Browsing Category

ଆଜିର ଖବର

ଭାରତରେ ଉଚ୍ଚଶିକ୍ଷାର ଅନ୍ତର୍ଜାତୀୟକରଣ ଉପରେ ନିତି ଆୟୋଗ ରିପୋର୍ଟ,ବିଦେଶୀ ଶିକ୍ଷାର୍ଥୀଙ୍କୁ ଆପଣାଇବାରେ କିଟ୍‍ ଦେଶର…

ଭୁବନେଶ୍ୱର ( ରାଜ୍ୟ କାହାଣୀ)ଉଚ୍ଚଶିକ୍ଷା ପାଇଁ ଓଡ଼ିଶା ବିଦେଶୀ ଛାତ୍ରଛାତ୍ରୀଙ୍କର ଏକ ପସନ୍ଦଯୋଗ୍ୟ ହବ୍‍ ରେ ପରିଣତ ହୋଇଛି। ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ବୃତ୍ତିଗତ ପ୍ରତିଷ୍ଠାନଗୁଡ଼ିକରେ ବିଦେଶୀ ଶିକ୍ଷାର୍ଥୀଙ୍କ ସଂଖ୍ୟା କ୍ରମାଗତ ବୃଦ୍ଧି ପାଉଛି ବୋଲି ନିକଟରେ ନିତି ଆୟୋଗର

PM Kisan Yojana: ଏହି ଦିନ ଚାଷୀଙ୍କ ଆକାଉଣ୍ଟଙ୍କୁ ଆସିବ କିସ୍ତି ଟଙ୍କା!

ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନାର ୨୨ତମ କିସ୍ତି ଟଙ୍କା ଫେବୃଆରୀ ୨୮ ସୁଦ୍ଧା ଜାରି ହେବାର ଆଶା କରାଯାଉଛି। ଏହି କିସ୍ତିରୁ ପ୍ରାୟ ଦଶ କୋଟି ଚାଷୀ ଉପକୃତ ହେବାର ସମ୍ଭାବନା ରହିଛି। ଚାଷୀମାନେ ପୂର୍ବରୁ ୨୧ଟି କିସ୍ତି ପାଇସାରିଛନ୍ତି କିନ୍ତୁ ସମସ୍ତେ ଏବେ ପରବର୍ତ୍ତୀ ଟଙ୍କା

ଉତ୍ତର ପ୍ରଦେଶରେ ସ୍ଵତନ୍ତ୍ର SIR ପରେ କଟିଲେ ୩ କୋଟି ଭୋଟର

ଉତ୍ତରପ୍ରଦେଶର ଭୋଟର ତାଲିକା ପାଇଁ ଏସଆଇଆର ପ୍ରକ୍ରିୟା ରେ ରାଜ୍ୟର ଡ୍ରାଫ୍ଟ ଭୋଟର ତାଲିକା ଆଜି ପ୍ରକାଶ ପାଇଛି । ରାଜ୍ୟର ମୁଖ୍ୟ ନିର୍ବାଚନ କମିଶନ ଡ୍ରାଫ୍ଟ ତାଲିକା ପ୍ରକାଶ କରିଛନ୍ତି। ଏହି ପ୍ରକ୍ରିୟାରେ ଉତ୍ତରପ୍ରଦେଶର ୨୮.୯ ନିୟୁତ ଭୋଟରଙ୍କ ନାମ ବାଦ ଦିଆଯାଇଛି । କମିସନଙ୍କ

ପକ୍ଷୀଙ୍କ ଗୋଡ଼ରେ ଲାଗିବ ସାଟେଲାଇଟ ଟ୍ରାନ୍ସମିଟର- ଜଙ୍ଗଲ ଓ ପରିବେଶ ମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ଚଳିତବର୍ଷ ପକ୍ଷୀଙ୍କ ଗୋଡରେ ଲାଗିବ ସାଟେଲାଇଟ ଟ୍ରାନ୍ସମିଟର । ୨୦ ପ୍ରଜାତିର ପକ୍ଷୀଙ୍କ ଗୋଡରେ ଟ୍ରାନ୍ସମିଟର ଲଗାଇବ ବନ ବିଭାଗ । ଏନେଇ ସୂଚନା ଦେଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ | ଏପରିକି ଚଳିତ ବର୍ଷ ଶୀତ ପରେ ଗ୍ରେଟର ଫ୍ଲେମିଙ୍ଗୋ

ପୁଣି ଶ୍ରୀମନ୍ଦିର ଭିତରେ ମିଳିଲା ବାହାର ଘିଅ, ୨ ସୁଆରଙ୍କୁ ନୋଟିସ ଜାରି

ଅନେକ ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିରରେ ଘିଅ ବ୍ୟବହାର ନେଇ ବିବାଦ ଉପୁଜିଛି । ଶ୍ରୀମନ୍ଦିର ପରିସରରେ ଓମଫେଡ ଘିଅ ବଦଳରେ ବାହାରୁ ଅନ୍ୟ ଖୋଲା ଘିଅ ମିଳିଥିବାବେଳେ ଏହାକୁ ଜବତ କରିଛି ଶ୍ରୀମନ୍ଦିର ପ୍ରଶାସନ । ଏ ସମ୍ପର୍କରେ ସୁଆର ମହାସୁଆର ନିଯୋଗକୁ ସୂଚିତ କରିଛି ଶ୍ରୀମନ୍ଦିର

