Browsing Category
ଆଜିର ଖବର
ଜାତୀୟ ପକ୍ଷୀ ଦିବସ
ଜାତୀୟ ପକ୍ଷୀ ଦିବସ ପରିବେଶ ସଂରକ୍ଷଣରେ ଲୋକଙ୍କୁ ନିୟୋଜିତ କରିବାର ଏକ ବ୍ୟାପକ ପ୍ରୟାସର ଅଂଶ। ଏହା ବିଶ୍ୱ ପ୍ରବାସୀ ପକ୍ଷୀ ଦିବସ ଏବଂ ଜୈବିକ ବିବିଧତା ପାଇଁ ଅନ୍ତର୍ଜାତୀୟ ଦିବସ ଭଳି ବିଶ୍ୱସ୍ତରୀୟ ପଦକ୍ଷେପ ସହିତ ସମନ୍ୱିତ, ଯାହା ବନ୍ୟପ୍ରାଣୀଙ୍କୁ ସୁରକ୍ଷା ଦେବାର ଆବଶ୍ୟକତାକୁ ମଧ୍ୟ!-->…
କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ମାମଲା ;ଭୁବନେଶ୍ୱର ଏମସକୁ ଚିକିତ୍ସା ସଂପର୍କିତ ତଥ୍ୟ ମାଗିଲା କଟକ ମର୍କତ ନଗର…
ଭୁବନେଶ୍ୱର (ରାଜ୍ୟକାହାଣୀ )କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ମାମଲା। ଭୁବନେଶ୍ଵର ଏମ୍ସକୁ ହ୍ୟୁମାନ ସାଗରଙ୍କ ଚିକିତ୍ସା ସମ୍ପର୍କିତ ତଥ୍ୟ ମାଗିଲା ପୋଲିସ। ଶବ ବ୍ୟବଚ୍ଛେଦ ସମ୍ବନ୍ଧୀୟ ତଥ୍ୟ ପ୍ରଦାନ କରିବାକୁ ନୋଟିସ ଜାରି କରିଛି କମିଶନରେଟ ପୋଲିସ । ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ!-->…
ଭାରତକୁ ଟ୍ରମ୍ପଙ୍କ ଚେତାବନୀ, ପୁଣି ଦେଖାଇଲେ ଟାରିଫ୍ ଭୟ
ଭାରତକୁ ଟ୍ରମ୍ପଙ୍କ ଚେତାବନୀ । ପୁଣି ଭାରତକୁ ଟାରିଫ୍ ଭୟ ଦେଖାଇଲେ ଡୋନାଲ୍ଡ ଟ୍ରମ୍ପ । ଭାରତ ରୁଷ ତୈଳ କିଣିବା ନେଇ ଚେତାବନୀ ଦେଲେ ଆମେରିକା ରାଷ୍ଟ୍ରପତି । କହିଛନ୍ତି, ମୋଦି ଜଣେ ଭଲ ବ୍ୟକ୍ତି, କିନ୍ତୁ ସେ ଜାଣିଛନ୍ତି ମୁଁ ଖୁସି ନୁହେଁ । ମୋତେ ଖୁସି କରିବା ସବୁଠୁ ଗୁରୁତ୍ବପୂର୍ଣ୍ଣ ।!-->…
ରାଜ୍ୟରେ ପୁଣି ଶୀତ ବଢ଼ିବ, ୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ କୁହୁଡ଼ି ନେଇ ପାଣିପାଗ ବିଭାଗର ଆକଳନ
ଭୁବନେଶ୍ୱର (ରାଜ୍ୟକାହାଣୀ )ସୋମବାରଠାରୁ ରାଜ୍ୟରେ ପୁଣି ଶୀତ ବଢ଼ିବ । ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ କମିବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନକୁ ଥରାଇବ ଶୀତ । ପାଣିପାଗ ବିଭାଗ ଏଭଳି ଆକଳନ କରିଛି ।ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ଏଭଳି ଘନ!-->…
ରାଜ୍ୟ ବିଭିନ୍ନ ସରକାରୀ ହସ୍ପିଟାଲରେ ୨ ଘଣ୍ଟା ଲେଖାଏଁ ଓପିଡି ବନ୍ଦ
ରାଜ୍ୟ କାହାଣୀ (ଭୁବନେଶ୍ଵର)ଆଜିଠୁ ୨ ଘଣ୍ଟା ଓପିଡି ବନ୍ଦ । ଏଭଳି ଚରମ ନିଷ୍ପତ୍ତି ନେଇଛି ଓମସା । ସରକାର ଡାକ୍ତରଙ୍କ ଦାବି ଶୁଣୁନଥିବାରୁ ସେମାନେ ନିଜ ଜିଦରେ ଅଟଳ ରହିଛନ୍ତି । ବିଭିନ୍ନ ସରକାରୀ ହସ୍ପିଟାଲରେ ସକାଳ ୯ଟାରୁ ଦିନ ୧୧ଟା ଓପିଡି ବନ୍ଦ ରହିବା ଯୋଗୁଁ ସ୍ଥିତି ବିଗିଡ଼ିବ । !-->…
