Browsing Category
ଆଜିର ଖବର
ମାର୍ଚ୍ଚ ୨୦୨୬ ସୁଦ୍ଧା ବନ୍ଦ ହୋଇଯିବ କି ୫୦୦ ଟଙ୍କିଆ ନୋଟ୍?
ସୋସିଆଲ୍ ମିଡିଆରେ ଗୋଟେ ଖବର ଭାଇରାଲ ହେଉଛି। ୨୦୨୬ ମାର୍ଚ୍ଚ ପରେ ମାର୍କେଟ୍ରୁ ୫୦୦ ଟଙ୍କିଆ ନୋଟ୍ ହଟାଇ ନେବ ଆର୍ବିଆଇ। ଅର୍ଥାତ୍ ଏହି ନୋଟ୍ ଆଉ ପ୍ରଚଳନ ହେବ ନାହିଁ। ସରକାରି ସଂସ୍ଥା PIB ତରଫରୁ ସୋସିଆଲ ମିଡିଆ ଏକ୍ସରେ ଏହି ମସେଜ୍ କୁ ଖଣ୍ଡନ କରାଯାଇଛି । PIB ତରଫରୁ କୁହାଯାଇଛି!-->…
ସ୍ବର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ହେଉଛି ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଶିଷ୍ଟ ରାଜନୀତିଜ୍ଞ ସ୍ବର୍ଗତ ଜାନକୀବଲ୍ଲଭ ପଟ୍ଟନାୟକ ଜନ୍ମ ଶତବାର୍ଷିକୀ । ଜାନକୀଙ୍କ ଶତବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।ଏହାପରେ!-->…
ଶ୍ରୀମନ୍ଦିର ସୁରକ୍ଷାରେ ପୁଣି ତ୍ରୁଟି, ବଡ଼ଦେଉଳ ଭିତରୁ ବାହାରିଲା ଜୋତା
ପୁଣି ଅସୁରକ୍ଷିତ ହୋଇ ପଡିଛି ଶ୍ରୀମନ୍ଦିର । ଆଜି ଶ୍ରୀମନ୍ଦିର ସୁରକ୍ଷାରେ ପୁଣି ଏକ ବଡ ତ୍ରୁଟି ପରିଲିକ୍ଷିତ ହୋଇଥିବା ଦେଖିବାକୁ ମିଳିଛି । କେହି ଜଣେ ବ୍ୟକ୍ତି ଶ୍ରୀମନ୍ଦିର ଭିତରକୁ ଜୋତା ପିନ୍ଧି ପ୍ରବେଶ କରିଥିବା ଦେଖିବାକୁ ମିଳିଛି ।ଯାହା ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇବା!-->…
ସାଟେଲାଇଟ ସର୍ଭେରୁ ଧରାପଡିଲା ଫେକ ଧାନ ଚାଷ ପ୍ଲଟ
ରାଜ୍ୟ କାହାଣୀ (ଭୁବନେଶ୍ଵର)ସାଟେଲାଇଟ ସର୍ଭେରୁ ଧରାପଡିଲା ଫେକ ଧାନ ଚାଷ ପ୍ଲଟ । ଇନପୁଟ ସବସିଡି ଲୋଭରେ ଫେକ ପ୍ଲଟ ପଞ୍ଜୀକୃତ କରିଛନ୍ତି । ୨୫ ଲକ୍ଷ ପ୍ଲଟର ସାଟେଲାଇଟ ସର୍ଭେରେ ୧୯ଟି ଫେକ ପ୍ଲଟ ରହିଛି । ଏନେଇ ତଥ୍ୟ ଉପସ୍ଥାପନା କଲା ସମବାୟ ବିଭାଗ । ୩୦ଟି ଜିଲ୍ଲାରେ ୨୬ ଲକ୍ଷ ୧୪ ହଜାର!-->…
ଆଜିଠୁ ଆରମ୍ଭ ପବିତ୍ର ମାଘ ମେଳା : ସଙ୍ଗମରେ ବୁଡ ପକାଇବା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ
ଧର୍ମନଗରୀ ପ୍ରୟାଗରାଜର ପବିତ୍ର ତ୍ରିବେଣୀ ସଙ୍ଗମ କୂଳରେ ଆଜିଠାରୁ ବିଶ୍ୱପ୍ରସିଦ୍ଧ 'ମାଘ ମେଳା ୨୦୨୬' ଆରମ୍ଭ ହୋଇଛି। ଆଜି ପୌଷ ପୂର୍ଣ୍ଣିମାର ଶୁଭ ଅବସରରେ ହଜାର ହଜାର ଶ୍ରଦ୍ଧାଳୁ ଗଙ୍ଗା, ଯମୁନା ଏବଂ ସରସ୍ୱତୀଙ୍କ ମିଳନ ସ୍ଥଳରେ ଆସ୍ଥାର ବୁଡ଼ ପକାଇଛନ୍ତି । ମାଘ ମାସରେ ପ୍ରୟାଗରାଜରେ!-->…
