Browsing Category
ଆଜିର ଖବର
ଏକାଧିକ ନାବାଳିକାଙ୍କ ଅଶ୍ଳୀଳ ଭିଡ଼ିଓ ଭାଇରାଲ କରି ଗିରଫ ହେଲେ ଯୁବକ
ଭୁବନେଶ୍ୱର (ରାଜ୍ୟକାହାଣୀ )ନାବାଳିକାଙ୍କ ଅଶ୍ଲୀଳ ଭିଡିଓକୁ ବିଭିନ୍ନ ହ୍ୱାଟସ୍ଆପ୍ ଗ୍ରୁପ୍ରୁ ଓ ସୋସିଆଲ୍ ମିଡିଆରେ ବାରମ୍ବାର ଫରୱାଡ୍ କରିବା ଅଭିଯୋଗରେ କଟକ ସାଇବର୍ ଥାନା ପୁଲିସ ମୁକେଶ ବାରିକକୁ ଗିରଫ କରି କୋର୍ଟ ଚାଲାଣ କରିଛି । ମୁକେଶର ଘର ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା!-->…
ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି
ବୁଧବାର ଚତୁର୍ଥୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଶ୍ରୀମୁଖ ସିଂହାର ତଥା ବନକଲାଗି ନୀତି ହେବ। ଏଥିପାଇଁ ଅପରାହ୍ଣରେ ଦର୍ଶନ କଟକଣା ରହିବ। ବନକଲାଗି ସମୟରେ ସର୍ବସାଧାରଣ ଠାକୁର ଦର୍ଶନ ୪ ରୁ ୫ ଘଣ୍ଟା ବନ୍ଦ ରହିବ।ଦ୍ୱିତୀୟ ଭୋଗମଣ୍ଡପ ପରେ ଠାକୁରଙ୍କ ଏହି ସ୍ୱତନ୍ତ୍ର ନୀତି ହେବ ।!-->…
ଭେନେଜୁଏଲାରେ ମାତ୍ର ୧ ଟଙ୍କାରେ ମିଳେ ୧ ଲିଟର ପେଟ୍ରୋଲ!
ଭେନେଜୁଏଲାର ରାଷ୍ଟ୍ରପତି ନିକୋଲାସ ମାଦୁରୋଙ୍କୁ ଆମେରିକୀୟ ସାମରିକ କାର୍ଯ୍ୟାନୁଷ୍ଠାନରେ ଅଟକ ରଖାଯାଇଛି। ଏହି ଖବର ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି| ଏହି ଦକ୍ଷିଣ ଆମେରିକୀୟ ଦେଶ ପ୍ରାକୃତିକ ସମ୍ପଦରେ ଏତେ ସମୃଦ୍ଧ ଯେ ଏହା ଅତୁଳନୀୟ । ଏହା ଅଶୋଧିତ ତୈଳର ଏକ ସମ୍ପତ୍ତି, ଯାହା ବିଶ୍ବର!-->…
ଅଳିଆ ଉଠାଇବାକୁ ଏଣିକି ବିଏମସି ନେବ ୟୁଜର ଫି
ଭୁବନେଶ୍ୱର (ରାଜ୍ୟକାହାଣୀ )ନୂଆବର୍ଷରେ ସହରବାସୀଙ୍କ ଉପରେ ୟୁଜର୍ ଫି’ ବୋଝ ଲଦିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)। ଏଣିକି ଅଳିଆ ଦେବେ, ଟଙ୍କା ଗଣିବେ ରାଜଧାନୀବାସୀ। ଘର, ହୋଟେଲ, ସପିଂ ମଲ, କାଫେ, ହାଟ, ଶିକ୍ଷାନୁଷ୍ଠାନ, ମଦ ଦୋକାନ, ଢ଼ାବା, କ୍ଲାଉଡ୍ କିଚେନ, ଗୋଦାମ, ରୋଡ୍!-->…
ବଙ୍ଗୋପସାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ରାଜ୍ୟ କାହାଣୀ (ଭୁବନେଶ୍ଵର)ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ସଲଗ୍ନ ପୂର୍ବ ବିଷୁବରେଖା ନିକଟସ୍ଥ ଭାରତ ମହାସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ସ୍ପଷ୍ଟ ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର!-->…
