Browsing Category

ଆଜିର ଖବର

ଲୋକଙ୍କ ଘରେ ସ୍ମାର୍ଟ ମିଟର ଲଗାଇବେ ସରକାର

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟ ସରକାର ସ୍ମାର୍ଟ ମିଟର ଲଗାଇବେ। କ୍ୟାବିନେଟ ନିଷ୍ପତ୍ତି ପରେ ଶକ୍ତି ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଏଥିନିମନ୍ତେ ୭୩୫ କୋଟି ଟଙ୍କାର ଏକକାଳୀନ ଅନୁଦାନ ପ୍ରଦାନ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ୨ କିଲୋ ଓ୍ବାଟ ଯାଏ ଥିବା ୮.୭୫ ଲକ୍ଷ

ରେକର୍ଡ ଭାଙ୍ଗିଲା ଓଡ଼ିଶା: ପ୍ରଦୂଷଣରେ ତାଳଚେର ନମ୍ବର ୧

ଭୁବନେଶ୍ୱର (ରାଜ୍ୟକାହାଣୀ )ଦେଶର ରାଜଧାନୀକୁ ବି ପଛରେ ପକାଇ ଦେଇଛି ଓଡିଶା । ରାଜ୍ୟରେ ପ୍ରଦୂଷଣ ଭୟଙ୍କର ରୂପ ଧାରଣ କରିଛି । କୁହୁଡ଼ି ଆସ୍ତରଣ ଭିତରେ ବାୟୁରେ ଧୂଳିକଣା ଜମାଟ ବାନ୍ଧିବା ପରି ପ୍ରତିତ ହେଉଛି । । ତାଳଚେର ଓ ଅନୁଗୋଳ ଦେଶର ସବୁଠୁ ପ୍ରଦୂଷିତ ସହର ପାଲଟିଛି। AQI ଅତିଖରାପ

ଅବତରଣ ବେଳେ ରନୱେରୁ ଖସିଗଲା ବିମାନ ।  ଅଳ୍ପକେ ବର୍ତ୍ତିଲେ ୫୧ ଯାତ୍ରୀ ଓ ୪ କ୍ରିଉ ସଦସ୍ୟ

ନେପାଳରେ ଅବତରଣ ବେଳେ ରନୱେରୁ ଖସିଗଲା ବିମାନ । ଅଳ୍ପକେ ବର୍ତ୍ତିଲେ ୫୧ ଯାତ୍ରୀ ଓ ୪ କ୍ରିଉ ସଦସ୍ୟ । ନେପାଳ ଭଦ୍ରପୁରରେ ଏକ ଟର୍ବୋପ୍ରପ ଯାତ୍ରୀବାହୀ ଏୟାରକ୍ରାଫ୍ଟ ଅବତରଣ ବେଳେ ରନୱେରୁ ଖସି ଯାଇଥିଲା । ବିମାନରେ ୫୧ଜଣ ଯାତ୍ରୀ ଓ ୪ଜଣ କ୍ରିଉ ମେମ୍ବର ଥିଲେ ।

ଆଜି ପୌଷପୁର୍ଣ୍ଣିମା, ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଦେବାଭିଷେକ ନୀତି

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଆଜି ପୌଷପୁର୍ଣ୍ଣିମା, ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଦେବାଭିଷେକ ନୀତି । ସ୍ବର୍ଣ୍ଣ ଅଳଙ୍କାରରେ ସଜେଇ ହୋଇ ରାଜ ରାଜେଶ୍ବର ବେଶରେ ଦର୍ଶନ ଦେବେ ଚତୂର୍ଦ୍ଧାମୂର୍ତ୍ତି।ଗତକାଲି ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ

ଘନ କୁହୁଡ଼ିରେ ଲୁଚିଗଲା ପୁରୀ ଶ୍ରୀମନ୍ଦିର।ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଘନ କୁହୁଡ଼ି ଆଶଙ୍କା 

ରାଜ୍ୟ କାହାଣୀ (ଭୁବନେଶ୍ଵର)ଘନ କୁହୁଡ଼ିରେ ଲୁଚିଗଲା ପୁରୀ ଶ୍ରୀମନ୍ଦିର । ଆଜି ପ୍ରବଳ କୁହୁଡ଼ି ହୋଇଥିବା ବେଳେ ଶ୍ରୀମନ୍ଦିର ଓ ନୀଳଚକ୍ର ଦୃଶ୍ୟମାନ ହେଉନି ।  କୁହୁଡିର ମାତ୍ରା ଏତେ ଅଧିକ ଯେ ଅତିନିକଟରୁ ବି ମନ୍ଦିର ଦେଖିବା ମୁସକିଲ ହୋଇପଡିଛି ।ଆଉ ୪ ଦିନ ଘନ କୁହୁଡ଼ି ।  ଜଗତସିଂହପୁର,

ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା: ଏଥର ଓଏଏସ୍‌, ଓଏଫ୍‌ଏସ୍, ଓଆର୍‌ଏସ୍‌ ପଦବି ନାହିଁ

ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା-୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ମୋଟ୍ ୭ଟି ସେବାର ୩୧୪ଟି ପଦବି ପୂରଣ ପାଇଁ ପରୀକ୍ଷା କରିବାକୁ ନିଷ୍ପତ୍ତି ହୋଇଛି। ହେଲେ ଓଡ଼ିଶା ସିଭିଲ୍ ସର୍ଭିସ୍‌ ଯେଉଁମାନେ

ଗୃହ ସଚିବ ଭାବେ ଦାୟିତ୍ୱ ନେଲେ ଆଇଏଏସ ହେମନ୍ତ ଶର୍ମା

ଭୁବନେଶ୍ୱର (ରାଜ୍ୟକାହାଣୀ )ଗୃହ ସଚିବ ଭାବେ ହେମନ୍ତ ଶର୍ମାଙ୍କ ଦାୟିତ୍ୱ ଗ୍ରହଣ । ଦାୟିତ୍ୱ ଗ୍ରହଣ ପରେ ଗୃହ ସଚିବ ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି, ଆଇନ ବ୍ୟବସ୍ଥା ବଜାୟ ରଖିବାକୁ ଗୁରୁତ୍ୱ । ରାଜ୍ୟରେ ପ୍ରତ୍ୟେକ ଜନ ସାଧାରଣ କେମିତି ନିରାପଦ ଏବଂ ସୁରକ୍ଷିତ ମନେ କରିବେ, ତାହା ହିଁ

ରାଉରକେଲାରୁ ଅଯୋଧ୍ୟା ଅଭିମୁଖେ ୨୮୬ କେଜି ଓଜନର ସୁନାର ଧନୁ

ଭୁବନେଶ୍ୱର (ରାଜ୍ୟକାହାଣୀ )ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ମନ୍ଦିରରେ ସ୍ଥାପନ କରିବା ପାଇଁ ନିର୍ମିତ ହୋଇଥିବା ସ୍ବର୍ଣ୍ଣ ଧନୁଷର ଶୋଭାଯାତ୍ରା । ରାଉରକେଲା ସନାତନ ଜାଗରଣ ମଞ୍ଚ ପକ୍ଷରୁ ଏହି ବିଶାଳ ଆଠ ଫୁଟ ଲମ୍ବ ଏବଂ ତିନି ଫୁଟ ଉଚ୍ଚତା ବିଶିଷ୍ଟ ସ୍ୱର୍ଣ୍ଣ ଧନୁଷ ଆଜି ବିଧିବଦ୍ଧ ଭାବରେ

ଆସିଲା ବାଘଙ୍କ ସଂଖ୍ୟାର ରିପୋର୍ଟ । ୨୦୨୫ରେ ୧୬୬ଟି ବାଘଙ୍କର ହୋଇଛି ମୃତ୍ୟୁ

ଆସିଲା ଗତ ବର୍ଷ ଅର୍ଥାତ୍ ୨୦୨୫ରେ ମୃତ୍ୟୁ ହୋଇଥିବା ବାଘଙ୍କ ସଂଖ୍ୟାର ରିପୋର୍ଟ । ୨୦୨୫ରେ ୧୬୬ଟି ବାଘଙ୍କର ମୃତ୍ୟୁ ହୋଇଛି । ଗତବର୍ଷ ତୁଳନାରେ ଏହା ୪୦ଟି ଅଧିକ ବୋଲି ଜଣାପଡ଼ିଛି । ତଥ୍ୟ ଅନୁଯାୟୀ, ଦେଶରେ ବାଘ ମୃତ୍ୟୁ ସଂଖ୍ୟା ମଧ୍ୟପ୍ରଦେଶ ସର୍ବାଧିକ ରହିଛି । ମଧ୍ୟପ୍ରଦେଶରେ ସର୍ବାଧିକ

ଖୁବ୍‌ଶୀଘ୍ର  ଭାରତରେ ଗଡ଼ିବ ପ୍ରଥମ ବୁଲେଟ୍ ଟ୍ରେନ୍

ଦେଶରେ ଖୁବ୍‌ଶୀଘ୍ର ପ୍ରଥମ ବୁଲେଟ ଟ୍ରେନ ଚାଲିବାର ଦେଖାଯିବ। ନୂତନ ବର୍ଷ ଅବସରରେ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସ୍ପଷ୍ଟ କରିଛନ୍ତି ଯେ ଭାରତ ଅଗଷ୍ଟ ୧୫, ୨୦୨୭ ସୁଦ୍ଧା ଏହାର ପ୍ରଥମ ବୁଲେଟ ଟ୍ରେନ ପାଇବ। ଏହା ସହରଗୁଡ଼ିକ ମଧ୍ୟରେ ସଂଯୋଗକୁ ଗୁରୁତ୍ୱପୂର୍ଣ୍ଣ ଭାବରେ ପରିବର୍ତ୍ତନ