Browsing Category

ଆଜିର ଖବର

ଦ୍ୱିତୀୟ ଦିନରେ ୩ ରଥର ଦକ୍ଷିଣମୋଡ଼ ସମ୍ପନ୍ନ ହୋଇଛି

ଭୁବନେଶ୍ୱର (ରାଜ୍ୟ କାହାଣୀ )ରତ୍ନବେଦୀକୁ ବାହୁଡ଼ିବେ କାଳିଆ ସାଆନ୍ତ। ବାହୁଡ଼ା ଯାତ୍ରା ପାଇଁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି। ଗତକାଲି ଆଜ୍ଞାମାଳ ଆସିବା ପରେ ଦକ୍ଷିଣମୋଡ଼ ପ୍ରକ୍ରିୟା ଆରମ୍ଭ ହୋଇଥିଲେ ମଧ୍ୟ ପ୍ରବଳ ବର୍ଷା ଯୋଗୁଁ ନୀତିକୁ ଅଧାରେ ବନ୍ଦ କରିବାକୁ ପଡ଼ିଥିଲା । ଗତକାଲି କେବଳ

ନିର୍ମାଣାଧୀନ ସୁଡ଼ଙ୍ଗ ଭୁଶୁଡିବା ଘଟଣା; ୨୦ ମୃତ, ଏବେ ବି ଫସିଛନ୍ତି ୫ ଜଣ

ସିକିମର ନାମଚି ଜିଲ୍ଲାରେ ଏକ ଜଳବିଦ୍ୟୁତ୍ ପ୍ରକଳ୍ପ ପାଇଁ ନିର୍ମାଣାଧୀନ ଏକ ସୁଡଙ୍ଗ ଭୁଶୁଡ଼ି ପଡ଼ିବା ପରେ ଫସି ରହିଥିଲେ ୨୭ ଜଣ। ସେମାନଙ୍କ ମଧ୍ୟରୁ ଅତି କମରେ ୨୦ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ ୫ ଜଣ ଏବେ ବି ଫସି ରହିଛନ୍ତି । ୧୬ ଜଣ ଶ୍ରମିକଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି ।

ଜେନେରିକ୍ ଔଷଧରେ ୨୦୦% ଟାରିଫ୍ ଲଗାଇଲେ ଟ୍ରମ୍ପ୍

ଆମେରିକାରେ ଘରୋଇ ଔଷଧ ଉତ୍ପାଦନକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଉପରେ ନୂଆ ଟାରିଫ୍ ନୀତି ଘୋଷଣା କରିଛନ୍ତି । ଘୋଷଣା ଅନୁଯାୟୀ, ୨୦୨୬ ଅଗଷ୍ଟ ୧ରୁ ଆରମ୍ଭ କରି ଦୁଇ ବର୍ଷ ପର୍ଯ୍ୟନ୍ତ ଆମଦାନି ହେଉଥିବା ଜେନେରିକ୍ ଔଷଧ ଉପରେ ଶୂନ ପ୍ରତିଶତ

ଲଘୁଚାପର ପ୍ରଭାବ ଜାରି , ୨୬ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟର ଅନେକ ସ୍ଥାନରେ ବୁଧବାର ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ।ଆଗାମୀ କିଛି ଦିନ ମଧ୍ୟ ଏହି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆଜି

ଆଗକୁ ପେଟ୍ରୋଲରେ ମିଶିବ କି ଅଧିକ ଇଥାନଲ ?ସ୍ପଷ୍ଟ କଲେ କେନ୍ଦ୍ର ସରକାର

ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି । କିନ୍ତୁ ସରକାର ଏସବୁ ମିଛ ଏବଂ ଗୁଜବ ବୋଲି ଆଶ୍ୱାସନା ଦେଉଛନ୍ତି । ରାଜ୍ୟସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ୍ ରାଜ୍ୟ

ପୁଣି ଖୋଲିଲା ହୀରାକୁଦର ଆଉ ୪ ଗେଟ୍‌

ଭୁବନେଶ୍ୱର (ରାଜ୍ୟ କାହାଣୀ )ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବାରେ ଲାଗିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ମଙ୍ଗଳବାର ପୁଣି ଆହୁରି ୪ଟି ସ୍ଲୁଇସ ଗେଟ୍‌

ଏଣିକି ବିନା ଇଣ୍ଟରନେଟ୍‌ରେ ହେବ UPI ପେମେଣ୍ଟ!

