Browsing Category
ଆଜିର ଖବର
ଦାୟିତ୍ବ ଗ୍ରହଣ ପରେ ଶ୍ରୀଜୀଉଙ୍କ ଦର୍ଶନ କଲେ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ
ଭୁବନେଶ୍ୱର (ରାଜ୍ୟକାହାଣୀ )ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କଲେ ବରିଷ୍ଠ ଆଇଏଏସ ଅଧିକାରୀ ଅନୁ ଗର୍ଗ । ଦାୟିତ୍ଵ ଗ୍ରହଣ କରିବା ପରେ ବରିଷ୍ଠ ଆଇଏଏସ୍ ଅଧିକାରୀ ଅନୁ ଗର୍ଗ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଶ୍ରୀମନ୍ଦିର ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ!-->…
ନୂତନ ବର୍ଷରେ ନବୀନ ପଟ୍ଟନାୟକଙ୍କ ବାର୍ତ୍ତା
ରାଜ୍ୟ କାହାଣୀ (ଭୁବନେଶ୍ଵର)ଆଜିଠୁ ଆରମ୍ଭ ହୋଇଛି ନୂଆ ବର୍ଷ। ସାରା ଦେଶ ଓ ବିଶ୍ୱରେ ପାଳନ ହେଉଛି ନୂତନ ବର୍ଷ । ଏହି ଅବସରରେ ବିଜେଡ଼ିର ସୁପ୍ରିମ ଓ ବିରୋଧୀ ଦଳର ମୁଖ୍ୟ ନେତା ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ରେ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ଯେ "ଇଂରାଜୀ ନୂଆବର୍ଷ ୨୦୨୬ର!-->…
ନୂଆବର୍ଷର ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ
ଆଜିଠାରୁ ଆରମ୍ଭ ହୋଇଛି ନବବର୍ଷ । ସାରା ଦେଶ ଓ ବିଶ୍ୱରେ ପାଳନ ହେଉଛି ନୂତନ ବର୍ଷ । ଏହି ଅବସରରେମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାବାସୀଙ୍କୁ ନୂଆବର୍ଷର ଅଭିନନ୍ଦନ ଜଣାଇଛନ୍ତି । ସୋସିଆଲ ମିଡିଆ ‘ଏକ୍ସ’ରେ ସେ ଟୁଇଟ୍ କରି ଲେଖିଛନ୍ତି, ଇଂରାଜୀ ନବବର୍ଷ ୨୦୨୬ ଉପଲକ୍ଷେ ଓଡ଼ିଶାର!-->…
ଆଜିଠୁ ହେବ ଏହି ସବୁ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍କା!
ଆସିଛି ନୂଆ ବର୍ଷ ୨୦୨୬ । ନୂଆ ବର୍ଷର ଆରମ୍ଭ ସହିତ ଅନେକ ବଡ଼ ଆର୍ଥିକ ନିୟମ ମଧ୍ୟ ବଦଳୁଛି, ଯାହା ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପ୍ରଭାବ ପକାଇପାରେ । LPG ସିଲିଣ୍ଡର ମହଙ୍ଗା| ଦିଲ୍ଲୀରେ 19 କିଲୋଗ୍ରାମ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ 1580.50 ରୁ 111 ପର୍ଯ୍ୟନ୍ତ ବୃଦ୍ଧି!-->…
ବାଣିଜ୍ୟିକ ଗ୍ୟାସ ସିଲିଣ୍ଡର ମୂଲ୍ୟ ବୃଦ୍ଧି
ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ବାଣିଜ୍ୟିକ ଗ୍ୟାସ ସିଲିଣ୍ଡର ମୂଲ୍ୟ ବୃଦ୍ଧି ପାଇଛି। ତଥ୍ୟ ଅନୁଯାୟୀ, ନଭେମ୍ୱର ୨୦୨୩ ପରଠାରୁ ଏହା ପ୍ରଥମ ଥର ପାଇଁ ୧୦୦ ରୁ ଅଧିକ ବୃଦ୍ଧି। ଅକ୍ଟୋବର ୨୦୨୩ ପରଠାରୁ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡର ମୂଲ୍ୟରେ ଏହା ସବୁଠାରୁ ବଡ଼ ବୃଦ୍ଧି।
