Browsing Category

ଆଜିର ଖବର

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ନୂଆବର୍ଷ ପାଳନ

ଭୁବନେଶ୍ୱର, ( ରାଜ୍ୟ କାହାଣୀ)ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ ଆଣ୍ଡ ସମ ହସ୍ପିଟାଲ୍ ଭୁବନେଶ୍ୱର ପକ୍ଷରୁ ଗୁରୁବାର ହସ୍ପିଟାଲ ପରିସରରେ ନୂଆବର୍ଷ ପାଳନ କରାଯାଇଛି । ଆଇଏମଏସ୍ ଆଣ୍ଡ ସମ ହସ୍ପିଟାଲ୍ ପରିବାର ପକ୍ଷରୁ ଆୟୋଜିତ ଏହି

ପ୍ରସିଦ୍ଧ ଖଣ୍ଡଗିରି ଯାତ୍ରା ମହାସମର ପାଇଁ କାଉଣ୍ଟଡାଉନ୍ ଆରମ୍ଭ

ଭୁବନେଶ୍ୱର (ରାଜ୍ୟକାହାଣୀ )ପ୍ରସିଦ୍ଧ ଖଣ୍ଡଗିରି ମେଳା ଆସୁଛି । ମାଘ ସପ୍ତମୀରୁ ଆରମ୍ଭ ହେବ ମାଘମେଳା । ଏଥିସହ ଆରମ୍ଭ ହୋଇଯିବ ଖଣ୍ଡଗିରି ଯାତ୍ରା ମହସମର ।ଚଳିତ ଖଣ୍ଡଗିରି ଯାତ୍ରା ମହାସମରରେ ଭାଗ୍ୟ ପରୀକ୍ଷା କରିବେ ମୋଟ ୧୨ଟି ଅପେରା ପାର୍ଟି । ସେଥିମଧ୍ୟରେ ଅଶୋକ ସମ୍ରାଟ, ତୁଳସୀ

ପରସ୍ପରକୁ ପରମାଣୁ ସ୍ଥାନ ତାଲିକା ହସ୍ତାନ୍ତର କଲେ ଭାରତ-ପାକିସ୍ତାନ

ଭାରତ ଏବଂ ପାକିସ୍ତାନ ଗୁରୁବାର ଦିନ ଏକ ଦ୍ୱିପାକ୍ଷିକ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ପରମାଣୁ ପ୍ରତିଷ୍ଠାନର ଏକ ତାଲିକା ଆଦାନପ୍ରଦାନ କରିଛନ୍ତି ଯାହା ଉଭୟ ପକ୍ଷଙ୍କୁ ପରସ୍ପରର ପରମାଣୁ ପ୍ରତିଷ୍ଠାନ ଉପରେ ଆକ୍ରମଣ କରିବାକୁ ବାରଣ କରିଥାଏ। ନୂତନ ବର୍ଷ ଆରମ୍ଭରେ ଏହି ଅଭ୍ୟାସ ତିନି

ଜାନୁଆରୀ ମାସରେ ଜାଣନ୍ତୁ କେବେ କେବେ ଛୁଟି ରହିବ ବ୍ୟାଙ୍କ ?

ଜାନୁଆରୀ ୨୦୨୬ରେ କେତେ ଦିନ ବନ୍ଦ ରହିବ ଓ ବ୍ୟାଙ୍କ ଖୋଲିବ । ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଏନେଇ ଛୁଟି କ୍ୟାଲେଣ୍ଡର ଜାରି କରିଛି ।ଜାନୁଆରୀ ମାସରେ ମୋଟ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ । ସ୍ଥାନୀୟ ଓ ଜାତୀୟ ପର୍ବ ସହ ମାସର ଦ୍ଵିତୀୟ ଓ ଚତୁର୍ଥ ଶନିବାର ଏବଂ ରବିବାର ବ୍ୟାଙ୍କ ପୂର୍ବଭଳି

ଦେଶର ପ୍ରଥମ ବନ୍ଦେ ଭାରତ ସ୍ଲିପର୍ ଟ୍ରେନ୍ ଗୌହାଟି ରୁ କୋଲକାତା ରୁଟ୍‌ରେ ଚାଲିବ

ନୂତନ ବର୍ଷର ପ୍ରଥମ ଦିନ (ଜାନୁଆରୀ ୧) କେନ୍ଦ୍ରର ମୋଦି ସରକାର ଦେଶକୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ପ୍ରଦାନ କରିଛନ୍ତି। ଦେଶର ପ୍ରଥମ ବନ୍ଦେ ଭାରତ ସ୍ଲିପର୍ ଟ୍ରେନ୍ ଗୌହାଟି ରୁ କୋଲକାତା ରୁଟ୍‌ରେ ଚାଲିବ।ଟ୍ରେନ୍ର ଏକାଧିକ ଥର ସଫଳ ପରୀକ୍ଷଣ ପରେ ରେଳମନ୍ତ୍ରୀ ଏହି ଘୋଷଣା କରିଛନ୍ତି।

ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର

ଭୁବନେଶ୍ୱର (ରାଜ୍ୟକାହାଣୀ )ଭୁବନେଶ୍ୱର ନିକୋ ପାର୍କରେ ହେବ ନବ କଳେବର । ଏନେଇ ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ପିଲାଙ୍କ ମନୋରଞ୍ଜନ ସହ ମାର୍କେଟ କମ୍ପେ୍ଲକ୍ସ ଓ ଫୁଡ୍ ପାର୍କ ନିର୍ମାଣ ହେବ ।ଏହି ନବକଳେବର ପାଇଁ ମୋଟ ୬୦୦କୋଟି ଟଙ୍କାର ଅର୍ଥ ମଞ୍ଜୁର

ଆସନ୍ତା ଫେବୃଆରୀ୧ରୁ ଦେଶରେ ସିଗାରେଟ ଏବଂ ତମାଖୁ ଉତ୍ପାଦର ଦର ବଢିବ

ଦେଶରେ ଫେବୃଆରୀରୁ ବଢିବ ସିଗାରେଟ ଓ ତମାଖୁ ଉତ୍ପାଦ ଦର । ଅର୍ଥ ମନ୍ତ୍ରଣାଳୟ ସିଗାରେଟ୍ ଏବଂ ତମାଖୁ ଉତ୍ପାଦ ଉତ୍ପାଦ ଶୁଳ୍କରେ ଏକ ବଡ଼ ସଂଶୋଧନ କରିଛନ୍ତି । ଏହି ସଂଶୋଧନ ଆସନ୍ତା ଫେବୃଆରୀ ଆରମ୍ଭରୁ ଲାଗୁ ହେବ । ସରକାରୀ ବିଜ୍ଞପ୍ତି ଅନୁଯାୟୀ, ଫେବୃଆରୀ ୧ରୁ, ପାନ ମସଲା, ସିଗାରେଟ, ତମାଖୁ

ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନ କିଣା- ଯୋଗଣ ମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଟିରେ ଚାଲିବ ଧାନ କିଣା । ଏନେଇ ଯୋଗଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରତିକ୍ରିୟା ଦେଇଛନ୍ତି । ଏପର୍ଯ୍ୟନ୍ତ ୧୦ଲକ୍ଷ ୫୦ହଜାର ମେଟ୍ରିକ ଟନ୍‌ ଧାନ କିଣା ହୋଇଥିବା ବେଳେ ୨ଲକ୍ଷ ୩୦ହଜାର ଚାଷୀ ଧାନ ବିକିଛନ୍ତି । ୧୮ଜିଲାରେ

ବାଟବଣା କଲା ଗୁଗଲ୍ ମ୍ୟାପ୍ !ଗାଁକୁ ମାଡ଼ି ଗଲା ଟ୍ରକ

ଧୋକା ଦେଲା ଗୁଗଲ ମ୍ୟାପ ,ଗାଁକୁ ମାଡ଼ି ଗଲା ଟ୍ରକ। ଦୁର୍ଘଟଣାରେ ଭାଙ୍ଗିଲା ଘର। ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲିରେ ।ସୌଭାଗ୍ୟବଶତଃ ଘର ବାହାରେ କେହି ନଥିବାରୁ ମୃତାହତ ହୋଇ ନାହାନ୍ତି । ସୂଚନା ଅନୁସାରେ, କଟକରୁ ଟ୍ରକ୍ ନେଇ ଧାମରା ଆଡ଼କୁ ଯାଉଥିଲେ ଡ୍ରାଇଭର୍ । ବାଟ ଜାଣି

ଦାୟିତ୍ବ ଗ୍ରହଣ ପରେ ଶ୍ରୀଜୀଉଙ୍କ ଦର୍ଶନ କଲେ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ 

ଭୁବନେଶ୍ୱର (ରାଜ୍ୟକାହାଣୀ )ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କଲେ ବରିଷ୍ଠ ଆଇଏଏସ ଅଧିକାରୀ ଅନୁ ଗର୍ଗ । ଦାୟିତ୍ଵ ଗ୍ରହଣ କରିବା ପରେ ବରିଷ୍ଠ ଆଇଏଏସ୍ ଅଧିକାରୀ ଅନୁ ଗର୍ଗ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଶ୍ରୀମନ୍ଦିର ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