୨୮ଟି ନୂଆ ଏନ୍ଏସି ପାଇଁ ଚୂଡ଼ାନ୍ତ ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ୱର (ରାଜ୍ୟକାହାଣୀ )୨୮ଟି ନୂଆ ଏନ୍ଏସି ପାଇଁ ଚୂଡ଼ାନ୍ତ ବିଜ୍ଞପ୍ତି ପ୍ରକାଶ ପାଇଛି । ସମସ୍ତ ବିଡିଓଙ୍କୁ ପ୍ରଶାସନିକ ଅଧିକାରୀ ଦାୟିତ୍ବ ଦିଆଯାଇଛି । ନୂଆ ଏନ୍ଏସି ପାଇଁ ଅନୁଦାନ ପ୍ରଦାନ କରାଯାଇଛି । ନୂଆ କାର୍ଯ୍ୟାଳୟ ନିର୍ମାଣରେ ଖର୍ଚ୍ଚ ହେବ ୬ କୋଟି । ରାସ୍ତା ପାଇଁ ୫୦!-->…
ରୁପାଲି ଛକରେ ଦିନରେ ନେଲା ଅଟୋ ଚାଳକଙ୍କ ଜୀବନ, ଏବେ ସ୍କୁଟିକୁ ପିଟିଲା ଆମ ବସ୍
ଭୁବନେଶ୍ୱର (ରାଜ୍ୟକାହାଣୀ )ଦୁର୍ଘଟଣା ପାଇଁ ରୁପାଲି ଛକକୁ ବାଛି ନେଇଛି ଆମ ବସ୍। ସକାଳେ ଅଟୋକୁ ଧକ୍କା ଦେଲା ଆଉ ଏବେ ସ୍କୁଟିକୁ। ସୂଚନା ଅନୁସାରେ, ରୂପାଲି ଛକରେ ୮୨ ନମ୍ବର ରୁଟ୍ର 'ଆମ ବସ୍' ଏକ ସ୍କୁଟିକୁ ଧକ୍କା ଦେବାରୁ ଉତ୍ତେଜନା ପ୍ରକାଶ ପାଇଛି । ଟ୍ରାଫିକ୍ ଉପରେ ଲୋକେ 'ଆମ ବସ୍'!-->…
ଚିଲିକାର ପୁନରୁଦ୍ଧାର ପାଇଁ ହେବ DPR-ପୃଥୱୀରାଜ ହରିଚନ୍ଦନ
ଭୁବନେଶ୍ୱର (ରାଜ୍ୟକାହାଣୀ )ଚିଲିକାର ହେବ ସୌନ୍ଦର୍ଯ୍ୟକରଣ। ପାଇବ ନୂଆ ରୂପ। ଚିଲିକା ଆଖପାଖ ଅଞ୍ଚଳକୁ କରାଯିବ ଉନ୍ନତିକରଣ । ସମ୍ପୂର୍ଣ୍ଣ ଅବରୋଧ ମୁକ୍ତ ହେବ ଚିଲିକା ହ୍ରଦ । ଏନେଇ ଆଇଆଇଟି ମାଡ୍ରାସ୍ ଓଷନୋଗ୍ରାଫି ସହ ବୁଝାମୁଣା ସ୍ବାକ୍ଷରିତ ହୋଇଛି। ୧୫ ଶହରୁ ୨ ହଜାର କୋଟିର ଡିପିଆର୍!-->…
ମାର୍ଚ୍ଚ ୨୦୨୬ ସୁଦ୍ଧା ବନ୍ଦ ହୋଇଯିବ କି ୫୦୦ ଟଙ୍କିଆ ନୋଟ୍?
ସୋସିଆଲ୍ ମିଡିଆରେ ଗୋଟେ ଖବର ଭାଇରାଲ ହେଉଛି। ୨୦୨୬ ମାର୍ଚ୍ଚ ପରେ ମାର୍କେଟ୍ରୁ ୫୦୦ ଟଙ୍କିଆ ନୋଟ୍ ହଟାଇ ନେବ ଆର୍ବିଆଇ। ଅର୍ଥାତ୍ ଏହି ନୋଟ୍ ଆଉ ପ୍ରଚଳନ ହେବ ନାହିଁ। ସରକାରି ସଂସ୍ଥା PIB ତରଫରୁ ସୋସିଆଲ ମିଡିଆ ଏକ୍ସରେ ଏହି ମସେଜ୍ କୁ ଖଣ୍ଡନ କରାଯାଇଛି । PIB ତରଫରୁ କୁହାଯାଇଛି!-->…
ସ୍ବର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ହେଉଛି ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଶିଷ୍ଟ ରାଜନୀତିଜ୍ଞ ସ୍ବର୍ଗତ ଜାନକୀବଲ୍ଲଭ ପଟ୍ଟନାୟକ ଜନ୍ମ ଶତବାର୍ଷିକୀ । ଜାନକୀଙ୍କ ଶତବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।ଏହାପରେ!-->…