!-->!-->!-->…
ନୂଆବର୍ଷ ପାଇଁ ପୁରୀରେ ରାତି ୨ଟାରୁ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ନୂଆ ଉତ୍ସାହ ଓ ଉଦ୍ଦୀପନା ସହ ଆସିଛି ନୂଆ ବର୍ଷ -୨୦୨୬ । ନୂଆ ସମ୍ଭାବନା ସହ ଆସିଛି ନୂଆବର୍ଷ । ପରସ୍ପରକୁ ଅଭିନନ୍ଦନ ଜଣାଇ ସ୍ବାଗତ କରିଛନ୍ତି । ନୂଆବର୍ଷ ପାଇଁ ପୁରୀରେ ପ୍ରବଳ ଭିଡ଼ ।ରାତି ୧ଟା ୩୩ରେ ଦ୍ବାର ଫିଟାଯାଇଛି । ଗତକାଲି ରାତି ୧୦.୨୫ ରେ ପହୁଡ଼!-->…
ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଆଉ ୨ ମାସ ବଢ଼ିଲା ଇ-କେୱାଇସି ଅବଧି
ଭୁବନେଶ୍ୱର (ରାଜ୍ୟକାହାଣୀ )ରାସନ କାର୍ଡ ପାଇଁ ଅବଧି ବଢାଇଲେ ରାଜ୍ୟ ସରକାର । ଆହୁରି ୨ ମାସ ବଢିଇଛନ୍ତି ରାସନ୍ କାର୍ଡ ଇ-କେୱାଇସି ଅବଧି । ଆଜି ଶେଷ ହେଉଥିଲା ଇ -କେୱାଇସି ଅବଧି । ପେବୃଆରି ମାସ ଯାଏଁ ଇ – କେୱାଇସି ଅବଧି ବୃଦ୍ଧି କରାଯାଇଛି । ୯୬ ପ୍ରତିଶତ ହିତାଧିକାରୀ ଇ – କେୱାଇସି!-->…
ଟି– ସେତୁରେ ୪ ଦିନ ପାଇଁ ଗାଡ଼ି ଚଳାଚଳ ବାରଣ
T-ସେତୁରେ ୪ ଦିନ ଗାଡ଼ି ଚଳାଚଳ ବନ୍ଦ ରହିବ । ଆଠଗଡ଼ ବଡ଼ମ୍ବା ପ୍ରସିଦ୍ଧ ଶୈବପୀଠ ବାବା ସିଂହନାଥ ପୀଠରେ ମକର ମେଳା ପାଇଁ ଗାଡ଼ି ଚଳାଚଳ ବନ୍ଦ ରହିବ ।ଜାନୁଆରୀ ୧୪ ତାରିଖରୁ ୧୭ ତାରିଖ ଯାଏଁ ଗାଡ଼ି ଚଳାଚଳ ମନା କରାଯାଇଛି। ସକାଳ ୭ରୁ ରାତ୍ରି ୯ଟା ପର୍ଯ୍ୟନ୍ତ ଗାଡ଼ି ଚଳାଚଳ ବାରଣ!-->…
ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ
ଭୁବନେଶ୍ୱର (ରାଜ୍ୟକାହାଣୀ )ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଇଛନ୍ତି । ୪୭ ତମ ମୁଖ୍ୟ ଶାସନ ସଚିବ ଭାବେ ଆଜି ଦାୟିତ୍ଵ ନେଇଛନ୍ତି ଅନୁ ଗର୍ଗ । ଲୋକସେବା ଭବନରେ ସେ ବିଧିବଦ୍ଧ ଭାବେ ଦାୟିତ୍ଵ ଗ୍ରହଣ!-->…
ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ତ୍ରୁଟି ପ୍ରସଙ୍ଗ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କ୍ୟାଲେଣ୍ଡର ବିକ୍ରି ବନ୍ଦ ରହିଲା
ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ତ୍ରୁଟି ପ୍ରସଙ୍ଗ । ବର୍ତ୍ତମାନ ସମୟରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କ୍ୟାଲେଣ୍ଡର ବିକ୍ରି ବନ୍ଦ ରହିଲା । ଶ୍ରୀମନ୍ଦିର ପ୍ରଶାସନ ସୂଚନା କେନ୍ଦ୍ରରେ ବିକ୍ରି ହେଉନି କ୍ୟାଲେଣ୍ଡର । ଦୁଇଟି ଯାକ କାଉଣ୍ଟରରେ ଆଉ ବିକ୍ରି ହେଉନାହିଁ କ୍ୟାଲେଣ୍ଡର । କ୍ୟାଲେଣ୍ଡରରେ!-->…