Browsing Category
ଆଜିର ଖବର
ଆଉ ନାହାନ୍ତି ସାନ୍ତାଳୀ ଲେଖିକା ମାଳତୀ ମୁର୍ମୁ
ଅଲଚିକି ଲିପି, ସାନ୍ତାଳୀ ଭାଷା ସାହିତ୍ୟର ବରିଷ୍ଠ ପ୍ରଚାରକ, ମିସନ ଅଲଚିକିର ଦୃଢ଼ ସଂଗଠକ ମାସିକ ସାନ୍ତାଳୀ ସମ୍ବାଦ ପତ୍ରିକା ଫାଗୁନର ପରିଚାଳିକା ଏବଂ ସମ୍ପାଦିକା ତଥା ଅଖିଳ ଭାରତୀୟ ସାନ୍ତାଳୀ ଲେଖକ ସଂଘ, ଆଦିବାସୀ ସାମାଜିକ ଶିକ୍ଷା ଓ ସାଂସ୍କୃତିକ ସଂଗଠନ (ଆସେକା)ର ଆଜୀବନ ସଦସ୍ୟା,!-->…
ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ିଲା
ଭୁବନେଶ୍ୱର (ରାଜ୍ୟକାହାଣୀ )ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।ଲୋକଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା କୁହାଯାଉଛି । ଏହା ପରେ ଅର୍ଥାତ୍ ୧!-->…
ଲିଫ୍ଟ ଦେବା କହି ଚଳନ୍ତା କାର୍ରେ ମହିଳାଙ୍କୁ କଲେ ବଳାତ୍କାର
ହରିୟାଣାର ଫରିଦାବାଦରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଲିଫ୍ଟ ଦେବା ବାହାନାରେ ଜଣେ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିଲା। ଅଭିଯୁକ୍ତମାନେ ତାଙ୍କୁ ଫରିଦାବାଦ-ଗୁରୁଗ୍ରାମ ରାସ୍ତାରେ ଦୁଇ ଘଣ୍ଟା ପର୍ଯ୍ୟନ୍ତ କାରରେ ବୁଲାଇଥିଲେ ।ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ!-->…
‘ଏହା ତାଳପତ୍ର ଚିତ୍ର ଯାହା ବହୁ ପୁରୁଣା’ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ ଅରବିନ୍ଦ ପାଢୀ
ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ । ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ଅସନ୍ତୋଷ ଦେଖାଦେଇଛି । ଟେବୁଲ କ୍ୟାଲେଣ୍ଡର, ଫଟୋ କ୍ୟାଲେଣ୍ଡରରେ ରହିଛି ସମାନ ଚିତ୍ର । ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ କ୍ୟାଲେଣ୍ଡର ଛପା ଯାଇଛି ।ଶ୍ରୀମନ୍ଦିର!-->…
ଟ୍ରମ୍ପଙ୍କ ପରେ ଚୀନର ଯୁଦ୍ଧବିରତି ମଧ୍ୟସ୍ଥତା ଦାବି, ସବୁ ପୋଲ୍ ଖୋଲିଦେଲା ଭାରତ
ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା ଯୁଦ୍ଧବିରତିରେ ମଧ୍ୟସ୍ଥତା କରିଥିବା ଦାବି କରିଛନ୍ତି।କିନ୍ତୁ ଉଭୟ ଦାବିକୁ ପ୍ରତ୍ୟାଖ୍ୟାନ କରିଛି ଭାରତ । ଯୁଦ୍ଧବିରତିରେ ୩ୟ!-->…
ଆଜି ଅବସର ନେବେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା
ଭୁବନେଶ୍ୱର (ରାଜ୍ୟକାହାଣୀ )ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଜି ଅବସର ନେବେ। ତାଙ୍କ ପାଇଁ ବିଦାୟକାଳୀନ ସମ୍ବର୍ଦ୍ଧନା ଜଣାଯାଇଛି। ସମସ୍ତ ପ୍ରଶାସନିକ ଅଧିକାରୀମାନଙ୍କୁ ସେମାନଙ୍କର ଆଗାମୀ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ମନୋଜ ଆହୁଜା ଅବସର ନେବା ପରେ ପରବର୍ତ୍ତୀ ମୁଖ୍ୟ ଶାସନ!-->…
ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ
ଭୁବନେଶ୍ୱର (ରାଜ୍ୟକାହାଣୀ )ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ସ୍ଥାନରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।ସେହିପରି ରଥଯାତ୍ରାର ଫଟୋ ମଧ୍ୟ କ୍ୟାଲେଣ୍ଡର ରେ ରହିଥିବା ବେଳେ ସେଥିରେ ମଧ୍ୟ ତ୍ରୁଟି!-->…
ହାଇଆଲର୍ଟରେ ପୁରୀ :ଦିବ୍ୟାଙ୍ଗ, ବରିଷ୍ଠ ନାଗରିକ ଓ ଛୋଟ ପିଲାଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ୨୦୨୫ର ଶେଷ ଦିନ । ଆସୁଛି ଇଂରାଜୀ ନୂଆବର୍ଷ ୨୦୨୬ । ନୂଆବର୍ଷ ପାଇଁ ପୁରୀରେ ହାଇଆଲର୍ଟ । ନୂଆବର୍ଷ ଉପଲକ୍ଷେ ପୁରୀରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ଭିତରେ ସୁରକ୍ଷା ବ୍ୟବସ୍ଥା ପ୍ରତି ଗୁରୁତ୍ବ ଦେଇଛି ପୁଲିସ । ଏଥର ସୁରକ୍ଷା ବ୍ୟବସ୍ଥାକୁ ୫ ଭାଗରେ ବିଭକ୍ତ!-->…
ନୂଆବର୍ଷରେ ପ୍ରବଳ ଶୀତ: ଏହି ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ ନୂଆବର୍ଷରେ ୧୨ଟି ଜିଲାକୁ ଶୀତ ଲହରି ଓ ଘନ କୁହୁଡି ପାଇଁ ୟେଲୋ ୱାର୍ନିିଂ ଜାରି କରିଛି ପାଣିପାଗ ବିଭାଗ।ରାଜ୍ୟର ସର୍ବନିମ୍ନ!-->…
ନବୀନଙ୍କୁ ଭେଟିଲେ ବିଜେଡିର ଦୁଇ ପ୍ରମୁଖ ଛାମୁଆ ସଂଗଠନର ନବନିଯୁକ୍ତ କର୍ମକର୍ତ୍ତା
ରାଜ୍ୟ କାହାଣୀ ( ଭୁବନେଶ୍ଵର)ନବୀନ ନିବାସରେ ବିଜୁ ଯୁବ ଜନତା ଦଳ ଏବଂ ବିଜୁ ଛାତ୍ର ଜନତା ଦଳର ନୂତନ ଭାବେ ନିଯୁକ୍ତ ହୋଇଥିବା କର୍ମକର୍ତ୍ତାମାନେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି । ନୂତନ କର୍ମକର୍ତ୍ତାଙ୍କୁ ଅଭିନନ୍ଦନ ଜଣାଇବା ସହ ସାଧାରଣ ଲୋକଙ୍କ ସେବାରେ ନିଜକୁ!-->…