ନୂଆ ରୂପ ପାଇବ ଲୋକସେବା ଭବନ। ସମ୍ପୂର୍ଣ୍ଣ ଲୋକସେବା ଭବନର ହେବ ପୁନଃବିନ୍ୟାସ
ଭୁବନେଶ୍ୱର (ରାଜ୍ୟକାହାଣୀ )ନୂଆ ରୂପ ପାଇବ ଲୋକସେବା ଭବନ। ସମ୍ପୂର୍ଣ୍ଣ ଲୋକସେବା ଭବନର ହେବ ପୁନଃବିନ୍ୟାସ । ଏନେଇ ଡିପିଆର ପ୍ରସ୍ତୁତ ହୋଇସାରିଛି । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି । ଚଳିତ ବର୍ଷ ଶେଷ ସୁଦ୍ଧା ପୂରା ଲୋକସେବା ଭବନ ପୁନଃବିନ୍ୟାସ କାର୍ଯ୍ୟ ଆରମ୍ଭ ହେବ ।!-->…
ବିସିସିଆଇର ନିର୍ଦ୍ଦେଶ, KKR ରୁ ବିଦା ହେବେ ବାଂଲାଦେଶୀ କ୍ରିକେଟର
ଆଇପିଏଲ ୨୦୨୬ ନିଲାମରେ ମୁସ୍ତାଫିଜୁର ରହମାନ ଏକମାତ୍ର ବାଂଲାଦେଶୀ ଖେଳାଳି । ଆଇପିଏଲ୍ ୨୦୨୬ରେ ଅଂଶଗ୍ରହଣ କରିପାରିବେ ନାହିଁ ମୁସ୍ତାଫିଜୁର ରେହମାନ । ବିସିସିଆଇର ସଚିବ ଦେବଜିତ ସାଇକିଆ ଏନେଇ ସ୍ପଷ୍ଟ କରିଛନ୍ତି । ସେ କେକେଆରକୁ କଡ଼ାକଡି ଭାବେ ସ୍ପଷ୍ଟ କରି କହିଛନ୍ତି ଯେ, ତୁରନ୍ତ!-->…
ଗ୍ରୀନ ଷ୍ଟିକର ବାଧ୍ୟତାମୂଳକ ନୁହେଁ: ପରିବହନ ମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଗ୍ରୀନ ଷ୍ଟିକର ଗାଡିରେ ଲଗାଇବା ବାଧ୍ୟତାମୂଳକ ନୁହେଁ । ଏନେଇ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି । ଏହି ମାସରେ ସମସ୍ତ ଆରଟିଓରେ ପର୍ଯ୍ୟାପ୍ତ ପରିମାଣ ଗ୍ରୀନ ଷ୍ଟିକର ଦିଆଯିବ । ଗ୍ରୀନ ଷ୍ଟିକର କେବଳ ଏକ ସୂଚକ । କୌଣସି ଦେୟ ଦେବାକୁ!-->…
ଲୋକଙ୍କ ଘରେ ସ୍ମାର୍ଟ ମିଟର ଲଗାଇବେ ସରକାର
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟ ସରକାର ସ୍ମାର୍ଟ ମିଟର ଲଗାଇବେ। କ୍ୟାବିନେଟ ନିଷ୍ପତ୍ତି ପରେ ଶକ୍ତି ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଏଥିନିମନ୍ତେ ୭୩୫ କୋଟି ଟଙ୍କାର ଏକକାଳୀନ ଅନୁଦାନ ପ୍ରଦାନ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ୨ କିଲୋ ଓ୍ବାଟ ଯାଏ ଥିବା ୮.୭୫ ଲକ୍ଷ!-->…
ରେକର୍ଡ ଭାଙ୍ଗିଲା ଓଡ଼ିଶା: ପ୍ରଦୂଷଣରେ ତାଳଚେର ନମ୍ବର ୧
ଭୁବନେଶ୍ୱର (ରାଜ୍ୟକାହାଣୀ )ଦେଶର ରାଜଧାନୀକୁ ବି ପଛରେ ପକାଇ ଦେଇଛି ଓଡିଶା । ରାଜ୍ୟରେ ପ୍ରଦୂଷଣ ଭୟଙ୍କର ରୂପ ଧାରଣ କରିଛି । କୁହୁଡ଼ି ଆସ୍ତରଣ ଭିତରେ ବାୟୁରେ ଧୂଳିକଣା ଜମାଟ ବାନ୍ଧିବା ପରି ପ୍ରତିତ ହେଉଛି । । ତାଳଚେର ଓ ଅନୁଗୋଳ ଦେଶର ସବୁଠୁ ପ୍ରଦୂଷିତ ସହର ପାଲଟିଛି। AQI ଅତିଖରାପ!-->…