ଲାଞ୍ଚ ନେଉଥିଲେ ଫରେଷ୍ଟର, ମାଡ଼ି ବସିଲା ଭିଜିଲାନ୍ସ

ଭୁବନେଶ୍ୱର (ରାଜ୍ୟକାହାଣୀ )ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ଜାଲରେ ପଡିଗଲେ ଫରେଷ୍ଟର ବାବୁ। ଲାଞ୍ଚୁଆ ଫରେଷ୍ଟରଙ୍କୁ ଧରିଲା ଭିଜିଲାନ୍ସ ଟିମ୍। ୧୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଫରେଷ୍ଟର ଅଶୋକ କୁମାର ନାୟକଙ୍କୁ ମାଡ଼ିବସିଲା ଭିଜିଲାନ୍ସ।ମଙ୍ଗଳବାର ସମ୍ବଲପୁର, ବରଗଡ଼, ସୋନପୁର ଓ

ମାଆର ମୃତ୍ୟୁ ସହି ପାରିଲେନି ପୁଅ। ହୃଦ୍‌ଘାତରେ ଚାଲିଗଲା ୪୫ ବର୍ଷୀୟ ପୁଅର ଜୀବନ

କୋରାପୁଟ ଜିଲ୍ଲା ଜୟପୁରରୁ ଆସିଛି ଏକ ହୃଦୟବିଦାରକ ଖବର । ମାଆର ମୃତ୍ୟୁ ସହି ପାରିଲେନି ପୁଅ। ହୃଦ୍‌ଘାତରେ ଚାଲିଗଲା ୪୫ ବର୍ଷୀୟ ପୁଅର ଜୀବନ। ଗୋଟିଏ ଘରୁ ଉଠିଲା ଦୁଇଟି କୋକେଇ। ଜୟପୁର ପରିଚ୍ଛା ସାହିରେ ରହୁଥିଲେ ମାଆ ଏବଂ ପୁଅ ।ସକାଳୁ ପୁଅ ନିଜ କାମ ସାରିବା ପାଇଁ ଜମିକୁ ଯାଇଥିଲା । କାମ

ବାଲେଶ୍ବର ପରେ ଟ୍ବିନ ସିଟିରେ ଲାଗିଲା କଟକଣା! ସଂଧ୍ୟା ୬ରୁ ସକାଳ ୧୦ ଯାଏଁ ନିର୍ମାଣ କାମ ବନ୍ଦ

ଭୁବନେଶ୍ୱର (ରାଜ୍ୟକାହାଣୀ )ବର୍ତ୍ତମାନ ରାଜ୍ୟର ଅନେକ ସ୍ଥାନରେ ପ୍ରଦୂଷଣ ମାତ୍ରା ବୃଦ୍ଧି ପାଉଥିବା ବେଳେ ଏହା ଏକ ପ୍ରକାର ଚିନ୍ତାର କାରଣ ସାଜିଛି ।ଗତକାଲି ବାଲେଶ୍ୱର ପୌରପାଳିକା ଓ ଅନ୍ୟ ଏଏନଏସି ମ୍ୟୁନିସିପାଲଟି ପାଇଁ ପ୍ରଦୂଷଣ କଟକଣା ଲଗାଇଛନ୍ତି ଜିଲ୍ଲାପାଳ । ଲଗାତର ଏକ୍ୟୁଆଇ

ଫେବ୍ରୁଆରୀ ୧ରୁ ନିୟମ ଲାଗୁ: ବୀମା ,ପ୍ରଦୂଷଣ ସାର୍ଟିଫିକେଟ୍ ନଥିଲେ ଫାସଟ୍ୟାଗ୍ କାମ କରିବ ନାହିଁ

ଭୁବନେଶ୍ୱର (ରାଜ୍ୟକାହାଣୀ )ଆଗକୁ ଗାଡ଼ି ମାଲିକଙ୍କ ଯନ୍ତ୍ରଣା ବଢ଼ିବାକୁ ଯାଉଛି। ଯଦି ଗାଡ଼ି ଉପରେ କିଛି ଜରିମାନା ଅଛି, ବୀମା ନାହିଁ, ପ୍ରଦୂ‌ଷଣ ସାର୍ଟିଫିକେଟ୍ ନାହିଁ; ତେବେ ଫାସ୍‌ଟ୍ୟାଗ୍ ଆକ୍ଟିଭେଟ୍ ହେବନି। ଫେବ୍ରୁଆରୀ ୧ରୁ ଏହି ନିୟମ ଲାଗୁ ହେବ । କେନ୍ଦ୍ର ସଡ଼କ ପରିବହନ ଓ ଜାତୀୟ

ମାନସିକ ବିକାରଗ୍ରସ୍ତ ଯୁବତୀଙ୍କୁ ଗଣବଳାତ୍କାର

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ପୁଣି ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ । ରାୟଗଡା ଜିଲ୍ଲା ଗୁଡାରି ଥାନା ଅନ୍ତର୍ଗତ ନାଇରା ଗ୍ରାମରେ ଏଭଲି ଅଭାବନୀୟ ଘଟଣା ଘଟିଛି । ଗତକାଲି ଦିନବେଳା ଏହି ଅଘଟଣ ଘଟିଥିବା ବେଳେ ଗୁଡାରି ଥାନାରେ ରାତିରେ ଅଭିଯୋଗ ହୋଇଥିବା ଜଣାପଡିଛି ।ସୋମବାର ଅପରାହ୍ନ