Browsing Category
ଆଜିର ଖବର
ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୋଦି
ବାଂଲାଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପରଲୋକ । ୮୦ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ । ବୟସ ଜନିତ ରୋଗରେ ପୀଡ଼ିତ ଥିଲେ । ସେ ଦୀର୍ଘ ଦିନ ଧରି ଲିଭର ସିରୋସିସ୍, ହୃଦରୋଗ, କିଡନୀ ସମସ୍ୟା ଏବଂ ମଧୁମେହ ଭଳି ଅନେକ ଜଟିଳ ରୋଗରେ!-->…
ଜିରୋ ନାଇଟ୍ ପାଇଁ ଅସ୍ଥାୟୀ ମଦ ଲାଇସେନ୍ସ ଆବେଦନ ଖାରଜ
ଭୁବନେଶ୍ୱର (ରାଜ୍ୟକାହାଣୀ )ଜିରୋ ନାଇଟ୍ ସେଲିବ୍ରେସନ୍ । କଠୋର ହୋଇଛି ଅବକାରୀ ବିଭାଗ ।ଜିରୋ ନାଇଟ୍ ପାଇଁ ଅସ୍ଥାୟୀ ମଦ ଲାଇସେନ୍ସ ଆବେଦନକୁ ଖାରଜ କରି ଦେଇଛି ଅବକାରୀ ବିଭାଗ ।ଜିରୋ ନାଇଟ୍ ପାଇଁ ଗତ କିଛି ଦିନ ଧରି ଭୁବନେଶ୍ୱର ଅବକାରୀ ଅଧିକ୍ଷକଙ୍କ ନିକଟରେ ଅସ୍ଥାୟୀ ଲାଇସେନ୍ସ (!-->…
ଆଜି କୋଣାର୍କ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ଼
ଭୁବନେଶ୍ୱର (ରାଜ୍ୟକାହାଣୀ )ଶାମ୍ବ ଦଶମୀ ଅବସରରେ ଆଜି କୋଣାର୍କ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ ରହିଛି । ବିନା ଟିକେଟରେ ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିରର ନିଖୁଣ କାରୁକାର୍ଯ୍ୟକୁ ବୁଲି ଦେଖୁଛନ୍ତି କୋଣାର୍କକୁ ବୁଲି ଆସୁଥିବା ଦେଶ ବିଦେଶର ପର୍ଯ୍ୟଟକ । ପୌଷ ଶୁକ୍ଲ ଦଶମୀ!-->…
ଭିଜିଲାନ୍ସ ପଞ୍ଝାରେ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର
ଭିଜିଲାନ୍ସ ପଞ୍ଝାରେ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ରେଡ୍। ମଙ୍ଗଳବାର ସକାଳୁ ଏକକାଳୀନ ୪ଟି ସ୍ଥାନରେ ରେଡ୍ ମାରିଛି ଭିଜିଲାନ୍ସ ଟିମ୍।ଖବର ଅନୁସାରେ, ବାରଙ୍ଗ ତହସିଲ କାର୍ଯ୍ୟାଳୟ ସମେତ ଖୋର୍ଦ୍ଧା ଏବଂ!-->…
ଭାରତର ଦୁଇ ପଳାତକ, ଭାଇରାଲ ଭିଡିଓ ପାଇଁ ପୂର୍ବତନ IPL ଅଧ୍ୟକ୍ଷ ସରକାରଙ୍କୁ ମାଗିଲେ କ୍ଷମା
ଆଇପିଏଲ ସଂସ୍ଥାପକ ଓ ଦୁର୍ନୀତି ଅଭିଯୁକ୍ତ ଲଳିତ ମୋଦି ଭାରତ ସରକାରଙ୍କୁ କ୍ଷମା ମାଗିଛନ୍ତି। ନିକଟରେ ସେ ଲଣ୍ଡନର ଏକ ପାର୍ଟିର ଭିଡିଓ ସେୟାର କରିଥିଲେ। ଏଥିରେ ସେ କିଙ୍ଗଫିସର ଏୟାରଲାଇନ୍ସ ଋଣ ଠକେଇ ଓ ମନିଲଣ୍ଡରିଂ ମାମଲାରେ ପଳାତକ ବିଜୟ ମାଲ୍ୟାଙ୍କ ସହ ଦେଖିବାକୁ ମିଳିଥିଲେ। ଭିଡିଓରେ!-->…
କଟକ ସହରରେ ବର୍ଷକରେ ରୁଜୁ ହୋଇଛି ୯ ହଜାର ୨ ଶହ କେସ୍
