବା ସହ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି । ଏସ୍ଡିପିଓଙ୍କ!-->…
୧୦ ଜାନୁଆରୀରୁ ଆରମ୍ଭ ହେବ ମେଗା ଶିଶିର ସରସ ମେଳା -୨୦୨୬
ଭୁବନେଶ୍ଵର,( ରାଜ୍ୟ କାହାଣୀ)ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନସ୍ଥ ଓରମାସ ଦ୍ଵାରା ଆସନ୍ତା ଜାନୁଆରୀ ୧୦ ତାରିଖରୁ ଆରମ୍ଭ ହେବାକୁ ଯାଉଛି ‘ଶିଶିର ସରସ-୨୦୨୬’। ଭୁବନେଶ୍ବରସ୍ଥିତ ଇଡ୍କୋ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହେବାକୁ ଥିବା ଏହି ମେଳା ୧୮ ତାରିଖ ପର୍ଯ୍ୟନ୍ତ!-->…
PUCC ଦ୍ବନ୍ଦ୍ବ ପରେ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ୍
ଭୁବନେଶ୍ୱର (ରାଜ୍ୟକାହାଣୀ )ଗାଡ଼ିର ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ତେଲ ମନା । ଏ ସଂକ୍ରାନ୍ତରେ ରାଜ୍ୟ ପରିବହନ କମିଶନରଙ୍କ ସ୍ପଷ୍ଟୀକରଣ ଲୋଡିଲେ ହାଇକୋର୍ଟ । ସେହିପରି ପୁରୁଣା ଜରିମାନା ଭରଣା ନକଲେ ପଲ୍ୟୁସନ ସାର୍ଟିଫିକେଟ୍ ମିଳିବ ନାହିଁ ବୋଲି ଯେଉଁ ନିର୍ଦ୍ଦେଶନାମା ଜାରି ହୋଇଛି ତା!-->…