Browsing Category

ଆଜିର ଖବର

ସରକାରଙ୍କ ସହ ଆଲୋଚନା ବିଫଳ: ମିଲରଙ୍କ ଆନ୍ଦୋଳନ ଜାରି ରଖିବାକୁ ନିଷ୍ପତ୍ତି

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ସୃଷ୍ଟି ହୋଇପାରେ ଚାଉଳ ସଙ୍କଟ। ବିଭିନ୍ନ ଦାବିକୁ ନେଇ ରାଜ୍ୟ ସରକାରଙ୍କ ସହ ଚାଉଳ ମିଲର ସଂଘର ଆଲୋଚନା ବିଫଳ ହୋଇଛି। ଫଳରେ ମିଲରମାନେ ସେମାନଙ୍କ ଆନ୍ଦୋଳନ ଜାରି ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଆଜି ବିଭିନ୍ନ ଦାବି ନେଇ ଯୋଗାଣ ବିଭାଗ ଏମଡିଙ୍କ ସହ

ନିଲମ୍ବିତ ହେଲେ କଟକ CRRI ଥାନା ଅଧିକାରୀ ବିଜୟ କୁମାର ବାରିକ

ଭୁବନେଶ୍ୱର (ରାଜ୍ୟକାହାଣୀ )ନିଲମ୍ବିତ ହେଲେ କଟକ CRRI ଥାନା ଅଧିକାରୀ ବିଜୟ କୁମାର ବାରିକ। ତାଙ୍କୁ ପୋଲିସ ଡିଜି ୱାଇ.ବି ଖୁରାନିଆ ନିଲମ୍ବନ କରିଛନ୍ତି। ସୂଚନାଯୋଗ୍ୟ, ଗତକାଲି ଲାଞ୍ଚ ନେବା ବେଳେ ଧରାପଡ଼ିଥିଲେ କଟକ ସିଆରଆରଆଇ ଥାନାର ଆଇଆଇସି। ଭୁବନେଶ୍ୱର ରାଜମହଲ ଛକରୁ ବିଜୟ ବାରିକଙ୍କୁ

ଭିଜିଲାନ୍ସ ଜାଲରେ ଦୁଇ ଅଧିକାରୀ : ବିଲ୍ ପାସ୍ କରିବା ପାଇଁ ନେଉଥିଲେ ଲାଞ୍ଚ

ମୟୂରଭଞ୍ଜ ଜିଲା ଉଦଳା ଉଠା ଜଳସେଚନ ବିଭାଗର ଦୁଇ ଅଧିକାରୀ ଶ୍ରୀ ହରେକୃଷ୍ଣ ସିଂହ ଏବଂ ଶ୍ରୀ ସୁବ୍ରତ ମହାନ୍ତିଙ୍କୁ ଧରିଛି ଭିଜିଲାନ୍ସ ଟିମ୍‌ । ଠିକାଦାରଙ୍କ ଠାରୁ ତାଙ୍କର ବାକି ବିଲ୍‌ ପରିଶୋଧ କରିବା ପାଇଁ ୬୦ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗିରଫ କରାଯାଇଛି ।ଏଇଇ ୩୨ ହଜାର ଟଙ୍କା

ବିଳମ୍ୱରେ ଆସିବାରୁ ଅଧିକାରୀଙ୍କ ପ୍ରବେଶକୁ ବାରଣ କଲେ ଜିଲ୍ଲାପାଳ, ୧ ଘଣ୍ଟା ଧରି ଛିଡ଼ାହେଲେ

ରାୟଗଡ଼ାଠାରେ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ ଜିଲ୍ଲାସ୍ତରୀୟ ଅଧିକାରୀ ନିର୍ଦ୍ଧାରିତ ସମୟଠାରୁ ବିଳମ୍ବରେ ପହଞ୍ଚିଥିଲେ । ବିଳମ୍ବରେ ଆସିବାରୁ ଅଭିଯୋଗ ଶୁଣାଣି ଶିବିର ଭିତରକୁ ପ୍ରବେଶ କରିବା ପାଇଁ ଜିଲ୍ଲାପାଳ ବାରଣ କରିଛନ୍ତି । ଯାହା ପରେ ପ୍ରଶାସନିକ ମହଲରେ ହଲଚଲ ସୃଷ୍ଟି

ଖୁବଶୀଘ୍ର ଦେବ୍ରିଗଡ଼କୁ ଆସିବେ ୨ ନୂଆ ବାଘ

ଭୁବନେଶ୍ୱର (ରାଜ୍ୟକାହାଣୀ )ଦେବ୍ରିଗଡ଼କୁ ଆସିବେ ୨ ନୂଆ ବାଘ । ନ୍ୟାସନାଲ ଟାଇଗର କନଜରଭେସନ ସହ ଆମେ ଯୋଗାଯୋଗରେ ଅଛୁ । ଭବିଷ୍ୟତରେ ବାଘ ଆଣିବା ନେଇ ଯୋଜନା ରହିଛି ବୋଲି ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଷରାମ ସିଂ ଖୁଣ୍ଟିଆ ।ମନ୍ତ୍ରୀ କହିଛନ୍ତି, ଶିମିଳିପାଳକୁ