UPI ଭାରତରେ ଡିଜିଟାଲ ପେମେଣ୍ଟର ଦୃଶ୍ୟପଟକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛି। ଏବେ ଇଣ୍ଟରନେଟ ସଂଯୋଗ ବିନା ମଧ୍ୟ UPI ପେମେଣ୍ଟ କରିବାର ଏକ ଉପାୟ ଖୋଲିବାରେ ଲାଗିଛି। ନ୍ୟାସନାଲ ପେମେଣ୍ଟ କର୍ପୋରେସନ୍ ଅଫ୍ ଇଣ୍ଡିଆ ଘୋଷଣା କରିଛି ସେ ଏଭଳି ନୂଆ ଟେକ୍ନୋଲୋଜି ଉପରେ କାମ କରୁଛି,

ବନ୍ଧା ହେବେ IPL ଷ୍ଟାର୍ ଅଭିଷେକ ପୋରେଲ, ୩ ବର୍ଷ ଧରି ମହିଳାଙ୍କୁ କରୁଥିଲେ ଦୁଷ୍କର୍ମ

କୋଲକାତା ହାଇକୋର୍ଟ ଏକ ଗଣଦୁଷ୍କର୍ମ ମାମଲା ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲଙ୍କୁ ଗରିଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ଅଭିଷେକଙ୍କ ଇଲେକ୍ଟ୍ରୋନିକ୍ ଡିଭାଇସଗୁଡିକୁ ଜବତ କରିବାକୁ ମଧ୍ୟ କୋର୍ଟ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ।ଅଭିଯୋଗ ଅନୁସାରେ, ଆଇପିଏଲରେ ଦିଲ୍ଲୀ

କାରାଗାର ସୁରକ୍ଷାରେ ହେବ ବଡ଼ ପରିବର୍ତ୍ତନ । ଜେଲରେ ଏଆଇ ସିସିଟିଭି ନଜର ରଖିବ

ଭୁବନେଶ୍ୱର (ରାଜ୍ୟ କାହାଣୀ )କାରାଗାର ସୁରକ୍ଷାରେ ହେବ ବଡ଼ ପରିବର୍ତ୍ତନ । ଜେଲରେ ଏଆଇ ସିସିଟିଭି ନଜର ରଖିବ । ଭୁବନେଶ୍ୱରରେ ହେବ ମଡେଲ ଜେଲ ପ୍ରତିଷ୍ଠା । ଜେଲରେ ଯୋଗ, ଦକ୍ଷତା ଓ ପୁନର୍ବାସକୁ ଗୁରୁତ୍ବ । କଏଦୀଙ୍କ କଲ୍ୟାଣକୁ ଗୁରୁତ୍ୱ ରହିବ । ଓଡ଼ିଶା କାରାଗାର ବ୍ୟବସ୍ଥାକୁ ଅଧିକ

ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ । ଏହି ଗସ୍ତ ଅବସରରେ ସେ ଭୁବନେଶ୍ୱର, କଟକ ଓ ବ୍ରହ୍ମପୁରରେ ଆୟୋଜିତ ବିଭିନ୍ନ ସରକାରୀ ଏବଂ ସାମାଜିକ କାର୍ଯ୍ୟକ୍ରମରେ ଯୋଗଦେବେ । ରାଷ୍ଟ୍ରପତିଙ୍କ