Browsing Category
ଆଜିର ଖବର
ଯାଞ୍ଚ କଡ଼ାକଡ଼ି କରିବାକୁ ଆରଟିଓଙ୍କୁ ପରିବହନ ଆୟୁକ୍ତଙ୍କ ଚିଠି
ରାଜ୍ୟ କାହାଣୀ (ଭୁବନେଶ୍ଵର)ନୂଆ ବର୍ଷକୁ ଦୃଷ୍ଟୀରେ ରଖି ମଦ ପିଇ ଗାଡ଼ିଚାଳନା ରୋକିବାକୁ ଆଜି କାଲି ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ । ଏନେଇ ସବୁ ଆରଟିଓଙ୍କୁ ଚିଠି ଲେଖିଲେ ପରିବହନ କମିଶନର । ମଦ ପିଇ ଡ୍ରାଇଭ୍, ମାତ୍ରାଧିକ ସ୍ପିଡ୍, ବିନା ହେଲମେଟ୍ରେ ଗଲେ ତଣ୍ଡ କଟାଯିବ । ସେହିପରି!-->…
ପିକନିକ୍ ପାର୍ଇ ବାଣିଜ୍ୟ ପରିବହନ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି
ଭୁବନେଶ୍ୱର (ରାଜ୍ୟକାହାଣୀ )ପିକନିକ୍ ପାଇଁ ବାଣିଜ୍ୟ ପରିବହନ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ପିକନିକ୍ ଋତୁରେ ହେଉଥିବା ଦୁର୍ଘଟଣା ହ୍ରାସ କରିବା ପାଇଁ ମାର୍ଗଦର୍ଶିକାର କଠୋର ପାଳନ କରାଯିବ। ସମସ୍ତ!-->…
ନୂଆବର୍ଷରେ ଶୁଭେଚ୍ଛା ଜଣାଇବାକୁ କାର୍ଯ୍ୟାଳୟକୁ ନ ଆସିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର (ରାଜ୍ୟକାହାଣୀ )ନୂଆବର୍ଷ ୨୦୨୬ ପାଇଁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ । “ନୂଆବର୍ଷର ପ୍ରଥମ ଦିନ ସରକାରୀ କାର୍ଯ୍ୟ ଦିବସ ରହୁଥିବାରୁ, ଏହି ଦିନ ମୋର କାର୍ଯ୍ୟାଳୟ ଗୋଟିଏ ସାଧାରଣ କାର୍ଯ୍ୟଦିବସ ଭଳି ଚାଲିବ । ନିୟମିତ ଭାବେ ସରକାରୀ କାର୍ଯ୍ୟ ହେବ । ତେବେ!-->…
୩୦ ଡିସେମ୍ବରରୁ ୪ ଜାନୁଆରି ପର୍ଯ୍ୟନ୍ତ ପୁରୀର ସମସ୍ତ ଅଫିସର୍ଙ୍କ ଛୁଟି ବାତିଲ
ଭୁବନେଶ୍ୱର (ରାଜ୍ୟକାହାଣୀ )ନୂଆବର୍ଷରେ ଶ୍ରୀମନ୍ଦିର ଭିତର ଓ ବାହାର ପଟ ସିସିଟିଭି ନଜରରେ ରହିବ । ଏନେଇ ସୂଚନା ଦେଇଛନ୍ତି ପୁରୀ ଏସ୍ପି ପ୍ରତୀକ ସିଂ । ଶ୍ରୀମନ୍ଦିର ଭିତରେ ୧୫୨ଟି ଓ ବାହାରେ ୧୯୨ଟି ସିସିଟିଭି ଲାଗିଛି । ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ!-->…
ବଣଭୋଜି କରୁଥିଲେ ସାବଧାନ । ପ୍ରଦୂଷଣ କଲେ ହେବ ଆକ୍ସନ
ବଣଭୋଜି କରୁଥିଲେ ସାବଧାନ । ପ୍ରଦୂଷଣ କଲେ ହେବ ଆକ୍ସନ । ବଣଭୋଜି ଉପରେ ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡ ନଜର ରଖୁଥିବା ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ।ଭୁବନେଶ୍ବରରେ ପ୍ରଦୂଷଣର ମାତ୍ରା ଅଧିକ ରହୁଥିବା ବେଳେ ସମସ୍ତେ ଏନେଇ ସତର୍କ ରହିବା ଆବଶ୍ୟକ ।!-->…