ଆଜି ଶ୍ରୀନଅରରେ ଅନୁଷ୍ଠିତ ହେବ ଗଜପତି ମହାରାଜାଙ୍କ ପୁଷ୍ୟାଭିଷେକ

ପୁରୀ ଗଜପତି ମହାରାଜାଙ୍କ ଶ୍ରୀନଅରରେ ପାରମ୍ପରିକ ରୀତିରେ ଆଜି ଅନୁଷ୍ଠିତ ହବ ପୁଷ୍ୟାଭିଷେକ। ଏହି ଅବସରରେ ଗଜପତି ମହାରାଜା ସିଂହାସନ ଆରୋହଣ କରିବା ସହ ଅଭିଷିକ୍ତ ହେବେ।ଅଭିଷକ ନୀତି,ଶ୍ରୀନହରରେ ବରୁଣ ପୂଜା, ପଞ୍ଚଦେବତା ପୂଜା, ବର୍ଦ୍ଧନି କଳସୀ ପୂଜା ଏବଂ ରାମାଭିଷେକ ପଟିପୂଜା ଅନୁଷ୍ଠିତ

ଆମ ବସରେ ନିଜେ ଯାଇ ସ୍ଥିତି ପରଖିଲେ ପରିବହନ କମିଶନର

ଭୁବନେଶ୍ୱର (ରାଜ୍ୟକାହାଣୀ )ଆମ ବସ୍ ଦୁର୍ଘଟଣା ପରେ ଆକ୍ସନ ମୋଡକୁ ଆସିଛି ପରିବହନ ବିଭାଗ । ସାରା ରାଜ୍ୟରେ ମୋ ବସ୍ ଡ୍ରାଇଭରଙ୍କୁ ଯାଞ୍ଚ କରାଯାଉଥିବା ବେଳେ ଆଜି ଆମ ବସ୍‌ରେ ନିଜେ ଯାଇ ସ୍ଥିତି ପରଖିଲେ ପରିବହନ କମିଶନର ।୧୭ ନଂ ବସରେ ବସି ଯାତ୍ରୀଙ୍କ ମତାମତ ନେବା ସହ ଆମ ବସର ସୁରକ୍ଷା

ଜୟଦେବ ବିହାର ଏବଂ ଏଜି ଛକରେ ଲାଗିବ ଏୟାର ପ୍ୟୁରିଫାୟର୍

ଭୁବନେଶ୍ୱର (ରାଜ୍ୟକାହାଣୀ )ପ୍ରଦୂଷଣକୁ ନେଇ ଦେଶର ରାଜଧାନୀ ଦିଲ୍ଲୀ ଚିନ୍ତାଜନକ ସ୍ଥିତିରେ ରହିଥିବା ବେଳେ ଓଡ଼ିଶାର ବାୟୁ ମାନ ଏବେ ଚିନ୍ତାର କାରଣ ସାଜିଛି। ଦିନକୁ ଦିନ ପ୍ରଦୂଷଣରେ ରେକର୍ଡ ଭାଙ୍ଗୁଛି ଓଡ଼ିଶା। ଦେଶର ସର୍ବାଧିକ ପ୍ରଦୂଷିତ ୪ ସହର ଭିତରେ ଓଡ଼ିଶାର ତାଳଚେର, ବାରିପଦା ଓ

କାର୍ଯ୍ୟରେ ଯୋଗ ଦେବାକୁ ଡାକ୍ତରଙ୍କୁ ଅପିଲ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )କାର୍ଯ୍ୟରେ ଯୋଗ ଦେବାକୁ ଡାକ୍ତରଙ୍କୁ ଅପିଲ୍ କରିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ଡାକ୍ତରଙ୍କ ଆନ୍ଦୋଳନକୁ ନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଡାକ୍ତରମାନେ ରୋଗୀ ସେବା କାର୍ଯ୍ୟରେ ଯୋଗ ଦିଅନ୍ତୁ।

ଜାତୀୟ ପକ୍ଷୀ ଦିବସ

ଜାତୀୟ ପକ୍ଷୀ ଦିବସ ପରିବେଶ ସଂରକ୍ଷଣରେ ଲୋକଙ୍କୁ ନିୟୋଜିତ କରିବାର ଏକ ବ୍ୟାପକ ପ୍ରୟାସର ଅଂଶ। ଏହା ବିଶ୍ୱ ପ୍ରବାସୀ ପକ୍ଷୀ ଦିବସ ଏବଂ ଜୈବିକ ବିବିଧତା ପାଇଁ ଅନ୍ତର୍ଜାତୀୟ ଦିବସ ଭଳି ବିଶ୍ୱସ୍ତରୀୟ ପଦକ୍ଷେପ ସହିତ ସମନ୍ୱିତ, ଯାହା ବନ୍ୟପ୍ରାଣୀଙ୍କୁ ସୁରକ୍ଷା ଦେବାର ଆବଶ୍ୟକତାକୁ ମଧ୍ୟ