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ଓଡ଼ିଶାର ୧୫ତମ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚାରିଆଡୁ ଶୁଭେଚ୍ଛାର ବାର୍ତ୍ତା ଛୁଟୁଛି ।
ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆରେ ଲେଖିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଜନ୍ମଦିନର!-->!-->!-->…
ସ୍କୁଲ ପରିସରରେ ନିଆଁରେ ପୋଡ଼ି ହୋଇ ୪ଜଣ ଛାତ୍ର ଗୁରୁତର
ରାୟଗଡାରେ ବିଦ୍ୟାଳୟରେ ଖେଳୁଥିବା ବେଳେ ବଡ ଅଘଟଣ । ପାଇକଡାକୁଲଗୁଡା ହାଇସ୍କୁଲରେ ପୋଡିହୋଇ ୪ ଛାତ୍ର ଗୁରୁତର ଆହତ ହୋଇଛନ୍ତି । ୪ ଛାତ୍ରଙ୍କ ଉପରେ ଥିନର ଢାଳି ନିଆଁ ଲଗାଇଦେଲେ ଆଉ ଜଣେ ଛାତ୍ର । ନିଆଁ ଲାଗିବା ପରେ ତୁରନ୍ତ ଗୁରୁତର ଛାତ୍ରମାନଙ୍କୁ ବିଷମକଟକର ଏକ ଘରୋଇ ହସ୍ପିଟାଲରେ!-->…
ବିଶ୍ବର ସବୁଠାରୁ ବଡ଼ ଶିବଲିଙ୍ଗ
ତାମିଲନାଡୁର ମହାବଲୀପୁରମରୁ ବିହାରର ଗୋପାଳଗଞ୍ଜ ସହରରେ ପହଞ୍ଚିଛି ବିଶ୍ବର ସବୁଠାରୁ ବଡ଼ ଶିବଲିଙ୍ଗ । ମିଳିଥିବା ସୂଚନା ଅନୁସାରେ, ଏହି ବିଶାଳ ଶିବଲିଙ୍ଗ ବିହାରର ପୂର୍ବ ଚମ୍ପାରଣରେ ଥିବା ବିଶାଳ ରାମାୟଣ ମନ୍ଦିରରେ ସ୍ଥାପିତ କରାଯିବ । ବିହାର ଯିବା ବାଟରେ ଶିବଲିଙ୍ଗ ଗୋପାଳଗଞ୍ଜରେ!-->…
ସରକାରଙ୍କ ସହ ଆଲୋଚନା ବିଫଳ: ମିଲରଙ୍କ ଆନ୍ଦୋଳନ ଜାରି ରଖିବାକୁ ନିଷ୍ପତ୍ତି
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ସୃଷ୍ଟି ହୋଇପାରେ ଚାଉଳ ସଙ୍କଟ। ବିଭିନ୍ନ ଦାବିକୁ ନେଇ ରାଜ୍ୟ ସରକାରଙ୍କ ସହ ଚାଉଳ ମିଲର ସଂଘର ଆଲୋଚନା ବିଫଳ ହୋଇଛି। ଫଳରେ ମିଲରମାନେ ସେମାନଙ୍କ ଆନ୍ଦୋଳନ ଜାରି ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଆଜି ବିଭିନ୍ନ ଦାବି ନେଇ ଯୋଗାଣ ବିଭାଗ ଏମଡିଙ୍କ ସହ!-->…
ନିଲମ୍ବିତ ହେଲେ କଟକ CRRI ଥାନା ଅଧିକାରୀ ବିଜୟ କୁମାର ବାରିକ
ଭୁବନେଶ୍ୱର (ରାଜ୍ୟକାହାଣୀ )ନିଲମ୍ବିତ ହେଲେ କଟକ CRRI ଥାନା ଅଧିକାରୀ ବିଜୟ କୁମାର ବାରିକ। ତାଙ୍କୁ ପୋଲିସ ଡିଜି ୱାଇ.ବି ଖୁରାନିଆ ନିଲମ୍ବନ କରିଛନ୍ତି। ସୂଚନାଯୋଗ୍ୟ, ଗତକାଲି ଲାଞ୍ଚ ନେବା ବେଳେ ଧରାପଡ଼ିଥିଲେ କଟକ ସିଆରଆରଆଇ ଥାନାର ଆଇଆଇସି। ଭୁବନେଶ୍ୱର ରାଜମହଲ ଛକରୁ ବିଜୟ ବାରିକଙ୍କୁ!-->…