Browsing Category

ଆଜିର ଖବର

ଶ୍ରୀମନ୍ଦିର ଧାଡ଼ି ଦର୍ଶନ ବ୍ୟବସ୍ଥାରେ ତ୍ରୁଟି

ଶ୍ରୀମନ୍ଦିର ଧାଡି ଦର୍ଶନ ବ୍ୟବସ୍ଥାରେ ତ୍ରୁଟି । ଧାଡି ଦର୍ଶନ ବ୍ୟବସ୍ଥା ଲାଗୁ କରିବା ପୂର୍ବରୁ ହିଁ ତ୍ରୁଟି ଧରାପଡିଛି । ଯାହାର ସମାଧାନ ଖୁବଶୀଘ୍ର କରାଯିବ । ସମ୍ପୂର୍ଣ୍ଣ ବ୍ୟବସ୍ଥିତ ହେବା ପରେ ଶ୍ରୀମନ୍ଦିରରେ ଧାଡି ଦର୍ଶନ ବ୍ୟବସ୍ଥା ଲାଗୁ କରାଯିବ । ଶ୍ରୀମନ୍ଦିର ଧାଡି ଦର୍ଶନକୁ ନେଇ

ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ ମନା: ମେୟର ସୁଲୋଚନା ଦାସ

ରାଜ୍ୟ କାହାଣୀ (ଭୁବନେଶ୍ଵର)ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ । ଖଣ୍ଡଗିରି ମାଘ ମେଳାରେ ହେବନି ଅଶ୍ଳୀଳ ନୃତ୍ୟ । ଖଣ୍ଡଗିରି ମାଘ ମେଳା ପାଇଁ ଲାଗିବ ୧୦୦ଟି ସିସିଟିଭି । ବିଏମ୍‌ସିର ପ୍ରସ୍ତୁତ ବୈଠକ ପରେ ମେୟର ସୁଲୋଚନା

ଆସନ୍ତା ୧୦ ତାରିଖରୁ ମିଳିବ ଗ୍ରୀନ ଷ୍ଟିକର

ଭୁବନେଶ୍ୱର (ରାଜ୍ୟକାହାଣୀ )ଜାନୁଆରି ୧୦ ତାରିଖରୁ ମିଳିବ ଗ୍ରୀନ୍ ଷ୍ଟିକର । ଏନେଇ ଘୋଷଣା କରିଛି ଓଡ଼ିଶା ରାଜ୍ୟ ପରିବହନ ବିଭାଗ । ପଲ୍ୟୁସନ କରିଥିବା ଗାଡିରେ ଲଗାଇପାରିବେ ଲୋକେ ।ଆରଟିଓମାନଙ୍କରେ ଗ୍ରୀନ ଷ୍ଟିକର ପ୍ରଦାନ କରାଯିବ । ତେବେ ଯେଉଁମାନଙ୍କର ପଲ୍ୟୁସନ ସାର୍ଟିଫିକେଟ ରହିଛି

କାଲି ଆକାଶରେ ଦିଶିବ ସୁପରମୁନ୍

ଭୁବନେଶ୍ୱର (ରାଜ୍ୟକାହାଣୀ )ଏ ବର୍ଷ ଆକାଶରେ ଦେଖାଯିବ ସୁପରମୁନ୍ । ସୁପରମୁନ୍ ଓ ମାଇକ୍ରୋମୁନ୍ ଭଳି ମହାଜାଗତିକ ଦୃଶ୍ୟ ଏବର୍ଷ ଆକାଶରେ ଦୃଶ୍ୟମାନ ହେବ । ଜାନୁଆରୀ ୩ ତାରିଖରେ ଏହି ଦୃଶ୍ୟକୁ ଖାଲି ଆଖିରେ ଦେଖିହେବ ।ପୌଷ ପୂର୍ଣ୍ଣିମା ତିଥିରେ ପ୍ରଥମ ‘ସୁପରମୁନ’ ଭାବରେ

ଶାହାରୁଖଙ୍କ ପାଇଁ ବଢିଛି ଅଡୁଆ ।KKRରୁ ବାଂଲାଦେଶୀ ଖେଳାଳିଙ୍କୁ ହଟାଇବାକୁ ଦାବି

ବାଂଲାଦେଶରେ ହିନ୍ଦୁଙ୍କ ଉପରେ ଆକ୍ରମଣ ଓ ହତ୍ୟା ଘଟଣାକୁ ନେଇ ଭାରତରୁ ଉଠିଛି ଅସନ୍ତୋଷର ସ୍ବର । ବାଂଲାଦେଶ ସହ ସମ୍ପର୍କ ତୁଟାଇବାକୁ ଉଠିଲାଣି ଦାବି । ଏସବୁ ଭିତରେ କିଙ୍ଗ୍ ଖାନ୍ ଶାହାରୁଖଙ୍କ ପାଇଁ ବଢିଛି ଅଡୁଆ । ୧୪ ଦିନରେ ୪ ହିନ୍ଦୁଙ୍କୁ ଆକ୍ରମଣ ହୋଇଛି । ୩ ଜଣଙ୍କର ମୃତ୍ୟୁ

