Browsing Category
ଆଜିର ଖବର
ଗୃହ ସଚିବ ଭାବେ ଦାୟିତ୍ୱ ନେଲେ ଆଇଏଏସ ହେମନ୍ତ ଶର୍ମା
ଭୁବନେଶ୍ୱର (ରାଜ୍ୟକାହାଣୀ )ଗୃହ ସଚିବ ଭାବେ ହେମନ୍ତ ଶର୍ମାଙ୍କ ଦାୟିତ୍ୱ ଗ୍ରହଣ । ଦାୟିତ୍ୱ ଗ୍ରହଣ ପରେ ଗୃହ ସଚିବ ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି, ଆଇନ ବ୍ୟବସ୍ଥା ବଜାୟ ରଖିବାକୁ ଗୁରୁତ୍ୱ । ରାଜ୍ୟରେ ପ୍ରତ୍ୟେକ ଜନ ସାଧାରଣ କେମିତି ନିରାପଦ ଏବଂ ସୁରକ୍ଷିତ ମନେ କରିବେ, ତାହା ହିଁ!-->…
ରାଉରକେଲାରୁ ଅଯୋଧ୍ୟା ଅଭିମୁଖେ ୨୮୬ କେଜି ଓଜନର ସୁନାର ଧନୁ
ଭୁବନେଶ୍ୱର (ରାଜ୍ୟକାହାଣୀ )ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ମନ୍ଦିରରେ ସ୍ଥାପନ କରିବା ପାଇଁ ନିର୍ମିତ ହୋଇଥିବା ସ୍ବର୍ଣ୍ଣ ଧନୁଷର ଶୋଭାଯାତ୍ରା । ରାଉରକେଲା ସନାତନ ଜାଗରଣ ମଞ୍ଚ ପକ୍ଷରୁ ଏହି ବିଶାଳ ଆଠ ଫୁଟ ଲମ୍ବ ଏବଂ ତିନି ଫୁଟ ଉଚ୍ଚତା ବିଶିଷ୍ଟ ସ୍ୱର୍ଣ୍ଣ ଧନୁଷ ଆଜି ବିଧିବଦ୍ଧ ଭାବରେ!-->…
ଆସିଲା ବାଘଙ୍କ ସଂଖ୍ୟାର ରିପୋର୍ଟ । ୨୦୨୫ରେ ୧୬୬ଟି ବାଘଙ୍କର ହୋଇଛି ମୃତ୍ୟୁ
ଆସିଲା ଗତ ବର୍ଷ ଅର୍ଥାତ୍ ୨୦୨୫ରେ ମୃତ୍ୟୁ ହୋଇଥିବା ବାଘଙ୍କ ସଂଖ୍ୟାର ରିପୋର୍ଟ । ୨୦୨୫ରେ ୧୬୬ଟି ବାଘଙ୍କର ମୃତ୍ୟୁ ହୋଇଛି । ଗତବର୍ଷ ତୁଳନାରେ ଏହା ୪୦ଟି ଅଧିକ ବୋଲି ଜଣାପଡ଼ିଛି । ତଥ୍ୟ ଅନୁଯାୟୀ, ଦେଶରେ ବାଘ ମୃତ୍ୟୁ ସଂଖ୍ୟା ମଧ୍ୟପ୍ରଦେଶ ସର୍ବାଧିକ ରହିଛି । ମଧ୍ୟପ୍ରଦେଶରେ ସର୍ବାଧିକ!-->…
ଖୁବ୍ଶୀଘ୍ର ଭାରତରେ ଗଡ଼ିବ ପ୍ରଥମ ବୁଲେଟ୍ ଟ୍ରେନ୍
ଦେଶରେ ଖୁବ୍ଶୀଘ୍ର ପ୍ରଥମ ବୁଲେଟ ଟ୍ରେନ ଚାଲିବାର ଦେଖାଯିବ। ନୂତନ ବର୍ଷ ଅବସରରେ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସ୍ପଷ୍ଟ କରିଛନ୍ତି ଯେ ଭାରତ ଅଗଷ୍ଟ ୧୫, ୨୦୨୭ ସୁଦ୍ଧା ଏହାର ପ୍ରଥମ ବୁଲେଟ ଟ୍ରେନ ପାଇବ। ଏହା ସହରଗୁଡ଼ିକ ମଧ୍ୟରେ ସଂଯୋଗକୁ ଗୁରୁତ୍ୱପୂର୍ଣ୍ଣ ଭାବରେ ପରିବର୍ତ୍ତନ!-->…
ଶ୍ରୀମନ୍ଦିର ଧାଡ଼ି ଦର୍ଶନ ବ୍ୟବସ୍ଥାରେ ତ୍ରୁଟି
ଶ୍ରୀମନ୍ଦିର ଧାଡି ଦର୍ଶନ ବ୍ୟବସ୍ଥାରେ ତ୍ରୁଟି । ଧାଡି ଦର୍ଶନ ବ୍ୟବସ୍ଥା ଲାଗୁ କରିବା ପୂର୍ବରୁ ହିଁ ତ୍ରୁଟି ଧରାପଡିଛି । ଯାହାର ସମାଧାନ ଖୁବଶୀଘ୍ର କରାଯିବ । ସମ୍ପୂର୍ଣ୍ଣ ବ୍ୟବସ୍ଥିତ ହେବା ପରେ ଶ୍ରୀମନ୍ଦିରରେ ଧାଡି ଦର୍ଶନ ବ୍ୟବସ୍ଥା ଲାଗୁ କରାଯିବ । ଶ୍ରୀମନ୍ଦିର ଧାଡି ଦର୍ଶନକୁ ନେଇ!-->…
ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ ମନା: ମେୟର ସୁଲୋଚନା ଦାସ
ରାଜ୍ୟ କାହାଣୀ (ଭୁବନେଶ୍ଵର)ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ । ଖଣ୍ଡଗିରି ମାଘ ମେଳାରେ ହେବନି ଅଶ୍ଳୀଳ ନୃତ୍ୟ । ଖଣ୍ଡଗିରି ମାଘ ମେଳା ପାଇଁ ଲାଗିବ ୧୦୦ଟି ସିସିଟିଭି । ବିଏମ୍ସିର ପ୍ରସ୍ତୁତ ବୈଠକ ପରେ ମେୟର ସୁଲୋଚନା!-->…
ଆସନ୍ତା ୧୦ ତାରିଖରୁ ମିଳିବ ଗ୍ରୀନ ଷ୍ଟିକର
ଭୁବନେଶ୍ୱର (ରାଜ୍ୟକାହାଣୀ )ଜାନୁଆରି ୧୦ ତାରିଖରୁ ମିଳିବ ଗ୍ରୀନ୍ ଷ୍ଟିକର । ଏନେଇ ଘୋଷଣା କରିଛି ଓଡ଼ିଶା ରାଜ୍ୟ ପରିବହନ ବିଭାଗ । ପଲ୍ୟୁସନ କରିଥିବା ଗାଡିରେ ଲଗାଇପାରିବେ ଲୋକେ ।ଆରଟିଓମାନଙ୍କରେ ଗ୍ରୀନ ଷ୍ଟିକର ପ୍ରଦାନ କରାଯିବ । ତେବେ ଯେଉଁମାନଙ୍କର ପଲ୍ୟୁସନ ସାର୍ଟିଫିକେଟ ରହିଛି!-->…
କାଲି ଆକାଶରେ ଦିଶିବ ସୁପରମୁନ୍
ଭୁବନେଶ୍ୱର (ରାଜ୍ୟକାହାଣୀ )ଏ ବର୍ଷ ଆକାଶରେ ଦେଖାଯିବ ସୁପରମୁନ୍ । ସୁପରମୁନ୍ ଓ ମାଇକ୍ରୋମୁନ୍ ଭଳି ମହାଜାଗତିକ ଦୃଶ୍ୟ ଏବର୍ଷ ଆକାଶରେ ଦୃଶ୍ୟମାନ ହେବ । ଜାନୁଆରୀ ୩ ତାରିଖରେ ଏହି ଦୃଶ୍ୟକୁ ଖାଲି ଆଖିରେ ଦେଖିହେବ ।ପୌଷ ପୂର୍ଣ୍ଣିମା ତିଥିରେ ପ୍ରଥମ ‘ସୁପରମୁନ’ ଭାବରେ!-->…
ଶାହାରୁଖଙ୍କ ପାଇଁ ବଢିଛି ଅଡୁଆ ।KKRରୁ ବାଂଲାଦେଶୀ ଖେଳାଳିଙ୍କୁ ହଟାଇବାକୁ ଦାବି
ବାଂଲାଦେଶରେ ହିନ୍ଦୁଙ୍କ ଉପରେ ଆକ୍ରମଣ ଓ ହତ୍ୟା ଘଟଣାକୁ ନେଇ ଭାରତରୁ ଉଠିଛି ଅସନ୍ତୋଷର ସ୍ବର । ବାଂଲାଦେଶ ସହ ସମ୍ପର୍କ ତୁଟାଇବାକୁ ଉଠିଲାଣି ଦାବି । ଏସବୁ ଭିତରେ କିଙ୍ଗ୍ ଖାନ୍ ଶାହାରୁଖଙ୍କ ପାଇଁ ବଢିଛି ଅଡୁଆ । ୧୪ ଦିନରେ ୪ ହିନ୍ଦୁଙ୍କୁ ଆକ୍ରମଣ ହୋଇଛି । ୩ ଜଣଙ୍କର ମୃତ୍ୟୁ!-->…
ଅଟୋରେ ଲୁଟିନେଲେ ଏଟିଏମ୍,ତନଘନା ପରେ ବିଲ ଭିତରୁ ଉଦ୍ଧାର ହେଲା ଲୁଟ୍ ଏଟିଏମ୍
ଭୁବନେଶ୍ୱର (ରାଜ୍ୟକାହାଣୀ )ତନଘନା ପରେ ବିଲ ଭିତରୁ ଉଦ୍ଧାର ହେଲା ଲୁଟ୍ ଏଟିଏମ୍ । ଯାଜପୁର ପୁଲିସକୁ ଲୁଟେରାଙ୍କ ଖୋଲା ଚ୍ୟାଲେଞ୍ଜ ଥିଲା । ଲୁଟି ନେଇଥିଲେ ଟଙ୍କା ବୋଝେଇ ଏଟିଏମ୍ । ଯାଞ୍ଜପୁର ଜିଲ୍ଲା ବିଞ୍ଝାରପୁର ଥାନା ମଇଁଦା ବଜାରରୁ ଏକ ଡାଲା ଅଟୋରେ ଏଟିଏମ୍ ଲୁଟ ହୋଇଥିବା!-->…