୨୦୨୫ରେ କଟକ ସହରରେ ଥିବା ୨୧ଟି ଥାନାରେ ମୋଟ ୯ ହଜାର ୧୩୯ଟି ମାମଲା ରୁଜୁ ହୋଇଛି । ଯାହାକି ୨୦୨୪ ମସିହା ତୁଳନାରେ ପ୍ରାୟ ୨ ହଜାର ଅଧିକ ଅଟେ । କେବଳ ସଦର ଥାନାରେ ଚଳିତ ବର୍ଷ ପ୍ରାୟ ରେକର୍ଡ ସଂଖ୍ୟକ ୧ ହଜାର ମାମଲା ରୁଜୁ ହୋଇଛି । ଯାହାକି ଥାନା ପାଇଁ ଚିନ୍ତାକର ବିଷୟ ପାଲଟିଛି!-->…
ହ୍ୟୁମାନ ସାଗର ମୃତ୍ୟୁ ମାମଲା: ଏତଲାରେ ଥିବା ବ୍ୟକ୍ତି ହେବେ ଜେରା- ଡିସିପି
ଭୁବନେଶ୍ୱର (ରାଜ୍ୟକାହାଣୀ )ହ୍ୟୁମାନ ସାଗର ମୃତ୍ୟୁ ମାମଲା । ମେଡିକାଲ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ କରାଯାଇଥିବା କଟକ ଡିସିପିଙ୍କ ସୂଚନା । ଚିକିତ୍ସା ସମ୍ପର୍କରେ ଯାଞ୍ଚ କରାଯାଉଛି କାଗଜପତ୍ର । ଅଭିଯୋଗର ଗୋଟି ଗୋଟି ଦିଗକୁ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କଟକ ଡିସିପି!-->…
ଜିରୋ ନାଇଟ୍ ପାଇଁ ପୋଲିସର କଟକଣା; ରାସ୍ତାକଡ଼ରେ ଉତ୍ସବ ମନା
ଭୁବନେଶ୍ୱର (ରାଜ୍ୟକାହାଣୀ )ନୂଆବର୍ଷ ପାଇଁ ପୋଲିସର ଗାଇଡଲାଇନ ଜାରି । ରାତି ୧୨ଟା ୩୦ ଯାଏ ଜିରୋ ନାଇଟ୍ ସେଲିବ୍ରେସନ। ସୁରକ୍ଷା ପାଇଁ ରାଜଧାନୀରେ ମୁତୟନ ହେବେ ୧୮ ପ୍ଲାଟୁନ ଫୋର୍ସ । ଭୁବନେଶ୍ବରର ୧୮ଟି ସ୍ଥାନରେ ବ୍ଲକିଂ, ଚେକିଂ ହେବ। ସୁରକ୍ଷା ତଦାରଖ କରିବେ ୨୯ଟି ୱାଚ ପାଟ୍ରୋଲିଂ ଟିମ୍!-->…
ଆଜି ନନ୍ଦନକାନନ ପାଳୁଛି ୬୬ ତମ ପ୍ରତିଷ୍ଠା ଦିବସ । ୨୫ ବର୍ଷ ପରେ ନନ୍ଦନକାନନରେ ଖୋଲିଲା ଓଧ ଖୁଆଡ଼
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ନନ୍ଦନକାନନ ପାଳୁଛି ୬୬ ତମ ପ୍ରତିଷ୍ଠା ଦିବସ । ପ୍ରତିବର୍ଷ ଡିସେମ୍ବର ୨୯ ତାରିଖରେ ନନ୍ଦନକାନନରେ ତାର ପ୍ରତିଷ୍ଠା ଦିବସ ପାଳନ କରି ଆସୁଛି । ଆଜି ପ୍ରତିଷ୍ଠା ଦିବସ ଅବସରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଯୋଗ ଦେଇ ବିଭିନ୍ନ ନୂତନ!-->…
ବଡ଼ଦିନ ପରେ ନୂଆ ବର୍ଷରେ ପୁଣି ହରତାଳକୁ ଓହ୍ଲାଇବେ ଗିଗ୍ ୱାର୍କର୍ସ
ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶବ୍ୟାପୀ ଖାଦ୍ୟ ବିତରଣ କରୁଥିବା କର୍ମଚାରୀମାନେ ଏକ ବଡ ପ୍ରତିବାଦ ପ୍ରସ୍ତୁତି କରିଛନ୍ତି । ସ୍ୱିଗି, ଜୋମାଟୋ, ବ୍ଲିଙ୍କିଟ, ଆମାଜନ ଭଳି ଜଡିତ ଡେଲିଭରି ପାର୍ଟନର , କ୍ୟାବ ଡ୍ରାଇଭର ଏବଂ ହୋମ ସର୍ଭିସ କର୍ମଚାରୀମାନେ ଧର୍ମଘଟରେ ଯିବେ । ଯାହା ଫଳରେ ଖାଦ୍ୟ!-->…