ଅଟୋରେ ଲୁଟିନେଲେ ଏଟିଏମ୍‌,ତନଘନା ପରେ ବିଲ ଭିତରୁ ଉଦ୍ଧାର ହେଲା ଲୁଟ୍ ଏଟିଏମ୍

ଭୁବନେଶ୍ୱର (ରାଜ୍ୟକାହାଣୀ )ତନଘନା ପରେ ବିଲ ଭିତରୁ ଉଦ୍ଧାର ହେଲା ଲୁଟ୍ ଏଟିଏମ୍ । ଯାଜପୁର ପୁଲିସକୁ ଲୁଟେରାଙ୍କ ଖୋଲା ଚ୍ୟାଲେଞ୍ଜ ଥିଲା । ଲୁଟି ନେଇଥିଲେ ଟଙ୍କା ବୋଝେଇ ଏଟିଏମ୍‌ । ଯାଞ୍ଜପୁର ଜିଲ୍ଲା ବିଞ୍ଝାରପୁର ଥାନା ମଇଁଦା ବଜାରରୁ ଏକ ଡାଲା ଅଟୋରେ ଏଟିଏମ୍‌ ଲୁଟ ହୋଇଥିବା

ଲୋକସେବା ଭବନରେ ରିଲ୍ସ: ଆସିବ ଗାଇଡଲାଇନ

ଭୁବନେଶ୍ୱର (ରାଜ୍ୟକାହାଣୀ )ଲୋକସେବା ଭବନରେ ରିଲ୍ସ କରିବାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ ଗୃହ ବିଭାଗ ଗାଇଡ୍‌ଲାଇନ୍‌ ଆଣିବ। ଲୋକସେବା ଭବନରେ ରିଲ୍ସ କରିବା ଠିକ୍ କଥା ନୁହେଁ, କାର୍ଯ୍ୟ କରୁଥିବା

ଦାୟିତ୍ବ ନେଲେ ନୂଆ ଉନ୍ନୟନ କମିଶନର ଦେଓରଞ୍ଜନ ସିଂହ

ଭୁବନେଶ୍ୱର (ରାଜ୍ୟକାହାଣୀ )ନୂଆବର୍ଷରେ ବରିଷ୍ଠ IAS ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି । ଅନୁ ଗର୍ଗଙ୍କ ସ୍ଥାନରେ ଦେଓରଞ୍ଜନ ସିଂ ଉନ୍ନୟନ କମିଶନର ହୋଇଛନ୍ତି । ତେବେ ଶୁକ୍ରବାର ଉନ୍ନୟନ କମିଶନ ଭାବେ ବିଧିବଦ୍ଧ ଦାୟିତ୍ଵ ନେଇଛନ୍ତି ବରିଷ୍ଠ ଆଇଏଏସ ଅଧିକାରୀ ଦେଓରଞ୍ଜନ ସିଂହ। ମୁଖ୍ୟ

ସର୍ବୋଚ୍ଚ ବେସାମରିକ ସମ୍ମାନ: ଭାରତ ରତ୍ନ

ଭାରତ ରତ୍ନ ହେଉଛି ଭାରତ ଗଣରାଜ୍ୟର ସର୍ବୋଚ୍ଚ ବେସାମରିକ ସମ୍ମାନ । ଏହାର ଆରମ୍ଭ ୨ ଜାନୁଆରି, ୧୯୫୪ରେ ହୋଇଥିଲା । ଏହି ସମ୍ମାନ ଦେଶର ପ୍ରଥମ ରାଷ୍ଟ୍ରପତି ଡଃ ରାଜେନ୍ଦ୍ର ପ୍ରସାଦଙ୍କ ଦ୍ୱାରା ସ୍ଥାପିତ ହୋଇଥିଲା । ଏହି ସମ୍ମାନ ମରଣୋତ୍ତର ଭାବେ (ମୃତ୍ୟୁ ପରେ) ମଧ୍ୟ ଦିଆଯାଇପାରିବ। ଭାରତ

ଇନ୍ଦୋର ଡାଇରିଆରେ ମଲେଣି ୯ଜଣ ଲୋକ, ଲ୍ୟାବ୍ ରିପୋର୍ଟରେ ଜଣାପଡିଲା କାରଣ

ମଧ୍ୟପ୍ରଦେଶର ଇନ୍ଦୋରରେ ଘଟିଥିବା ଡାଇରିଆ ବା ଝାଡାବାନ୍ତି ପାଇଁ ଏବେ ସବୁଠି ଚର୍ଚ୍ଚା । ତେବେ ପାନୀୟ ଜଳରେ ଡ୍ରେନ୍ ପାଣି ମିଶିଯିବାରୁ ଏତେ ବଡ ଘଟଣା ଘଟିଥିବା ଲ୍ୟାବ୍ ରିପୋର୍ଟରୁ ସ୍ପଷ୍ଟ ହୋଇଛି ।ରିପୋର୍ଟ ଅନୁସାରେ, ସହରରେ ହଠାତ ଶତାଧିକ ଲୋକ ଡାଇରିଆରେ ପୀଡିତ ହୋଇଥିଲେ । ଧିରେ