କଣ୍ଠଶିଳ୍ପୀ ହ୍ୟୁମାନ ମୃତ୍ୟୁ ମାମଲା; ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଅର୍ପିତା ଚୌଧୁରୀ
ରାଜ୍ୟ କାହାଣୀ (ଭୁବନେଶ୍ଵର)କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ମାମାଲାରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ । ହାଇକୋର୍ଟରେ ଆଗୁଆ ଜାମିନ ପାଇଁ ଅର୍ପିତା ଆବେଦନ କରିଛନ୍ତି ।ପୂର୍ବରୁ ଏହି ମାମଲାରେ ସୋମେଶ ଶତପଥୀଙ୍କ ସହ ମିଳିତ ଆଗୁଆ ଜାମିନ ଆବଦେନ କରିଥିଲେ!-->…
ଭିଜିଲାନ୍ସ ଜାଲରେ ଦୁଇ ଦୁଇଟା ସରକାରୀ ବାବୁ ! ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା
ଆଜି ଗୋଟିଏ ଦିନରେ ଦୁଇ ଦୁଇଟା ସରକାରୀ ବାବୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି | କେନ୍ଦୁଝରଜିଲ୍ଲା ହାଟଡିହି ବ୍ଲକର ପିଇଓ ଜିତେନ୍ଦ୍ର ଜେନାଙ୍କ ବସନ୍ତିଆ ସ୍ଥିତ ଘର ଓ ପତ୍ନୀଙ୍କ ନାମରେ ଥିବା ବ୍ୟବସାୟ ପ୍ରତିଷ୍ଠାନ ଉପରେ ଭିଜିଲାନ୍ସ ଚଢ଼ାଉ ଚାଲିଛି।ଅନୁସନ୍ଧାନ ସମୟରେ,ଜିତେନ୍ଦ୍ରଙ୍କ!-->…
ଗଡ଼ମଧୁପୁରରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ
ଯାଜପୁର ଜିଲାର ଗଡ଼ମଧୁପୁର ରାଜବାଟିରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ ପହଞ୍ଚିବା ପରେ ତାଙ୍କୁ ଦେଖିବାକୁ ଲୋକଙ୍କ ଭିଡ ଦେଖିବାକୁ ମିଳିଛି । ଏହି ସମୟରେ ସାଦା ପୋଷାକରେ ନଜର ଆସିଥିଲେ ଅରିଜିତ୍ ସିଂ । ଅରିଜିତଙ୍କୁ ପାଖରେ ପାଇ ଘେରି ଯାଇଥିଲେ ଫ୍ୟାନ୍ସ । କିଏ ସେଲ୍ଫି ନେଉଥାଏ!-->…
ଚିଲିକା ପରେ ବିଦେଶୀ ପକ୍ଷୀଙ୍କ ନୂଆ ଠିକଣା ଋଷିକୁଲ୍ୟା, ଭିତରକନିକା
ଭୁବନେଶ୍ୱର (ରାଜ୍ୟକାହାଣୀ )ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଚିଲିକା ହ୍ରଦକୁ ଏକାଧିକ ବିଦେଶୀ ପକ୍ଷୀ ଆଗମନ କରୁଛନ୍ତି କିନ୍ତୁ ବିଦେଶାଗତ ପକ୍ଷୀଙ୍କ ଆଗମନ ସଂଖ୍ୟା ହ୍ରାସ ପାଇଛି। ଯେଉଁଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି କହିଛନ୍ତି ଓଡ଼ିଶାର!-->…
ମାସିକ ୧୫୦୦ ଟଙ୍କା ପାଇବେ ତୃତୀୟ ଲିଙ୍ଗୀଙ୍କ ଅଭିଭାବକ
ଭୁବନେଶ୍ୱର (ରାଜ୍ୟକାହାଣୀ )ମାସିକ ୧୫ଶହ ପାଇବେ ତୃତୀୟଲିଙ୍ଗୀ ଶିଶୁଙ୍କ ଅଭିଭାବକ। ‘ସ୍ବୀକୃତି’ଯୋଜନାର ଜାରି ହେଲା ନିର୍ଦ୍ଦେଶାବଳୀ। ତୃତୀୟଲିଙ୍ଗୀଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା, ସେମାନଙ୍କ ଅଧିକାରର ସୁରକ୍ଷା ପ୍ରଦାନ କରିବା ପାଇଁ ରାଜ୍ୟ ସରକାର ‘ସ୍ବୀକୃତି’ ଯୋଜନା!-->…